ଆମ ଜିଲା ଖବର

ଗାଁଗଁଡ଼ାରେ ବଁଚିଛେ ଖେଜାବୁଜାର କୁଚନି ପସରା

ବିଜେପୁର, ୬।୩ (ଡି.ଏନ୍‌.ଏ.)- ସମିଆର ଛାଁଚେ ପଡି ସମାଜର ଚାଲିଚଲନ୍‌ ରିତି ରିକମା ବଦଲିଗଲାନ। ଯେନ୍‌ଥିର ଲାଗି ଚଲିତ ସମିଆରେ ସବୁକିଛି ଡିଜିଟାଲ ହେଇ ବସଲାନ। ହେଲେ ଦିନ୍‌ଥିଲା ମୁନୁଷର କାମକବାର, ମନତନ୍‌ ଅଲଗ୍‌ ଥିଲା। ଇ ଆଧୁନିକ ଯୁଗେ...

ବୁରୁଧ୍‌ ମା’ବାପ୍‌ ଉପରେ ଦିବ୍ୟାଙ୍ଗ ପୁଓର ବୋଝ୍‌

ଲାଠୋର, ୬।୩ (ଡି.ଏନ୍‌.ଏ.)- ବଲାଙ୍ଗିର ଜିଲା ତୁରେକେଲା ବ୍ଳକ ଅଧୀନ ଲର୍କି ଗାଁର ଲୋଚନ ନାଗ। ସେ ଝନେ ଗରିବ୍‌ ଲୋକ୍‌। ଦୁଖ୍‌ସୁଖ କରି କୁଟୁମ୍‌ ପୁଷୁଛନ୍‌। ବଛ୍‌ରେ ତଲେ ବରଷାରେ ତାକର ଘରଟା ଭାଂଗି ଯାଇଛେ। ଆବାସ ଯୋଜନାରେ...

ଡେପୁଟେଶନରେ ଚାଲିଛି ପ୍ରାଣୀ ଚିକିତ୍ସାଳୟ

ବନ୍ତଳା, ୬ା୩(ଡି.ଏନ.ଏ.) – ରୁଗ୍‌ଣ ହୋଇପଡିଛି ଅନୁଗୋଳ ଜିଲା ବନ୍ତଳା ସରକାରୀ ପ୍ରାଣୀ ଚିକିତ୍ସାଳୟ। ଆବଶ୍ୟକ ଡାକ୍ତର ଓ କର୍ମଚାରୀ ନ ଥିବାରୁ ଚାଷୀମାନେ ସେମାନଙ୍କ ଗୃହପାଳିତ ପ୍ରାଣୀଙ୍କ ଚିକିତ୍ସା କରାଇପାରୁନାହାନ୍ତି। ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ...

ଦୁର୍ଘଟଣାରୁ ବର୍ତ୍ତିଲା ଏଲ୍‌ଟିଟି ଏକ୍ସପ୍ରେସ୍‌

ଢେଙ୍କାନାଳ ଅଫିସ, ୬।୩ – ଭାଗ୍ୟ ସହାୟ ହେଲା। ଦୁଇଖଣ୍ଡ ହୋଇଯାଇଥିବା ରେଳଧାରଣାକୁ କୌଣସି ମତେ ଅତିକ୍ରମ କରିଗଲା ଲୋକମାନ୍ୟ ତିଲକ (ଏଲ୍‌ଟିଟି) ସୁପରଫାଷ୍ଟ ଏକ୍ସପ୍ରେସ୍‌। ଫାଟ ଅତିକ୍ରମ କରିବା ସମୟରେ ଟ୍ରେନ୍‌ ଭାରସାମ୍ୟ ହରାଇ ଦୋହଲିଥିଲା। ଏମିତି ଲାଗୁଥିଲା...

ଅଭିଯୁକ୍ତଙ୍କୁ ୧୫ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ, ୬।୩ – ଅନୁଗୋଳ ଜିଲା ହଣ୍ଡପା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ସହ ଗର୍ଭବତୀ କରିବା ମାମଲାର ବିଚାର କରି ଅନୁଗୋଳ ସ୍ପେଶାଲ ପୋକ୍ସୋ ଜଜ୍‌ ପ୍ରଭାକର ଗଣ୍ଠିଆ ଗୁରୁବାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା...

ନାଲିଫିତା ତଳେ ନିରାକରଣ ନିଷ୍ପତ୍ତି

ତାଳଚେର,୬ା୩(ନି.ପ୍ର.) – ରାଜ୍ୟ ସରକାରଙ୍କ ରାଜସ୍ବ ତାଲିକାରେ ନମ୍ବର ଓ୍ବାନ ସ୍ଥାନରେ ଥିବା ଅନୁଗୋଳ ଜିଲାର ତାଳଚେର ଶିଳ୍ପାଞ୍ଚଳ ପ୍ରଦୂଷଣରେ ମଧ୍ୟ ଏକ ନମ୍ବର ସ୍ଥାନ ଦଖଲ କଲାଣି। ହେଲେ ଏଥିପ୍ରତି ନା ରାଜ୍ୟ ସରକାରଙ୍କ ଦୃଷ୍ଟି ଅଛି ନା...

ଦୁର୍ଦ୍ଦିନରେ ବାଉଁଶ କାରିଗର

ଫୁଲବାଣୀ ଅଫିସ, ୬ା୩- ଜେଜେ ବାପାଙ୍କ ସମୟରୁ କାମ କରି ଆସୁଛୁ। ଆଉ ବୟସ ନାହିଁ ମୂଳ ପେସାକୁ ଛାଡି ଅନ୍ୟ କୌଣସି କାର୍ଯ୍ୟ କରିବୁ। ମନ ଭିତରେ ଆଶା ଭରି ରହିଛି ଆମର ଉତ୍ପାଦିତ ସାମଗ୍ରୀକୁ ଲୋକେ ଆଦରରେ...

ପୂର୍ବତନ ଏସ୍‌ଇଓଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ, ୬ା୩-ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ସତ୍ୟପୀର ମିଶ୍ର କ.ନୂଆଗାଁ ବ୍ଲକର ପୂର୍ବତନ ସାମାଜିକ ଶିକ୍ଷା ସଙ୍ଗଠକ (ଏସ୍‌ଇଓ) ନବକେଶି ଦେଶୀନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି...

୬୪ ଗ୍ରାମସଭାରେ ଏନ୍‌ପିଆର ବିରୋଧରେ ରିଜୋଲ୍ୟୁଶନ୍‌ ପାସ

ବ୍ରହ୍ମପୁର ଅଫିସ,୬ା୩- ନାଗରିକତ୍ୱ ସଂଶୋଧନ ଆଇନ-୨୦୧୯(ସିଏଏ), ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆରସି), ଜାତୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର)କୁ ନେଇ ଏବେ ସାରାଦେଶରେ ହିଂସା ଦେଖାଦେଇଛି। ଓଡ଼ିଶାରେ ଏନ୍‌ପିଆର, ଏନ୍‌ଆରସି, ସିଏଏକୁ କାର୍ଯ୍ୟକାରୀ ନ କରିବାକୁ ଦାବି ହୋଇଛି। ଏନେଇ ବିଧାନସଭାରେ ପ୍ରସ୍ତାବ ଆଗତ...

ଭଗାମୁଣ୍ଡାର ପରିଚୟ ରେଶମ ଶିଳ୍ପ

ଯୋଡ଼ା,୬।୩(ଡି.ଏନ.ଏ.)-ଖଣି, ବୈତରଣୀ ଓ ମା’ ତାରିଣୀଙ୍କୁ ନେଇ ସାରା ରାଜ୍ୟ ତଥା ଦେଶରେ କେନ୍ଦୁଝର ଜିଲା ପ୍ରସିଦ୍ଧି ଲାଭ କରିଥିବାବେଳେ ଏବେ ଆଉ ଏକ କୁଟୀରଶିଳ୍ପ ଏହି ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଟସର ରେଶମ ସୂତାରେ ନିର୍ମିତ ଶାଢି,ବସ୍ତ୍ର...

୬ ବର୍ଷ ବିତିଲା, ଗଡ଼ିଲାନି ସିଟିବସ୍‌

ଭଦ୍ରକ ଅଫିସ,୬।୩ – ଦିନକୁ ଦିନ ଜନାକୀର୍ଣ୍ଣ ହେଉଛି ଭଦ୍ରକ ସହର। ସଡ଼କ ଓ ରେଳ ଯୋଗାଯୋଗ କ୍ଷେତ୍ରରେ ସହର ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଥିଲେ ମଧ୍ୟ ଭଦ୍ରକ ପୌରପାଳିକାରେ ସିଟିବସ୍‌ ସେବା ଏଯାଏ ଆରମ୍ଭ ହୋଇପାରି ନାହିଁ। ଫଳରେ...

୪ ଦିନ ହେଲା ଗାଁରେ ଜଳୁନି ଚୁଲି

ବନ୍ତ,୬।୩(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତର ଏକ ଗାଁରେ ଗତ ୪ ଦିନ ହେବ ଅଗ୍ନିକାଣ୍ଡ ଗୁଜବ ବ୍ୟାପିବାରୁ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଭୟରେ କେହି ନିଜ ଘରେ ଚୁଲି ଜଳାଉ ନାହାନ୍ତି। ଏପରିକି ନିଆଁ ଲାଗିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri