ବିନା ହେଲମେଟ୍ରେ ବାଇକ୍ ଚାଳନା, ପୋଲିସ ଏସ୍ଆଇଙ୍କୁ ହଜାରେ ଟଙ୍କା ଜରିମାନା
ବଲାଙ୍ଗୀର ଅଫିସ, ୪ା୩ – ମଙ୍ଗଳବାର ବିନା ହେଲମେଟ୍ରେ ବାଇକ୍ ଚଳାଉଥିବା ଜଣେ ପୋଲିସ ସବ୍ଇନ୍ସପେକ୍ଟର ୧ହଜାର ଟଙ୍କା ଜରିମାନା ଗଣିଛନ୍ତି ା ଏହି ଜରିମାନା ପୋଲିସ କି ଆରଟିଓ ବିଭାଗ କାଟି ନାହିଁ ା ସମ୍ପୃକ୍ତ ପୋଲିସ ସବ୍ଇନ୍ସପେକ୍ଟର...
ଅସାହାକୁଁ ସାହାଯ୍ର ହାତ୍ ବଢ଼ାଲା ପରଶାସନ
ଲାଠୋର, ୪।୩ (ଡି.ଏନ୍.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ହଲନଭଟା ପଁଚେତ୍ ଅଧୀନ ଖର୍ଲି ଗଁାର ବୁରୁଧ୍ ଦମ୍ପତି ବସୁ ସାଗର ଆର ତାକର ମାଏକିନା ବଡ଼ ସାଗର। ସେନ୍ତା ଇ ବ୍ଲକ ଅଧୀନ କୁଇବାହାଲ ପଁଚେତ୍ ବାଞ୍ଜିପାଲି ଗଁାର ଦିବ୍ୟାଙ୍ଗ...
ପଶ୍ଚିମ ଓଡ଼ିଶାରେ ଦ୍ୱିତୀୟ ରାଜଧାନୀ କର: ଭକ୍ତ ଦାସ
ବଲାଙ୍ଗୀର ଅଫିସ, ୪ା୩-ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ସହରରେ ରାଜ୍ୟର ଦ୍ୱିତୀୟ ରାଜଧାନୀ କରାଯାଉ ବୋଲି ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ ଦାବି କରିଛନ୍ତି ା ବଲାଙ୍ଗୀର ସାମ୍ବାଦିକ ଭବନଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ...
ଖୁଚୁରା ମଦ ଦୋକାନ ଖୋଲିବାକୁ ବିରୋଧ
ଛେଣ୍ଡିପଦା,୪।୩(ସ୍ବ.ପ୍ର.) – ଛେଣ୍ଡିପଦା ଥାନା ପାଟକୁମୁଣ୍ଡା ପଞ୍ଚାୟତ ଭାଲୁଖାଇଢ଼ିପ ଠାରେ ପ୍ରସ୍ତାବିତ ଖୁଚୁରା ମଦ ଦୋକାନ ପାଇଁ ପ୍ରକାଶିତ ବିଜ୍ଞପ୍ତିକୁ ବିରୋଧ କରିଛି ଭାଲୁଖାଇଢ଼ିପ ଆଞ୍ଚଳିକ ମହିଳା ମଞ୍ଚ। ଏ ନେଇ ମଙ୍ଗଳବାର ମଞ୍ଚ ସଭାନେତ୍ରୀ ଟୁନୀ ସାହୁଙ୍କ ଆବାହକତ୍ୱରେ...
ହତ୍ୟାକାରୀ ମା’ଙ୍କୁ ଆଜୀବନ ଜେଲ୍
ଆଠମଲ୍ଲିକ,୪।୩(ଡି.ଏନ.ଏ.)-୨୦୧୬ରେ ୩ ଶିଶୁପୁତ୍ରଙ୍କୁ କୂଅରେ ଫିଙ୍ଗି କରାଯାଇଥିବା ଏକ ହତ୍ୟା ମାମଲାର ବିଚାର କରି ମଙ୍ଗଳବାର ଅନୁଗୋଳ ଜିଲା ଆଠମଲ୍ଲିକ ଆଡିଶନାଲ୍ ସେସନ୍ ଜଜ୍ ଏସ୍.ଆର୍. ସାମନ୍ତ ଅଭିଯୁକ୍ତା ମା’ ଶୋଭାଙ୍ଗିନୀ ବେହେରାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ...
ରାଜାଘର ସୁନାମାଳ କହି ୪ ଲକ୍ଷ ଠକେଇ
ଅନୁଗୋଳ ଅଫିସ୍, ୪।୩- ରାଜାଘର ସୁନାମାଳ କହି ଏକ ପିତଳ ହାରକୁ ୪ ଲକ୍ଷ ଟଙ୍କାରେ ବିକ୍ରି କରିବା ପରେ ଖସି ପଳାଉଥିବା ନାଗପୁର ଶୀତଲୱାଡ଼ା ଅଞ୍ଚଳର ଶତ୍ରୁ ମୋହନ ପ୍ରଜାପତି(୩୩)ଙ୍କୁ ମଙ୍ଗଳବାର ଅନୁଗୋଳ ପୋଲିସ ଗିରଫ କରିଛି। ସମସ୍ତ...
ପଟୁରେ ପୋତିହେଲାଣି ଆଉଁଳି
ଛେଣ୍ଡିପଦା, ୪ା୩(ସ୍ବ.ପ୍ର.) – ଅଣଜଳସେଚିତ ଜମିକୁ ଜଳସେଚିତ କରି ଚାଷୀଙ୍କ ମୁହଁରେ ହସ ଫୁଟାଇବାକୁ ଦୀର୍ଘ ୫୦ ବର୍ଷ ତଳେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଆରମ୍ଭ ହୋଇଥିଲା ଆଉଁଳି ଜଳସେଚନ ପ୍ରକଳ୍ପ। ହେଲେ ଏହି ଦୀର୍ଘବର୍ଷ ମଧ୍ୟରେ ଉପଯୁକ୍ତ...
ଭୁଶୁଡ଼ିଲା ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ
ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ ଅଧୀନ କଟାବାହାଳ ଗ୍ରାମରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ମଙ୍ଗଳବାର ଭୁଶୁଡ଼ି ପଡ଼ିଛି। ଘଟଣା ସ୍ଥଳରେ କାର୍ଯ୍ୟରତ ଶ୍ରମିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିମ୍ନମାନର କାମ ଯୋଗୁ...
ପୋଷ୍ୟ ଗ୍ରାମର ବିକାଶ ଚିନ୍ତା
ଭୁବନ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଛାତ୍ରୀଛାତ୍ରମାନେ ୫ ପୋଷ୍ୟ ଗ୍ରାମରେ ଦୁଇଦିନ ଧରି ବାଣ୍ଟିଛନ୍ତି ସଚେତନ ବାର୍ତ୍ତା। ଗ୍ରାମବାସୀ କିପରି ନିରୋଗ ରହିବେ, ପିଲାମାନଙ୍କୁ ବିଦ୍ୟାଳୟ ମୁହଁା କରାଇବେ ଏବଂ...
ନିର୍ଭୁଲ ତଥ୍ୟ ସଂଗ୍ରହ ନିର୍ଦ୍ଦେଶ
ଢେଙ୍କାନାଳ ଅଫିସ, ୪।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ମଙ୍ଗଳବାର ୨୦୨୧ ଜନଗଣନା ପାଇଁ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିବା ସହ ନିର୍ଭୁଲ ତଥ୍ୟ ସଂଗ୍ରହ...
ଟିପ ମାରି ଉଠାଇନେଲେ ଟଙ୍କା
ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତରେ ଥିବା ଗ୍ରାହକ ସେବା କେନ୍ଦ୍ର (କିଓସ୍କ)ରେ ବ୍ୟାପକ ଅର୍ଥ ହେରଫେର ହୋଇଛି। ନକଲି ଟିପଚିହ୍ନରେ ଶାଖା ପରିଚାଳକ ଟଙ୍କା ଉଠାଇ ନେଇଥିବା ଅଭିଯୋଗ ହୋଇଛି। ଏ ନେଇ...
୭୮୯ ଜଣଙ୍କୁ ଯୋଗାଯାଇଛି କାମ
ତାଳଚେର,୪ା୩(ନି.ପ୍ର.) – ତାଳଚେର ପଞ୍ଚାୟତ ସମିତି ସଭାଗୃହରେ ମଙ୍ଗଳବାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନ୍ଏସ୍ଏପି) ସମ୍ପର୍କିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ...
Archives


