ଆମ ଜିଲା ଖବର

ଖୋର୍ଦ୍ଧାରେ ହେବ ନାହିଁ ଗଣେଶ ପୂଜା

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର କୋଭିଡ୍‌ ପରିଚାଳନା ନେଇ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ସନତ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କରୋନା…

ଲଗାଣ ବର୍ଷାରେ ଚିତ୍ରକୋଣ୍ଡା ଅବସ୍ଥା ବେହାଲ

ଚିତ୍ରକୋଣ୍ଡା, ୧୮।୮(ଡି.ଏନ୍‌.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବର୍ଷା କମିବା ପରେ ବୁଧବାର ସ୍ଥିତି ଧୀରେ ଧୀରେ ସୁଧୁରୁଛି। ତଥାପି ଅଧିକାଂଶ ଅଞ୍ଚଳ ଏବେ ବି ପାଣି ଘେରରେ ରହିଛି। ବିଭିନ୍ନ…

ମାଛଧରିବା ବେଳେ ଆକାଶରୁ ଜାଲରେ ପଡ଼ିଲା ଯନ୍ତ୍ରଚାଳିତ ରକେଟ୍‌

ବାହାନଗା,୧୮।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରେମୁଣା ବ୍ଲକ ଗୋପାଳପୁର ଫାଣ୍ଡି ଅଧୀନସ୍ଥ ତାଳପଦା ଗ୍ରାମର ମତ୍ସ୍ୟଜୀବୀଙ୍କ ଜାଲରେ ଏକ ଯନ୍ତ୍ରଚାଳିତ ରକେଟ୍‌ ପଡ଼ିଥିବା ଜଣାପଡ଼ିଛି। ସୋମବାର ସକାଳେ ତାଳପଦା ଗ୍ରାମର ରଘୁନାଥ ଦାସ ଯନ୍ତ୍ରଚାଳିତ ଭୂଟୁଭୂଟି (ଡଙ୍ଗା) ସହ ଅନ୍ୟ ୭ ଜଣ…

ଚୌଦ୍ୱାର ଜେଲରେ ଆତ୍ମହତ୍ୟା କଲେ କଏଦୀ

ଚୌଦ୍ୱାର,୧୮। (ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ସର୍କଲ ଜେଲରେ ସୋମବାର ବିଳମ୍ବିତ ରାତିରେ ଜଣେ ବିଚାରଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ବାଲେଶ୍ୱର ଜିଲା କର୍ମଦା ଥାନା ଅନ୍ତର୍ଗତ କୁଲିହା ଗ୍ରାମର ସୁବଳ ଚନ୍ଦ୍ର ବାନଙ୍କ ପୁଅ ବିଜେନ୍ଦ୍ର ବାନ(୨୧)।…

ଜଣଙ୍କ ଘର ଉପରକୁ ଦୁଇଦୁଇ ଥର ବୋମା ମାଡ଼

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ସଦର ଥାନା ଦଳେଇପୁଟସ୍ଥିତ ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ସୋମବାର ରାତିରେ ପୁଣି ବୋମାମାଡ ହୋଇଛି। ରାତିରେ କେତେଜଣ ଦୁର୍ବୃତ୍ତ ପାଚେରି ବାହର ପଟୁ ବୋମାମାଡ କରିଥିବା ଜଣାପଡ଼ିଛି। ମାତ୍ର ଏଥିରେ କେହି ମୃତାହତ ହୋଇ…

ରୁଷୁଡା ପଞ୍ଚାୟତ ୭୨ ଘଣ୍ଟା ଶଟ୍‌ଡାଉନ

ଗୁଡ୍‌ଭେଲା,୧୮।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ରୁଷୁଡା ଗ୍ରାମପଞ୍ଚାୟତ ଅଧୀନ ଚାଣ୍ଟିପଦର ଗ୍ରାମରେ ତିନି ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ପରେ ରୁଷୁଡା ସରପଞ୍ଚ ସବିତା ବେହେରା ତାଙ୍କ ପତ୍ର ସଂଖ୍ୟା ୩୭ରେ ପଞ୍ଚାୟତକୁ ୭୨ ଘଣ୍ଟା…

ଗଞ୍ଜାମରେ କମୁଛି କରୋନା ଆକ୍ଟିଭ୍‌ ସଂଖ୍ୟା

ଛତ୍ରପୁର,୧୮।୮(ଡି.ଏନ.ଏ): ଗଞ୍ଜାମ ଜିଲାରେ କୋଭିଡ୍‌ ଆକ୍ଟିଭ୍‌ କେଶ୍‌ କମିବାରେ ଲାଗିଛି। ଏ ନେଇ ମଙ୍ଗଳବାର ଏକ ଗ୍ରାଫ୍‌ ସହ ଜିଲପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରାୟ ୪ ଲକ୍ଷ ପ୍ରବାସୀ ଫେରିଥିଲେ।…

ଏହି ଜିଲାବାସୀଙ୍କୁ ଗଣେଶ ପୂଜା ମନା

ଛତ୍ରପୁର,୧୮।୮(ଡି.ଏନ.ଏ): ଆସନ୍ତା ଶନିବାର ପଡ଼ୁଛି ଗଣେଶ ପୂଜା। ଏହାକୁ ଆନନ୍ଦ, ଉଲ୍ଲାସର ସହ ପାଳନ କରିବାକୁ ଶ୍ରଦ୍ଧାଳୁମାନେ ଅନାଇ ବସିଛନ୍ତି। କିନ୍ତୁ ଚଳିତବର୍ଷ କରୋନା ମହାମାରୀ ଯୋଗୁ ଗଞ୍ଜାମ ଜିଲାରେ ଗଣେଶ ପୂଜା ପାଳନ କରାଯିବ ନାହିଁ। ଏ ନେଇ ମଙ୍ଗଳବାର…

ବିସ୍ଫୋରଣ ପରେ ଚେତିଲା ପୋଲିସ

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅନ୍ତର୍ଗତ କଣ୍ଟାବାଡ଼ ଗ୍ରାମରେ ବାଣ ବିସ୍ଫୋରଣ ଘଟଣା ପରେ ପୋଲିସର ଚେତା ପଶିଛି। ସୋମବାର ବାଘମାରି ଥାନା ପୋଲିସ ଲେଖନପୁର ଗ୍ରାମରେ ଚଢ଼ାଉ କରି ବାଣ ସାମଗ୍ରୀ ଓ ବାରୁଦ ଜବତ କରିବା…

ହାଇକୋର୍ଟରେ ହାଜର ହେଲେ ବରୀ ଯୁବତୀ: ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ମାମଲା

କଟକ ଅଫିସ,୧୮।୮: ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ପାଇଁ ରୁଜୁ ହୋଇଥିବା ହେବିୟସ୍‌ କର୍ପସ ମାମଲାରେ ସୋମବାର ଯାଜପୁର ଜିଲା ବରୀର ସମ୍ପୃକ୍ତ ଯୁବତୀ ଜଣକ ହାଇକୋର୍ଟରେ ହାଜର ହୋଇଛନ୍ତି। ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ଯାଜପୁର ଏସ୍‌ପି ସଂପୃକ୍ତା ଯୁବତୀଙ୍କୁ କୋର୍ଟରେ ହାଜର…

ବର୍ଷକୁ ୨୪୦ କାର୍ଯ୍ୟଦିବସ

କଟକ ଅଫିସ,୧୮।୮: ରାଜ୍ୟର ସମସ୍ତ କ୍ୟାଡର୍‌ର ବିଚାରପତିଙ୍କ ପାଇଁ ପରିବର୍ତ୍ତିତ କାର୍ଯ୍ୟ ମାପଦଣ୍ଡ (ୟାର୍ଡଷ୍ଟିକ୍‌) ସ୍ଥିର ହୋଇଛି। ସୋମବାର ଏନେଇ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଜାନୁୟାରୀରୁ ଏହି ନୂତନ ମାପଦଣ୍ଡ ବ୍ୟବସ୍ଥା ଲାଗୁ ହେବ। ଏଥିରେ ପ୍ରତ୍ୟେକ…

୭୧୨ କୋଟି ଟଙ୍କାର ଜିଏସ୍‌ଟି ଠକେଇ

କଟକ ଅଫିସ,୧୮।୮: ଜାଲ୍‌ ବିଲ୍‌ ମାଧ୍ୟମରେ ୭୧୨ କୋଟି ଟଙ୍କାର ଜିଏସ୍‌ଟି ଠକେଇର ପର୍ଦ୍ଦାଫାସ୍‌ କରିଛି ରାଜ୍ୟ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌। ଏଥିରେ ଅଭିଯୁକ୍ତ ଥିବା ମଧୁମିତା ଷ୍ଟିଲ୍‌ସ ଇଣ୍ଡଷ୍ଟ୍ରି ପ୍ରାଇଭେଟ୍‌ ଲିମିଟେଡ୍‌ର ନିର୍ଦ୍ଦେଶକ କାଶ୍ମୀରା କୁମାର ଅଗ୍ରୱାଲ୍‌ଙ୍କୁ ସମ୍ବଲପୁରରୁ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?