କେନ୍ଦୁପତ୍ର ବୋଝେଇ ଟ୍ରକ ଜବତ : ୨ ଗିରଫ
ବାଙ୍ଗିରିପୋଷି,୨୫ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ଅଗ୍ନିଶମ ବିଭାଗ ରାସ୍ତାରୁ ଏକ କେନ୍ଦୁପତ୍ର ବୋଝେଇ ଟ୍ରକ୍କୁ ବନ ବିଭାଗ ଜବତ କରିଛି। ଏହି ଘଟଣାରେ ଟ୍ରକର ଚାଳକ ଝାଡ଼ଖଣ୍ଡ ରାଜ୍ୟ ଗିରିଡ଼ିହି ଜିଲା ଅନ୍ତର୍ଗତ ଗୌରାହଣ୍ଡ ଗ୍ରାମର ନରେଶ କୁମାର…
ଗ୍ରାମଦେବୀଙ୍କ ପାଇଁ ବାଦୁଡ଼ି ସୁରକ୍ଷା
କେନ୍ଦୁଝର, ୨୫ା୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଣପାହାଡରେ ଏକଦା ବହୁ ଜାତିପ୍ରଜାତିର ପକ୍ଷୀ ଦେଖିବାକୁ ମିଳୁଥିଲେ ା ଜଙ୍ଗଲ କ୍ଷୟ, ପ୍ରଦୂଷଣ ଓ ଶିକାର ଯୋଗୁ ବହୁ ପକ୍ଷୀଙ୍କୁ ଆଉ ଦେଖିବାକୁ ମିଳୁନାହିଁ। ବନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ପକ୍ଷୀମାନଙ୍କ ସୁରକ୍ଷା…
ରୋଜଗାର ଚିନ୍ତାରେ ମାଛଧରାଳୀ
ଭଦ୍ରକ ଅଫିସ, ୨୫ା୮- କରୋନା ପ୍ରଭାବରେ ଦେଶରେ ସବୁ ବର୍ଗର ଲୋକ ପ୍ରଭାବିତ ହୋଇଥିବା ବେଳେ ମାଛଧରାଳୀ ମଧ୍ୟ ଏଥିରୁ ବାଦ୍ ପଡ଼ିନାହାନ୍ତି। ସବୁ ଶ୍ରେଣୀର ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। ହେଲେ ମତ୍ସ୍ୟଜୀବୀଙ୍କ ପାଇଁ ସରକାରୀ ସହାୟତା…
ରାସ୍ତା ମଝିରେ ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ
ପଦ୍ମପୁର, ୨୫ା୮(ଡି.ଏନ୍.ଏ.)- କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ…
ହାତୀପଲଙ୍କ ଉପଦ୍ରବ: ଗ୍ରାମବାସୀ ଆତଙ୍କିତ
ପାଟଣା,୨୫।୮(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ୍ରେ ୨୩ ଟିକିଆ ହାତୀ ପଲଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ହାତୀପଲ ଦିନବେଳେ ଜଙ୍ଗଲ ଭିତରେ ରହୁଥିବାବେଳେ ସାହେଲେ ଗାଁଭିତରକୁ ପଶି ଆଶି ଆତଙ୍କ ଖେଳାଉଛନ୍ତି। ଏହି ହାତୀପଲ ରବିବାର ପୁଣି କରଞ୍ଜିଆ ରେଞ୍ଜରୁ…
ବାଲି ମାଫିଆଙ୍କ ସହ ବାର୍ତ୍ତାଳାପର ଅଡିଓ ଭାଇରାଲ:ବଦଳିଲେ ଭଣ୍ଡାରିପୋଖରୀ ଥାନାଧିକାରୀ
ଭଦ୍ରକ ଅଫିସ, ୨୫ା୮- ବାଲି ମାଫିଆଙ୍କୁ ସୁହାଇଲା ଭଳି ଥାନାଧିକାରୀଙ୍କ କଥାବାର୍ତ୍ତାର ଅଡିଓ ରେକର୍ଡ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏନେଇ ବିବାଦୀୟ ହୋଇପଡ଼ିଛନ୍ତି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନାଧିକାରୀ ସନାତନ ସାହୁ। ଘଟଣାର ଗୁରୁତ୍ୱ ଦୃଷ୍ଟିରୁ ଏସ୍ପି…
ଜଗତ୍ସିଂହପୁରରେ ଦୁର୍ଗାପୂଜା ବନ୍ଦ
ଜଗତ୍ସିଂହପୁର ଅଫିସ, ୨୪ା୮-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲାରେ ସାର୍ବଜନୀନ ଦୁର୍ଗାପୂଜା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ଏନେଇ ମା’ଦୁର୍ଗା ଓ ହରପାର୍ବତୀ ମେଢ ନିର୍ମାଣ ଉପରେ ଅଙ୍କୁଶ ଲଗାଯାଇଛି । କେବଳ ଔପଚାରିକତା ପୂରଣ ପାଇଁ ମାଟି…
ଦିଅର ଟାଙ୍ଗିଆ ଚୋଟରେ ଚାଲିଗଲା ଭାଉଜ ଜୀବନ
ଭୁବନ, ୨୪।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ଭୂଷଳ ପଞ୍ଚାୟତ ଅଧୀନ ଅସୁରବନ୍ଧ ଦଳିତ ସାହିରେ ରବିବାର ରାତିରେ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଦିଅର ରବୀନ୍ଦ୍ର ମଳିକ (୩୩)ଙ୍କ ଟାଙ୍ଗିଆ ଚୋଟରେ ଭାଉଜ ଲିଲି ମଳିକ (୩୨)ଙ୍କ ଜୀବନ ଯାଇଛି। ଅଭିଯୁକ୍ତଙ୍କ କ୍ରୋଧରୁ…
ନାମଲେଖା ନାଁରେ ଠକେଇ: ୨ ଦଲାଲଙ୍କୁ ବାନ୍ଧିଲା ପୋଲିସ
କଟକ ଅଫିସ,୨୪ା୮-ରାଜ୍ୟର ଏକ ପ୍ରତିଷ୍ଠିତ ସରକାରୀ ବିଶ୍ୱବିଦ୍ୟାଳୟରେ ନାମ ଲେଖାଇଦେବାର ପ୍ରଲୋଭନ ଦେଖାଇ ଜଣେ ବିଦ୍ୟାର୍ଥୀଙ୍କୁ ଠକିଥିବା ୨ ଜଣ ଦଲାଲ ଗିରଫ ହୋଇଛନ୍ତି। ଏହି ଘଟଣା ମର୍କତନଗର ଥାନା ଅଞ୍ଚଳରେ ଘଟିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଭୁବନେଶ୍ୱର ନୟାପଲ୍ଲୀ…
ମୁନିଗାଡ଼ି, ଗହଙ୍ଗୁ ଗ୍ରାମ କଣ୍ଟେନମେଣ୍ଟ ଜୋନ୍
ଆସିକା,୨୪ା୮(ଡି.ଏନ୍.ଏ.)-କରୋନା ଆକ୍ରାନ୍ତ ଚିହ୍ନଟ ପରେ ଆସିକା ବ୍ଲକ ମୁନିଗାଡ଼ି ପଞ୍ଚାୟତର ମୁନିଗାଡ଼ି ଓ ଗହଙ୍ଗୁ ପଞ୍ଚାୟତର ଗହଙ୍ଗୁ ଗ୍ରାମକୁ କଣ୍ଟେନ୍ମେଣ୍ଟ ଜୋନ ଘୋଷଣା କରାଯାଇଛି। ସେହିପରି ମୁନିଗାଡି ପଞ୍ଚାୟତର ସିଙ୍ଗିପୁର ଓ ବନ୍ଥପଲ୍ଲୀ ଏବଂ ଗହଙ୍ଗୁ ପଞ୍ଚାୟତର ଫାପଲପୁର ଓ ଦାନଚନ୍ଦନପେଢି…
ରାସ୍ତା ମଝିରେ କରୋନା ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ
ପଦ୍ମପୁର, ୨୪ା୮(ଡି.ଏନ୍.ଏ.)-କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନନ୍ଦପାଟଣା ଗ୍ରାମରେ ଏହି…
ଦିଗପହଣ୍ଡି ତହସିଲଦାରଙ୍କୁ ଆକ୍ରମଣ ଘଟଣା: ୨୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ନାଁରେ ମାମଲା
ଦିଗପହଣ୍ଡି,୨୪।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଗାଁରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଅଦୈତ କୁମାର ସ୍ବାଇଁ ଏବଂ ଏନ୍ଫୋର୍ସମେଣ୍ଟ ସ୍କ୍ବାଡଙ୍କୁ ଶନିବାର ଆକ୍ରମଣ ହୋଇଥିଲା। ଏହି ଘଟଣାରେ କେ.ନୂଆଗାଁ ଥାନାରେ ୨୦ ଊର୍ଦ୍ଧ୍ୱ ଗ୍ରାମବାସୀଙ୍କ ନାଁରେ…

