ଏଡିଜେଙ୍କ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ
ବଲାଙ୍ଗୀର ଅଫିସ/ ପାଟଣାଗଡ଼, ୭ା୩ (ଡି.ଏନ.ଏ.): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପୁଞ୍ଜିଲାଲ ମେହେରଙ୍କୁ ଶୁକ୍ରବାର ପାଟଣାଗଡ଼ ଏଡିଜେଙ୍କ କୋର୍ଟରେ ଚାର୍ଜଫ୍ରେମ ପାଇଁ ହାଜର କରାଯାଇଥିଲା। ତେବେ ପୁଞ୍ଜିଲାଲଙ୍କ ଆଡଭୋକେଟ୍ କିଛି ଗୁରୁତ୍ୱପୂର୍ଣ୍ଣ...
ଝଲସିବ ଜୀବରାମ ପଲ୍ଲୀ
ପୁରୀ ଅଫିସ,୭ା୩: ପୁରୀକୁ ବିଶ୍ୱ ଐତିହ୍ୟ ସହର କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି କେତେକ ପ୍ରକଳ୍ପର କାମ ଆରମ୍ଭ ହୋଇଥିବାବେଳେ ଅନେକ ମେଗା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଠାକୁ ଆସୁଥିବା ଭକ୍ତ ଓ ପର୍ଯ୍ୟଟକ...
‘ପ୍ରଦୀପ୍ତଙ୍କୁ ମିଥ୍ୟା ମକଦ୍ଦମାରେ ଫସାଯାଇଛି’
ପୁରୀ ଅଫିସ,୭ା୩: ପାରା ଗୁଳିକାଣ୍ଡରେ ମାଟିଆପଡ଼ା ସିଦ୍ଧମହାବୀର ରେଲୱେ ଓଭରବ୍ରିଜ କ୍ଷତିଗ୍ରସ୍ତ କମିଟିର କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ବିଜେଡି କାଉନସିଲର ପ୍ରଦୀପ୍ତ କୁମାର ନାୟକଙ୍କୁ ମିଥ୍ୟାରେ ଫସାଇ ଦିଆଯାଇଛି ବୋଲି କମିଟି ସଦସ୍ୟମାନେ ଅଭିଯୋଗ କରିଛନ୍ତି। ଶୁକ୍ରବାର ରେଲ...
କାକଟପୁର ବ୍ଲକ କ୍ୱାର୍ଟର୍ସ ପାଲଟିଛି ଭୂତକୋଠି
କାକଟପୁର,୭ା୩(ଡି.ଏନ.ଏ.): କାକଟପୁର ବ୍ଲକ ବିଡିଓ ଓ କର୍ମଚାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା କ୍ୱାର୍ଟର୍ସଗୁଡିକ ଭୂତକୋଠି ପାଲଟିଯାଇଛି। ଦୀର୍ଘବର୍ଷ ଧରି ଏହି କ୍ୱାର୍ଟର୍ସଗୁଡିକ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ କ୍ୱାର୍ଟର୍ସଗୁଡିକ ନଷ୍ଟ ହେବାକୁ ବସିଥିବା ବେଳେ ଏଥିପ୍ରତି...
ମହାପ୍ରଭୁଙ୍କୁ ଦର୍ଶନ କଲେ ରବିଶଙ୍କର
ପୁରୀ ଅଫିସ,୭ା୩: ଆଧ୍ୟାତ୍ମିକ ଗୁରୁ ତଥା ଆର୍ଟ ଅଫ୍ ଲିଭିଙ୍ଗ୍ର ପ୍ରତିଷ୍ଠାତା ଶ୍ରୀ ଶ୍ରୀ ରବିଶଙ୍କର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ରବିଶଙ୍କର ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ତାଙ୍କୁ ଉପଜିଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ନୀତି...
କ୍ରାଇମ୍ବ୍ରାଞ୍ଚ ତଦନ୍ତ ଦାବିରେ ଏନ୍ଏଚ୍ଆର୍ସିରେ ଏତଲା
କଟକ ଅଫିସ, ୭ା୩: ଶହୀଦନଗର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ହାବିଲଦାରଙ୍କୁ ପୋଲିସ ଗିରଫ କରିଥିଲା। ହାବିଲଦାର ଜଣକ ପୀଡିତାଙ୍କ ପିଉସା। ଏହି ଘଟଣାକୁ ନେଇ ଶୁକ୍ରବାର ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆର୍ସି)ରେ ଏତଲା ଦିଆଯାଇଛି। ଘଟଣାର...
ବୈଠକ ବେଳେ ବ୍ରହ୍ମଗିରି ତହସିଲଦାରଙ୍କୁ ଆକ୍ରମଣ
ବ୍ରହ୍ମଗିରି,୭ା୩(ଡି.ଏନ୍.ଏ.): ବ୍ରହ୍ମଗିରି ଅତିରିକ୍ତ ତହସିଲଦାରଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଶୁକ୍ରବାର ଏକ ବୈଠକ ଚାଲୁଥିବା ବେଳେ ଦୁଇଜଣ ଦୁର୍ବୃତ୍ତ ତହସିଲଦାର କିଶୋର କୁମାର ପଣ୍ଡାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତହସିଲଦାର ପଣ୍ଡାଙ୍କ ଅଭିଯୋଗକୁ ଭିତ୍ତିକରି ବ୍ରହ୍ମଗିରି ଥାନା ପୋଲିସ ତଦନ୍ତ...
ମହିଳା ପୋଲିସଙ୍କୁ ମିଳୁଛି କର୍ମକ୍ଷେତ୍ରରେ ନିର୍ଯାତନା
କଟକ ଅଫିସ, ୭ା୩: କଟକସ୍ଥିତ ଓଏସ୍ଏପି ଷଷ୍ଠ ବାଟାଲିୟନ୍ ପରିସରରେ ରାଜ୍ୟସ୍ତରୀୟ ମହିଳା ପୋଲିସ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ପୋଲିସ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀ ଦେଶରେ ପ୍ରଥମ ବୋଲି ପୋଲିସ ବିଭାଗ ପକ୍ଷରୁ କୁହାଯାଉଛି। ଏହି...
ପଞ୍ଚାୟତିରାଜ ବ୍ୟବସ୍ଥା ସଶକ୍ତ କରିବାକୁ ଦାବି
ଢେଙ୍କାନାଳ ଅଫିସ, ୭ା୩ – ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ଦାବିରେ ଢେଙ୍କାନାଳ ଜିଲା କଂଗ୍ରେସ କମିଟି ଏବଂ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନ ପକ୍ଷରୁ ଶୁକ୍ରବାର ଅତିରିକ୍ତ ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।...
ବଢ଼ୁଛି ଚୋରା ଡିନାମାଇଟ କାରବାର
ଅନୁଗୋଳ ଅଫିସ୍, ୭।୩ – ଅନୁଗୋଳ ଜିଲାରେ ବଢ଼ୁଛି ଚୋରା ଡିନାମାଇଟ୍ କାରବାର। ଏହାକୁ ବିସ୍ଫୋରଣ କରି ନଦୀ, ଯୋର ଆଦିରୁ ମାଛ ମାରିବା ସହଜ ହେଉଥିବାରୁ ଅଧିକରୁ ଅଧିକ ଲୋକ ଏ ନେଇ ଆଗ୍ରହ ପ୍ରକାଶ କରୁଥିବା ଦେଖାଯାଉଛି।...
କାର୍ଯ୍ୟକୁ ନେଇ ସନ୍ତୋଷ ବ୍ୟକ୍ତ କଲେ ଜିଲାପାଳ
ଅନୁଗୋଳ ଅଫିସ, ୭।୩ – ଅନୁଗୋଳ ଜିଲା ସ୍ବାସ୍ଥ୍ୟମିଶନ ଦ୍ୱାରା ଜିଲାସ୍ତରୀୟ ଆଶା ଓ ଗଁ। କଲ୍ୟାଣ ସମିତି ସମ୍ମିଳନୀ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ...
ଦେଢ଼ମାସ ହେଲା ନଳକୂପ ଅଚଳ
ପରଜଙ୍ଗ, ୭।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମାଣିକମରା ପଞ୍ଚାୟତ ଅଧୀନ ସରକିଶୋରପାଳ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ନଳକୂପ ଦେଢ଼ମାସ ହେଲା ଅଚଳ ହୋଇପଡ଼ିଛି। ଫଳରେ ଛାତ୍ରୀଛାତ୍ରମାନେ ପାଣି ପାଇଁ ଡହଳବିକଳ ହେଉଛନ୍ତି। ମଧ୍ୟାହ୍ନ ଭୋଜନ ରୋଷେଇରେ...
Archives


