ଆମ ଜିଲା ଖବର

ବନ୍ୟାରେ ଫସିଥିବା ଦୁଇ ଭାଇ, ଗର୍ଭବତୀଙ୍କୁ ଉଦ୍ଧାର କଲା ଏନ୍‌ଡିଆରଏଫ୍‌ ଟିମ୍‌

ଭଦ୍ରକ ଅଫିସ,୨୮ା୮: ବନ୍ୟାରେ ଫସି ରହିଥିବା ଦୁଇ ଭାଇ ଓ ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିଛି ଏନ୍‌ଡିଆରଏଫ୍‌ ଟିମ୍‌। ଭଣ୍ଡାରିପୋଖରୀ ବ୍ଲକ ବନ୍ୟା ପାଣି ଘେରରେ ଥିବା ଷୋଳମପୁର ନିଜ ଘରେ ଫସି ରହିଥିବା ଦୁଇ ଭାଇଙ୍କୁ ୩ଘଣ୍ଟା ଅପରେଶନ ପରେ…

ବନ୍ୟାସ୍ଥିତିର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ

ଭଦ୍ରକ ଅଫିସ,୨୮ା୮: ବୈତରଣୀରେ ସୃଷ୍ଟି ହୋଇଥିବା ବନ୍ୟାର ସ୍ଥତିି ସମ୍ପର୍କରେ ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ। ବୈତରଣୀରେ ବନ୍ୟା ଯୋଗୁ ଜିଲାର ଭଣ୍ଡାରିପୋଖରୀ, ଧାମନଗର ବ୍ଲକ ବିଶେଷ ପ୍ରଭାବିତ ହୋଇଥିବା ବେଳେ ଚାନ୍ଦବାଲି ଓ ତିହିଡ଼ି…

କମୁଛି ବୈତରଣୀ, ବଢୁଛି ଦୁର୍ଦ୍ଦଶା

ଭଦ୍ରକ ଅଫିସ,୨୮ା୮: ଭଦ୍ରକର ତଳିଆ ଅଞ୍ଚଳ ଏବେ ସମ୍ପୂର୍ଣ୍ଣ ଜଳମଗ୍ନ। ପ୍ରାଥମିକ ଆକଳନ ଅନୁଯାୟୀ, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ୧୩୦ ଗାଁ ବନ୍ୟାରେ ପ୍ରଭାବିତ ହୋଇଛି। ଭଦ୍ରକ-ଆଖଣ୍ଡଳମଣି ରାସ୍ତାର କୋଠାର ଛକ ପାଖରେ ରାସ୍ତା ଉପରେ ୩ ଫୁଟର ବନ୍ୟାଜଳ…

ଦୁର୍ଦ୍ଦଶା ବଢ଼ାଇଲା ବନ୍ୟା ସ୍ଥିତି

କେନ୍ଦ୍ରାପଡ଼ା ଅଫିସ, ୨୮। ୮: କେନ୍ଦ୍ରାପଡ଼ା ଜିଲାରେ ଗତ ତିନିଦିନ ମଧ୍ୟରେ ୧୮୮୦ ମିଲିମିଟର ବର୍ଷା ହୋଇଛି। ଏଥିସହିତ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଜିଲାର ୭ ନଦୀ ଓ ୨୭ ଶାଖା ନାଳରେ ବନ୍ୟା ଜଳ ପ୍ରବେଶ…

ବିପଦପୂର୍ଣ୍ଣ ନଦୀ ଡେଇଁ ପାଣି ଆଣୁଛନ୍ତି ମହିଳା

ଯାଜପୁର ଅଫିସ୍‌, ୨୮।୮: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଖରଖରି ଓ ରଗଡ଼ା ଗ୍ରାମ ଢେଙ୍କାନାଳ ଜିଲା ସୀମାନ୍ତରେ ରହିଛି। ଏହି ୨ ଗ୍ରାମରେ ପ୍ରାୟ ୩୫ ପରିବାର ବସବାସ କରୁଛନ୍ତି। ମହନ୍ତସାହିବାସୀଙ୍କ କହିବା ଅନୁସାରେ, ସେଠାରେ ୨ଟି ନଳକୂପ ରହିଛି।…

ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ

ପୁରୀ ଅଫିସ,୨୮।୮: ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ। ପ୍ରାରମ୍ଭିକ ପର୍ଯ୍ୟାୟରେ ଥିବା ଏହି ପ୍ରକଳ୍ପକୁ ଖୁବ୍‌ଶୀଘ୍ର ଚୂଡ଼ାନ୍ତ ରୂପ ଦିଆଯିବ। ପୁରୀ ସହରର ସମସ୍ତ ମାଛ ବ୍ୟବସାୟୀଙ୍କୁ ଗୋଟିଏ ଛାତ ତଳେ ରଖିବା ଲକ୍ଷ୍ୟ ନେଇ ମତ୍ସ୍ୟ ବିଭାଗ ଏମିତି…

ଆଣ୍ଟିଜେନ କିଟ୍‌ ଅଭାବରୁ ଫେରୁଛନ୍ତି ରୋଗୀ

କଟକ ଅଫିସ,୨୮।୮: ସରକାର କହୁଛନ୍ତି ଟେଷ୍ଟ ସଂଖ୍ୟା ବଢିଲେ ପଜିଟିଭ ସଂଖ୍ୟା ବଢିବ। ତେବେ ଯାଇ ଶୀଘ୍ର କରୋନାକୁ ମାତ୍‌ ଦେଇହେବ। କିନ୍ତୁ କଟକରେ ଏହି କଥାର କିଛି ଗୁରୁତ୍ୱ ଥିଲା ପରି ମନେ ହେଉ ନାହିଁ। କାରଣ ଏଠାରେ ଚଳିତ…

୩୧ ଯାଏ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବନ୍ଦ

କଟକ ଅଫିସ, ୨୮।୮: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏଥିପାଇଁ ଗୁରୁବାରଠାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟକୁ ବନ୍ଦ ଘୋଷଣା କରିଛନ୍ତି କୁଳପତି ପ୍ରଫେସର ଈଶାନ କୁମାର ପାତ୍ର। କିଛିମାସ ପୂର୍ବରୁ ଜଣେ ହଷ୍ଟେଲ କର୍ମଚାରୀଙ୍କ ପୁଅ…

ହାତୀପଲଙ୍କ ଦ୍ୱାରା ଧାନ ଫସଲ ନଷ୍ଟ

ଅମରପାଲି,୨୮।୮(ଡି.ଏନ.ଏ)-ସୁବର୍ଣ୍ଣପୁର ବନଖଣ୍ଡ ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ହାତିଲିମୁଣ୍ଡା ବିଟର ଗୌଡଗାଡ ଗ୍ରାମରେ ହାତୀପଲ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି । ବୁଧବାର ରାତିରେ ହାତୀପଲ ଆସି ଗ୍ରାମର ମାଗୁଣି ଦୀପ ଓ ରାତ୍ର ଦୀପଙ୍କର ପ୍ରାୟ ୩ ଏକର…

ଲଗାଣ ବର୍ଷା : ଫୁଲୁଛି ମହାନଦୀ, ତେଲନଦୀ

ସୋନପୁର,୨୮।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଜିଲାରେ ପ୍ରବାହିତ ମହାନଦୀ, ତେଲନଦୀ, ଅଙ୍ଗନଦୀ, ସୁକତେଲ, ନିବୃତ୍ତି ଯୋର ଓ ଅନ୍ୟ ଛୋଟ ବଡ ଯୋର ସବୁ ଫୁଲିବାରେ ଲାଗିଛି । ହୀରାକୁଦର ୧୬ଟି ଗେଟ୍‌ ଖୋଲିବା…

ତମ୍ବା ପଇସାକୁ ନେଇ ହୋଇଥିଲା ହତ୍ୟାକାଣ୍ଡ

ନୂଆପଡା ଅଫିସ,୨୮ା୮ ବହୁ ଚର୍ଚ୍ଚିତ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ କରିଛି ନୂଆପଡା ପୋଲିସ । ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ କେରମେଲି ଗାଁର ଅଚ୍ୟୁତ ମାଝୀ(୩୪), ନିରଞ୍ଜନ ମାଝୀ(୨୫) ଏବଂ…

କୁଣ୍ଢେଇଗୋଳା-ବୁଢାପାଳ ଯୋଗାଯୋଗ ବିଚ୍ଛିନ୍ନ

ଦେବଗଡ,୨୮ା୮(ଡ଼ି.ଏନ୍‌.ଏ.) ଲଗାଣ ବର୍ଷା ଯୋଗୁ ଦେବଗଡ ରିଆମାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇଗୋଳା ଗ୍ରାମ ନିକଟରେ ଟିକିରା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଫଳରେ ୫୩ ନମ୍ବର ଜାତୀୟ ରାଜପଥରେ ୩ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?