ଆମ ଜିଲା ଖବର

ଆଶ୍‌ପାଇପ୍‌ ଫାଟି ଘର ଭିତରେ ପଶିଲା ପାଉଁଶ ପାଣି: କ୍ଷତିପୂରଣ ନ ମିଳିଲେ ରାଜରାସ୍ତାକୁ ଓହ୍ଲାଇବେ ଗ୍ରାମବାସୀ

ତାଳଚେର,୬।୩(ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ଟିଟିପିଏସ୍‌ର ଆଶ୍‌ପାଇପ୍‌ ଜଗନ୍ନାଥପୁର ଗ୍ରାମ ନିକଟରେ ଫାଟିବାରୁ ପାଉଁଶ ପାଣି ରାସ୍ତା ଓ ଲୋକଙ୍କ ଘର ଭିତରେ ମାଡ଼ିଯାଇଛି। ଏନେଇ ଗ୍ରାମବାସୀ ଏକ ପ୍ରକାରର ଭୟଭୀତ ଅବସ୍ଥାରେ ଅଛନ୍ତି । ଘଟଣାସ୍ଥଳରେ ଜଗନ୍ନାଥପୁର ସରପଞ୍ଚ,ପୋଲିସ ଓ...

ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

ପାଟଣା,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବନବୀର ଗ୍ରାମର ଜଣେ ୨୨ବର୍ଷୀୟ ଯୁବକ ଗୁରୁବାର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପଦ୍ମଲୋଚନ ମହାନ୍ତଙ୍କ ପୁଅ କାଳୀଚରଣ। ପ୍ରକାଶ ଯେ, ଅପରାହ୍ନରେ କାଳିଚରଣ ନିଜ ଘର...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ

ସମ୍ବଲପୁର, ୬।୩ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୁଚିଣ୍ଡା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଜିତେନ୍ଦ୍ର କୁମାର ମହାପାତ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରାଯାଇଛି। ସମ୍ବଲପୁର ଭିଜିଲାନ୍ସ ଟିମ୍‌ ଭୋର ୬ଟାରେ ଏହି ଚଢ଼ାଉ କରିଥିଲା। ଜିତେନ୍ଦ୍ରଙ୍କ ପୈତୃକ...

ଚିନିକଳ ପୁନଃ ଚାଲୁ ଦାବିରେ ନୟାଗଡ଼ରେ ବନ୍ଦ ପାଳନ

ନୟାଗଡ଼ ଅଫିସ,୬।୩: ଚିନିକଳ ପୁନଃ ଚାଲୁ ଦାବିରେ ଶୁକ୍ରବାର ନୟାଗଡ଼ରେ ବନ୍ଦ ପାଳନ ହୋଇଛି । ଆନ୍ଦୋଳନକାରୀମାନେ ଖୋର୍ଦ୍ଧା – ବଲାଙ୍ଗୀର ରେଳପଥର ନୟାଗଡ଼ ଟାଉନ ଷ୍ଟେଶନଠାରେ ରେଳ ଚଳାଚଳ ବନ୍ଦ କରିଥିଲେ। ଦୋକାନ, ବଜାର, ସ୍କୁଲ, କଲେଜ ବନ୍ଦ...

ଏସସିବିରୁ କରୋନା ସନ୍ଦିଗ୍ଧ ଚମ୍ପଟ

କଟକ ଅଫିସ,୫।୩: କରୋନାକୁ ନେଇ ରାଚିଆଡେ ଭୟର ମାହୋଲ। ଏଭଳି ସ୍ଥଳେ କଟକ ଏସ୍‌ସିବି ମେଡିକାଲର କରୋନା ୱାର୍ଡରୁ ଜଣେ ସନ୍ଦିଗ୍ଧ ଗୁରୁବାର ରାତିରୁ ଚମ୍ପଟ ମାରିଛନ୍ତି। ସମ୍ପୃକ୍ତ ବ୍ୟକ୍ତି ଆୟରଲାଣ୍ଡର ନାଗରିକ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ,...

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଆର୍‌ଟିଓ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ନବରଙ୍ଗପୁର,୬।୩(ବି.ପ୍ର.): ନବରଙ୍ଗପୁର ଆର୍‌ଟିଓ ଗଣେଶ୍ୱର କଅଁର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶୁକ୍ରବାର ସକାଳୁ ଏକକାଳୀନ ଘର, କାର୍ଯ୍ୟାଳୟ, ଫୁଲବାଣୀସ୍ଥିତ ଘର, ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଢ଼ାଉ ଜାରି ରହିଛି। ସୂଚନାଯୋଗ୍ୟ,ଫେବୃୟାରୀ ୨୨ ତାରିଖରେ ଉକ୍ତ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଡାଟା...

ବିଳମ୍ବ ବ୍ୟୟ ବୃଦ୍ଧି

ଅବିଭକ୍ତ ଗଞ୍ଜାମ (ଗଜପତି ସହ) ଜିଲାର ପ୍ରାୟ ୭୦% ଜନସାଧାରଣ କେବଳ କୃଷି କାର୍ଯ୍ୟ ଉପରେ ନିର୍ଭର କରନ୍ତି। ତେବେ ଚାଷ ପାଇଁ ସେଚ ବ୍ୟବସ୍ଥାର ପର୍ଯ୍ୟାପ୍ତ ସୁବିଧା ନ ଥିବାରୁ ସେମାନେ ଚିନ୍ତାରେ ଅଛନ୍ତି। ଜଳସେଚନର ଉନ୍ନତୀକରଣ ପାଇଁ...

ଶନିବାର ହାଇକୋର୍ଟରେ ବସିବ ସ୍ବତନ୍ତ୍ର ବେଞ୍ଚ

କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍‌ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ଲିଙ୍ଗଗତ ସମସ୍ୟା ଓ ତା’ର...

ଆଜି ମହିଳା ପୋଲିସ ସମ୍ମିଳନୀ

କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍‌ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ଲିଙ୍ଗଗତ ସମସ୍ୟା ଓ ତା’ର...

କରୋନାକୁ ନେଇ ଗୁଜବ: ୭ ତୁଳସୀପତ୍ର ଖାଇବାକୁ ପ୍ରଚାର

ପୁରୀ ଅଫିସ,୬।୩: କରୋନାକୁ ନେଇ ଆରମ୍ଭ ହୋଇଯାଇଛି ବିଭିନ୍ନ ପ୍ରକାର ଗୁଜବ। ଏହି ପ୍ରାଣଘାତୀ ଭାଇରସ୍‌ କବଳରୁ କିପରି ରକ୍ଷା ପାଇହେବ ସେଥିଲାଗି ସୋସିଆଲ ମିଡିଆରେ ନାନା ପ୍ରକାର ପୋଷ୍ଟ କରାଯାଉଛି। ତେବେ ଗୁରୁବାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଏକ ଗୁଜବ...

ବୈତରଣୀ ନଦୀବନ୍ଧ ନିର୍ମାଣରେ ବ୍ୟାପକ ଅନିୟମିତତା

ଯାଜପୁର ଅଫିସ,୬।୩: ଯାଜପୁର ଜିଲା ଦଶରଥପୁର ବ୍ଲକବାସୀଙ୍କ ପାଇଁ ବୈତରଣୀ ଜୀବନରେଖା ସଦୃଶ। ଏହି ନଦୀଜଳରୁ ଅଧିକାଂଶ ଚାଷୀ ସେମାନଙ୍କ ଚାଷ କାର୍ଯ୍ୟ ସମ୍ପାଦନ କରିଥାନ୍ତି। ହେଲେ ଏହି ବ୍ଲକର ଗ୍ରାମାଞ୍ଚଳର ନଦୀ ଅବବାହିକା ପରିଚାଳନାର ଶୋଚନୀୟ ଅବସ୍ଥାକୁ ଦେଖିଲେ...

କଳିଙ୍ଗନଗର ଶିଳ୍ପାଞ୍ଚଳ: ବାୟୁ ଅପେକ୍ଷା ଜଳ ପ୍ରଦୂଷଣ ଉତ୍କଟ

ଯାଜପୁର ଅଫିସ,୬।୩: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ଯୋଗୁ ଜଳ ସଞ୍ଚୟ ଓ ବିଶୋଧନ ପ୍ରକ୍ରିୟା ପରାହତ ହେଉଛି। ଏଠାରେ ବାୟୁ ଅପେକ୍ଷା ଜଳ ପ୍ରଦୂଷଣ ଉକତ୍ଟ ହୋଇଛି। ବିଶେଷକରି ଭିସା ଷ୍ଟିଲ, ଜିନ୍ଦଲ ଷ୍ଟେନ୍‌ଲେସ ଷ୍ଟିଲ ଓ ବ୍ରାହ୍ମଣୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri