ଆମ ଜିଲା ଖବର

ଗାଁ ଦାଣ୍ଡରେ ଡଙ୍ଗା ଚାଲିଲା

ଖୋର୍ଦ୍ଧା ଅଫିସ,୨୯ା୮: ଲଘୁଚାପଜନିତ ବର୍ଷା ଓ ହୀରାକୁଦରୁ ଜଳ ନିଷ୍କାସନ ଫଳରେ ରାଜୁଆ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଖୋର୍ଦ୍ଧା ବ୍ଲକର ଓରବରସିଂ, ନରଣଗଡ଼ ଓ ବ୍ରଜମୋହନପୁର ପଞ୍ଚାୟତରେ ବନ୍ୟାଜଳ ପଶିବା ଫଳରେ ୧୫ରୁ ଊର୍ଦ୍ଧ୍ୱ ଗ୍ରାମ ପାଣି ଘେରରେ ରହିଛି।…

ରାୟଗଡ଼ା ଜିଲାର ୨ ଜେଲରୁ ୨୧୮ କରୋନା ପଜିଟିଭ

ରାୟଗଡ଼ା ଅଫିସ/ ଗୁଣପୁର,୨୯ା୮(ଡି.ଏନ୍‌.ଏ.): ରାୟଗଡ଼ା ସମଗ୍ର ରାଜ୍ୟରେ ଶେଷ ଜିଲାଭାବେ ଜୁନ୍‌ ୩ରେ କରୋନା ତାଲିକାରେ ସାମିଲ ହୋଇଥିଲା। ପ୍ରଥମେ ଜଣେ ଦିଲ୍ଲୀ ଫେରନ୍ତା ଯୁବତୀ ସଂକ୍ରମିତ ହୋଇଥିଲେ। ତେବେ ତିନି ମାସ ମଧ୍ୟରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୪୨୧୫ରେ ପହଞ୍ଚିଛି।…

ଭସାଣ ଉତ୍ସବ ମନା, କେବଳ ବିସର୍ଜନ

କଟକ ଅଫିସ,୨୯ା୮: କରୋନା କଟକଣା ଭିତରେ ଛନ୍ଦି ହୋଇପଡ଼ିଛି ପାର୍ବଣର ସହର କଟକ ଦଶହରା। ପ୍ରଥମଥର ପାଇଁ ରୌପ୍ୟନଗରୀର ପୂଜା ମଣ୍ଡପରେ ଚାନ୍ଦିମେଢ଼ ଦେଖିବାକୁ ମିଳିବ ନାହିଁ କି ମା’ଙ୍କ ମଥାରେ ସୁନା ମୁକୁଟ ଝଲସିବ ନାହିଁ। ବିନା ଆଡ଼ମ୍ବରରେ ମା’ଙ୍କ…

ହାଇକୋର୍ଟରେ ଜମି ଦସ୍ତାବିଜ ଦାଖଲ

କଟକ ଅଫିସ,୨୯ା୮: ହାଇକୋର୍ଟରେ ଶୁକ୍ରବାର ପୁରୀ ବଗଲା ଧର୍ମଶାଳା ଜମିର ଦସ୍ତାବିଜ ଦାଖଲ କରାଯାଇଛି। ପୁରୀ ତହସିଲ କାର୍ଯ୍ୟାଳୟର ଏକ କେସ୍‌ ରେକର୍ଡରେ ବଗଲା ଧର୍ମଶାଳା ଦାନରେ ମିଳିଥିବା ନେଇ ଏଥିରେ ଉଲ୍ଲେଖ ରହିଛି। ଆବେଦନକାରୀ ଜଗନ୍ନାଥ ବସ୍ତିଆ ଇ-ଫାଇଲିଂ ମାଧ୍ୟମରେ…

ନନ୍ଦନକାନନରେ ଆନାକୋଣ୍ଡା ମୃତ

ବାରଙ୍ଗ,୨୯ା୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶୁକ୍ରବାର ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ଗତ ଏକମାସ ହେବ ଏହି ଆନାକୋଣ୍ଡାର ତରଳଝାଡ଼ା ହେଉଥିଲା। ୨ଦିନ ହେବ ରକ୍ତଝାଡ଼ାରେ ଆକ୍ରାନ୍ତ ହୋଇ ଆନାକୋଣ୍ଡାଟି ଚିକିତ୍ସିତ…

ଯାଜପୁର ଜିଲାରେ ୨୯ ଘାଇ

ଯାଜପୁର ଅଫିସ,୨୯ା୮: ବ୍ରାହ୍ମଣୀ, ବୈତରଣୀ ଏବଂ ଏହାର ଶାଖା ନଦୀଗୁଡ଼ିକ ଦ୍ୱାରା ଯାଜପୁର ଜିଲାରେ ବନ୍ୟା ସୃଷ୍ଟି ହୋଇଛି। ଶୁକ୍ରବାର ୨୯ଟି ସ୍ଥାନରେ ଘାଇ ସୃଷ୍ଟି ହୋଇ ବ୍ୟାପକ ଅଞ୍ଚଳକୁ ଜଳମଗ୍ନ କରିଛି। ରାସ୍ତା ଧୋଇ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।…

ନଭେମ୍ବରକୁ ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା

କଟକ ଅଫିସ୍‌,୨୯ା୮: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଚଳିତ ବର୍ଷର ସିଭିଲ୍‌ ସର୍ଭିସ୍‌ ମୁଖ୍ୟ ପରୀକ୍ଷା ଅକ୍ଟୋବର ବଦଳରେ ନଭେମ୍ବରରେ ହେବ। ଶୁକ୍ରବାର ଏନେଇ ନୋଟିସ୍‌ ଜାରି କରାଯାଇଛି। କରୋନା ଯୋଗୁ ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ ପ୍ରକାର କଟକଣା…

‘କ୍ଷୟକ୍ଷତି ଆକଳନ କରି ତୁରନ୍ତ ଜଣାଅ’

ବାରିପଦା ଅଫିସ, ୨୯ା୮- ବିପର୍ଯ୍ୟୟ ପ୍ରଶମନ ଓ ରାଜସ୍ବ ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ବନ୍ୟା ପରିସ୍ଥିତିର ସମୀକ୍ଷା କରିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ, ଉପଜିଲାପାଳ ପି ଅନ୍ବେଷା ରେଡ୍ଡି, ପିଡି ଡିଆରଡିଏ ସ୍ବଧାଦେବ…

ଅଚଳ ସ୍ଲୁଇସ୍‌ ଗେଟ୍‌ ଚାଷୀଙ୍କ ପାଇଁ କାଳ

ବାହାନଗା, ୨୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତର ଏକ ଅଚଳ ସ୍ଲୁଇସ୍‌ ଗେଟ୍‌ ଚାଷୀଙ୍କ ପାଇଁ କାଳ ସାଜିଛି। ଫଳରେ ହଜାର ହଜାର ହେକ୍ଟର ଚାଷ ଜମିରେ ଏବେ ବନ୍ୟାଜଳ ପ୍ରବାହିତ ହେଉଛି। ଗତ ତିନିଦିନ ଧରି ଲଘୁଚାପଜନିତ ବର୍ଷା…

ଜୀବନ, ଜୀବିକା ସୁରକ୍ଷା ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୯।୮-ବାଲେଶ୍ୱର ଫକୀରମୋହନ ଗୋଲେଇରେ କରୋନା ମହାମାରୀ ସମୟରେ ଜୀବନ ଓ ଜୀବିକାର ସୁରକ୍ଷା ଦାବିରେ ଉତ୍କଳ ମହିଳା ସମିତି, ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ଓ ନ୍ୟାଶନାଲ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆନ ଓମେନ୍‌ସ୍‌ ତରଫରୁ ଶତାଧିକ ମହିଳା…

ଶାରିଶୂଆକୁ ସଜେଇବାକୁ ନିଆଗଲା ପଦକ୍ଷେପ : ସ୍ଥାନ ଅନୁଧ୍ୟାନ ପାଇଁ ପହଞ୍ଚିଲେ ଇଞ୍ଜିନିୟରିଂ ଟିମ୍‌

ଖଇରା, ୨୯।୮(ଡି.ଏନ.ଏ)-ବଦଳିବ ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ସୌନ୍ଦର୍ଯ୍ୟ। ଖଣି ମାଫିଆମାନଙ୍କ ଲୋଲୁପ ଦୃଷ୍ଟିରୁ ବାହାରି ଏବେ ପର୍ଯ୍ୟଟକମାନଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବାକୁ ଯାଉଛି ା ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ…

ଅନୁମୋଦନରେ ବିଳମ୍ବ କରୁଛି ତାମଡ଼ା

ଅନୁଗୋଳ ଅଫିସ, ୨୯ା୮ ଜମି କିସମ ପରିବର୍ତ୍ତନ ପାଇଁ ଆସୁଥିବା ଫାଇଲ ପଡ଼ିରହୁଛି। ଏହାକୁ ମାସେ ମଧ୍ୟରେ ଅନୁମୋଦନ ଦେବାର ନିୟମ ରହିଥିଲେ ବି ତାହାକୁ ପାଳନ କରାଯାଉ ନାହିଁ। ଦୁର୍ନୀତିକୁ ପ୍ରଶ୍ରୟ ଦେବାକୁ ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ (ତାମଡା) କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?