ଆମ ଜିଲା ଖବର

ଆଜିଠୁ କାର୍ଯ୍ୟକ୍ଷମ ହେବ ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲ

କଟକ ଅଫିସ୍‌,୨୪ା୮: କଟକ ସହରରେ କରୋନା ଆକ୍ରାନ୍ତଙ୍କ ପାଇଁ ଅଧିକ ସଂଖ୍ୟାରେ ଶଯ୍ୟା ଆବଶ୍ୟକ ଥିଲା। ଏହି ଅଭାବକୁ ପୂରଣ କରିବା ପାଇଁ ସୋମବାର କାର୍ଯ୍ୟକ୍ଷମ ହେବ ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲ। ୧୫୦ ଶଯ୍ୟାବିଶିଷ୍ଟ ଏହି ହସ୍ପିଟାଲରେ ଡାୟାଲିସିସ୍‌ ଓ ପ୍ରସୂତିଙ୍କ…

ଖୋର୍ଦ୍ଧା: ୭୪% ଗ୍ରାମାଞ୍ଚଳ କୋଭିଡ୍‌ ମୁକ୍ତ

ଖୋର୍ଦ୍ଧା ଅଫିସ,୨୪।୮: ଖୋର୍ଦ୍ଧା ଜିଲାରେ କୋଭିଡ୍‌ ନିୟନ୍ତ୍ରଣ ଲାଗି ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ରବିବାର ସୁଦ୍ଧା ଖୋର୍ଦ୍ଧା ଗ୍ରାମାଞ୍ଚଳରେ ୪୦,୯୭୫ଜଣଙ୍କ ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୩,୪୩୬ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୪୨୩ ଆକ୍ଟିଭ କେଶ ରହିଛି।…

ମାଛ ଧରିବାକୁ ବ୍ୟବହାର ହେଉଛି ସ୍ଲୁଇସ୍‌ ଗେଟ୍

ନାଉଗାଁ,୨୪ା୮(ସ୍ବ.ପ୍ର.): ନାଉଗାଁ ବ୍ଲକ କୋରୁଅ ପଞ୍ଚାୟତ ଗାରୋଇସ୍ଥିତ ଦେବୀ ନଦୀ ଓ ଗୋବରୀ ନଦୀର ସଂଯୋଗସ୍ଥଳ ଗାରୋଇଠାରେ ଥିବା ସ୍ଲୁଇସ୍‌ ଗେଟ୍‌କୁ ଖୋଲି କେତେଜଣ ମାଛ ଧରୁଛନ୍ତି। ସ୍ଳୁଇସ ଗେଟର ରକ୍ଷାଣବେକ୍ଷଣ ଦାୟିତ୍ୱ ଜଳସମ୍ପଦ ବିଭାଗ ହାତରେ ରହିଛି। କିନ୍ତୁ ବିଭାଗୀୟ…

ଉଜୁଡ଼ିଗଲା ପରିବା, ଧାନ ଫସଲ

ରାହାମା,୨୪ା୮(ଡି.ଏନ.ଏ.): ପାଇକା ନଦୀରେ ଆସିଥିବା ବନ୍ୟାଜଳ ଓ ଲଘୁଚାପ ଜନିତ ବର୍ଷା ଯୋଗୁ କୁଜଙ୍ଗ ବ୍ଲକ୍‌ର ଧୋଇଆ ଅଞ୍ଚଳରେ ଧାନ ଓ ପରିବା ଫସଲ ଉଜୁଡ଼ିଯାଇଛି। ଅଞ୍ଚଳର ପ୍ରାୟ ୨୦୦ ହେକ୍ଟର ଜିମିରେ ହୋଇଥିବା ଧାନ, ବାଇଗଣ, କଖାରୁ, ଭେଣ୍ଡି, ପୋଟଳ…

ମରାମତି ହେଉନି ଦୁର୍ବଳ ନଦୀବନ୍ଧ: ବନ୍ୟା ଭୟରେ ତଳିଆ ଅଞ୍ଚଳବାସୀ

ବରୀ, ୨୪।୮(ଡି.ଏନ୍‌.ଏ.): ଲଗୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବରୀ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ବନ୍ୟା ଆଶଙ୍କା ବଢ଼ିବାରେ ଲାଗିଛି। ଗତ ୨୩ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ…

ଧାନ, ମାଛ ଓ ପରିବା ଚାଷୀଙ୍କୁ ବିକ୍ରି ଚିନ୍ତା

ଜଗତ୍‌ସିଂହପୁର ଅଫିସ,୨୪।୮: ଜଗତ୍‌ସିଂହପୁର ଜିଲାର ଅଧିକାଂଶ ଚାଷୀ ମାଛ, ପନିପରିବା, ଧାନ, ମୁଗ, ବିରି ଆଦି ଚାଷ ଉପରେ ନିର୍ଭରଶୀଳ। ପ୍ରତି ବର୍ଷ ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ସାଙ୍ଗକୁ ବିକ୍ରି ସମସ୍ୟା ଚାଷୀର ମେରୁଦଣ୍ଡ ବଙ୍କା କରି ଦେଉଛି। ଏ ପରିସ୍ଥିତିରେ…

ଉଛୁଳିଲା ଭାର୍ଗବୀ, ତଳିଆ ଅଞ୍ଚଳରେ ପାଣି

ପୁରୀ ଅଫିସ,୨୪ା୮: ହୀରାକୁଦ ଗେଟ୍‌ ଖୋଲାଯିବା ପରେ ମହାନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଏହାର ଶାଖା ନଦୀଗୁଡ଼ିକ ମଧ୍ୟ ଫୁଲିବାରେ ଲାଗିଛି। ପୁରୀ ଜିଲାର ଭାର୍ଗବୀ ନଦୀରେ ବନ୍ୟାଜଳ ପ୍ରବାହିତ ହେବା ପରେ ଏହା ଫୁଲିବା ଆରମ୍ଭ କରିଛି। ଏହାକୁ…

ବାଲେଶ୍ୱର ଉନ୍ନତି ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ରୋଡ୍‌ମ୍ୟାପ୍‌: ୫୦କୋଟି ବ୍ୟୟରେ ହେବ ଅନ୍ତଃରାଷ୍ଟ୍ରୀୟ ମାଛ ମାର୍କେଟ୍‌

ବାଲେଶ୍ୱର ଅଫିସ, ୨୪।୮-ବାଲେଶ୍ୱର ଜିଲାବାସୀଙ୍କୁ ଆମତ୍ନିର୍ଭରଶୀଳ କରାଇବା ପାଇଁ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେତେକ କୁଟୀରଶିଳ୍ପ, ମାଛଚାଷ, ସହରର ଉନ୍ନତୀକରଣ, ଉନ୍ନତ ସ୍ବାସ୍ଥ୍ୟସେବା ଭଳି ବିଭିନ୍ନ ଦିଗକୁ ନେଇ ରୋଡ଼ମ୍ୟାପ୍‌ ପ୍ରସ୍ତୁତ କରିଛନ୍ତି। ଏନେଇ ସେ…

ଦେଢ଼ କିମି ବୁହାହେଲେ ପ୍ରସୂତି, ଶିଶୁ

କାମାକ୍ଷାନଗର, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲାର ଆଦିବାସୀବହୁଳ ଦୁର୍ଗମ କାନ୍ତୋଲ ପଞ୍ଚାୟତରେ କମୁନି ଜନନୀ ଯନ୍ତ୍ରଣା। ଗ୍ରାମକୁ ଯିବା ରାସ୍ତାରେ ଏକାଧିକ ପାହାଡ଼ିଆ ନାଳ ସ୍ବାସ୍ଥ୍ୟସେବାରେ ସାଜିଛି ପ୍ରତିବନ୍ଧକ। ଫଳରେ ଜରୁରୀସମୟରେ ସ୍ରୋତପୂର୍ଣ୍ଣ ନାଳ ପାର ହୋଇ ମେଡିକାଲ ଆସିବାକୁ ସଂଘର୍ଷ କରୁଛନ୍ତି…

ହୋଟେଲ ଶିଳ୍ପ ସ୍ଥାଣୁ

ଢେଙ୍କାନାଳ ଅଫିସ, ( ରତନ ନାୟାର ) ୨୪।୮: ପର୍ଯ୍ୟଟନରେ ପୁଞ୍ଜି ପ୍ରବାହର ଆଶା ବଢ଼ାଏ ହୋଟେଲ ଶିଳ୍ପ। ହୋଟେଲ ଶିଳ୍ପର ବିକାଶ ଟୁରିଜମ୍‌ ଭବିଷ୍ୟତକୁ ଦେଇଥାଏ ନୂଆ ଦିଶା। ଉନ୍ନତମାନର ରହଣି ସୁବିଧା, ଆତିଥ୍ୟରେ ଆକୃଷ୍ଟ ହୋଇ ଆସୁଥିବା ପର୍ଯ୍ୟଟକ…

କ୍ଷେତକୁ ନିଅଣ୍ଟ ସାର

ଅନୁଗୋଳ ଅଫିସ, ୨୪।୮: ପ୍ରଥମେ ନିଅଣ୍ଟିଆ ବର୍ଷା, ଆଉ ଏବେ ସାର ଅଭାବକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅନୁଗୋଳ ଜିଲାର ଚାଷୀ। ପଛେଇ ଯାଇଥିବା ଚାଷକୁ ଆଗେଇ ନେବା ପାଇଁ ସେମାନଙ୍କ ନିକଟରେ ସାର ହିଁ ଏକମାତ୍ର ବିକଳ୍ପ ରହିଛି। କିନ୍ତୁ…

ହାତୀର ସ୍ମୃତିରେ ‘ହାତୀ ମୀନାର’: ପର୍ଯ୍ୟଟନ ମାନ୍ୟତାକୁ ଅପେକ୍ଷା

କେନ୍ଦୁଝର, ୨୪।୮(ସ୍ବ.ପ୍ର.)-ହାତୀ ସୁରକ୍ଷା ଲାଗି ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ହେଲେ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅଞ୍ଚଳର ଜଣେ ଅବସରପ୍ରାପ୍ତ ବରିଷ୍ଠ ଅଧ୍ୟାପକ ଏକ ହାତୀର ସ୍ମୃତିରେ ହାତୀମିନାର ପ୍ରତିଷ୍ଠା କରି ଅନ୍ୟମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?