ଆମ ଜିଲା ଖବର

ପୁରୀରେ ଆଉ ୪ କରୋନା ରୋଗୀ ଚିହ୍ନଟ: ୯୧ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା

ପୁରୀ ଅଫିସ,୩୧।୫: ପୁରୀ ଜିଲାରୁ ପୁଣି ୪ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୧ରେ ପହଞ୍ଚିଛି। ଏଥିମଧ୍ୟରୁ ୪୪…

କରୋନା ଯୋଦ୍ଧା ଭାବେ ଗଞ୍ଜାମ ଆଇଆଇସି ସମ୍ବର୍ଦ୍ଧିତ

ଗଞ୍ଜାମ,୩୧ା୫(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ପାଇଁ ଲୋକେ ଚିନ୍ତିତ। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି। ଏଥିପାଇଁ ଡାକ୍ତର, ନର୍ସ, ଅଙ୍ଗନଓ୍ବାଡି କର୍ମୀ, ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଦିନ ରାତି ଏକ କରିଛନ୍ତି। ଏହି…

କେନ୍ଦୁଝରରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ, ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଲା

କେନ୍ଦୁଝର,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରବିବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ଏହି ୩ ଜଣ ତାମିଲନାଡୁରୁ ଫେରି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହୁଥିଲେ। ସେମାନଙ୍କ ଘର…

ହତ୍ୟା ଉଦ୍ୟମ ମାମଲା: ଜେଲ୍‌ ଗଲେ ଦୁଇ ଭାଇ

ଦିଗପହଣ୍ଡି,୩୧ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ ବ୍ରାହ୍ମଣ ନୂଆପଡ଼ା ଗାଁର ଦୁଇ ଭାଇ ବି. ଶ୍ୟାମସୁନ୍ଦର ଏବଂ ବି. ଶ୍ରୀରାମୁଲୁଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛିି। ଉଭୟଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରାଯାଇଥିବା ଆଇଆଇସି…

ଲକ୍‌ଡାଉନ୍‌ର ରାତି ସ୍ବପ୍ନ ନୁହେଁ, ଭୋକ ଦେଇଛି

କଟକ ଅଫିସ,୩୧।୫: ଭଦ୍ରକର ବାସିନ୍ଦା ହେଲେ ଗୌରହରି। ପିଲାଟି ବେଳୁ ପୋଲିଓ ଆକ୍ରାନ୍ତ ହୋଇ ତାଙ୍କର ଡାହାଣ ଗୋଡ଼ କାମ କରୁନି। ଭିନ୍ନକ୍ଷମ ହୋଇଥିଲେ ସୁଦ୍ଧା କେବେ ପରିବାର ଉପରେ ବୋଝ ହୋଇ ନ ଥିଲେ। ଏକ ହୋଟେଲରେ କାମ କରି…

ଲକ୍‌ଡାଉନ ବେଳର କଳାକୃତି: ପଥରରେ ଦଶଭୁଜା

କଟକ ଅଫିସ,୩୧।୫: ଲକ୍‌ଡାଉନ୍‌ ବେଳେ ନିହାଣ ମୁନରେ ନିଜ ଚମତ୍କାର କଳା ପ୍ରତିଭା ଦେଖାଇଛନ୍ତି କଟକ ମହାନଦୀ ବିହାର ଅଞ୍ଚଳର ଯୁବଶିଳ୍ପୀ ହିମାଂଶୁ ଶେଖର ପରିଡ଼ା (୩୩)। ପଥରରେ ଦୁର୍ଗାଙ୍କ ଦଶଭୁଜା ମୂର୍ତ୍ତି ତିଆରି କରି ସେ ଲକ୍‌ଡାଉନ୍‌ ଅବସରକୁ ସୃଜନ…

ଗୁଣ୍ଠାଓ୍ବାର୍ଡା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ମହିଳାଙ୍କ ସନ୍ତାନ ପ୍ରସବ

ଚିତ୍ରକୋଣ୍ଡା,୩୧ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଗୁଣ୍ଠାୱାର୍ଡl କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବାହାର ରାଜ୍ୟରୁ ଫେରି ରହୁଥିବା ଅନ୍ତେବାସୀଙ୍କ ମଧ୍ୟରୁ ଜଣେ ମହିଳା ସନ୍ତାନ ପ୍ରସବ କରିଛନ୍ତି। ତାଙ୍କ ଘର ଗୁଣ୍ଠାଓ୍ବାର୍ଡା ପଞ୍ଚାୟତ କନ୍ଧଗୁଡ଼ା ଗ୍ରାମରେ। ସୂଚନାଯୋ୍ୟ, କନ୍ଧଗୁଡ଼ା ଗ୍ରାମର ସୁଧୀର…

ମୂଲ୍ୟବାନ କାଠ ପଟା, କରତ ଜବତ

ଓଡ଼ଗାଁ,୩୧ା୫(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନ ବିଭାଗ ରବିବାର ସକାଳୁ ବାହାଡ଼ାଝୋଲା ସେକ୍ସନ କଇଁଠପଲି ଗାଁରେ ଚଢ଼ାଉ କରି ବହୁ ମୂଲ୍ୟବାନ କାଠ ପଟା ଜବତ କରିଛି। ଜନୈକ ବ୍ୟକ୍ତିଙ୍କ ବାଡ଼ିରେ ପାଳ ଘୋଡ଼ା ହୋଇ କେତେକ ପଟା ରହିଥିବା ବିଭାଗ…

ରଥଯାତ୍ରା ହେଲେ…ବଡ଼ଦାଣ୍ଡରୁ ଖାଲି ହେବ ହୋଟେଲ, ଲଜ୍‌; କାହା ଘରକୁ ଆସିବେନି ବନ୍ଧୁବାନ୍ଧବ

ପୁରୀ ଅଫିସ,୩୧।୫: ମହାମାରୀ କରୋନାର ପ୍ରଭାବ ମହାପ୍ରଭୁଙ୍କ ବିଭିନ୍ନ ପର୍ବପର୍ବାଣି ଉପରେ ପଡିଛି। ବିଧି ରକ୍ଷା ପାଇଁ ସ୍ନାନଯାତ୍ରା ଶ୍ରୀମନ୍ଦିର ଭିତରେ କରାଯିବାକୁ ଥିବାବେଳେ ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ ମେଘନାଦ ପାଚେରି ଭିତରେ ହୋଇଛି। ଏବେ ମହାପ୍ରଭୁଙ୍କ ପ୍ରମୁଖ ଯାତ୍ରା…

ପାଣିଟାଙ୍କି ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଧମକ: ପୋଲିସ, ଅଗ୍ନିଶମ କର୍ମଚାରୀ ନାକେଦମ୍‌

ପଦ୍ମପୁର,୩୧ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତର ସାନ କାଳିଦାସପୁର ପାଣିଟାଙ୍କି ଉପରେ ରବିବାର ପୂର୍ବାହ୍ନରେ ଜଣେ ଯୁବକ ଚଢ଼ି ଆତ୍ମହତ୍ୟା ଧମକ ଦେଇଛନ୍ତି। ଯୁବକ ଜଣକ ଟ୍ରାକ୍ଟର ଚାଳକ ହୋଇଥିବା ବେଳେ ତାଙ୍କ ନାମ ଶିବ ପ୍ରସାଦ…

ବାଲେଶ୍ୱରକୁ ଆସିଲେ ପଙ୍ଗପାଳ: ନଷ୍ଟ କଲେଣି ବ୍ୟାପକ ଗଛପତ୍ର, ଲୋକେ ଭୟଭୀତ

ବାଲେଶ୍ୱର ଅଫିସ,୩୧ା୫: ବାଲେଶ୍ୱର ଜିଲା ଔପଦା ବ୍ଲକ ବଉଳଗଡ଼ିଆସ୍ଥିତ ପାହାଡ଼ ପାଦଦେଶରେ ରବିବାର ପୂର୍ବାହ୍ନରେ ହଜାର ହଜାର ପଙ୍ଗପାଳ ଦେଖିବାକୁ ମିଳିଛି। ଦେଶରେ ଗୋଟିଏ ପରେ ଗୋଟିଏ ବିପତ୍ତି ମାଡ଼ି ଆସୁଥିବା ବେଳେ କଛିଦିନ ପୂର୍ବରୁ ଚର୍ଚ୍ଚାର ବିଷୟ ପାଲଟି ଥିବା…

୮ ଲକ୍ଷ ମୂଲ୍ୟର ବ୍ରାଉନସୁଗାର ଜବତ: ୨ ଗିରଫ

ଭଦ୍ରକଅଫିସ,୩୧ା୫: ରବିବାର ସକାଳୁ ଚରମ୍ପା ଓଭରବ୍ରିଜ ନିକଟରୁ ୮୧ ଗ୍ରାମ୍‌ ବ୍ରାଉନ ସୁଗାର ଜବତ ସହ ଦୁଇ ଜଣଙ୍କୁ ଗିରଫ କରିଛି କେନ୍ଦ୍ରୀୟ ଅବକାରୀ ଗୁଇନ୍ଦା ବିଭାଗର ଏକ ଟିମ୍‌ । ସୂଚନାନୁଯାୟୀ, ଧଳା ଜହର କାରବାର ଭଦ୍ରକ ଜିଲାରେ ବ୍ୟାପକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri