୧୦୦ ଫୁଟ୍ ପଥର ପ୍ୟାକିଂ ଧସିଲା
ଚଣ୍ଡିଖୋଲ, ୨୬।୮ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା, ଯାଜପୁର ଓ ଜଗତ୍ସିଂହପୁର ଜିଲା ଅତିକ୍ରମ କରିଥିବା ହରିଦାସପୁର-ପରାଦୀପ ରେଳପଥ ପ୍ରକଳ୍ପ କାର୍ଯ୍ୟ ନିକଟରେ ଶେଷ ହୋଇଛି। ଆନୁଷ୍ଠାନିକ ଭାବେ ଏହାର ଉଦ୍ଘାଟନ ହୋଇ ନ ଥିଲେ ମଧ୍ୟ ପୂର୍ବତଟ ରେଳ ବିଭାଗ ତରଫରୁ ଏହି…
ସନ୍ଦେହରେ ଚଣ୍ଡିଖୋଲ ତୈଳଭଣ୍ଡାର ପ୍ରତିଷ୍ଠା
ଯାଜପୁର ଅଫିସ୍/ଧର୍ମଶାଳା/ ଜେନାପୁର, ୨୬।୮ (ଡି.ଏନ୍.ଏ.): ଦେଶର ୪ର୍ଥ ସର୍ବବୃହତ୍ ଚଣ୍ଡିଖୋଲ ତୈଳ ଭଣ୍ଡାର ପ୍ରତିଷ୍ଠା କରିବାକୁ ପ୍ରାୟତଃ ପଦକ୍ଷେପ ସମ୍ପନ୍ନ ହୋଇସାରିଛି। ପ୍ରକଳ୍ପକୁ ୨୦୧୮ ଜୁନ ୨୭ତାରିଖରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିସାରିଛି। ହେଲେ ମଙ୍ଗଳବାର ଡଙ୍କାରୀ, ରାହାଡ଼ପୁର,…
ରାସ୍ତାରୁ ଉଠାଇ ବ୍ୟକ୍ତିଙ୍କୁ ଏସ୍ଆଇଙ୍କ ମାଡ଼
କୋଣାର୍କ,୨୬ା୮(ଡି.ଏନ୍.ଏ.): କୋଣାର୍କ ଏନ୍ଏସିର ୧୦ନଂ. ଓ୍ବାର୍ଡରେ ରହୁଥିବା ଜ୍ଞାନରଞ୍ଜନ ପଣ୍ଡାଙ୍କୁ ରାସ୍ତାରୁ ଉଠାଇ ନେଇ ମଦ୍ୟପ ଆଖ୍ୟା ଦେଇ କୋଣାର୍କ ଥାନା ଏସ୍ଆଇ ଦିଲୀପ କୁମାର ବେହେରା ମାଡ଼ ମାରିଛନ୍ତି। ଏ ନେଇ ଜ୍ଞାନରଞ୍ଜନଙ୍କ ସ୍ତ୍ରୀ ଶୈଳବାଳା ମଙ୍ଗଳବାର ଥାନାରେ ଅଭିଯୋଗ…
ଶୟନମୁଦ୍ରାରେ ମା’ କଟକଚଣ୍ଡୀ
କଟକ ଅଫିସ,୨୬ା୮: ମା’ଙ୍କ ପାଇଁ ଆସିଛି ନୂତନ ଗଦି, ତକିଆ ଓ ଶଯ୍ୟା ଉପକରଣ। ଏବେ ଗୋଟିଏ ପକ୍ଷ ଅର୍ଥାତ୍ ୧୫ଦିନ ଯାଏ ଶୟନମୁଦ୍ରାରେ ରହିବେ କଟକର ଆରାଧ୍ୟା ମା’ କଟକଚଣ୍ଡୀ। ପୀଠରେ ମଙ୍ଗଳବାର ଶୟନଉତ୍ସବ ପାଳନ ହେବା ସହ ସ୍ବତନ୍ତ୍ର…
କୋଭିଡ୍ ସ୍ଥିତି ସମୀକ୍ଷା କଲେ ଆର୍ଡିସି
ଖୋର୍ଦ୍ଧା ଅଫିସ,୨୬ା୮: କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର (ଆର୍ଡିସି) ଅନିଲ କୁମାର ସାମଲ ମଙ୍ଗଳବାର ଖୋର୍ଦ୍ଧା ଜିଲା କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି। କରୋନା ନିୟନ୍ତ୍ରଣ ଲାଗି ତୃଣମୂଳସ୍ତରରେ ଅଧିକ ସଚେତନତା ଉପରେ ଆରଡିସି ସାମଲ ଗୁରୁତ୍ୱ ଦେଇଥିଲେ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…
ଜିଲାପାଳ କାର୍ଯ୍ୟାଳୟ ୨ ଦିନ ବନ୍ଦ
କଟକ ଅଫିସ,୨୬।୮: କଟକ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ କରୋନା ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟକୁ ସଂକ୍ରମଣ ବ୍ୟାପିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ…
ଅନୁପ ସାଏ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଝାରସୁଗୁଡ଼ା ଅଫିସ,୨୬ା୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ମଙ୍ଗଳବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଛତିଶଗଡ଼ ରାଜ୍ୟ ରାୟଗଡ ଜେଲ କର୍ତ୍ତୃପକ୍ଷ ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ…
ଏସ୍ସିବିରେ ଚିନ୍ତା ବଢ଼ାଇଲାଣି ସଂକ୍ରମଣ
କଟକ ଅଫିସ,୨୬ା୮: ଶ୍ରୀରାମ ଚନ୍ଦ୍ର ଭଞ୍ଜ (ଏସ୍ସିବି) ମେଡିକାଲ କଲେଜ ଓ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯେଉଁ ପରିମାଣରେ ବଢ଼ିଚାଲିଛି, ତାହା ରୋଗୀ ଓ କର୍ତ୍ତୃପକ୍ଷଙ୍କୁ ଆଶଙ୍କାରେ ପକାଇଲାଣି। ରୋଗୀ ତ ଭୟଭୀତ, ଅନ୍ୟପକ୍ଷରେ କର୍ତ୍ତୃପକ୍ଷ ମଧ୍ୟ ମାନବ ସମ୍ବଳ…
ଟେଷ୍ଟିଂ କିଟ୍ ଅଭାବ, ଫେରିଗଲେ ୪୦ ରୋଗୀ
କଟକ ଅଫିସ,୨୬ା୮: କରୋନାକୁ ନିୟନ୍ତ୍ରଣରେ ଆଣିବା ଲାଗି ରାଜ୍ୟ ସରକାର ଟେଷ୍ଟିଂକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଏହା କେବଳ କଥାରେ ସୀମିତ ବୋଲି ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ମଙ୍ଗଳବାର ଘଟିଥିବା ଘଟଣାରୁ ଜଣାପଡୁଛି। ଟେଷ୍ଟିଂ କିଟ୍…
ଆଶାକର୍ମୀଙ୍କୁ ମାଡ଼ ମାମଲା, ଅଭିଯୁକ୍ତଙ୍କ ପତ୍ତାପାଉନି ପୋଲିସ
ପିପିଲି,୨୬ା୮(ସ୍ବ.ପ୍ର.): ପିପିଲି ଥାନା ଦୁର୍ଗାଦାସପୁର ଗ୍ରାମର ଜଣେ କରୋନା ସଂକ୍ରମିତଙ୍କୁ ଆଣିବାକୁ ଯାଇ ଆଶାକର୍ମୀ ଶୈଳବାଳା ସ୍ବାଇଁ ଆକ୍ରମଣର ଶିକାର ହୋଇଛନ୍ତି। ଏ ନେଇ ଆଶାକର୍ମୀ ଥାନାରେ ଅଭିଯୋଗ କରିବା ସହ ଘଟଣାକୁ ୨ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କ ପତ୍ତାପାଇପାରୁନି ପୋଲିସ।…
ଦଶହରା ପୂଜାକୁ ନେଇ ବଢ଼ିଲା ଦ୍ୱନ୍ଦ୍ୱ
କଟକ ଅଫିସ,୨୬ା୮: କରୋନା କଟକଣା ଯୋଗୁ ଚଳିତବର୍ଷ କଟକ ସହରରେ ପ୍ରସିଦ୍ଧ ଦୁର୍ଗାପୂଜା ହେବ କି ନାହିଁ, ତାହାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଭାଇଚାରାର ସହରରେ ସବୁଠୁ ବଡ଼ ପର୍ବକୁ ନେଇ ସହରବାସୀ ଅନେକ ଆଶା ବାନ୍ଧି ବସିରହିଛନ୍ତି। ଏଭଳି ସ୍ଥିତିରେ…
ବଢ଼ିଲା ରତ୍ନଅଳଙ୍କାର ଯାଞ୍ଚ ସମ୍ଭାବନା
ପୁରୀ ଅଫିସ,୨୬ା୮:ଖୋଲିବ କି ଭିତର ରତ୍ନଭଣ୍ଡାର? ଯାଞ୍ଚ ହେବ କି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର? ଦୀର୍ଘଦିନ ଧରି ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ଆଶା ଆଶଙ୍କା ଲାଗିରହିଛି ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିବାର ସମ୍ଭାବନା ସୃଷ୍ଟି କରିଛି ଆଇନ ବିଭାଗର ଚିଠି। ୨…

