ଆମ ଜିଲା ଖବର

ଟ୍ରକ୍‌ ଧକ୍କାରେ ବାପା, ପୁଅଙ୍କ ମୃତ୍ୟୁ

ଜହ୍ନାପଙ୍କ, ୨୯।୮ (ଡି.ଏନ.ଏ.) ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅଧୀନ ୫୭ନଂ. ଜାତୀୟ ରାଜପଥ ର ସିଙ୍ଗାରୀ ଢାବା ନିକଟରେ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରକ୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ…

ଗାଡି ଯାଞ୍ଚବେଳେ ଏସ୍‌ଆଇଙ୍କୁ ପିଟିଲେ: ୨ଗିରଫ

ଗଞ୍ଜାମ,୨୮ା୮(ଡି.ଏନ୍‌.ଏ.)-ଗଞ୍ଜାମ ଥାନାରେ କାର୍ଯ୍ୟରତ ଏସ୍‌ଆଇ ଚନ୍ଦନ ବେହେରା ଶୁକ୍ରବାର ଗାଡି ଯାଞ୍ଚ କରୁଥିବାବେଳେ ୨ ଯୁବକ ତାଙ୍କୁ ଆକ୍ରମଣ କରିଛନ୍ତି। ଏନେଇ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରମ୍ଭା ଥାନା ନିଳାଦ୍ରୀପୁର ଗ୍ରାମର ସତୀଶ ସ୍ବାଇଁ (୩୦) ଓ ସୂର୍ଯ୍ୟକାନ୍ତ…

ଟିଟିଲାଗଡ଼ରେ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସପ୍ତାହାନ୍ତ ଶଟ୍‌ ଡାଉନ

ଟିଟିଲାଗଡ଼, ୨୮।୮ (ଡି.ଏନ.ଏ.)-ଟିଟିଲାଗଡ଼ ଉପଖଣ୍ଡ ଅଞ୍ଚଳରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଟିଟିଲାଗଡ଼ ଉପଜିଲାପାଳ ସୌମେଶ ଉପାଧ୍ୟାୟ ପୁଣି ଥରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା କରିଥିବା ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ…

କଟକରୁ ୨୦୪ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୭୪ ସ୍ଥାନୀୟ ସଂକ୍ରମିତ

କଟକ ଅଫିସ,୨୮।୮-କଟକ ସହରରୁ ଶୁକ୍ରବାର ପୁଣି ୨୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୭୪। ସିଡିଏ ସେକ୍ଟର-୬ରୁ ୫, କଲେଜ ସ୍କୋୟାରରୁ ୫, ବକ୍ସି ବଜାରରୁ…

ହୀରାକୁଦ ଡ୍ୟାମରୁ ୩୨ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ: ସମ୍ବଲପୁର- ସୋନପୁର ରାଜପଥ ଯାତାୟତ ଠପ୍‌

ସମ୍ବଲପୁର, ୨୮ା୮ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମରୁ ଶୁକ୍ରବାର ୩୨ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଜଳଭଣ୍ଡାରକୁ ୬ଲକ୍ଷ ୩୮ ହଜାର ୩୦୬ କ୍ୟୁସେକ ପାଣି ପ୍ରବେଶ କରୁଛି । ସେହିପରି ୫ ଲକ୍ଷ ୨୩ ହଜାର…

ଭିଜିଲାନ୍ସ ଜାଲରେ କୋଟିପତି ଜିଆର୍‌ଏସ୍‌

ପୁରୀ ଅଫିସ,୨୮।୮: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋଟିପତି ଗ୍ରାମ ରୋଜଗାର ସେବକ (ଜିଆରଏସ୍‌)। ପୁରୀ ଜିଲା ଗୋପ ବ୍ଲକ ଛଇତନା ପଞ୍ଚାୟତର ଜିଆରଏସ୍‌ ଗୋବିନ୍ଦ ଚନ୍ଦ୍ର ପରିଡ଼ାଙ୍କ ନଁାରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ତେଣୁ ଭିଜିଲାନ୍ସ ଭୁବନେଶ୍ୱର…

କୁତୁରୀ, ମଣିପୁର ବାହ୍ୟଜଗତରୁ ବିଚ୍ଛିନ୍ନ

ନୟାଗଡ଼ ଅଫିସ/ଭାପୁର (ଡି.ଏନ.ଏ.),୨୮।୮: ମହାନଦୀରେ ଜଳସ୍ତର ବଢ଼ିବାରୁ ନୟାଗଡ଼ ଜିଲାର ଗଣିଆ ଓ ଭାପୁର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଗୁରୁବାର ରାସ୍ତାରେ ମହାନଦୀର ବନ୍ୟାଜଳ ଲହଡି ମାରିଥିଲା। ବଡମୂଳ-କୁତୁରୀ ରାସ୍ତାରେ ୩ରୁ ୬ ଫୁଟ ଓ ଭାପୁର ବ୍ଲକର…

ବୈତରଣୀରେ ବନ୍ୟା ସ୍ଥିତି ଗମ୍ଭୀର

ଯାଜପୁର ଅଫିସ/ କୋରେଇ/ ବିଞ୍ଝାରପୁର/ ଯାଜପୁର ଟାଉନ/ବରୀ/ ଧର୍ମଶାଳା, ୨୭ା୮ (ସ୍ବ.ପ୍ର./ଡି.ଏନ୍‌.ଏ.) ତିନିଦିନ ଧରି ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ଜିଲାର କୋରେଇ, ଯାଜପୁର, ଦଶରଥପୁର ଓ…

ଟ୍ରକ୍‌କୁ ପଛରୁ ଧକ୍କା ଦେଲା ଟ୍ରକ୍‌, ଚାଳକଙ୍କ ଜୀବନ ଗଲା

ଛତ୍ରପୁର,୨୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ସୀତା ନଗର ନିକଟ ଜାତୀୟ ରାଜପଥରେ ଗୁରୁବାର ବିଳମ୍ବିତ ରାତିରେ ଏକ ଟ୍ରକକୁ ପଛପଟୁ ଆଉ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ…

ସେପ୍ଟେମ୍ବର ପହିଲାରୁ ସରକାରୀ ଅଫିସକୁ ଜନସାଧାଣଙ୍କୁ ଯିବା ପାଇଁ ଅନୁମତି

ଛତ୍ରପୁର,୨୮।୮(ଡି.ଏନ୍‌.ଏ): ଆସନ୍ତା ସେପ୍ଟେମ୍ବର ପହିଲାରୁ ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ଜନସାଧାରଣଙ୍କୁ ଯିବା ପାଇଁ ଅନୁମତି ମିଳିବ। ଶୁକ୍ରବାର ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ସ୍ବତନ୍ତ୍ର ଅତିିରିକ୍ତ ଜିଲାପାଳ (ଛତ୍ରପୁର) ପାରୁଲ…

କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ କରୋନା ଯୋଦ୍ଧା

ଗଞ୍ଜାମ,୨୮ା୮(ଡି.ଏନ୍‌.ଏ.): ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ କିଛି କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିଲେ। କରୋନା ଯୋଦ୍ଧା ଭାବେ ପରିଚିତ ଦୁଇ କର୍ମଚାରୀ ଆର୍‌ଆଇ କନକ ମଞ୍ଜରୀ ଜାନି ଓ ଗଣେଶ ଗୌଡ଼ ଶୁକ୍ରବାର ନିଜ କାର୍ଯ୍ୟରେ ଯୋଗ ଦେଇଛନ୍ତି l ତହସିଲଦାର…

ଝାରସୁଗୁଡ଼ାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୫ ଯାଏ ସହର ଶଟ୍‌ଡାଉନ୍‌

ଝାରସୁଗୁଡ଼ା ଅଫିସ,୨୮ା୮: ଝାରସୁଗୁଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି। ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଉ ଥିବାରୁ ଜିଲା ପ୍ରଶାସନ ଏହାକୁ ରୋକିବା ପାଇଁ ପଦକ୍ଷେପ ନେଇଛି। ପଦକ୍ଷେପ ସ୍ବରୂପ ୭ ଦିନ ପାଇଁ ଝାରସୁଗୁଡ଼ା ସହରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?