ଆମ ଜିଲା ଖବର

ଆୟୁଷ ଡାକ୍ତରଙ୍କ ହାତରେ ସ୍ବାସ୍ଥ୍ୟସେବା

ଭଦ୍ରକ ଅଫିସ, ୧୩।୩- ଭଦ୍ରକ ଜିଲାର ବିଭିନ୍ନ ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ଚିକିତ୍ସାଳୟକୁ ମିଶାଇ ଜିଲାରେ ପ୍ରାୟ ୬୩ଟି ଡାକ୍ତରଖାନା ରହିଛି। ଯାହା ଉପରେ ଲକ୍ଷାଧିକ ଲୋକ ସ୍ବାସ୍ଥ୍ୟସେବା ଲାଗି ନିର୍ଭରଶୀଳ। ହେଲେ ସବୁଠି ଡାକ୍ତର ଅଭାବ...

ଯଶିପୁରରେ ସିଏଏ,ଏନ୍‌ଆର୍‌ସିକୁ ବିରୋଧ

ଯଶିପୁର,୧୩ା୩(ଡି.ଏନ୍‌.ଏ.)- ସିଏଏ, ଏନ୍‌ଆରସି, ଏନ୍‌ପିଆରକୁ ବିରୋଧ କରି ଯଶିୁପରଠାରେ ଏକ ଗଣ କନଭେନଶନ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଅଞ୍ଚଳର ଶିକ୍ଷାବିତ, ବୁଦ୍ଧିଜୀବୀ ଓ ସଚେତନ ନାଗରିକମାନଙ୍କୁ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ନେତା କ୍ଷୀରୋଦ କୁମାର କର ମୁଖ୍ୟବକ୍ତା...

ପ୍ରାର୍ଥନା କ୍ଲାସରେ ଆଣ୍ଠେଇଲେ ପିଲା

ବାରିପଦା ଅଫିସ, ୧୩ା୩- ବାରିପଦାରେ ଥିବା ଏକ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର କେତେକ ଛାତ୍ର ପ୍ରାର୍ଥନା କ୍ଲାସରେ ଆଣ୍ଠେଇଥିବା ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ୍‌ ହୋଇଛି। ଭାଇରାଲ ହୋଇଥିବା ଫଟୋରେ ପ୍ରାର୍ଥନା ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ଆଗରେ ଛିଡ଼ା ହୋଇଥିବା...

ଓଳିଏ ଖାଇଲେ ଓଳିଏ ଉପାସ

ନୀଳଗିରି, ୧୩।୩(ଡି.ଏନ.ଏ.)-ସର୍ବହରା ଲୋକଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କରିଥିଲେ ହେଁ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବା ଜଣାପଡିଛି। ନୀଳଗିରି ଏନଏସିର କେ.ସି. ହାଇସ୍କୁଲ ପଡ଼ିଆ ସଂଲଗ୍ନ ଖୋଲା ପେଣ୍ଡାଲରେ ଜୀବନ ବିତାଉଥିବା ବୃଦ୍ଧ ଦମ୍ପତି...

ହିନ୍ଦୁ, ମୁସଲମାନଙ୍କ ମିଳନସ୍ଥଳ: ସୟଦ ହାତିମଶାହା ପୀରବାବାଙ୍କ ପୀଠ

ରୂପସା, ୧୩ା୩(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ରାଉତପଡା ପଞ୍ଚାୟତର କାନ୍ଥି ବସ୍ତିରେ ରହିଛି ପ୍ରସିଦ୍ଧ ସୟଦ ହାତିମଶାହା ପୀରବାବାଙ୍କ ପୀଠ। ହିନ୍ଦୁ ଓ ମୁସଲମାନମାନଙ୍କ ବିଶ୍ୱାସର ମିଳନସ୍ଥଳ ପାଲଟିଛି ଏହି ଭକ୍ତି ପୀଠ। ଭକ୍ତମାନେ ଧୂପ, କଦଳୀ, ଭୋଗ...

ଧାନବସ୍ତା ରଖି ଚାଷୀଙ୍କ ରାଜପଥ ଅବରୋଧ

ବୌଦ୍ଧ, ୧୨ା୩(ସ୍ବପ୍ର): ବୌଦ୍ଧ ଜିଲାରେ ଅଦିନିଆ ବର୍ଷା ଓ ଅବ୍ୟବସ୍ଥିତ ଟୋକନ ବ୍ୟବସ୍ଥାକୁ ନେଇ ଧାନକ୍ରୟରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଚାଷୀଙ୍କ ଶହଶହ ବସ୍ତାଧାନ ମଣ୍ଡିରେ ପଡିରହି ନଷ୍ଟ ହେଉଛି। ଏପେଟ ଧାନକିଣା ନେଇ ପ୍ରଶାସନର ସବୁ ପ୍ରସ୍ତୁତି ଫେଲ...

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲୁଟ୍‌

ଖୁଣ୍ଟା,୧୨୦ା୩(ଡ଼ି.ଏନ୍‌.ଏ.)-ଖୁଣ୍ଟା ଥାନା ଅଧୀନ ବଡ଼ କରଞ୍ଜିଆ – ବାହାନଡା ରାସ୍ତାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଜଣେ ଘରୋଇ ଫାଇନାନ୍ସ କମ୍ପାନୀର ମହିଳା କର୍ମଚାରୀଙ୍କଠାରୁ ସ୍କୁଟି ଓ ୬୫ ହଜାର ଟଙ୍କା ଲୁଟିନେଇଥିବା ସମ୍ପର୍କରେ ଖୁଣ୍ଟା ଥାନାରେ ଅଭିଯୋଗ ହୋଇଛି। ଏନେଇ...

କଲଭର୍ଟରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ମୃତ

କେନ୍ଦୁଝର, ୧୨ା୩(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାର ତୁରୁମୁଙ୍ଗା ଥାନା ରାଜନଗର ପଞ୍ଚାୟତ ନୂଆଗଁା ନିକଟରେ ଏକ କଲଭର୍ଟରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି। ମିଳିଥିବା ସୂଚନା ଅନୁସାରେ, ଗୁରୁବାର ଅପରାହ୍ନରେ ରାଜନଗର ପଟୁ ଭୃଙ୍ଗରାଜପଶି ଗ୍ରାମକୁ...

ଯୋଡ଼ାରେ ୧୮ ହାତୀଙ୍କ ଉପଦ୍ରବ: ଭାଙ୍ଗିଲେ ୩ ଘର

ଯୋଡ଼ା, ୧୨।୩(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ବନପାଳ ଅନ୍ତର୍ଗତ ଜଜାଙ୍ଗଠାରେ ୧୮ ହାତୀ ଉପଦ୍ରବ ଚଳାଇଛନ୍ତି। ଏହି ହାତୀପଲ ୩ ଟି ଘର ଭାଙ୍ଗି ଦେଇଥିବା ଜଣାପଡିଛି। ବୁଧବାର ରାତିରେ ଏହି ହାତୀପଲ ଗୁରୁବେଡା ଜଙ୍ଗଲ ମଧ୍ୟରେ ଥିବା...

ପୋଖରୀ ହୁଡ଼ାରେ ସ୍କୁଟି, ଜୋତା, ଠେଙ୍ଗା, ଲୁଗା

ସଜନାଗଡ଼, ୧୨ା୩ (ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଈଶ୍ୱରପୁର ପଞ୍ଚାୟତର ବାଙ୍କିପଦାଠାରେ ଥିବା ପଞ୍ଚଲିଙ୍ଗେଶ୍ୱର କଲେଜ ନିକଟସ୍ଥ ଏକ ପୋଖରୀ ହୁଡ଼ାରେ ସ୍କୁଟି, ଜୋତା, ଠେଙ୍ଗା ଓ ଲୁଗା ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ...

ଖାଲି ଷ୍ଟାଡିୟମରେ ଖେଳାଯାଇପାରେ ଲକ୍ଷ୍ନୌ, କୋଲକାତା ଦିନିକିଆ ମ୍ୟାଚ୍‌

ନୂଆଦିଲ୍ଲୀ,୧୨।୩(ପି.ଟି.)- ଭାରତ ଓ ଦକ୍ଷିଣ ଦିନିକଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇସାରିଥିବାବେଳେ ଦ୍ୱିତୀୟ ଓ ତୃତୀୟ ମ୍ୟାଚ୍‌ ଖାଲି ଷ୍ଟାଡିୟମରେ ଖେଳାଯାଇପାରେ। କରୋନା ଭାଇରସ ବ୍ୟାପିବାର ଡର ଥିବାରୁ ଏଭଳି ସମ୍ଭାବନା ଦେଖାଦେଇଛି। ସିରିଜ୍‌ର ବଳକା...

ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୫ ଗିରଫ, ୪ ବାଇକ୍‌ ଜବତ

ତାଳଚେର,୧୨ା୩(ନି.ପ୍ର.)-ତାଳଚେର ଓକିଲ ସଂଘର ପୂର୍ବତନ ସଭାପତି ତଥା ଯୁବ ଆଇନଜୀବୀ ଦୟାସାଗର ମିଶ୍ରଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୋଲିସ ୫ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ତାଳଚେର ସାମନ୍ତ ସାହିର ରାମ ମହାରଥୀ (୨୨), ମହାଦେବ ବିହାରର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri