ଓଡ଼ିଶାରେ ମହିଳା ଅଧିକ ସଶକ୍ତ
ବ୍ରହ୍ମପୁର ଅଫିସ, ୮ା୩: ନାରୀ ଶିକ୍ଷା ଗବେଷଣା କେନ୍ଦ୍ର ପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି ା ବିଶ୍ୱବିଦ୍ୟାଳୟର କୁଳପତି ଗୋବିନ୍ଦ ଜେ. ଚକ୍ରପାଣି ଏଥିରେ ଅଧ୍ୟକ୍ଷତା କରିଥିଲେ। ସେ ନିଜ ଅଭିଭାଷଣରେ...
ରାସ୍ତା ତିଆରି କଲେ ଗ୍ରାମବାସୀ
ଭଣ୍ଡାରିପୋଖରୀ, ୮।୩(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ କୁରିଗଁା ପଞ୍ଚାୟତ ଅଧୀନ ୧୨ ନଂ. ୱାର୍ଡ ସୁନିଗ୍ରାମ ରାସ୍ତା ଅବସ୍ଥା ଶୋଚନୀୟ। ୧୦ ବର୍ଷ ତଳେ ଏହି ରାସ୍ତାରେ ମୋରମ ବିଛାଯାଇଥିଲା। ଏବେ ଶୋଚନୀୟ ହୋଇପଡ଼ିଥିବାରୁ ଗ୍ରାମବାସୀ ଯାତାୟାତରେ ହଇରାଣ ହେଉଛନ୍ତି। ଏ ସମ୍ପର୍କରେ...
ଅନ୍ତର୍ଜାତୀୟ ମହିଳା ଦିବସ: ‘ଦକ୍ଷତା ବିକାଶ ଆଧାରରେ ପରିଚୟ ସୃଷ୍ଟି କରିବାକୁ ଆହ୍ବାନ’
ସୁନ୍ଦରଗଡ଼,୮।୩(ଡି.ଏନ୍.ଏ.): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ କିଶୋର କୁମାର ଦାଶ ସ୍ବାଗତ ଅଭିଭାଷଣ ପ୍ରଦାନ କରି ମହିଳାମାନେ ଅସୀମ ବୁଦ୍ଧିମତ୍ତାର ଅଧିକାରିଣୀ ଓ ସଶକ୍ତ। ତେଣୁ ଏହି ଦିବସରେ ସେମାନଙ୍କର...
କଲେଜ ପାଚେରି କାର୍ଯ୍ୟ ନିମ୍ନମାନର ଅଭିଯୋଗ: କାମ ବନ୍ଦକଲେ ସଚେତନ ନାଗରିକ
ଜମନକିରା,୮।୩(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍ ସଦର ମହକୁମା ଯୁକ୍ତ ୩ ମହାବିଦ୍ୟାଳୟରେ ନିର୍ମାଣାଧୀନ ପାଚେରି କାମ ନିମ୍ନମାନର ଅଭିଯୋଗ କରି ଜମନକିରା ସଚେତନ ନାଗରିକ ପକ୍ଷରୁ କାମ ବନ୍ଦ କରିଦିଆଯାଇଛି। ପ୍ରାପ୍ତ ସୂଚନାନୁଯାୟୀ, ଯୁକ୍ତ ୩ ମହାବିଦ୍ୟାଳୟରେ ନୂତନ...
ନିଷ୍କାସନ ହୋଇପାରୁନି ଅଦିନିଆ ବର୍ଷାପାଣି: ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ଲୋକେ
କେନ୍ଦୁଝର,୮।୩(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁଠାରେ ୨୦ ନମ୍ବର ଜାତୀୟ ରାଜପଥ ଓଭରବ୍ରିଜ୍ର ଅଣ୍ଡରପାସ ରାସ୍ତାରେ ଅଦିନିଆ ବର୍ଷା ହେଲେ ପାଣି ନିଷ୍କାସନ ହୋଇ ନ ପାରି ଜମି ରହୁଛି। ଫଳରେ ଯାତାୟାତରେ ବହୁ ସମସ୍ୟା ଦେଖାଦେଉଛି। ସେହି...
ମୃତଦେହ ସତ୍କାର ଲାଗି ମହିଳାଦେଲେ ଚାରିକାନ୍ଧ
ବରଗଡ଼ ଅଫିସ,୮।୩: ସାରା ବିଶ୍ୱରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଉଥିବା ବେଳେ ବରଗଡ଼ ସହରର ମହିଳାମାନେ ନୂତନ ଅଧ୍ୟାୟ ସୃଷ୍ଟି କରିଛନ୍ତି। ଅମ୍ବାପାଲିର ଏକ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଜଣେ ବ୍ୟକ୍ତିଙ୍କ ମୃତଦେହ ସତ୍କାର କରିଛନ୍ତି।...
ମହିଳା ଦିବସରେ ସଦ୍ୟ ଶିଶୁକନ୍ୟାକୁ ଡ୍ରେନ୍ରେ ଫିଙ୍ଗିଦେଲେ
ବଲାଙ୍ଗୀର ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସରେ ବଲାଙ୍ଗୀରରେ ଏକ ଅଭାବନୀୟ ଘଟଣା ଘଟିଛି । ସଦ୍ୟଜାତ ଏକ ଶିଶୁକନ୍ୟାକୁ କେହି ତୁଳସୀନଗରର ଏକ ଡ୍ରେନ୍ରେ ଫିଙ୍ଗିଦେଇଥିବା ଦେଖିବାକୁ ମିଳିଛି । ଅଞ୍ଚଳର ଆଲୋକ ଖର୍ସେଲ ନାମକ ଜଣେ ଯୁବକ ସମ୍ପୃକ୍ତା...
ବଣିକ ସଂଘ-ହେମାଲ ସଂଘ ମୁହାଁମୁହିଁ: ଥାନାଧିକାରୀଙ୍କ ବଦଳି ଦାବିରେ ଧାରଣା
ବଲାଙ୍ଗୀର ଅଫିସ,୮।୩ : ଏକ ମାଲ୍ ବୋଝେଇ ଗାଡ଼ିରୁ ଜିନିଷପତ୍ର ଅନଲୋଡିଂ ବେଳେ ଜିଲା ବଣିକ ସଂଘ ଓ ହେମାଲ ସଂଘ ରବିବାର ମୁହାଁମୁହିଁ ହୋଇଥିଲେ । ଏନେଇ ବଣିକ ସଂଘ ଟାଉନ ଥାନା ଅଧିକାରୀଙ୍କୁ ଜଣାଇଥିଲେ। ତେବେ ପୋଲିସ...
ନଦୀକୁ ଗାଧୋଇବାକୁ ଯାଇ ଦାଦା-ପୁତୁରା ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
ଝାରସୁଗୁଡ଼ା ଅଫିସ,୮।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଅଞ୍ଚଳରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଇବ୍ ନଦୀକୁ ଗାଧୋଇବାକୁ ଯାଇ ଦାଦା ପୁତୁରା ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ସୂଚନାନୁସାରେ, ରବିବାର ସକାଳୁ ଦାଦା ଓ ପୁତୁରା ନଦୀକୁ ଗାଧୋଇବାକୁ...
‘ମହିଳା ସୁଦୃଢ଼ ହେଲେ ଦେଶ ଆଗକୁ ଯିବ’
ଆନନ୍ଦପୁର,୮।୩(ସ୍ବ.ପ୍ର.): ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆନନ୍ଦପୁର ପୌରପରିଷଦ ଫକୀରପୁର ହାଟ ପଡ଼ିଆରେ ଏକ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ଦ୍ୱାରା ମହିଳାମାନଙ୍କ...
ଲୋକ ସଂସ୍କୃତି ଓ ବିଶ୍ୱାସର ପ୍ରତୀକ ପର୍ବ ‘ହୋଲିପୁଡ଼ା’
ଭବାନୀପାଟଣା,୮।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ପାଳିତ ବିଭିନ୍ନ ପର୍ବପର୍ବାଣି ମଧ୍ୟରୁ ରଙ୍ଗର ପର୍ବ ହୋଲିର ଅବ୍ୟବହିତ ପୂର୍ବରୁ ପାଳିତ ହେଉଥିବା ‘ହୋଲିପୁଡ଼ା’ ପର୍ବ ନିଆରା ଓ ଅନନ୍ୟ। କଳାହାଣ୍ଡି ଜିଲାର ଭବାନୀପାଟଣା ସହର ସମେତ ଗ୍ରାମାଞ୍ଚଳରେ ଏହି ହୋଲିପୁଡା ପର୍ବ ଭିନ୍ନ...
ରାଜ୍ୟ ସଭା ପ୍ରାର୍ଥୀ ଭବାନୀପାଟଣାର ସୁଜିତ୍ କୁମାର: ଜିଲାରେ ଖୁସିର ଲହରି
ଭବାନୀପାଟଣା,୮।୩(ଡି.ଏନ୍.ଏ.): ରାଜ୍ୟ ବିଜେଡି ପକ୍ଷରୁ ଘୋଷିତ ପ୍ରାର୍ଥୀ ତାଲିକାରେ କଳାହାଣ୍ଡି ଜିଲାର ଭବାନୀପାଟଣା ନିବାସୀ ସୁଜିତ୍ କୁମାରଙ୍କ ନାମ ପ୍ରକାଶ ପାଇବା ପରେ ସହର ସମେତ ସମଗ୍ର ଜିଲାରେ ଖୁସିର ଲହରି ଖେଳିଖଯାଇଛି। ଏନେଇ ସୁଜିତ୍ କୁମାରଙ୍କୁ ଓ ତାଙ୍କ...
Archives


