ଆମ ଜିଲା ଖବର

ରାସ୍ତାରେ ବାଘଛୁଆ: ଭିଡିଓ ଭାଇରାଲ

ଚୌଦ୍ୱାର,୨୬ା୧୧(ଡି.ଏନ୍‌.ଏ.):କଟକ ବନଖଣ୍ଡ ଅଧୀନ ଡାଳିଯୋଡ଼ା ଫରେଷ୍ଟ ରେଞ୍ଜର ରାମଚନ୍ଦ୍ରପୁରଶାସନ ଗ୍ରାମ ନିକଟ ଫାର୍ମହାଉସ ରାସ୍ତାରେ ୨ଟି ବାଘଛୁଆ ବୁଲୁଥିବା ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଫଳରେ ଉକ୍ତ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଏହି…

ନକଲି ଘିଅ କାରଖାନାରେ ଚଢ଼ାଉ : ୫୦ ଲକ୍ଷ ଟଙ୍କାର ସାମଗ୍ରୀ ଜବତ

କଟକସଦର,୨୬।୧୧(ଡି.ଏନ୍‌.ଏ.)- କଟକସଦର ଥାନା ହରିଅନ୍ତା ପଞ୍ଚାୟତ ଉଲ୍ଲାର ଗ୍ରାମରେ ଥିବା ଏକ ନକଲି ଘିଅ କାରଖାନାରେ ପୋଲିସ ଗୁରୁବାର ଚଢ଼ାଉ କରି ବିଭିନ୍ନ ନାମୀଦାମୀ ଘିଅ କମ୍ପାନୀର ଲୋଗୋ, ଜରି ପ୍ୟାକେଟ, ନକଲି ଘିଅ ପ୍ରସ୍ତୁତ ପାଇଁ ସାମଗ୍ରୀ, ଓଜନ ଯନ୍ତ୍ରୀ…

ପାରିବାରିକ କଳହକୁ କେନ୍ଦ୍ର କରି ତଣ୍ଟି କାଟିଦେଲେ ଯୁବକ

ଛେଣ୍ଡିପଦା,୨୬ା୧୧(ଡି.ଏନ.ଏ.)- ଛେଣ୍ଡିପଦା ଥାନା ବରସାହି ପଞ୍ଚାୟତ ରଙ୍ଗମାଟିଆ ସାହିର ଖକନ ବେହେରା(୪୭) ଗୁରୁବାର ନିଜ ଘର ପୋଡ଼ିଦେବା ସହ ତଣ୍ଟି କାଟି ଗୁରୁତର ହେବା ଚର୍ଚ୍ଚାର ବିଷୟ ହୋଇଛି। ପାରିବାରିକ କଳହକୁ କେନ୍ଦ୍ରକରି ଖକନ ଏପରି କରିଥିବା ପୋଲିସ ସୂଚନା ଦେଇଛି।…

ନାଲ୍‌କୋରେ ଧର୍ମଘଟର ପ୍ରଭାବ

ବଅଁରପାଳ,୨୬ା୧୧(ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନ ବିରୋଧୀ ନୀତି ବିରୋଧରେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକ ପକ୍ଷରୁ ଗୁରୁବାର ଦିଆଯାଇଥିବା ଦେଶବ୍ୟାପୀ ଧର୍ମଘଟର ପ୍ରଭାବ ଅନୁଗୋଳ ଜିଲାରେ ଦେଖିବାକୁ ମିଳିଛି। ବିଶେଷକରି ନାଲ୍‌କୋର ସିପିପି ଓ ସ୍ମେଲଟର ପ୍ଲାଣ୍ଟ ସମ୍ମୁଖରେ ସକାଳୁ ଏନ୍‌ଏସ୍‌ସିୟୁ,…

ଅନ୍‌ଲାଇନ ଟିସିକୁ ନେଇ ଅଡୁଆରେ ପ୍ରଧାନଶିକ୍ଷକ

ଶେରଗଡ,୨୬ା୧୧(ଡି.ଏନ୍‌.ଏ.)- ଶେରଗଡ ବ୍ଲକର ସମସ୍ତ ବିଦ୍ୟାଳୟରେ ଅନଲାଇନ ଟିସି (ଟ୍ରାନ୍ସଫର ସାର୍ଟିଫିକେଟ୍‌) ବ୍ୟବସ୍ଥା ପ୍ରଚଳନ କରାଯାଇଛି। ଯେଉଁ ଛାତ୍ରୀଛାତ୍ର ବିଦ୍ୟାଳୟ ଛାଡି ଅନ୍ୟ ଶିକ୍ଷାନୁଷ୍ଠାନକୁ ଯିବେ ସେମାନଙ୍କୁ ହାତଲେଖା ଟିସି ସହ ଅନ୍‌ଲାଇନ୍‌ରେ ଜେନେରେଟ୍‌ ହେଉଥିବା ଟିସି ନମ୍ବର ଦେବାର ବ୍ୟବସ୍ଥା…

ପୁରୀରେ ଜାରି ହେଲା ୧୪୪ ଧାରା: ପତିତପାବନ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୬।୧୧: ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ଏହା ଜାରି ରହିବ। ମରିଚକୋଟ ଛକରୁ ସିଂହଦ୍ୱାର ଓ ମନ୍ଦିର ଚତୁଃପାର୍ଶ୍ୱରେ ଏହି ଧାରା ଲାଗୁ…

ସ୍ବାଭିମାନ ଅଞ୍ଚଳରେ ମାଓବାଦୀ-ପୋଲିସ ଗୁଳି ବିନିମୟ: ମାଓନେତା କିଶୋର ମୃତ, ଜଣେ ଆହତ

ମାଲକାନଗିରି/ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ଆନ୍ଧ୍ର ଓଡିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ଆଦିବାସୀବହୁଳ ଉପାନ୍ତ ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ନିକଟସ୍ଥ ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁରୁବାର ଗୁଳିବିନିମୟ ଜାରି ରହିଛି। ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା…

୩ ଲକ୍ଷ ୨୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ନୋଟ ଜବତ: ଜଣେ ଗିରଫ

କୋରାପୁଟ,୨୬।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡ଼ା ଥାନା ଅଞ୍ଚଳରୁ ବୁଧବାର ବିଳମ୍ବିତ ରାତ୍ରରେ ଏସ୍‌ଟିଏଫ ଦ୍ୱାରା ଜଣେ ବ୍ୟକ୍ତିଠାରୁ ୩ ଲକ୍ଷ ୨୮ ହଜାର ୩ ଶହ ଟଙ୍କାର ନକଲି ନୋଟ ଜବତ କରାଯାଇଛି । ଘଟଣାରେ ଜଣକୁ ଗିରଫ କରାଯାଇଥିବା ଜଣାପଡ଼ିଛି…

କୋରାପୁଟ ଜିଲାରେ ଭାରତ ବନ୍ଦ ପ୍ରଭାବ: ଯାନବାହନ ଚଳାଚଳ ଠପ୍‌

କୋରାପୁଟ,୨୬।୧୧(ସ୍ବ.ପ୍ର.) କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଯୋଗୁ କୋରାପୁଟ ଜିଲାରେ ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି । ଯାନବାହନ ଚଳାଚଳ ଠପ୍‌…

ପୋଷ୍ଟ ମାଷ୍ଟରଙ୍କୁ ମରଣାନ୍ତକ ଆକ୍ରମଣ

ପାଟଣାଗଡ଼,୨୬।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ତମିଆଁ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳେ ଭରତବାହାଲ ଗ୍ରାମରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ତମିଆଁ ଗ୍ରାମର ଔଷଧ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସୂଚନାଯୋଗ୍ୟ, ସକାଳେ ପ୍ରଧାନ…

ଲଘୁ ଖଣିଜ ନିର୍ଦ୍ଦେଶାଳୟ: ଆରମ୍ଭରୁ ଦୁର୍ବଳ

ଯାଜପୁର ଅଫିସ,୨୬ା୧୧:ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କ୍ରମେ ୧୩ା୮ା୨୦୧୯ରେ ସ୍ବତନ୍ତ୍ର ଲଘୁଖଣିଜ ନିର୍ଦ୍ଦେଶାଳୟ ଗଠିତ ହୋଇଛି। ରାଜ୍ୟର ଲଘୁଖଣିଜ ପଦାର୍ଥଗୁଡିକର ସୁବିନିଯୋଗ ଓ ପରିଚାଳନା ଏହାର ଲକ୍ଷ୍ୟ। ଲୋକସେବା ଭବନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରୁଛି। ଏଥିରେ ନିର୍ଦ୍ଦେଶକଙ୍କ ସମେତ ୨୯ଟି ପଦବୀ…

ଭାରତ ବନ୍ଦ ଡାକରା: ଶ୍ରମିକ ସଂଘ ପକ୍ଷରୁ ବିକ୍ଷୋଭ

ନିଶ୍ଚିନ୍ତକୋଇଲି,୨୬।୧୧(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ମିଳିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ମହାସଂଘ ଆହ୍ବାନ କ୍ରମେ ଦେଶବ୍ୟାପୀ ଧର୍ମଘଟ ଅନୁଷ୍ଠିତ ହୋଇଛି। ଏ ନେଇ କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?