ଆମ ଜିଲା ଖବର

ଓଡ଼ଗାଁ ଏନ୍‌ଏସିକୁ ପୁଣି ଫେରିଲା ଗୁଟ୍‌ଖା, ପଲିଥିନ

ଓଡ଼ଗାଁ,୯ା୩(ସ୍ବ.ପ୍ର.): କିଛିଦିନର ବ୍ୟବଧାନ ପରେ ଓଡଗାଁ ଏନ୍‌ଏସି ସମେତ ନିକଟ ବଜାରକୁ ପୁଣି ଥରେ ଗୁଟ୍‌ଖା ଓ ପଲିଥିନ ଫେରିଥିବା ନେଇ ଚର୍ଚ୍ଚା ହେଉଛି। ପଲିଥିନ ପୂର୍ବପରି ବ୍ୟବହାର ହେଉଥିବା ବେଳେ ଦୋକାନ ବଜାର ଏପରି କି ଶିକ୍ଷାନୁଷ୍ଠାନ ଓ...

ପୋକରା ଚାଉଳ ବଣ୍ଟନକୁ ବିରୋଧ: ଧାରଣା ପରେ ବଦଳାଗଲା

ନୟାଗଡ଼ ଅଫିସ,୯ା୩: ନୟାଗଡ଼ ବ୍ଲକ ଖୁଣ୍ଟୁବନ୍ଧ ପଞ୍ଚାୟତରେ ରବିବାର ପୋକରା ଚାଉଳ ବଣ୍ଟନକୁ ରାଶନ କାର୍ଡ ହିତାଧିକାରୀ ବିରୋଧ କରିଥିଲେ। ପରେ ସେମାନେ ପୋକଡା ଚାଉଳ ଧରି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ । ଖବର ପାଇ ଅତିରିକ୍ତ...

ମହିଳା ଶ୍ରମିକଙ୍କୁ ଅଣଦେଖା: ମିଳୁନି ନିର୍ମାଣ ଶ୍ରମିକର ପରିଚୟ

ନୟାଗଡ଼ ଅଫିସ,୯ା୩: ନୟାଗଡ଼ ଜିଲାରେ ମହିଳା ଶ୍ରମିକମାନଙ୍କୁ ନିର୍ମାଣ ଶ୍ରମିକର ପରିଚୟ ମିଳୁନି। ଏଥିରେ ବାଧକ ସାଜୁଛି ଜିଲା ଶ୍ରମ କାର୍ଯ୍ୟାଳୟ। କୃଷି ଶ୍ରମିକ କହି ଅଧିକାଂଶ ମହିଳାଙ୍କୁ ପଞ୍ଜୀକୃତ ନ କରି ଫେରାଇ ଦିଆଯାଉଛି ବୋଲି ଅଭିଯୋଗ ହୋଇ...

ବିଚାରାଧୀନ କଏଦୀଙ୍କୁ ଜେଲ କର୍ମଚାରୀଙ୍କ ମାଡ଼: ଭିମସାରରେ ଭର୍ତ୍ତି

ସମ୍ବଲପୁର,୯।୩(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ ଜେଲ କର୍ମଚାରୀଙ୍କ ମାଡ଼ରେ ଗୁରୁତର ହୋଇଛନ୍ତି। ସେ ହେଲେ ଟାଉନ ଥାନା ଦଳେଇପଡ଼ାର ଅଭିଷେକ ବେହେରା। ଚିକିତ୍ସା ଲାଗି ତାଙ୍କୁ ବୁର୍ଲା ଭିମସାର ଅର୍ଥୋପେଡିକରେ ଭର୍ତ୍ତି କରାଯାଇଛି। ଘଟଣାକୁ...

ଦୋଳ ଉତ୍ସବରେ ବାଦଦଣ୍ଡ ପ୍ରତିଯୋଗିତା

ବନ୍ତଳା, ୯ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମରେ ସୋମବାର ଦୋଳ ଉତ୍ସବ ମହାସମାରୋହରେ ପାଳିତ ହେଉଛି। ରାଧାକୃଷ୍ଣ ସ୍ବତନ୍ତ୍ର ବିମାନରେ ଏକ ବିରାଟ ପଟୁଆରରେ ଶୋଭାଯାତ୍ରାରେ ବାହାରି ଗ୍ରାମ ପରିକ୍ରମା କରିଥିଲେ। ଶିଙ୍ଗ ବାଜା, ଭାଙ୍ଗଡ଼ା ବାଜା,...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାପଝିଅଙ୍କୁ ଆକ୍ରମଣ, ୩ ଗିରଫ

ଖଇରା, ୯।୩(ଡି.ଏନ.ଏ.)-ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ରୁଢିଙ୍ଗିଆ ଗ୍ରାମର କୈଳାସ ବରାଳ ଓ ତାଙ୍କ ଝିଅଙ୍କୁ ଆକ୍ରମଣ କରାଯାଇଛି। ଗ୍ରାମର ଅଙ୍ଗନୱାଡି କର୍ମୀ ଓ ତାଙ୍କ ପରିବାର ଲୋକ ସେମାନଙ୍କୁ ମରଣାନ୍ତକ ଆକ୍ରମଣ...

ଗଞ୍ଜାମ ଐତିହାସିକ ଦୋଳଯାତ୍ରା: ବଜାର ଯାତ୍ରା ଶେଷ, କଳାକାରଙ୍କୁ ମାନପତ୍ର ବଣ୍ଟନ

ଗଞ୍ଜାମ, ୯ା୩(ଡି.ଏନ୍‌.ଏ.)- ଗଞ୍ଜାମ ଐତିହାସିକ ଦୋଳ ଯାତ୍ରାରେ ସୋମବାର ବଜାର ଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ରବିବାର ରାତି ୧୦ଟାରେ ସମସ୍ତ ସାହି ଠାକୁର ବଜାରରେ ପହଞ୍ଚତ୍ବା ପରେ ଯାତ୍ରା ଆରମ୍ଭ ହୋଇଥିଲା। ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ...

କାର ଦୁର୍ଘଟଣା: ୪ ଗୁରୁତର

ଭଣ୍ଡାରିପୋଖରୀ, ୯ା୩(ଡ଼ି.ଏନ.ଏ.)-ଭଣ୍ଡାରିପୋଖରୀ ଥାନା ୧୬ନଂ. ଜାତୀୟ ରାଜପଥର ଡାହାଲା ଛକଠାରେ ସୋମବାର ପ୍ରତ୍ୟୁଷରେ ଏକ କାର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। କାର୍‌ (ନଂ. ଓ୧୭ ଏଫ୍‌ ୬୩୦୮) ଭଦ୍ରକ ପଟୁ କଟକ ଆଡ଼କୁ ଯାଉଥିବା ବେଳେ ରାଜପଥ ପ୍ରଶସ୍ତିକରଣ...

ଅଟୋକୁ ଧକ୍କା ଦେଲା ଟ୍ରକ, ଜଣେ ମୃତ

ସୋର, ୯ା୩(ଡ଼ି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ୧୬ ନଂ. ଜାତୀୟ ରାଜପଥ କଲେଜ ଛକ ନିକଟରେ ସୋମବାର ସକାଳେ ଏକ ଟ୍ରକ ଓ ମାଲ ବୋଝେଇ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଅଟୋରେ ଥିବା ଗୋପୀନାଥପୁର ଗ୍ରାମର...

‘ମହିଳାଙ୍କ ସମ୍ମାନ ଅକ୍ଷୁର୍ଣ୍ଣ ରହୁ’

ରୂପସା, ୯ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅନ୍ତର୍ଗତ ବସ୍ତା ଭାଜପା ମହିଳା ମୋର୍ଚ୍ଚ ପକ୍ଷରୁ ବିଶ୍ୱ ମହିଳା ଦିବସ ଅବସରରେ ‘ମହିଳାଙ୍କ ସମ୍ମାନ ଅକ୍ଷୁର୍ଣ୍ଣ ରହୁ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମଣ୍ଡଳ ସଭାପତି ମିଲିରାଣୀ ବେହେରା ଅଧ୍ୟକ୍ଷତା କରି ମହିଳା...

ଭାଲୁ ସହ ହାତାହାତି: ଯୁବକ ଗୁରୁତର

କେନ୍ଦୁଝର, ୯ା୩: (ସ୍ବ.ପ୍ର.):ଜଙ୍ଗଲଜାତ ଆଳୁ ଖୋଳିବାକୁ ଜଣେ ଯୁବକ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ି ଗୁରୁତର ହୋଇଛନ୍ତି। ଉକ୍ତ ଯୁବକ ହେଲେ ହରିଚ଼ନ୍ଦନପୁର ବ୍ଲକ ଦୈତାରୀ ଥାନା ତାଳପଦା ଗ୍ରାମର ରମେଶ ଜୁଆଙ୍ଗ। ସେ ରବିବାର ମଧ୍ୟାହ୍ନ ୧୨ଟା...

ଭାଇଘରେ ପହଞ୍ଚି ପାରିଲେନି ଭଉଣୀ: ଟ୍ରେନ ଧକ୍କାରେ ଜୀବନ ଗଲା

କେନ୍ଦୁଝର, ୯ା୩(ସ୍ବ.ପ୍ର.): ଭାଇଘରେ ପହଞ୍ଚିପାରିଲେନି ଭଉଣୀ। ଟ୍ରେନ ଧକ୍କାରେ ଅଧାବାଟରେ ଜୀବନ ଚାଲିଗଲା। ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ସଦର ବ୍ଲକ ବେଦପଳସା ଅଞ୍ଚଳରେ। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri