ଆମ ଜିଲା ଖବର

ବୈତରଣୀ ନଦୀ ଆଖୁଆପଦାଠାରେ ଅତିକ୍ରମ କଲା ବିପଦସଙ୍କେତ

ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦା ଆନିକଟଠାରେ ବୈତରଣୀ ନଦୀ ବୁଧବାର ମଧ୍ୟାହ୍ନରେ ବିପଦ ସଙ୍କେତ ଅତିକ୍ରମ କରିଛି। ଏଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ବନ୍ୟାଜଳ ୧ ଟାରେ ବିପଦ ସଙ୍କେତ ଊର୍ଦ୍ଧ୍ୱରେ ଅର୍ଥାତ ୧୮.୨୭…

ଜାତୀୟ ରାଜପଥ ତୁରୁମୁଙ୍ଗା ବୈତରଣୀ ନଦୀ ପୋଲ ଉପରେ ପ୍ରବାହିତ ହେଲା ପ୍ରଥମ ବନ୍ୟାଜଳ: ସ୍ବାମ ପୋଲ ପାର ବେଳେ ଭାସିଗଲା ଗାଡ଼ି

ପାଟଣା,୨୬।୮(ସ୍ବ. ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥରେ ଥିବା ବୈତରଣୀ ପୋଲ ଉପରେ ବୁଧବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହୋଇଛି। ଫଳରେ ପୋଲର ଉଭୟ…

ଆଜିବି ଭଦ୍ରକରୁ ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୬।୮: ଭଦ୍ରକ ଜିଲାରୁ ବୁଧବାର ୧୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୩୭ରେ ପହଞ୍ଚିଛି। ତେବେ ଲଗାତାର ଭାବେ ଭଦ୍ରକରେ ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ…

ଗଞ୍ଜାମରେ ଧିମେଇଛି ଚାଷୀ ପଞ୍ଜିକରଣ : ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଅବଧି ବୃଦ୍ଧି ଦାବି

ଛତ୍ରପୁର,୨୬।୮(ଡି.ଏନ୍‌.ଏ.): ଧାନ ବିକିବା ନେଇ ଚାଷୀଙ୍କ ନାମ ଅନଲାଇନ୍‌ ପଞ୍ଜିକରଣ ଅବଧି ଚଳିତ ମାସ ୩୧ ତାରିଖରେ ସରିବ । ଅପରପକ୍ଷରେ କରୋନା କଟକଣା ନେଇ ଗଞ୍ଜାମ ଜିଲାରେ ଚାଷୀ ପଞ୍ଜିକରଣ ଧିମେଇ ଯାଇଛି। ଆଉ ମାତ୍ର ୫ ଦିନ ବାକି…

ଜରାଳି, ସରାଳୀ ନଦୀର ଜଳପତନ ବୃଦ୍ଧି: ଘରେ ପଶିଲା ବନ୍ୟାଜଳ

ବାରିପଦା ଅଫିସ,୨୬।୮: ଲଘୁଚାପ ଜନିିତ ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲା ବାରିପଦା ସହରର ବିଭିନ୍ନ ସ୍ଥାନରେ ବନ୍ୟା ଜଳ ପ୍ରବେଶ କରିଛି । ମଙ୍ଗଳବାର ରାତି ତମାମ ବର୍ଷା ଲାଗିରହିବାରୁ ବୁଧବାର ସକାଳୁ ଜରାଳି ଓ ସରାଳୀ ନଦୀର ବନ୍ୟା…

ଭଦ୍ରକରେ ବନ୍ୟା ଆଶଙ୍କା: ପହଞ୍ଚିଲେ ଏନ୍‌ଡିଆର୍‌ଏଫ, ଓଡ୍ରାଫ୍‌ ଟିମ୍‌

ଭଦ୍ରକ ଅଫିସ,୨୬।୮: ଲଘୁଚାପ ଜନିିତ ଲଗାଣ ବର୍ଷା ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି। ଭଦ୍ରକ ଜିଲାରେ ମଧ୍ୟ ଦୁଇ ଦିନ ଧରି ଲଗାଣ ବର୍ଷା ହେଉଥିବା ବେଳେ ବନ୍ୟା ଆଶଙ୍କା କରାଯାଉଛି। ସମସ୍ତ ନଦୀରେ ବର୍ଷା ଜଳ ପ୍ରବାହିତ ହେବାରେ ଲାଗିଛି।…

ଅନୁପ ସାଏଙ୍କୁ କରୋନା

ଝାରସୁଗୁଡ଼ା ଅଫିସ,୨୬।୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ କରୋନା। ଏନେଇ ଛତିଶଗଡ଼ ରାଜ୍ୟ ରାୟଗଡ଼ ଜେଲ୍‌ ଅଧିକ୍ଷକ ଏନ୍‌.କେ. ତେହରିଆ ବୁଧବାର ସ୍ପଷ୍ଟ କରିଛନ୍ତି। ପ୍ରକାଶ ଯେ, ବ୍ରଜରାଜନଗର ଅଞ୍ଚଳର କଳ୍ପନା ଦାସ ଏବଂ ତାଙ୍କ ଝିଅ…

ସୁଇସାଇଡ ନୋଟ୍‌ ଲେଖି ନାବାଳକଙ୍କ ଆତ୍ମହତ୍ୟା

ଚୌଦ୍ୱାର,୨୬ା୮(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ପୌରପାଳିକା ୧୭ ନମ୍ବର ୱାର୍ଡ କପାଳେଶ୍ୱର ନୂଆସାହିରୁ ଜଣେ ନାବାଳକର ଝୁଲନ୍ତା ମୃତଦେହକୁ ଚୌଦ୍ୱାର ପୋଲିସ ବୁଧବାର ସକାଳେ ଉଦ୍ଧାର କରିଛି । ସେ ହେଲେ ପାରସନାଥ ସିଂହଙ୍କ ପୁଅ ସରୋଜ(୧୬)। ପ୍ରକାଶ ଯେ, ସରୋଜ…

ମନ୍ଦିର ଗର୍ଭଗୃହରେ ପାଣି, ବୁଡିଗଲେ ବାବା ଆଖଣ୍ଡଳମଣି

ଆରଡି, ୨୬।୮,(ଡି.ଏନ.ଏ.) : ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ବର୍ଷା ପାଣି ପ୍ରବେଶ କରିବାରୁ ବାବା ଆଖଣ୍ଡଳମଣି ସମ୍ପୂର୍ଣ୍ଣ ଭାବେ ବୁଡିଯାଇଥିଲେ। ଲିଙ୍ଗ ବୁଡି ରହିଥିବାରୁ ବୁଧବାର ସକାଳେ ମଙ୍ଗଳଆଳତି ହେବାରେ ବିଳମ୍ବ…

ଦ୍ରୁତ ଗତିରେ ବଢୁଛି ବୈତରଣୀ,ବନ୍ୟା ଆଶଙ୍କା

ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍‌.ଏ): ବୈତରଣୀ ନଦୀରେ ବନ୍ୟା ଜଳ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଲଘୁଚାପଜନିତ ଲଗାଣ ବର୍ଷାରେ ବୈତରଣୀ ନଦୀ ମଙ୍ଗଳବାର ରାତି ୩ ଟାରୁ ବଢିବା ଆରମ୍ଭ କରିଛି। ଭଣ୍ଡାରିପୋଖରୀ ବ୍ଲକ ବୈତରଣୀ ନଦୀର ଆଖୁଆପଦା ଆନିକଟ ଠାରେ ବନ୍ୟାଜଳ…

ଇସ୍ରୋ-ଭିସୁଟ୍‌ ମଧ୍ୟରେ ଚୁକ୍ତି ସ୍ବାକ୍ଷର

ସମ୍ବଲପୁର/ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ) ସହାୟତାରେ ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦେଶର ପ୍ରଥମ ମହାକାଶ ଅନ୍ବେଷଣ କେନ୍ଦ୍ର ଖୋଲାଯିବ। ଏ ନେଇ ଇସ୍ରୋ ଓ ଭିସୁଟ୍‌ ମଧ୍ୟରେ ମଙ୍ଗଳବାର…

ପୂର୍ବତନ ଜିଲା ଜଜ୍‌ କୃଷ୍ଣଚନ୍ଦ୍ର କରଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ, ୨୬ା୮: ୧୯୮୦ରେ ଛବିରାଣୀ ହତ୍ୟାକାଣ୍ଡର ରାୟ ଦେଇଥିବା ପୂର୍ବତନ ଜିଲା ଜଜ୍‌ କୃଷ୍ଣ ଚନ୍ଦ୍ର କରଙ୍କର ମଙ୍ଗଳବାର ପରଲୋକ ହୋଇଛି। ୯୧ ବର୍ଷୀୟ କରଙ୍କର କେନ୍ଦ୍ରାପଡ଼ା ସହର ସାନମଙ୍ଗଳାସ୍ଥିତ ବାସଭବନରେ ହୃଦ୍‌ଘାତ ଯୋଗୁ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?