ପଞ୍ଚାୟତିରାଜ ବ୍ୟବସ୍ଥା ସଶକ୍ତ କରିବାକୁ ଦାବି
ଢେଙ୍କାନାଳ ଅଫିସ, ୭ା୩ – ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ଦାବିରେ ଢେଙ୍କାନାଳ ଜିଲା କଂଗ୍ରେସ କମିଟି ଏବଂ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନ ପକ୍ଷରୁ ଶୁକ୍ରବାର ଅତିରିକ୍ତ ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।...
ବଢ଼ୁଛି ଚୋରା ଡିନାମାଇଟ କାରବାର
ଅନୁଗୋଳ ଅଫିସ୍, ୭।୩ – ଅନୁଗୋଳ ଜିଲାରେ ବଢ଼ୁଛି ଚୋରା ଡିନାମାଇଟ୍ କାରବାର। ଏହାକୁ ବିସ୍ଫୋରଣ କରି ନଦୀ, ଯୋର ଆଦିରୁ ମାଛ ମାରିବା ସହଜ ହେଉଥିବାରୁ ଅଧିକରୁ ଅଧିକ ଲୋକ ଏ ନେଇ ଆଗ୍ରହ ପ୍ରକାଶ କରୁଥିବା ଦେଖାଯାଉଛି।...
କାର୍ଯ୍ୟକୁ ନେଇ ସନ୍ତୋଷ ବ୍ୟକ୍ତ କଲେ ଜିଲାପାଳ
ଅନୁଗୋଳ ଅଫିସ, ୭।୩ – ଅନୁଗୋଳ ଜିଲା ସ୍ବାସ୍ଥ୍ୟମିଶନ ଦ୍ୱାରା ଜିଲାସ୍ତରୀୟ ଆଶା ଓ ଗଁ। କଲ୍ୟାଣ ସମିତି ସମ୍ମିଳନୀ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ...
ଦେଢ଼ମାସ ହେଲା ନଳକୂପ ଅଚଳ
ପରଜଙ୍ଗ, ୭।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମାଣିକମରା ପଞ୍ଚାୟତ ଅଧୀନ ସରକିଶୋରପାଳ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ନଳକୂପ ଦେଢ଼ମାସ ହେଲା ଅଚଳ ହୋଇପଡ଼ିଛି। ଫଳରେ ଛାତ୍ରୀଛାତ୍ରମାନେ ପାଣି ପାଇଁ ଡହଳବିକଳ ହେଉଛନ୍ତି। ମଧ୍ୟାହ୍ନ ଭୋଜନ ରୋଷେଇରେ...
ଶ୍ମଶାନ ରାସ୍ତାରେ ରହସ୍ୟଜନକ ସମାଧି
ପାରାଦୀପ, ୭।୩ (ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅଧୀନ ମଧୁବନ ଶ୍ମଶାନ ରାସ୍ତା ନଦୀ ପଠାଠାରେ ଏକ ରହସ୍ୟଜନକ ସମାଧିକୁ ନେଇ ଶୁକ୍ରବାର ଅପରାହ୍ନରେ ହଟଚମଟ ସୃଷ୍ଟି ହୋଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ ବି ସମାଧିକୁ ଖୋଳି...
ଥାନାରୁ ୨ ଥର ଚମ୍ପଟ ମାରିଲେ ଅଭିଯୁକ୍ତ
କୁଜଙ୍ଗ, ୭।୩ (ଡି.ଏନ୍.ଏ.): ଟାଓ୍ବାରରୁ ବ୍ୟାଟେରି ଚୋରି ଅଭିଯୋଗରେ କୁଜଙ୍ଗ ପୋଲିସ ଗତ ବୁଧବାର ଗିରଫ କରିଥିବା ଜଣେ ଅଭିଯୁକ୍ତ ଥାନାରୁ ଦୁଇ ଥର ଚମ୍ପଟ ମାରିବା ପରେ ପୋଲିସର ପାରିବା ପଣିଆ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥିସହ...
ନିୟମିତ ପଞ୍ଜୀକରଣ, ନବୀକରଣ କର
ଅନୁଗୋଳ ଅଫିସ୍,୭।୩ – ଅନୁଗୋଳ ଶ୍ରମ ଜିଲାର ୫ଟି ବ୍ଲକର ନିର୍ମାଣ ଶ୍ରମିକମାନଙ୍କୁ ନେଇ ଶୁକ୍ରବାର ଅନୁଗୋଳ ପୌରପାଳିକା ଟାଉନ୍ ହଲ ଠାରେ ନିର୍ମାଣ ଶ୍ରମିକ ସେବା ସପ୍ତାହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ ମୁଖ୍ୟଅତିଥି...
୫ ଗ୍ରାମ୍ୟରାସ୍ତାର ହେବ ଉନ୍ନତୀକରଣ
ଭୁବନ, ୭।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ସଭାଗୃହରେ ପଞ୍ଚାୟତ ସମିତିର ସ୍ବତନ୍ତ୍ର ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ଅଧ୍ୟକ୍ଷତା କରିଥିଲେ। ଖୁବ୍ଶୀଘ୍ର ବ୍ଲକର ୫ ବ୍ୟସ୍ତବହୁଳ ଗ୍ରାମ୍ୟରାସ୍ତାର ଉନ୍ନତୀକରଣ କରାଯିବ।...
ଫେରିଯିବ ଦେଢ଼ କୋଟିର ଅନୁଦାନ
ନାଉଗଁ।, ୭।୩ (ସ୍ବ.ପ୍ର.): ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଅନୁଦାନ ଅର୍ଥ ଯୋଗାଇ ଦିଆଯାଉଥିବା ବେଳେ ଠିକ୍ ସମୟରେ ଅନୁଦାନ ଖର୍ଚ୍ଚ କରା ନ ଗଲେ ତାହା ଫେରିଯିବା...
୩ଦିନ ହେଲା ମଧ୍ୟାହ୍ନଭୋଜନ ବନ୍ଦ: ତାଲା ଭାଙ୍ଗି ସ୍କୁଲ କମିଟିକୁ ଦାୟିତ୍ୱ ଦେଲା ପ୍ରଶାସନ
ରଣପୁର,୭ା୩(ସ୍ବ.ପ୍ର.): ରଣପୁର ବ୍ଳକ ଚାନ୍ଦପୁରସ୍ଥିତ ରଘୁ ଦିବାକର ନୋଡାଲ ଉଚ୍ଚ ବିଦ୍ୟାଳୟରେ ୩ଦିନ ଧରି ମଧ୍ୟାହ୍ନଭୋଜନ ବନ୍ଦ ରହିଥିଲା। ଗଜଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀର ଜଣେ ସଦସ୍ୟା ରୋଷେଇ ଘରେ ତାଲା ମାରିବା ପରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଅଭିଯୋଗ...
ନୃତ୍ୟରେ କମ୍ପିଲା ମୁକ୍ତାକାଶ ରଙ୍ଗମଞ୍ଚ
ପାଲଲହଡା,୭ା୩(ଡି.ଏନ.ଏ) – ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ଲୋକ ମହୋତ୍ସବ ମାଲ୍ୟଗିରି ମହୋତ୍ସବର ଶୁକ୍ରବାର ଥିଲା ଦ୍ୱିତୀୟ ସା। ଏହି ଅବସରରେ ଜିଲା ତଥା ଜିଲା ବାହାରୁ ଆସିଥିବା କଳାକାରମାନଙ୍କ ନୃତ୍ୟଗୀତରେ ଦୁଲୁକି ଉଠିଥିଲା ମାଲ୍ୟଗିରି ମୁକ୍ତାକାଶ ରଙ୍ଗମଞ୍ଚ। ପାଲଲହଡା...
ପାଇପ୍ ଫାଟି ମାଡ଼ିଗଲା ପାଉଁଶ ପାଣି
ତାଳଚେର,୭ା୩(ନି.ପ୍ର.) – ଏନ୍ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍)ର ଆଶ୍ ପାଇପ୍ ଶୁକ୍ରବାର ଜଗନ୍ନାଥପୁର ଗ୍ରାମ ନିକଟରେ ଫାଟି ଯିବାରୁ କେତେଜଣଙ୍କ ଘର ସହ ଚାଷ ଜମିରେ ପାଉଁଶ ପାଣି ମାଡ଼ିଯାଇଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ...
Archives


