ଆମ ଜିଲା ଖବର

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ସୁମନ୍ତ ରଣା(୩୯)। ହତ୍ୟାକାଣ୍ଡ ପରେ ୨ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଅଭିଯୋଗ ଅନୁସାରେ…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି। ସହରର ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବ ଲୋକଙ୍କ କୁଡ଼ିଆ ଘର, ଠେଲାକୁ ପ୍ରଥମେ…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ ହୋଇଛି। ଏହି ପ୍ରତିଯୋଗିତା ଦୀର୍ଘ ୪ ଦିନ ଧରି ଚାଲିଯିବ ।ପ୍ରଥମ ଦିନରେ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ତେବେ ସୌଭାଗ୍ୟବଶତଃ ସମସ୍ତ ଯାତ୍ରୀ ଅଳ୍ପକେ…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର ସହର ପୋଲିସ ଛାଉଣୀରେ ପରିଣତ ହୋଇଛି। ବିଭିନ୍ନ ସମ୍ୱେଦନଶୀଳ ସ୍ଥାନମାନଙ୍କରେ ପୋଲିସ ଓ…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ ଏହି ଘଟଣାରେ ଏକ ଅପମୃତ୍ୟୁ ମାମଲା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଅଚଳ ଜେସିବି ମେସିନକୁ ବାଇକ ଧକ୍କା ଦେବା ଫଳରେ ଜଣେ ଯୁବକ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ଅଫିସ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ ର…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ ଗୁରୁବାର ଏକ ବଡ଼ ଧରଣର ଯାନବାହନ ବିଭ୍ରାଟ ଦେଖାଦେଇଛି। ଏକ ୧୪ ଚକିଆ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ ଭକ୍ତ ଶୋଭାଯାତ୍ରା କରି ସହର ପରିକ୍ରମା କରିବେ। ଏପରିକି ଶ୍ରୀରାମଙ୍କ କଠଉକୁ ସହର…

ଦିଗପହଣ୍ଡିରେ ଦଣ୍ଡନାଚ ପାଇଁ ନିୟମାବଳୀ ଜାରି: ଅଶ୍ଳୀଳ ନୃତ୍ୟ ଗୀତ ଉପରେ କଟକଣା, ଉଲ୍ଲଂଘନ କଲେ…

ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ମା ‘ ରୁଦ୍ରକାଳୀ ଙ୍କ ଦଣ୍ଡନାଚ ପରିବେଷଣ ପାଇଁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ଗୁରୁବାର ପ୍ରଶାସନ ପକ୍ଷରୁ ନିୟମାବଳୀ ଜାରି କରିଛନ୍ତି।ଏନେଇ…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ଜଣଙ୍କ ହେଲେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?