ମୂର୍ତ୍ତି ତିଆରି ନିଶାରେ ଶୁଭଶ୍ରୀସୋନମ
ବନ୍ତ, ୨୪।୮(ଡି.ଏନ.ଏ.)-ପାଠ ପଢିବା ସହିତ ଚିତ୍ର ଆଙ୍କିବା ଓ ମୂର୍ତ୍ତି ତିଆରି କରିବାରେ ନିଜକୁ ହଜାଇ ଦେଇଛନ୍ତି ଶୁଭଶ୍ରୀ ସୋନମ ରାଜ। ତାଙ୍କର ପ୍ରତିଭାକୁ ବିକାଶ କରାଇବା ଲାଗି ଲକ୍ଡାଉନ ସୁଯୋଗ ଆଣିଦେଇଛି ବୋଲି ସେ କୁହନ୍ତି। ଶୁଭଶ୍ରୀଙ୍କ ଘର ଭଦ୍ରକ…
୨ କାର ମୁହାଁମୁହିଁ ଧକ୍କା: ଚାଲିଗଲା ଉଭଣୀଭାଇଙ୍କ ଜୀବନ
ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଅପରାହ୍ନରେ ଦୁଃଖଦ ଦୁର୍ଘଟଣାରେ ୨ ଭଉଣୀଭାଇଙ୍କ ଜୀବନ ଯାଇଛି। ଏଥିରେ ଅନ୍ୟ ୬ଜଣ ଗୁରୁତର ହୋଇଛନ୍ତି। ପୋଲିସ ସୂତ୍ରରୁ ମିଳିଥିବା…
ସ୍ତ୍ରୀ, ଝିଅଙ୍କୁ ବିଷ ପିଆଇ ସ୍ବାମୀର ଆତ୍ମହତ୍ୟା
ବିଜେପୁର,୨୩।୮ (ଡି.ଏନ.ଏ.)-ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନିଆଁଚାଲ ଗାଁରେ ନୂଆଁଖାଇର ଗୋଟିଏ ଦିନ ପୂର୍ବରୁ ଏକ ଅଭାବନୀୟ ଘଟଣା ଘଟିଛି ା ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ସ୍ତ୍ରୀ ଓ ୧୨ବର୍ଷର ଝିଅକୁ ଜୋରଜବରଦସ୍ତ ବିଷ ପିଆଇବା…
ଗଞ୍ଜାମ ସହରରେ ଶଟ୍ଡାଉନ୍ ପ୍ରଭାବ, ରାସ୍ତାଘାଟ ଶୂନ୍ଶାନ
ଗଞ୍ଜାମ,୨୩ା୮(ଡି.ଏନ୍.ଏ.): ବର୍ତ୍ତମାନ କରୋନା ମହାମାରୀ ଗଞ୍ଜାମ ସହରରେ ସାମାନ୍ୟ କମିଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ଶନି ଓ ରବିବାର ଦୁଇଦିନ ଶଟ୍ଡାଉନ୍ ଘୋଷଣା ବଳବତ୍ତର ରହିଛି। ଶଟ୍ଡାଉନ୍ ଯୋଗୁ ଗଞ୍ଜାମ ସହର ଜନଶୂନ୍ୟ ହୋଇପଡ଼ିଛି l ଦୁଇଦିନ…
ଠେଙ୍ଗାରେ ପିଟିପିଟି ଜନ୍ମଦାତାଙ୍କ ଜୀବନ ନେଲେ ପୁଅ
ଦେବଗଡ଼,୨୩ା୮(ଡି.ଏନ୍.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ରଙ୍ଗିଆଟିକ୍ରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଠେଙ୍ଗା ମାଡ଼ରେ ଜନ୍ମଦାତାଙ୍କ ଜୀବନ ଯାଇଛି। ସୂଚନା ଅନୁଯାୟୀ, ଶନିବାର ରାତିରେ ଗୋବିନ୍ଦ ମୁଣ୍ଡା(୬୦) ଓ ତାଙ୍କ ପୁଅ ଅମୂଲ୍ୟ(୩୫) ଘରକୁ ଫେରିବା ପରେ ଉଭୟଙ୍କ…
ସ୍ତ୍ରୀ, ଝିଅଙ୍କୁ ବିଷ ପିଆଇ ଜୀବନ ହାରିଲେ ସ୍ବାମୀ
ବିଜେପୁର,୨୩ା୮(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନିଆଁଚାଲ ଗାଁରେ କଳହର କରୁଣ ପରିଣତି ପାଇଁ କ୍ରଧାନ୍ବିତ ସ୍ବାମୀ ସ୍ତ୍ରୀ ଓ ଝିଅଙ୍କୁ ବିଷ ଦେବା ସହ ନିଜେ ମଧ୍ୟ ବିଷ ପିଇ ଜୀବନ ହାରିବା ଘଟଣା ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଛି।…
ରେଙ୍ଗାଳି ଡ୍ୟାମ୍ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ
କଣିହାଁ,୨୩ା୮(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ଶନିବାର ରାତି ୯ଟାରେ ପ୍ରଥମ ବନ୍ୟାଜଳ ନିଷ୍କାସନ ପାଇଁ ଗୋଟିଏ ଗେଟ୍ ଖୋଲାଯାଇଛି। ଏହି ଡ୍ୟାମର ସମ୍ପୂର୍ଣ୍ଣ ଜଳଧାରଣ କ୍ଷମତା ୧୨୩.୫୦ ମିଟର ହୋଇଥିବାବେଳେ ଡ୍ୟାମର ଜଳସ୍ତର ୧୨୧.୫୫…
ବାଲିଚାଲାଣକୁ ନେଇ ଗ୍ରାମବାସୀ – ପୋଲିସ ମୁହାଁମୁହିଁ
ହିଞ୍ଜିଳିକାଟୁ,୨୩ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୋଳିଦାସପୁରଠାରେ ବାଲି ଚାଲାଣ ନେଇ ଶନିବାର ରାତିରେ ପୋଡ଼ାଜଳା ହୋଇଥିଲା। ବାଲିଚାଲାଣକୁ ବିରୋଧ କରୁଥିବା ଗୋଷ୍ଠୀ ୩ ଟ୍ରକ, ଟ୍ରାକ୍ଟର ଓ ୨ ବାଇକ୍ ପୋଡ଼ି ଦେଇଥିଲେ। ପୋଲିସ ପୋଡ଼ାଜଳା ପାଇଁ ଗ୍ରାମର ୫…
ସାନଭାଇ ଟାଙ୍ଗିଆ ଚୋଟରେ ବଡ଼ଭାଇଙ୍କ ଜୀବନଗଲା
କଣିହାଁ,୨୩ା୮(ଡି.ଏନ୍.ଏ.): ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ଜୀବନ ଯାଇଛି। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଜିଲା ସମଲ ଥାନା ଶିପୁର ଗ୍ରାମରେ। ମୃତକଙ୍କ ନାମ ରଞ୍ଜନ ବାରିକ (୨୮)। ଘଟଣାରୁ ପ୍ରକାଶ ଯେ, ଦୁଃଖ ବାରିକଙ୍କ…
ଭଦ୍ରକରେ ୨୦୯୯ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ୯୨ ପଜିଟିଭ୍ ସମସ୍ତେ ସ୍ଥାନୀୟ ସଂକ୍ରମଣ
ଭଦ୍ରକ ଅଫିସ,୨୩ା୮: ଭଦ୍ରକ ଜିଲାରେ ରବିବାର ୯୨ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୯ ଛୁଇଁଛି। ଆଜି ଚି଼ହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରୁ ସମସ୍ତେ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି। ସୂଚନାଯୋଗ୍ୟ, ଜିଲାରୁ…
ମୃତବ୍ୟକ୍ତିଙ୍କ ନମୁନା ପଜିଟିଭ୍: ଗ୍ରାମବାସୀ ଭୟଭୀତ
ଚୌଦ୍ୱାର,୨୩।୮(ଡି.ଏନ୍.ଏ.): ଚୌଦ୍ୱାର ପୌରପାଳିକା ୨ନଂ. ୱାର୍ଡ କୁମ୍ଭାରସାହିରେ ଗୁରୁବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ପରିବାର ଲୋକେ ସାହିପଡ଼ିଶାଙ୍କ ସହାୟତାରେ ତାଙ୍କର ଅନ୍ତିମ ସଂସ୍କାର ସ୍ଥାନୀୟ ଶ୍ମଶାନରେ କରିଥିଲେ। ଶନିବାର ତାଙ୍କ ରିପୋର୍ଟ ପଜିଟିଭ ଆସିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ…
କଟକ ମହାନଗର ନିଗମର ଦାୟିତ୍ୱହୀନତା: ରାସ୍ତାରେ ପଡୁଛି ବ୍ୟବହୃତ ପିପିଇ କିଟ୍
କଟକ ଅଫିସ,୨୩।୮: କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ କିଟ୍) ବ୍ୟବହାର ହେଉଛି ସତ; କିନ୍ତୁ ଏହାପରେ ତାକୁ ରାସ୍ତା ଉପରେ ଫୋପାଡ଼ିଦେବା ଭଳି ଦାୟିତ୍ୱହୀନତା ଏବେ କଟକ ମହାନଗର ନିଗମ (ସିଏମ୍ସି)ରେ ଦେଖିବାକୁ ମିଳୁଛି। ପିପିଇ…

