ଆମ ଜିଲା ଖବର

ନୟାଗଡ଼ରେ ୭୧ ଗାଁ  ଜଳବନ୍ଦୀ

ନୟାଗଡ ଅଫିସ/ଗଣିଆ/ଭାପୁର,୩୧। ୮(ଡି.ଏନ.ଏ.): ପ୍ରଳୟଙ୍କରୀ ବନ୍ୟା ଯୋଗୁ ନୟାଗଡ଼ ଜିଲାର ୭୧ଟି ଗ୍ରାମ ଜଳବନ୍ଦୀରେ ରହିଛି। ଏଥିରେ ଗଣିଆ ବ୍ଲକର ୬୮ ଓ ଭାପୁର ବ୍ଲକ ଫତେଗଡ ପଞ୍ଚାୟତର ୩ ଗାଁ ରହିଛି। ଫଳରେ ଏସବୁ ପଞ୍ଚାୟତରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି।…

ବନ୍ୟା ଭସାଇନେଲା ଯାଆଁଳ

ଢେଙ୍କାନାଳ ଅଫିସ, ୩୧।୮: ଢେଙ୍କାନାଳ ଜିଲା ଗଁଦିଆ ଅଞ୍ଚଳର ମତ୍ସ୍ୟଚାଷୀଙ୍କୁ ଦୁଃଖ ଦେଇଛି ବ୍ରାହ୍ମଣୀ ବନ୍ୟା। ବଢ଼ିପାଣିରେ ଯାଆଁଳ ଭାସିଯାଇଛନ୍ତି। ସୀମିତ ସମ୍ବଳରେ ମାଛଚାଷ କରି ଦୁଇ ପଇସା ରୋଜଗାର ଆଶାରେ ଥିବା ଚାଷୀମାନେ ଏବେ ଚିନ୍ତାରେ ପଡ଼ିଛନ୍ତି। ବ୍ଲକ ମତ୍ସ୍ୟ…

ଅଭିବୃଦ୍ଧିରେ ସହାୟକ ହେବ ଆବର୍ଜନା

ଅନୁଗୋଳ ଅଫିସ, ୩୧ା୮: କରୋନା କଟକଣା ମଧ୍ୟରେ ସୋମବାର ସ୍ବାୟତ୍ତ ଶାସନ ଦିବସ ପାଳିବ ଅନୁଗୋଳ ପୌରପାଳିକା। ଏଥିପାଇଁ ବିଭିନ୍ନ ପ୍ରକାର ପ୍ରସ୍ତୁତି କରାଯାଇଛି। ନିରାଡମ୍ବର ଭାବେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଅବସରରେ ଚଳିତବର୍ଷ ପୌରପାଳିକାର ୩ଟି ମାଇକ୍ରୋ କମ୍ପୋଷ୍ଟିଂ…

୩ ଶହ ହେକ୍ଟର ଜମିର ଧାନ ଫସଲ ନଷ୍ଟ

ବିନିକା, ୩୧ା୮(ଡି.ଏନ୍‌.ଏ.) ଜୀରାନଦୀରେ ବନ୍ୟା ଆସି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡିର ସାରଙ୍ଗପାଲି ଓ ହୁତୁମା ଗ୍ରାମରେ ବ୍ୟାପକ କ୍ଷତି କରିଛି। ଉଭୟ ଗ୍ରାମରେ ପ୍ରାୟ ୩ ଶହ ହେକ୍ଟର ଜମିର ଧାନ ଫସଲ ପାଣିରେ ବୁଡି ନଷ୍ଟ ହୋଇଛି।…

ଶ୍ରୀମନ୍ଦିରରେ ମାରା ହେଲା ଭୋଗ

ପୁରୀ ଅଫିସ, ୩୧।୮: ଦୀର୍ଘଦିନ ପରେ ଶ୍ରୀମନ୍ଦିରରେ ଭୋଗ ମାରା ହୋଇଛି। ଜଣେ ସେବାୟତଙ୍କ ପାଇଁ ଶନିବାର ରାତିରେ ପ୍ରାୟ ୨ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଥିଲା। ଫଳରେ ଠାକୁରଙ୍କ ରାତ୍ରପହୁଡ଼ ହୋଇପାରି ନ ଥିଲା। ସେହିପରି ଭୋଗ…

ବିନିକା-ସୋନପୁର ମୁଖ୍ୟରାସ୍ତାରେ ୫ଫୁଟ୍‌ର ପାଣି, ଅଟକି ରହିଛି ଯାନବାହାନ

ବିନିକା, ୩୧ା୮(ଡି.ଏନ୍‌.ଏ.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଓ ଏନଏସି ଅଞ୍ଚଳର ବ୍ୟାପକ ଅଞ୍ଚଳକୁ ଜଳମଗ୍ନ କରିଛି ମହାନଦୀର ବନ୍ୟାଜଳ। ଏନ୍‌ଏସି ଅଧୀନ ଗୁଲାପଡାର ଟିକ୍ରପଡା ଓ କୋହ୍ଲପଡା, ବେତ୍ରପଡାର ଲୋକେ ଶନିବାରଠାରୁ ଜଳଘେରରେ ରହିଛନ୍ତି। ସେହିଭଳି ବ୍ଲକ ଅନ୍ତର୍ଗତ ସିନ୍ଦୁରପୁର…

ମୁଣ୍ଡ ଗୁଞ୍ଜିବାକୁ ଠିକଣା ଖୋଜା

ଯାଜପୁର ଅଫିସ/ବରୀ,୩୧।୮ (ଡି.ଏନ.ଏ.): ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ ଓ ବୈତରଣୀ ନଦୀର ଜଳପତ୍ତନ ହ୍ରାସ ହେବା ପରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି। ତେବେ ପ୍ରଳୟଙ୍କରୀ ବନ୍ୟା ଯୋଗୁ ଜିଲାରେ ସୃଷ୍ଟି ହୋଇଥିବା ୩୦ ଘାଇ ଦ୍ୱାରା ନିର୍ଗତ…

ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଗ୍ରାମବାସୀ

କୋକସରା, ୩୧।୮ (ଡି.ଏନ.ଏ.) କଳାହାଣ୍ଡି ଜିଲା ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା କୋକସରା ବ୍ଲକ କାଉଡୋଲା-ଲଡୁଗାଁ ରାସ୍ତା ଶୋଚନୀୟ ହୋଇପଡିଛି। ଏ ନେଇ ଅଞ୍ଚଳବାସୀ ବିଭାଗୀୟ ଅଧିକାରୀ, ସ୍ଥାନୀୟ ଜନପ୍ରତିନିଧିଙ୍କୁ ବାରମ୍ବାର ଜଣାଇଥିଲେ ହେଁ କିଛି ସୁଫଳ ମିଳିନାହିଁ…

ସୁନିଆରେ ଆସିଲା ମାଟି

ଢେଙ୍କାନାଳ ଅଫିସ, ୩୧ା୮: ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଲକ୍ଷ୍ମୀପୂଜା ପାଇଁ ରବିବାର ପବିତ୍ର ସୁନିଆରେ ମାଟି ଅନୁକୂଳ କରାଯାଇଛି। କରୋନା କଟକଣା ମଧ୍ୟରେ ବିଧିରକ୍ଷା ଲାଗି ବିଭିନ୍ନ ପୂଜା ପ୍ରତିଷ୍ଠାନ ପକ୍ଷରୁ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ଲାଗି ବ୍ରାହ୍ମଣୀ ନଦୀ,…

କଙ୍କିଆ ପଞ୍ଚାୟତ:୧୭ଗାଁକୁ ଛୁଇଁନି କରୋନା

ବ୍ରହ୍ମପୁର ଅଫିସ,୩୧ା୮ କରୋନା ସମଗ୍ର ବିଶ୍ୱବାସୀଙ୍କୁ ଦୋହଲାଇ ଦେଇଛି। ଦେଶ ଓ ରାଜ୍ୟ ମଧ୍ୟ ଏଥିରୁ ବାଦ ଯାଇନି। ବିଶେଷକରି ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିଛି। ମେ ୨ତାରିଖରେ କରୋନା ସଂକ୍ରମଣ ଜିଲାରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ ତାହା…

ସାନଭାଇକୁ ଦେଖିବାକୁ ଆସି, ବଡ଼ଙ୍କ ମୃତ୍ୟୁ

ଖଜୁରିପଡ଼ା/ବଲସକୁମ୍ପା,୩୦ା୮(ଡି.ଏନ୍‌.ଏ.)- ମେଡିକାଲରେ ଥିବା ସାନଭାଇକୁ ଦେଖିବାକୁ ଆସି ବଡଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚକାପାଦ ବ୍ଲକ ବପଲମେଣ୍ଡି ପଞ୍ଚାୟତ ବପଲମେଣ୍ଡି ଗ୍ରାମର ସଭାଜନ ମଲ୍ଲିକ (୫୦)। ସଭାଜନଙ୍କ ସାନଭାଇ ଖଜୁରିପଡ଼ା ମେଡିକାଲରେ ଚିକିତ୍ସିତ ହେଉଥିଲେ। ସେ ତାଙ୍କୁ ଦେଖିବାକୁ ଆସିଥିବାବେଳେ…

ପୋଲିସ ଗାଡ଼ିରେ ଗଞ୍ଜେଇ ଚାଲାଣ: କନଷ୍ଟେବଳ ଗିରଫ, ୨୧ କେଜି ଗଞ୍ଜେଇ ଜବତ

ସମ୍ବଲପୁର/ରେଙ୍ଗାଲି,୩୦।୮ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା ରେଙ୍ଗାଲିରେ ଜିଆର୍‌ପି ଗାଡ଼ି (ଓଡି-୦୫-ଏପି-୨୭୪୪)ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ରେଙ୍ଗାଲି ଥାନା ପୋଲିସ ହାତରେ ଧରା ପଡ଼ିଛି। ଗାଡିରୁ ୨୧ କେଜି ଗଞ୍ଜେଇ ଜବତ ହୋଇଛି। ଏହି ଘଟଣାରେ ଝାରସୁଗୁଡା ଜିଆର୍‌ପି କାର୍ଯ୍ୟରତ ଉକ୍ତ ଗାଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?