ଆମ ଜିଲା ଖବର

ବାଇକକୁ ଧକ୍କା ଦେଲା ବୁଲେଟ, ୪ ଗୁରୁତର

ପରଜଙ୍ଗ, ୯ା୩(ଡି.ଏନ.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁକ୍ତାପଶି-ବଡ଼କମର ଗ୍ରାମ୍ୟ ନିର୍ମାଣ (ଆର୍ଡ଼ି) ରାସ୍ତାର କଟାବାହାଳ ଛକ ନିକଟରେ ସୋମବାର ମଧ୍ୟାହ୍ନରେ ଏକ ବାଇକକୁ ବୁଲେଟ ଧକ୍କା ଦେଇଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ଘଟଣାରୁ ପ୍ରକାଶ, ବାଇକ...

ନୀଳରକ୍ତ କଙ୍କଡା ସୁରକ୍ଷା ପାଇଁ ବେଳାଭୂମି ସଫେଇ

ରୂପସା, ୯ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅନ୍ତର୍ଗତ ବଗଦା ବେଳାଭୂମିରେ ସୋମବାର ସଫେଇ ଅଭିଯାନ ଆରମ୍ଭ ହୋଇଛି। ସମୁଦ୍ରରେ ନୀଳରକ୍ତ କଙ୍କଡାର ସୁରକ୍ଷା ପାଇଁ ବାଲେଶ୍ୱରର ଆସୋସିଏଶନ ଫର ବାୟୋଡାଇଭରସିଟି କଞ୍ଜରଭେଶନ(ଏବିସି), ବଗଦ୍‌ାର ମମତା ଜଙ୍ଗଲ ସୁରକ୍ଷା...

ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା: ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବେଶ ଦର୍ଶନ କଲେ ଲକ୍ଷାଧିକ ଭକ୍ତ

ପୁରୀ ଅଫିସ,୯।୩: ଶ୍ରୀମନ୍ଦିରରେ ପବିତ୍ର ଦୋଳପୂର୍ଣ୍ଣମା ନୀତି ପାଳିତ ହୋଇଛି। ଦୋଳପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହୋଇଛି। ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳ...

ହରିରାଜପୁର ମେଳଣ ୧୪ରୁ: ଆତସବାଜି ପ୍ରଦର୍ଶନ ପାଇଁ ହେବ ୪୦ ବାଣ ପାଲି

ଜଟଣୀ, ୯।୩(ଡି.ଏନ.ଏ.): ଓଡ଼ିଶା ପ୍ରସିଦ୍ଧ ହରିରାଜପୁର ପଞ୍ଚୁଦୋଳ ମେଳଣ ପାଇଁ ଏହାର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଜଟଣୀ ନିକଟବର୍ତ୍ତୀ ହରିରାଜପୁରସ୍ଥିତ ଶ୍ରୀପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ଏହି ମେଳଣର ଜମାଣ ଉତ୍ସବ ଆସନ୍ତା ୧୪ରୁ ୧୭ତାରିଖ ପର୍ଯ୍ୟନ୍ତ...

ସତ୍ୟବାଦୀରେ ଗୁଳିକାଣ୍ଡ: ଯୁବକଙ୍କ ଜୀବନଗଲା, ପ୍ରତିବାଦରେ ରାଜପଥ ଅବରୋଧ

ସତ୍ୟବାଦୀ,୯।୩(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ବଡ଼ କାଞ୍ଜିଆ ଛକରେ ରବିବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ଏଥିରେ ପୁରନ୍ଦର ବେହେରା ଓରଫ ଭାସିଆ ନିହତ ହୋଇଛନ୍ତି। ତାଙ୍କ ଶ୍ବଶୁର ଘର ନିକଟରେ ଗୁଳିମାଡ଼ରେ ମୃତ୍ୟୁ ହୋଇଥିବା ଖବରପାଇ ପରିବାର...

ମେଳଣ ଆଣିଛି ଗାଁରେ ଏକତା

ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ବଡ଼ବିଶୋଳ ପଞ୍ଚାୟତର ବେଲଡ଼ିହାରେ ୧୯୮୭ ମସିହାରୁ ପାଳିତ ହୋଇ ଆସୁଥିବା ଦୋଳ ଉତ୍ସବ ଗାଁରେ ଆଣିଛି ଏକତା। ନିଜ ନିଜ ଭିତରେ ଭେଦଭାବ ଭୁଲି ସ୍ବାଭିମାନ ରକ୍ଷା କରିବା ସହିତ ଭଗବତ ଚିନ୍ତାଧାରାରେ...

ସିବିଆଇକୁ ଦିଆଯିବ ଭକ୍ତଙ୍କ ଦସ୍ତଖତପତ୍ର

ପୁରୀ ଅଫିସ,୯।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆରବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡ଼ି ଥିବାରୁ ଆର୍‌ବିଆଇ ଏହି ପଦକ୍ଷେପ ନେଇଛି। ଏଭଳି ସ୍ଥିିିତିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି...

ନୀଳାଦ୍ରି ନିଳୟ ଯୋଜନା: ଝୁଣ୍ଟିଲା ପ୍ରଶାସନ

ପୁରୀ ଅଫିସ,୯।୩: ପୁରୀ ସହରକୁ ଭିକାରିମୁକ୍ତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଗତ ୩ ତାରିଖରୁ ଆରମ୍ଭ ହୋଇଛି ନୀଳାଦ୍ରି ନିଳୟ ଯୋଜନା। ଭିକ୍ଷାବୃତ୍ତି କରୁଥିବା ଲୋକଙ୍କୁ ଉଦ୍ଧାର କରି ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଏହାର...

ବନ୍ୟା ପାଣିରେ ନିଆଁ

ବଲାଙ୍ଗୀର ସହର ନିକଟରେ କୌଣସି ନଦୀ ପ୍ରବାହିତ ହୋଇନାହିଁ। ସହର ମଧ୍ୟଦେଇ ଅଙ୍କାବଙ୍କା ହୋଇ ଲକ୍ଷ୍ମୀଯୋର ପ୍ରବାହିତ ହେଉଛି। ସାଧାରଣତଃ ସହରରେ ବନ୍ୟା ପ୍ରଭାବ ଦେଖାଯାଏ ନାହିଁ। ମାତ୍ର ୨୦୧୯ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ମୂଷଳ ଧାରାରେ ବର୍ଷା ଫଳରେ...

୧୫ରୁ ବୈଶାଖୀ ବାଣିଜ୍ୟ ମେଳା: ସ୍ଥାନ ପାଇବ ୪୯୦ ଷ୍ଟଲ

କଟକ ଅଫିସ,୯।୩,: କଟକ ଉପର ବାଲିଯାତ୍ରା ପଡିଆରେ ଆସନ୍ତା ୧୫ରୁ ୨୪ ତାରିଖ ପର୍ଯ୍ୟନ୍ତ ବୈଶାଖୀ ବାଣିଜ୍ୟ ମେଳା ଅନୁଷ୍ଠିତ ହେବ। ଏହାକୁ ମିନି ବାଲିଯାତ୍ରା ବୋଲି ମଧ୍ୟ କୁହାଯାଏ। ବୈଶାଖୀ ବାଣିଜ୍ୟ ମେଳା ଆୟୋଜକ କମିଟି ପକ୍ଷରୁ ରବିବାର...

‘ଇତିହାସରୁ ଉଦାହରଣ ସୃଷ୍ଟି କରିଆସୁଛି ନାରୀ’

ଅନୁଗୋଳ ଅଫିସ୍‌, ୯।୩ : ମହିଳାମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଥିବା ସେମାନଙ୍କର ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ପୂର୍ବାହ୍ନରେ ଜିଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ସମାଜ ମଙ୍ଗଳ, ଜିଲା...

୧୮,୦୩୬ ପ୍ରକଳ୍ପକୁ ଅନୁମୋଦନ

ଢେଙ୍କାନାଳ ଅଫିସ, ୯।୩: ରାଜ୍ୟ ସରକାର ଚାଷୀ ଓ ଚାଷର ବିକାଶ ଲାଗି ଫୋକସ କରୁଛନ୍ତି। କୃଷିକ୍ଷେତ୍ରରେ ଉତ୍ପାଦନ ଏବଂ ଚାଷୀଙ୍କ ଆୟ ବୃଦ୍ଧି ଲାଗି ଆମ କୃଷି ଯୋଜନା କାର୍ଯ୍ୟକାରୀ କରାଯାଇଛି। ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ସକ୍ରିୟ ହେଲେ କୃଷିଭିତ୍ତିକ ଯୋଜନାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri