ଅଟକିଲା ନାବାଳିକା ବିବାହ
ନୟାଗଡ ଅଫିସ,୪।୩-ନୟାଗଡ ଜିଲା ଦଶପଲ୍ଲା ବ୍ଲକର ଘୋଳାହାଣ୍ଡି ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କର ବିବାହ ବନ୍ଦ କରାଇବାରେ ଜିଲା ଶିଶୁ ସୁରକ୍ଷା ୟୁନିଟ୍ ଓ ଚାଇଲ୍ଡ ଲାଇନ ସଫଳ ହୋଇଛନ୍ତି । ସୋମବାର ରାତିରେ ନିର୍ବନ୍ଧ ହୋଇଥିଲା ।...
ଗୌରାଙ୍ଗପୁରରେ କଙ୍ଗାରୁ କୋର୍ଟ : ଘର ଭାଙ୍ଗି ଲୁଟିନେଲେ ଉପକରଣ
ରଣପୁର,୪ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ଗୌରାଙ୍ଗପୁରରେ କଙ୍ଗାରୁ କୋର୍ଟ କରାଯାଇ ରବୀନ୍ଦ୍ର ବେହେରାଙ୍କ ପରିବାରକୁ ପ୍ରଥମେ ବାସନ୍ଦ କରାଗଲା। ଆଉ ଏହାର କିଛିବର୍ଷ ପରେ ମଙ୍ଗଳବାର ତାଙ୍କ ଘର ଭାଙ୍ଗି ସମସ୍ତ ଉପକରଣ ଲୁଟି ନେଲେ। ଏପରି କି...
୨୧ ନୁହେଁ ୨୫ରେ ନଗଡ଼ା ଆସିବେ ଲୋକାୟୁକ୍ତ ପ୍ରତିନିଧିଦଳ
ଯାଜପୁର ଅଫିସ, ୪।୩: ଯାଜପୁର ଜିଲା ନଗଡ଼ାର ବିକାଶରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏନେଇ ଏଲ୍ଓ୍ବାଇ କେସ୍ ନଂ.୪୫୫/୨୦୧୯ରେ ଏକ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲାର ତଦନ୍ତ କରିବା ପାଇଁ...
ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ରକରି ମାରପିଟ: ୩ ଗିରଫ
ଧର୍ମଶାଳା/ଜେନାପୁର,୪ା୩(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ସୁକୁଟିଝର ଗ୍ରାମରେ ଏକ ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି। ଏଥିରେ ୫ଜଣ ଆହତ ହୋଇଛନ୍ତି । ଆହତଙ୍କ ଅଭିଯୋଗ କ୍ରମେ ପୋଲିସ...
ଦଳିତ ନେତାଙ୍କୁ ଆକ୍ରମଣ ମାମଲା: ଶ୍ରମିକ ନେତା, ୨ଖଣି ଅଧିକାରୀ ନିର୍ଦ୍ଦୋଷରେ ଖଲାସ
ଯାଜପୁର ଟାଉନ/ ଯାଜପୁରରୋଡ, ୪।୪ (ଡି.ଏନ୍.ଏ.): ୨୦୦୯ ମସିହା ବହୁ ଚର୍ଚ୍ଚିତ ସାମାଜିକ କର୍ମୀ ବା ଦଳିତ ନେତା ବିଶ୍ୱନାଥ ପାତ୍ରଙ୍କୁ ସୁକିନ୍ଦା ଖଣି ଅଞ୍ଚଳର ଶ୍ରମିକ ନେତା ଓ ଖଣି ଅଧିକାରୀଙ୍କ ଆକ୍ରମଣ ମାମଲାର ମଙ୍ଗଳବାର ରାୟ ପ୍ରକାଶ ପାଇଛି।...
ଘରୁ ଲୁଟିନେଲେ ୫ଭରି ସୁନା, ୪ଲକ୍ଷ ଟଙ୍କା
ପୁରୀ ଅଫିସ,୪ା୩: କିଛି ଦିନର ନୀରବତା ପରେ ପୁଣି ପୁରୀ ସହରରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ୫ଜଣ ମୁଖାଧାରୀ ଦୁର୍ବୃତ୍ତ ଟାଉନ ଥାନା ଅଧୀନ ରାଧାଗୋବିନ୍ଦ ଲେନସ୍ଥିତ ଏକ ଘରେ ପଶି ପରିବାର ଲୋକଙ୍କୁ ଭୟଭୀତ କରାଇ ସୁନାଗହଣା ଓ...
ଆବାସ ଘରେ ବନ୍ଧା ହେଉଛନ୍ତି ଗୋରୁ, ଛେଳି
ଦଶମନ୍ତପୁର,୪ା୩(ଡି.ଏନ୍.ଏ.) – ଗୃହପାଳିତ ପଶୁଙ୍କ ଗୁହାଳ ପାଲଟିଛି ପ୍ରଧାନମନ୍ତ୍ରୀ ଆବାସ। ଦୀର୍ଘ ବର୍ଷ ବିତିଯାଇଥିଲେ ହେଁ ଆବାସ ନିର୍ମାଣ ଶେଷ ନ ହେବାରୁ ବାଧ୍ୟହୋଇ ହିତାଧିକାରୀ ଗୋରୁ, ଛେଳିଙ୍କୁ ସେଠାରେ ବାନ୍ଧୁଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏ ହେଉଛି ନିଚ୍ଛକ...
ଧୂଳିର କଷ୍ଟ ଭୋଗୁଛନ୍ତି ଛାତ୍ରୀଛାତ୍ର
ଜୟପୁର,୪ା୩(ନି.ପ୍ର.) – ଜାତୀୟ ରାଜପଥ ହେଉ କିମ୍ବା ଗ୍ରାମାଞ୍ଚଳ ରାସ୍ତାଘାଟ ନିର୍ମାଣ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି, ତାକୁ ସାଧାରଣ ଲୋକେ ସ୍ବାଗତ କରୁଛନ୍ତି। କିନ୍ତୁ ଜାତୀୟ ରାଜପଥ କାର୍ଯ୍ୟ ସମୟରେ ଯେଉଁ ନିୟମ ରହିଛି, ତାକୁ ଠିକ ଭାବେ...
ପାଏନ୍ ଲାଗି ଦହଗଁଜ୍ ୩୪ ପଁଚେତ୍ର ୧ ଲାଖ୍ ଲୋକ୍
ଭବାନୀପାଟଣା, ୪।୩ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ମଦନପୁର ରାମପୁର, ଲାଞ୍ଜିଗଡ଼ ଆର ଥୁଆମୂଳ ରାମପୁର ବ୍ଲକର ଅତଡ଼ିଆ ଅଂଚଲମାନକେ ଥିବାର ଗଁାଗଁଡ଼ାର ଲୋକ୍ ଏଭ୍ଠାନୁ ପିଇଲା ପାଏନ୍ ଲାଗି ଦହଗଁଜ୍ ହେଲେନ। ଆଗ୍କେ ଖରାଦିନ ମାଡ଼ି ଆସୁଛେ। ପରଶାସନ ଏଭ୍ଠାନୁ...
ବସୁନ୍ଧରା, ଆବାସ ଯୋଜନାରୁ ବଁଚିତ୍ ମୋହନ
ଅତାବିରା, ୪।୩ (ଡି.ଏନ୍.ଏ.)-କେନ୍ଦ୍ର ଆର ରାଏଜ୍ ଉଭଏ ସରକାର ଗରିବ୍ ଦୁଖିକର ଲାଗି ଅନେକ ଯୋଜନା କାଯ୍କାରୀ କରୁଛନ୍। ସରକାରୀ ଯୋଜନା ଭଁଡ଼ାରରେ ଛୁଆ ଜନମ୍ ହେଲାନୁ ମଲା ଲୁକ୍କର ଶୁଧି କାଯ୍ ତକ ସାହାଯ୍ ଦେବାର ବେବସ୍ତା ରହିଛେ।...
ଫାଣ୍ଡି ହେଲା ଥାନା, ସ୍ଥିତି ଯେମିତିକି ସେମିତି
ମୁରିବାହାଲ, ୪।୩ (ଡି.ଏନ୍.ଏ.) – ରାଜ୍ୟ ସରକାର ଗ୍ରାମାଞ୍ଚଳରୁ ସହର ପର୍ଯ୍ୟନ୍ତ ଆଇନଶୃଙ୍ଖଳା ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ପୋଲିସ ସେବାକୁ କ୍ରିୟାଶୀଳ କରୁଛନ୍ତି। ନୂତନ ଥାନା ଓ ଫାଣ୍ଡି ଖୋଲା ଯାଉଛି। ଏହିକ୍ରମରେ ବଲାଙ୍ଗୀର ଜିଲା ମୁରିବାହାଲ ଫାଣ୍ଡିକୁ...
ବିନା ହେଲମେଟ୍ରେ ବାଇକ୍ ଚାଳନା, ପୋଲିସ ଏସ୍ଆଇଙ୍କୁ ହଜାରେ ଟଙ୍କା ଜରିମାନା
ବଲାଙ୍ଗୀର ଅଫିସ, ୪ା୩ – ମଙ୍ଗଳବାର ବିନା ହେଲମେଟ୍ରେ ବାଇକ୍ ଚଳାଉଥିବା ଜଣେ ପୋଲିସ ସବ୍ଇନ୍ସପେକ୍ଟର ୧ହଜାର ଟଙ୍କା ଜରିମାନା ଗଣିଛନ୍ତି ା ଏହି ଜରିମାନା ପୋଲିସ କି ଆରଟିଓ ବିଭାଗ କାଟି ନାହିଁ ା ସମ୍ପୃକ୍ତ ପୋଲିସ ସବ୍ଇନ୍ସପେକ୍ଟର...
Archives


