ଆମ ଜିଲା ଖବର

ଜାଣନ୍ତୁ ଭବିଷ୍ୟତ ଲକ୍ଷ୍ୟ ସମ୍ପର୍କରେ କ’ଣ କୁହନ୍ତି କେନ୍ଦୁଝର ଜିଲା ଟପ୍ପର

କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ତେବେ ସ୍ଥାନୀୟ କେନ୍ଦୁଝର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ବିଷ୍ଣୁ ପରିଡା ରାଜ୍ୟରେ ୧୩ ତମ ସ୍ଥାନ ଗ୍ରହଣ କରିଥିବା…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ: ୧୫ ଜଣଙ୍କ ନାମରେ ମାମଲା

ଭଣ୍ଡାରିପୋଖରୀ,୧୯।୮(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ତେସିଙ୍ଗା ଅନ୍ତର୍ଗତ ପଞ୍ଚାୟତ କୁଲନା ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୩ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟଛି। ଏଥିରେ ୩ ପରିବାରର ୫ ଜଣ ଆହତ ହୋଇଥିଲେ। ସେମାନଙ୍କ…

ବାଲି ଟ୍ରକ ଅଟକାଇ ଡକାୟତି ମାମଲା: ବୋମା, ଖଣ୍ଡା ଜବତ; ୨ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୧୯ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଚାନ୍ଦପୁର ଛକ ପତ୍ରଚୁଡି ଗ୍ରାମ ନିକଟରେ ୨ଟି ବାଲି ବୋଝେଇ ଟ୍ରକକୁ ଅଟକାଇବା ସହ ଚାଳକଙ୍କୁ ମାଡ଼ ମାରି ଡକାୟତି ମାମଲାରେ କେ.ନୂଆଗାଁ ଥାନା ପୋଲିସ ବୁଧବାର ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛନ୍ତି।…

ଲଗାଣ ବର୍ଷା : କୋରାପୁଟ ଜିଲାରେ ଭାଙ୍ଗିଲା ୬୭ ଘର

କୋରାପୁଟ,୧୯।୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ କିଛି ଦିନ ହେଲା ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ଏ ନେଇ ଜିଲାରେ ୬୭ଟି ଘର ଭାଙ୍ଗିଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ କୁହାଯାଇଛି। ଏଥିମଧ୍ୟରେ ୬୬ଟି ଘର ଆଂଶିକ ଭାବେ ଭାଙ୍ଗିଥିବାବେଳେ ଗୋଟିଏ…

କେନ୍ଦୁଝର ଡି. ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଟପ୍ପର କେତେ ମାର୍କ ରଖିଛନ୍ତି ଜାଣନ୍ତୁ

କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ସ୍ଥାନୀୟ ଧରଣୀ ଧର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୮୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବୋଳ ୭୬ ଜଣ ପାସ…

ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ: ଜାଣନ୍ତୁ କିଏ ହେଲେ ବାଲେଶ୍ୱର ଜିଲାର ଟପ୍ପର

ବାଲେଶ୍ୱର ଅଫିସ,୧୯।୮: ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବାଲେଶ୍ୱର ଜିଲାର ୬୫.୯୪ ପ୍ରତିଶତ ପାସହାର ରହିଛି। ତେବେ ସୋର ମହାବିଦ୍ୟାଳୟର ଛାତ୍ର ଆଶୁତୋଷ ମହାନ୍ତି ଜିଲାରେ ସର୍ବାଧିକ ୫୪୨ ନଂ. ରଖି ଟପ୍ପର ହୋଇଛନ୍ତି। ଚଳିତ ବର୍ଷ…

ସର୍ବସାଧାରଣଙ୍କ ଦର୍ଶନ ପାଇଁ ବନ୍ଦ ରହିବ ସିଦ୍ଧି ବିନାୟକ ପୀଠ: ଜିଲାପାଳ

ବ୍ରହ୍ମପୁର ଅଫିସ,୧୯ା୮: ଗଣେଶ ପୂଜା ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ କରୋନା କଟକଣା ଯୋଗୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ପାଇଁ ବନ୍ଦ ରହିବ। ସ୍ଥାନୀୟ ହିଲପାଟଣାସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ସିଦ୍ଧିବିନାୟକ ପୀଠରେ ଗଣେଶ ପୂଜା ବେଳେ…

ପ୍ରବାସୀଙ୍କୁ ନେଇ ଚାଲିଥିବା ଉନ୍ନୟନ କାର୍ଯ୍ୟ ତଦାରଖ

ଭଣ୍ଡାରିପୋଖରୀ,୧୯ା୮(ଡି.ଏନ୍‌.ଏ.): ଭଣ୍ଡାରିପୋଖରୀ ବ୍ଲକର ସରସଦା ଓ ରଣଜିତ ପଞ୍ଚାୟତରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଛନ୍ତି ଭଦ୍ରକ ଜିଲା ଗ୍ରାମ୍ୟ ଉନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ। ପିଡିଙ୍କ ସହ ଭଣ୍ଡାରିପୋଖରୀ ବିଡିଓ ବିଜୟ କୁମାର ସାହୁ,…

ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ଜାଣନ୍ତୁ କେନ୍ଦୁଝରରେ କେତେ ରହିଛି ପାସହାର

କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ଜିଲାରେ ମୋଟ ୮୩୪ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫୫୦ ଜଣ ପାସ କରିଛନ୍ତି॥ ସେଥିରୁ ୧୨୧ ଜଣ…

ଆଣ୍ଟିଜେନ୍‌ ଟେଷ୍ଟରେ ୨ ସ୍ଥାନୀୟ ସଂକ୍ରମିତ ଚିହ୍ନଟ: ଏହି ପଞ୍ଚାୟତ ୪୮ ଘଣ୍ଟା ଶଟ୍‌ଡାଉନ୍‌

ପାଟଣା,୧୯ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତର ଦୁଇଜଣ ବ୍ୟକ୍ତିଙ୍କର ମଙ୍ଗଳବାର ଆଣ୍ଟିଜେନ୍‌ ଟେଷ୍ଟ ପରେ ପଜିଟିଭ୍‌ ବାହାରିବା ପରେ ଉଭୟଙ୍କୁ କେନ୍ଦୁଝର କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ଜଣଙ୍କର ବୟସ ୧୮ ହୋଇଥିବା ବେଳେ ଆଉ…

ଭଦ୍ରକରେ ୧୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୯ା୮: ଭଦ୍ରକ ଜିଲାରେ ବୁଧବାର ୪୭ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩୪ରେ ପହଞ୍ଚିଛି। ଆଜି ଚି଼ହ୍ନଟମାନଙ୍କ ମଧ୍ୟରେ ସମସ୍ତେ ସ୍ଥାନୀୟ ସଂକ୍ରମିତ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା…

ଏସ୍‌ସିବି କାଜୁଆଲଟି ସ୍ଥିତି ଖରାପ

କଟକ ଅଫିସ,୧୯ା୮: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର କାଜୁଆଲିଟି ଓ ଆଇସୋଲେଶନ ୱାର୍ଡରେ ସ୍ଥିତି ଖରାପ ରହିଛି। କାଜୁଆଲିଟିରୁ ସୋମବାର ଜଣେ ରୋଗୀ ଚିହ୍ନଟ ହୋଇଥିଲେ। ଅନେକ ଚେଷ୍ଟା ପରେ ତାଙ୍କୁ ମଙ୍ଗଳବାର ସନ୍ଧ୍ୟାରେ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?