ଆମ ଜିଲା ଖବର

ବିଜୁ, ବିକାଶ ଭବନରେ ନିୟମକୁ ଫୁ: ଅଧିକାରୀଙ୍କ ଆଗରେ ଭାଙ୍ଗୁଛି କରୋନା ନିୟମ

କଟକ ଅଫିସ,୨୩।୮: କଟକ ସହରରେ ପ୍ରତିଦିନ ଶହ ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କଟକ ମହାନଗର ନିଗମ (ସିଏମ୍‌ସି) ସହରରେ କରୋନା ନିୟନ୍ତ୍ରଣ ଓ ସଚେତନତା ପାଇଁ ଯେତିକି ସକ୍ରିୟ ଅଛି ବୋଲି କହୁଛି, ନିଜ କାର୍ଯ୍ୟାଳୟରେ ସେତିକି ନିଷ୍କ୍ରିୟ…

ବିକ୍ରି ନୁହେଁ, ଥଇଥାନ କରାଯାଇଛି

ପୁରୀ ଅଫିସ,୨୩।୮: ବଗଲା ଧର୍ମଶାଳା ଜମିକୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ଭାଜପା ପକ୍ଷରୁ ବଗଲା ସମ୍ମୁଖରେ ଧାରଣା ଦିଆଯାଇଥିବାବେଳେ ଧୀରେ ଧୀରେ ଏହାକୁ ନେଇ ରାଜନୈତିକ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ତେବେ ଏହି ପ୍ରସଙ୍ଗରେ ଜିଲା ପ୍ରଶାସନ…

ଅଟକିଲା ଦୁରନ୍ତୋ ଏକ୍ସପ୍ରେସ, କାରଣ ଅସ୍ପଷ୍ଟ

ବ୍ରହ୍ମପୁର ଅଫିସ,୨୩।୮: ବ୍ରହ୍ମପୁର ଦେଇ ଯାଉଥିବା ଦୁରନ୍ତ ଏକ୍ସପ୍ରେସ (ହାଓ୍ବଡା-ବେଙ୍ଗାଲୁର) ଶନିବାର ସନ୍ଧ୍ୟାରେ ଆମ୍ବପୁଆ ଲେବଲ କ୍ରସିଂରେ ହଠାତ୍‌ ଅଟକି ଯାଇଥିଲା। ଯାତ୍ରୀମାନେ କିଛି ବୁଝିପାରି ନ ଥିବାବେଳେ ଉଭୟ ପଟେ ଅଟକି ରହିଥିବା ଲୋକମାନେ ମଧ୍ୟ ଟ୍ରେନ ରହିବା ଦେଖି…

ବାଲି ଚାଲାଣକୁ ବିରୋଧ: ପୋଡ଼ିଦେଲେ ଟ୍ରକ୍‌, ଟ୍ରାକ୍ଟର

ହିଞ୍ଜିଳିକାଟୁ,୨୩।୮(ଡ଼ି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ପୁରୁଷୋତ୍ତମପୁର ତହସିଲ କୋଳିଦାସପୁରରେ ଶୁକ୍ରବାର ରାତିରେ ବାଲି ଚାଲାଣକୁ ନେଇ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ୩ ଟ୍ରକ୍‌, ଗୋଟିଏ ଟ୍ରାକ୍ଟରକୁ ପୋଡି ଦେଇଛନ୍ତି। ଏଥିସହ ବାଲି ମାଫିଆଙ୍କ ୨ ବାଇକ୍‌ ପୋଡ଼ି…

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର ହେଲା

ପାଟଣା,୨୩ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ତେଣ୍ଡେରା ରାସ୍ତାର କରଞ୍ଜିଆପଡ଼ା ରିଜର୍ଭ ଫରେଷ୍ଟ ଶାଳ ଜଙ୍ଗଲ ମଧ୍ୟରୁ ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ରବିବାର ସକାଳେ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ତେଣ୍ଡେରା ପଞ୍ଚାୟତ ନୂଆଗାଁର ଗୋବିନ୍ଦ…

ହାଇକୋର୍ଟଙ୍କ ଫୁଲ୍‌କୋର୍ଟରେ ନିଷ୍ପତ୍ତି: ସ୍ବାଭାବିକ ହେବ ତଳ କୋର୍ଟ କାର୍ଯ୍ୟ

କଟକ ଅଫିସ,୨୩।୮: କରୋନା କଟକଣା ଭିତରେ କୋର୍ଟଗୁଡ଼ିକ କିଭଳି କାର୍ଯ୍ୟ କରିବେ, ସେନେଇ ହାଇକୋର୍ଟର ଫୁଲ୍‌କୋର୍ଟ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ସେପ୍ଟେମ୍ବର ୧୯ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ ସୀମିତ ରହିବ। ପୂର୍ବରୁ ଏହା ଅଗଷ୍ଟ ୨୧ ଯାଏ ଥିବାବେଳେ…

ପାକଳ ଧାନ କ୍ଷେତରେ ପୂଜା

ନୂଆଁଖାଇ କୃଷି ଓ କୃଷକର ପର୍ବ । ସେଥିପାଇଁ ଏହାକୁ କୃଷିଭିତ୍ତିକ ପର୍ବ ବୋଲି କୁହାଯାଏ । ନୂଆଁଖାଇ ଦିନ ଚାଷୀ ପୁଅ ପାକଳ ଧାନ କ୍ଷେତକୁ ଯାଇ ଅରୁଆ ଚାଉଳ, ଫୁଲ, ଦୀପ, ଧୂପ, ନାରିକେଳ ଦେଇ ପୂଜାର୍ଚ୍ଚନା କରିଥାନ୍ତି…

ଫେସ୍‌ବୁକ୍‌ ଲାଇଭ୍‌ରେ ସମଲେଇଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ

ସମ୍ବଲପୁର,୨୩।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ ନୂଆ ଖାଇବା ପରେ ବିଭନ୍ନ ଦେବୀଦେବଙ୍କୁ ଲୋକେ ଦର୍ଶନ କରିଥାନ୍ତି। ସେହିପରି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ଦର୍ଶନ ଶ୍ରଦ୍ଧାଳୁ କରିଥାନ୍ତି । ହେଲେ କରୋନା କଟକଣା ଯୋଗୁ ଚଳିତ ବର୍ଷ ସାଧାରଣ…

ନିର୍ମାଣ ଚାଲିଛି ଆଠମଲ୍ଲିକ-ଧଳପୁର ବ୍ରିଜ: କାମ ସରିଲେ ସେତୁ ରଚିବ କୀର୍ତ୍ତିମାନ

ବଇଣ୍ଡା, ୨୩।୮: ଧାର୍ଯ୍ୟ ଅବଧି ୮ ମାସ ତଳୁ ଶେଷ ହେଲାଣି। ତଥାପି ମହାନଦୀ ଉପରେ ନିର୍ମାଣ ସରୁନି ଓଡ଼ିଶାର ସବୁଠୁ ଲମ୍ବା ସେତୁର ଗୌରବ ଅର୍ଜନ କରିବାକୁ ଯାଉଥିବା ଆଠମଲ୍ଲିକ-ଧଳପୁର ସେତୁ। ଅନୁଗୋଳ ଜିଲା ଆଠମଲ୍ଲିକରୁ ବୌଦ୍ଧ ଜିଲା ହରଭଙ୍ଗା…

ଆଜି ଗଣପର୍ବ ନୂଆଁଖାଇ: ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ

ସମ୍ବଲପୁର, ୨୩।୮ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ରବିବାର ପାଳିତ ହେବ। ମହାମାରୀ କରୋନା ସତ୍ତ୍ବେ ଗଣପର୍ବ ଲାଗି ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ ହୋଇ ଉଠିଛି । ପରମ୍ପରାନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ସମ୍ବଲପୁରର ଇଷ୍ଟଦେବୀ ମା’ ସମଲେଶ୍ୱରୀଙ୍କଠାରେ…

ହାତୀ ଖୋଜୁଛନ୍ତି ଚଲାପଥ

ଢେଙ୍କାନାଳ ଅଫିସ, ୨୩ା୮: ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରୁ ବ୍ରାହ୍ମଣୀ ନଦୀ ପାର୍‌ ହୋଇ ସଦର ଥାନା ଝାରଗାଡ଼ିଆ ଫାଣ୍ଡି ଅଧୀନ ରସାସିଂହ ଅଞ୍ଚଳକୁ ପଶି ଆସିଥିବା ୩୯ ହାତୀ ଆବାସସ୍ଥଳୀକୁ ଫେରିପାରୁନାହାନ୍ତି। ବଢ଼ିପାଣିରେ ଭରା ବ୍ରାହ୍ମଣୀ ଏବଂ ରେଙ୍ଗାଳି ଦକ୍ଷିଣ…

ଭୟ ବଢ଼ାଉଛି ମୃତ୍ୟୁ ହାର

କାମାକ୍ଷାନଗର, ୨୩।୮ (ସୁଧୀର କୁମାର ପରିଡ଼ା): ଏଡ୍‌ସ ଭଳି ମାରାତ୍ମକ ବ୍ୟାଧି ରୋକିବାକୁ ବ୍ୟାପକ ହେଉଛି ସଚେତନତା। ସଭା ସମିତି, ବୈଠକ କରି ରୋଗୀଙ୍କ ପାଖରେ ପହଞ୍ଚତ୍ବାକୁ ଜାରିରହିଛି ପ୍ରୟାସ। ରୋଗୀ ନୁହେଁ, ରୋଗକୁ ଘୃଣା କର ବୋଲି ଦିଆଯାଉଛି ସ୍ଲୋଗାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?