ଆମ ଜିଲା ଖବର

ଝାରସୁଗୁଡା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ

ଝାରସୁଗୁଡା ଅଫିସ,୨୫।୮: ଝାରସୁଗୁଡା ଜିଲା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଜରିଆରେ ଚିକିତ୍ସା ଆରମ୍ଭ କରାଯାଇଛି। ସୋମବାର ଏହି ହସ୍ପିଟାଲରେ ଦୁଇ ଜଣ ଗୁରୁତର ରୋଗୀଙ୍କୁ ଏହି ଚିକିତ୍ସା କରାଯାଇଥିଲା। ଏ ନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ୍‌କରି ସୂଚନା…

ଦେଶୀ ଭାଲୁ ଖଣ୍ଡି ଆଇସିୟୁରେ ଭର୍ତ୍ତି

ବାରଙ୍ଗ,୨୫।୮(ଡି.ଏନ୍‌.ଏ.): ପ୍ରାଣୀଉଦ୍ୟାନ ନନ୍ଦନକାନନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଶୀ ମାଈ ଭାଲୁ ଖଣ୍ଡିକୁ ସୋମବାର ଆଇସିୟୁରେ ଭର୍ତ୍ତି କରାଯାଇଛି। ସେ ଅସୁସ୍ଥତା ଅନୁଭବ କରିବାରୁ ବହୁଦିନ ହେବ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲା। ସ୍ବାସ୍ଥ୍ୟରେ ସୁଧାର ନ ଆସିବାରୁ ତାକୁ ଆଇସିୟୁ ଓ୍ବାର୍ଡରେ…

ବଗଲାକୁ ନେଇ ରାସ୍ତାକୁ ଓହ୍ଲାଇଲା କଂଗ୍ରେସ

ପୂରୀ ଅଫିସ, ୨୫।୮: ବଗଲା ଧର୍ମଶାଳା ଜମି ବିବାଦ ଦିନକୁ ଦିନ ଅଧିକ ତୀବ୍ର ହେଉଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ବିଭିନ୍ନ ରାଜନୈତିକ ଦଳ ବିରୋଧ କରୁଛନ୍ତି। ୪ ଦିନ ହେଲା ଭାଜପା ପକ୍ଷରୁ ଧର୍ମଶାଳା ସମ୍ମୁଖରେ ଧାରଣା ଦିଆଯାଉଥିବା ବେଳେ…

ପୋଲିସ ଉପସ୍ଥିତିରେ ଅସ୍ଥି ଚିକିତ୍ସାକେନ୍ଦ୍ରକୁ ପଥର ମାଡ଼

ଖୁଣ୍ଟୁଣୀ,୨୫।୮(ଡି.ଏନ୍‌.ଏ.): ପୋଲିସ ଉପସ୍ଥିତିରେ ରବିବାର ସନ୍ଧ୍ୟାରେ ଆଠଗଡ଼ ଥାନା ଅଧୀନ କୁଲାଇଲୋର ଅସ୍ଥି ଚିକିତ୍ସାକେନ୍ଦ୍ର ପରିସରକୁ ତିନିଜଣ ଯୁବକ ଏକଘଣ୍ଟା ଧରି ପଥର ମାଡ଼ କରିଥିବା ଅଭିଯୋଗ ହୋଇଛି। ଚିକିତ୍ସାକେନ୍ଦ୍ରର ପରିଚାଳକ ଗିରିଶ ଚନ୍ଦ୍ର ବେଉରାୟଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା…

ପୁଣି ଘାରିଲା ଦାଦାବଟି ଡର

କଟକ ଅଫିସ,୨୫।୮: କଟକ ସହରର ବ୍ୟବସାୟୀଙ୍କୁ ଏବେ ପୁଣି ଘାରିଛି ଦାଦାବଟି ଡର। ଗତ କିଛି ଦିନ ଭିତରେ ଦାଦାବଟି ଆଦାୟ ନେଇ ଅଭିଯୋଗର ତାଲିକା ବଢ଼ିବାରେ ଲାଗିଛି। ସୋମବାର ସମାନ ଅଭିଯୋଗରେ ବାଦାମବାଡ଼ି ଥାନା ପୋଲିସ ୩ ଜଣଙ୍କୁ ଗିରଫ…

ଡିଏସ୍‌ପି ସ୍ତରରେ ଅଦଳବଦଳ

କଟକ ଅଫିସ,୨୫।୮: ଓଡ଼ିଶା ପୋଲିସର ଡିଏସ୍‌ପି ସ୍ତରରେ ସୋମବାର ବଡ଼ ଧରଣର ଅଦଳବଦଳ ହୋଇଛି। ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ (ବିପିଏସ୍‌ପିଏ)ରେ ତାଲିମ୍‌ ପରେ ୮ଜଣ କ୍ୟାଡେଟ୍‌ ଡିଏସ୍‌ପିଙ୍କୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ନିଯୁକ୍ତି ଦିଆଯାଇଛି। ସଞ୍ଜୟ ମହାପାତ୍ରଙ୍କୁ…

କୁଶେଇ ନଦୀରେ ଭାସୁଛି ଲକ୍ଷାଧିକ ଟଙ୍କାର ଗଛ ଚାରା: ତଦନ୍ତ ପାଇଁ ସ୍ଥାନୀୟ ଲୋକଙ୍କ ଦାବି

କେନ୍ଦୁଝର, ୨୫।୮(ସ୍ବ.ପ୍ର.): ସରକାର ଜଙ୍ଗଲ ଓ ପରିବେଶର ସୁରକ୍ଷା ପାଇଁ ବ୍ୟାପକ ବନୀକରଣ କାର୍ଯ୍ୟକ୍ରମ ହାତକୁ ନେଉଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ବ୍ୟୟରେ ଚାରା ସୃଷ୍ଟି କରିବା ପାଇଁ ନର୍ସରି ତିଆରି କରିଛନ୍ତି। ମାତ୍ର ଜଙ୍ଗଲ ବିଭାଗର ଅବହେଳା ଓ…

କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜୟନ୍ତ

ପୁରୀ ଅଫିସ,୨୫।୮: ବଗଲା ଧର୍ମଶାଳା ଜମି ବିବାଦ ଦିନକୁ ଦିନ ଅଧିକ ଜଟିଳ ହୋଇପଡୁଛି। ଏହି ଧର୍ମଶାଳାର ଜମି ବିକ୍ରିକୁ ଭାଜପା, କଂଗ୍ରେସ ଏବଂ ସିପିଆଇ(ଏମ୍‌) ପକ୍ଷରୁ ବିରୋଧ, ବିକ୍ଷୋଭ ଓ ପ୍ରତିବାଦ ଜାରି ରହିଛି। ସୋମବାର ପୁରୀ ବିଧାୟକ ଜୟନ୍ତ…

ଗୋଟିଏ କୋଠାରୁ ୨୪ ପଜିଟିଭ ଚିହ୍ନଟ: ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କଲା ସିଏମ୍‌ସି

କଟକ ଅଫିସ,୨୫।୮: କଟକ ସହରର ୨୬ ନମ୍ବର ୱାର୍ଡ଼ସ୍ଥିତ କୁମ୍ଭାରସାହିର ଗୋଟିଏ କୋଠାରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପରେ ସେହି କୋଠାକୁ ସୋମବାର ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଏଠାରେ ସମସ୍ତଙ୍କ କରୋନା ପରୀକ୍ଷା…

ସମୟସୀମା ସ୍ପଷ୍ଟ କରନ୍ତୁ ସରକାର

କଟକ ଅଫିସ,୨୫।୮: କରୋନା ମହାମାରୀ ଯୋଗୁ ଦୀର୍ଘ ୫ ମାସ ଧରି ବନ୍ଦ ପଡ଼ିଥିବା ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ୨ଟି ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ଏହାର ଶୁଣାଣି କରି ମନ୍ଦିର ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାରଙ୍କ ଉପରେ…

ଡିସେମ୍ବର ୩୧ ଯାଏ ଗାଡ଼ି କାଗଜପତ୍ର ଅବଧି ବୃଦ୍ଧି

କଟକ ଅଫିସ,୨୫।୮: ସମସ୍ତ ପ୍ରକାର ଯାନବାହନ କାଗଜପତ୍ରର ବୈଧତାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଏନେଇ ଘୋଷଣା କରିବା ପରେ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ…

ଅର୍ଥ ଅଛି, ଅନୁମତି ନାହିଁ

ବଇଣ୍ଡା, ୨୫ା୮(ଡି.ଏନ୍‌.ଏ.)ବହୁ ଆପତ୍ତି ଅଭିଯୋଗ ପରେ ୨ ବ୍ଲକକୁ ଯୋଡ଼ୁଥିବା ୯.୪ କିଲୋମିଟର ସଡ଼କକୁ ପକ୍କା କରିବା ପାଇଁ ସରକାର ଅର୍ଥ ଯୋଗାଇ ଦେଇଛନ୍ତି। ପୂର୍ତ୍ତ ବିଭାଗ ପକ୍ଷରୁ ଏ ନେଇ ଟେଣ୍ଡର ମଧ୍ୟ କରାଯାଇଛି। ହେଲେ କୋଭିଡ୍‌ କଟକଣା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?