ଆମ ଜିଲା ଖବର

ନିଶା ବେପାରୀଙ୍କୁ କଠୋର ଦଣ୍ଡ ମିଳୁ: ହାଇକୋର୍ଟ

କଟକ ଅଫିସ,୨୧।୮: ଗତ ଦଶ ବର୍ଷ ଭିତରେ ଦେଶରେ ନିଶା ବେପାର ବହୁଗୁଣରେ ବଢ଼ିଯାଇଛି। ନିଶା କାରବାରକୁ ରୋକିବା ପାଇଁ ଏନ୍‌ଡିପିଏସ୍‌ ଆକ୍ଟ ରହିଛି। ତଥାପି ନିଶା ମାଫିଆମାନେ ଖସି ଯାଉଛନ୍ତି। ଏଣୁ ନିଶା କାରବାର ସମ୍ପର୍କିତ ମାମଲାଗୁଡ଼ିକର ଶୁଣାଣି ବେଳେ…

ସାର୍ବଜନୀନ ସ୍ଥାନରେ ପୂଜା ମନା

ପୁରୀ ଅଫିସ,୨୧।୮: ପୁରୀ ଜିଲାର କୌଣସି ସର୍ବସାଧାରଣ ସ୍ଥାନରେ ଏଥର ଗଣେଶ ପୂଜା ହେବ ନାହିଁ। କରୋନା ସଂକ୍ରମଣ ବୃଦ୍ଧି ହାରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। କୌଣସି ଯୁବକ ସଂଘ, ଅନୁଷ୍ଠାନ, କ୍ଲବ କିମ୍ବା ବ୍ୟକ୍ତିବିଶେଷ…

ଲଘୁଚାପ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ

କେନ୍ଦ୍ରାପଡ଼ା ଅଫିସ, ୨୧।୮: ବୁଧବାର ସକାଳ ୮ଟା ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ବ୍ଲକରେ ମୋଟ ୫୭୧ ମିଲିମିଟର ବର୍ଷା ହୋଇଛି। ମହାନଦୀ ଓ ବ୍ରାହ୍ମଣୀ ସିଷ୍ଟମ, ଖରସ୍ରୋତାରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଜିଲାର ଜନଜୀବନ ଅସ୍ତବ୍ୟସ୍ତ…

ମଞ୍ଜୁରୀ ମୌଜାରୁ ମୋରମ ଉତ୍ତୋଳନ ପ୍ରସଙ୍ଗ: ହାଇକୋର୍ଟରେ ମାମଲା, ସତ୍ୟପାଠ ଦାଖଲ ନିର୍ଦ୍ଦେଶ

ଯାଜପୁର ରୋଡ୍‌,୨୧।୮ (ଡି.ଏନ୍‌.ଏ.): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ମଞ୍ଜୁରୀ ମୌଜାର ଏକ ଜଙ୍ଗଲ କିସମ ଜମିରେ ପୋଖରୀ ଖନନ କରିବାକୁ ପ୍ରଥମେ ଅନୁମତି ଦେବା ଓ ପରେ ବାତିଲ କରିବା ଘଟଣାକୁ ନେଇ ଜଙ୍ଗଲ ଓ ରାଜସ୍ବ ବିଭାଗର…

ଆବଶ୍ୟକତାଠାରୁ ଅଧିକ ସାର କିଣିଛନ୍ତି ୨୦ ଚାଷୀ

ଯାଜପୁର ଅଫିସ୍‌/ଯାଜପୁର ଟାଉନ୍‌ (ଡି.ଏନ୍‌.ଏ.)୨୧ା୮: ଜିଲାର କେତେକ ଚାଷୀଙ୍କୁ ଆବଶ୍ୟକତାଠାରୁ ବହୁ ଅଧିକ ୟୁରିଆ ସାର ମିଳିଛି। ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ପରେ ଏହା ସ୍ପଷ୍ଟ ହୋଇଛି। ଏହି କ୍ରମରେ ଉଭୟ ତଦନ୍ତକାରୀ ଅଧିକାରୀ ସମ୍ପୃକ୍ତ ଚାଷୀମାନଙ୍କ ବିରୋଧରେ…

ଜଗନ୍ନାଥ ଲେଙ୍କା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ ସଦସ୍ୟ

କଟକ ଅଫିସ,୨୧।୮: ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ୍‌ ସଦସ୍ୟ ଭାବେ ପ୍ରଫେସର ଜଗନ୍ନାଥ ଲେଙ୍କାଙ୍କୁ ନିଯୁକ୍ତି ଦିଆଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ବିଶିଷ୍ଟ ଅର୍ଥନୀତିଜ୍ଞ ଭାବେ ପ୍ରଫେସର ଲେଙ୍କାଙ୍କ ସୁନାମ ରହିଛି। ବାରିପଦାସ୍ଥିତ ଉତ୍ତର…

ଭୁଶୁଡ଼ିଲା ନବନିର୍ମିତ ରେଳପଥ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ,୨୧ା୮(ଡି.ଏନ.ଏ.): ହରିଦାସପୁର-ପାରାଦୀପ ରେଳପଥର କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଯଦୁପୁର ନିକଟ ଖସାଡିଠାରେ ବୁଧବାର ସନ୍ଧ୍ୟାରେ ୩୦ଫୁଟ ଚଉଡାର ରେଳପଥ ଭୁଶୁଡି ପଡିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି। ନବନିର୍ମିତ ଏହି ରେଳପଥ ନିର୍ମାଣ କାର୍ଯ୍ୟରେ…

୧୦୦ ଫୁଟ ଧସିଲା ପଥର ପ୍ୟାକିଂ

ଆରଡ଼ି,୨୧ା୮(ଡି.ଏନ୍‌.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁଁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କଠାରେ ୨୦ନଂ. ଜାତୀୟ ରାଜପଥର ବୈତରଣୀ ନଦୀର କୟଁାଗୋଲା ସେତୁ ପାର୍ଶ୍ୱ ରାସ୍ତାରେ ନିର୍ମାଣାଧୀନ ପଥର ପ୍ୟାକିଂ ଗୁରୁବାର ପ୍ରାୟ ୧୦୦ ଫୁଟ ଧସିଯାଇଛି । ପୂର୍ବରୁ ଏଠାରେ…

ଓଳଗ ପଞ୍ଚାୟତ ଶଟ୍‌ ଡାଉନ

ଆରଡ଼ି,୨୧ା୮(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତକୁ ସରପଞ୍ଚ ଅନୁସୟା ସେଠୀ ୫ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏହି ଶଟ୍‌ ଡାଉନ ଗୁରୁବାର ରାତି ୧୨ଟାରୁ ମଙ୍ଗଳବାର ରାତି ୧୨ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏଥିସହିତ…

କପାଳୀ ସେତୁ ରାସ୍ତା ଧସିଲା

ବନ୍ତ,୨୧।୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଭଦ୍ରକ-ଆନନ୍ଦପୁର ୫୩ନଂ.ରାଜ୍ୟ ପଥର ଟିଲୋ କପାଳୀ ସେତୁ ମୁଣ୍ଡ ରାସ୍ତା ଗୁରବାର ଧସି ଯାଇଛି ା ଉଲ୍ଲେଖଯୋଗ୍ୟ ଯେ, ୨ ବର୍ଷ ତଳେ ଏହି ସେତୁର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨ ମାସ…

ଗୋପବନ୍ଧୁ ନଗର ବ୍ଲକରେ ୨୦ ପଜିଟିଭ୍‌ ଚିହ୍ନଟ

କୁଆମରା,୨୧।୮(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକରେ ଦିନକୁ ଦିନ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପ୍ରଶାସନ ପାଇଁ ଏହା ମୁଣ୍ଡବ୍ୟଥାର କାରଣ ପାଲଟିଛି। ଜିଲାର ପ୍ରତି ବ୍ଲକରେ ପ୍ରତ୍ୟେହ ୩ଶହ ନମୁନା ପରୀକ୍ଷା ପାଇଁ ସରକାରଙ୍କ ତରଫରୁ…

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାରିପଦା ଅଫିସ,୨୧ା୮-କେନ୍ଦ୍ର ସରକାରଙ୍କ ଜନବିରୋଧି କାର୍ଯ୍ୟକ୍ରମକୁ ବିରୋଧ କରି ମୟୂରଭଞ୍ଜ ଜିଲା କମ୍ୟୁନିଷ୍ଟ ପାର୍ଟି(ମାକର୍‌ସବାଦୀ) ପକ୍ଷରୁ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କୋଭିଡ୍‌-୧୯ ମୁକାବିଲାକୁ ଏକସୂତ୍ରୀ କାର୍ଯ୍ୟକ୍ରମ ଭାବରେ ଗ୍ରହଣ କରିବା ପରିବର୍ତ୍ତେ କେନ୍ଦ୍ରର ଭାଜପା ନେତୃତ୍ୱାଧିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?