କାଳିଆ ଯୋଜନା ନାଁରେ ମହିଳାଙ୍କୁ ଠକେଇ, ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୧୧ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଚଢ଼େୟାଗରଦ ଗ୍ରାମର ନିରୀହ ଆଦିବାସୀ ମହିଳା ଚାଷୀଙ୍କୁ କାଳିଆ ଯୋଜନାରେ ଆର୍ଥିକ ସହାୟତା କରାଇ ଦେବାକୁ କହି ୩୯ ହଜାର ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମର ସୁରେଖା ମଲ୍ଲିକ,…
ଚୋରି ଯାଇଥିବା ସାଢ଼େ ୬ କେଜି ସୁନା ଗହଣା ଜବତ, ୧୫ ଗିରଫ
ଛତ୍ରପୁର,୧୧ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ସୁନା ବ୍ୟବସାୟୀ ସୁରେନ୍ଦ୍ର କୁମାର ନାୟକଙ୍କ ଘରୁ ଅକ୍ଟୋବର ୧୨ ବିଳମ୍ବିତ ରାତିରେ ସୁନା ଚୋରି ହୋଇଥିଲା। ତେବେ ବୁଧବାର ଏହି ଘଟଣାରେ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ମାମଲାରେ ସମ୍ପୃକ୍ତ ୧୫…
ପୂର୍ବଶତ୍ରୁତାକୁ ନେଇ ହତ୍ୟାକାଣ୍ଡ: ଚାଲିଗଲା ୨ ଜୀବନ
ସମ୍ବଲପୁର, ୧୧।୧୧ (ବ୍ୟୁରୋ): ସମ୍ବଲପୁର ବୁର୍ଲା ଥାନା ସେଣ୍ଟ୍ରାଲ ଲେନ୍ରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ଗୋଟିଏ ପରିବାରର ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ମୃତକଦ୍ୱୟ ହେଲେ ବୁଲୁ ବିଶୋଇ (୩୪)…
ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ, ୫୦ ହଜାର ଜରିମାନା
ମାଲକାନଗିରି,୧୦ା୧୧ (ଡି.ଏନ୍.ଏ.): ମାଲକାନଗିରି ଅତିରିକ୍ତ ଜିଲା ଜଜ୍ ମହଲତ୍ ଶାହା ମଙ୍ଗଳବର ଏକ ବଳାତ୍କାର ମାମଲାର ବିଚାରକରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡ ଦେଇଛନ୍ତି। ଏଥିସହ ତାଙ୍କୁ ୫୦ ହଜାର ଟଙ୍କା ଜରିମାନା ଦେବାକୁ ଶୁଣାଣିରେ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର…
ବେଆଇନ ଭାବେ ଚାଲିଛି ୨୦ ସ’ ମିଲ୍
ଗୋପ,୧୧ା୧୧(ଡି.ଏନ୍.ଏ.): ପୁରୀ ଜିଲା ଗୋପ ବ୍ଳକ ଅଞ୍ଚଳରେ ବେଆଇନ ଭାବେ ୨୦ରୁ ଊର୍ଦ୍ଧ୍ୱ ସ’ ମିଲ ଚାଲୁଛି। ଏହାପରେ ଭିଜିଲାନ୍ସ, ବନ ବିଭାଗ ପକ୍ଷରୁ ବାରମ୍ବାର ଚଢ଼ାଉ କରାଯାଉଥିଲେ ମଧ୍ୟ କିଛିଦିନ ପରେ ପୁଣି ମିଲ ଖୋଲାଯାଇ କାର୍ଯ୍ୟ ହୋଇଥାଏ। ସୁପ୍ରିମକୋର୍ଟ…
ଆଇଆଇସିସ୍ତରରେ ଅଦଳବଦଳ
କଟକ ଅଫିସ,୧୧ା୧୧ : କଟକ ଜିଲାରେ ଆଇଆଇସିସ୍ତରରେ ମଙ୍ଗଳବାର ଅଦଳବଦଳ ହୋଇଛି। ସଲେପୁର ଥାନା ଅଧିକାରୀ ଭାବେ କାର୍ଯ୍ୟରତ ଦେବେନ୍ଦ୍ର କୁମାର ମଲ୍ଲିକଙ୍କୁ ବାଙ୍କୀ ଥାନା ଅଧିକାରୀ ଭାବେ ବଦଳି କରାଯାଇଛି। ସେହିପରି ବାଙ୍କୀ ଥାନା ଅଧିକାରୀ ସମୀର କୁମାର ପଣ୍ଡାଙ୍କୁ…
ରଘୁରାଜପୁରରେ ଡିଜାଇନ ଦେଖିଲା ଟିମ୍
ପୁରୀ ଅଫିସ, ୧୧ା୧୧: ଶ୍ରୀମନ୍ଦିରର ୮ ଦ୍ୱାର ରୁପା ଛାଉଣି ହେବ। ଜୟ ବିଜୟ, କଳାହାଟ, ବେହେରଣ, ସାତପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର, ମା’ ବିମଳା ଏବଂ ମା’ ମହାଲକ୍ଷ୍ମୀ ମନ୍ଦିରର ଗର୍ଭ ଦ୍ୱାରକୁ ରୁପା ଛାଉଣି କରାଯିବ।…
କନ୍ଦାଉଛି ରାସ୍ତା ପାର୍ଶ୍ୱ କଟକଣା
ଅନୁଗୋଳ ଅଫିସ, ୧୧।୧୧ – ମାତ୍ର ତିନିଦିନ ପରେ ଦୀପାବଳି। କରୋନା କାଳ ହୋଇ ନ ଥିଲେ ଏତେବେଳକୁ ଦୀପ ଓ ବାଣ ବ୍ୟବସାୟ ଶିଖର ଛୁଉଁଥାଆନ୍ତା। ରାସ୍ତା ପାର୍ଶ୍ୱରେ ଭଳିକି ଭଳି ଦୋକାନ ଚମକୁଥାନ୍ତା। ସକାଳୁ ସନ୍ଧ୍ୟା ଯାଏ ଗ୍ରାହକଙ୍କ…
ପୁଣି ବିଜେଡି ହାତରେ ତିର୍ତ୍ତୋଲ
ଜଗତ୍ସିଂହପୁର ଅଫିସ, ୧୦ା୧୧-ତିର୍ତ୍ତୋଲ ଉପନିର୍ବାଚନରେ ପୁଣି ବିଜେଡି ବାଜିମାତ୍ କରିଛି। ବିଜେଡି ପ୍ରାର୍ଥୀ ବିଜୟଶଙ୍କର ଦାସ ତାଙ୍କ ନିକଟତ୍ତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ରାଜକିଶୋର ବେହେରାଙ୍କ୪୧,୭୦୩ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ବିଜୟ ଲାଭ କରିଛନ୍ତି। ୩ୟ ସ୍ଥାନରେ ରହିଛନ୍ତି…
ବିଜେଡି ହାତକୁ ଗଲା ବାଲେଶ୍ୱର ସଦର
ବାଲେଶ୍ୱର ଅଫିସ,୧୦।୧୧: ବାଲେଶ୍ୱର ସଦର ବିଧାନସଭା ଆସନରେ ମଙ୍ଗଳବାର ଭୋଟ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ବିଜୟୀ ହୋଇଛନ୍ତି। ଏବେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଫଳାଫଳ ଘୋଷଣାକୁ ଅପେକ୍ଷା ରହିଛି। ତେବେ ଶେଷ ରାଉଣ୍ଡ ଗଣତି…
ବିଜୟ ମୁହାଁ ବିଜେଡି: ତିର୍ତ୍ତୋଲରେ ୩୭ହଜାରରୁ ଅଧିକ ଭୋଟରେ ଆଗୁଆ; ବାଲେଶ୍ୱରରେ ଗଣତି ଶେଷ
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଗଣତି ଜାରି ରହିଛି। ଉଭୟ ଆସନରେ ଭାଜପାକୁ ପଛରେ ପକାଇଛି ବିଜେଡି। ତିର୍ତ୍ତୋଲ ବିଧାନସଭାରେ ୨୫ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୩୭,୭୯୧ ଭୋଟରେ ଆଗୁଆ ରହିଛି। ସେହିଭଳି ବାଲେଶ୍ୱର ବିଧାନସଭାରେ…
ଆଗରେ ଚାଲିଛି ଶଙ୍ଖ: ତିର୍ତ୍ତୋଲରେ ୨୯,୯୮୭; ବାଲେଶ୍ୱରରେ ୮୬୬୧ ଭୋଟରେ ଆଗୁଆ
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଗଣତି ଜାରି ରହିଛି। ଉଭୟ ଆସନରେ ଭାଜପାକୁ ପଛରେ ପକାଇଛି ବିଜେଡି। ତିର୍ତ୍ତୋଲ ବିଧାନସଭାରେ ୨୦ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୨୯,୯୮୭ ଭୋଟରେ ଆଗୁଆ ରହିଛି। ସେହିଭଳି ବାଲେଶ୍ୱର ବିଧାନସଭାରେ…

