ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ ବଙ୍ଗାଳପୁର ପିଇଓ

କେନ୍ଦ୍ରାପଡ଼ା ଅଫିସ/ପାଟକୁରା (ଡି.ଏନ୍‌.ଏ.),୧୮।୮: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ବଙ୍ଗାଳପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଧର୍ମାନନ୍ଦ ବେହେରାଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଗିରଫ କରାଯାଇଛି। ଏକ ପୋଖରୀ ନିକଟ ଗୃହ ନିର୍ମାଣ ପାଇଁ ସେ…

ଟମକା ଥାନାରୁ ଏସ୍‌ଆଇଙ୍କୁ ହଟାଗଲା

ଯାଜପୁର ଅଫିସ,୧୮।୮: ଯାଜପୁର ଜିଲା ଟମକା ଥାନା ଏସ୍‌ଆଇ ମହମ୍ମଦ ସିରାଜଙ୍କ ଅର୍ଥ ଆଦାୟ ଭିଡିଓ ଭାଇରାଲ ମାମଲାରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଧରିତ୍ରୀରେ ଖବର ପ୍ରକାଶନ ଏବଂ ମାନବାଧିକାର ସୁରକ୍ଷା କର୍ମୀ ବ୍ରଜମନ ବିଶ୍ୱାଳଙ୍କ ଟୁଇଟ୍‌ ଆଧାରରେ ଡିଜିପି ଅଭୟଙ୍କ…

ମହିଳାଙ୍କୁ ହତ୍ୟାକରି ୫ ଲକ୍ଷ ଟଙ୍କା ଲୁଟ୍‌

କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ (ଡି.ଏନ୍‌.ଏ.),୧୮।୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅରଡପଲ୍ଲୀ ଗ୍ରାମରେ ସୋମବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ହତ୍ୟା କରି ୫ଲକ୍ଷ ଟଙ୍କା ସହ ସୁନାରୁପା ଅଳଙ୍କାର ଲୁଟିନେଇଛନ୍ତି। ଅପରାହ୍ନ ଗୋଟାଏରେ ଗ୍ରାମର ଅମୂଲ୍ୟ କୁମାର ଜେନାଙ୍କ ସ୍ତ୍ରୀ ମିନତି (୫୫)…

ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ

ପୁରୀ ଅଫିସ,୧୮।୮: ଭାଦ୍ରବ କୃଷ୍ଣ ତ୍ରୟୋଦଶୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଛି। ମଧ୍ୟାହ୍ନ ଧୂପ ନୀତି ପରେ ରତ୍ନସିଂହାସନରେ ଏହି ବେଶ ଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକୃଷ୍ଣ ରୂପରେ, ବଡଠାକୁର ବଳରାମ ଓ ଦେବୀ…

ଅନ୍‌ଲାଇନରେ ମହାପ୍ରସାଦ ବିକ୍ରିକୁ ବିରୋଧ

ପୁରୀ ଅଫିସ,୧୮।୮: ମହାପ୍ରଭୁଙ୍କ ମହାପ୍ରସାଦ ଭାଗ୍ୟରେ ଥିଲେ ମିଳେ। ଶ୍ରୀମନ୍ଦିରକୁ ଆସୁଥିବା ପ୍ରତିଟି ଶ୍ରଦ୍ଧାଳୁ କଣିକାଏ ଅବଢା ପାଇବା ପାଇଁ ଅପେକ୍ଷା କରିଥାନ୍ତି। ବିଶ୍ୱାସ ରହିଛି କଣିକାଏ ମହାପ୍ରସାଦ ପାଇଲେ ଜୀବ ମୁକ୍ତି ଲାଭ କରେ। ତେବେ ମହାପ୍ରସାଦ ପ୍ରତି ଥିବା…

ରେବ, କପାଳୀ ନଦୀରେ ବନ୍ୟା : ବୁଡ଼ିଲା ଶତାଧିକ ଏକର ଚାଷ ଜମି

ଧାମନଗର,୧୮ା୮(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଦେଇ ପ୍ରବାହିତ ରେବ ଓ କପାଳି ନଦୀରେ ପ୍ରଥମ ବନ୍ୟା ଜଳ ପ୍ରବେଶ କରିଛି। ଫଳରେ ଏହି ବ୍ଲକର ତଳିଆ ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇଛି। ଚାଷୀମାନେ ଧାନ ରୁଆ ପୋତା କାମ…

ଖୋଳକୁ କରତାଳ ଦେଉନି ତାଳ

ବଅଁରପାଳ, ୧୮ା୮ ଗଁ। ସଂସ୍କୃତିରେ ଧର୍ମୀୟ ପ୍ରଲେପ ଦିଏ ସଂକୀର୍ତ୍ତନ। ଏକ ପବିତ୍ର ଧାରା ସୃଷ୍ଟି କରେ ମଣିଷ ମନରେ। ଭାଇଚାରା ଓ ଏକତାର ବନ୍ଧନକୁ ଆହୁରି ସଶକ୍ତ କରେ ଏହି ଭକ୍ତିର ଶକ୍ତି। ହେଲେ କରୋନା କଟକଣା ଯୋଗୁ ୫…

ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଲା

ଛତ୍ରପୁର,୧୭ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୫ହଜାର ଟପିଛି। ଛତ୍ରପୁରସ୍ଥିତ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ସୋମବାର ଦିଆଯାଇଥିବା ଅନୁସାରେ ୨୪୩ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳ ସେଥିରେ ୮ କରୋନା ଯୋଦ୍ଧା, ଜଣେ ଅନ୍ୟ ରାଜ୍ୟରୁ ଫେରି ଏବଂ ୨୩୪…

କଟକରୁ ୧୬୭ ପଜିଟିଭ ଚିହ୍ନଟ: ବାଉରି ସାହିରୁ ସର୍ବାଧିକ

କଟକ ଅଫିସ,୧୭।୮-କଟକ ସହରରେ ସୋମବାର ୧୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ପଜିଟିଭଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୨୧ ଜଣ ଚିହ୍ନଟ ହୋଇଥିବାବେଳେ କଣ୍ଟେନମେଣ୍ଟ ଜୋନରୁ ୨୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ବାଉରି…

ମାଓବାଦୀଙ୍କ ତାଣ୍ଡବ: ପୋଡ଼ିଦେଲେ ଘରୋଇ ଠିକା ସଂସ୍ଥାର ୬ ଗାଡ଼ି

ବାଲିଗୁଡା,୧୭।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ଏକ ଘରୋଇ ଠିକା କ୍ୟାମ୍ପକୁ ଉଡାଇ ଦେଇଥିବା ଜଣାପଡ଼ିଛି। ଏହା ସହ ଠିକା ସଂସ୍ଥା ଦ୍ୱାରା ବ୍ୟବହୃତ ହେଉଥିବା ହାଇୱା, ପାଣି ଟ୍ୟାଙ୍କର ସମେତ ୬ଟି ଗାଡ଼ିକୁ ପୋଡି ଦେଇଛନ୍ତି। ତେବେ…

ଖୋର୍ଦ୍ଧା ଜିଲାର ଏହି ଗାଁକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ଜାଣନ୍ତୁ କାହିଁକି

ଖୋର୍ଦ୍ଧା ଅଫିସ,୧୭।୮: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବଡ଼ବେରଣା ଗ୍ରାମରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଉପଜିଲାପାଳ ଅଶୋକ ବେହୁରିଆ ସୋମବାର ସକାଳ ୭ଟାରୁ ୨୦ ତାରିଖ ସକାଳ ୭ଟା ପର୍ଯ୍ୟନ୍ତ ବଡ଼ବେରଣା ଗ୍ରାମକୁ ୭୨ଘଣ୍ଟା କଣ୍ଟେନମେଣ୍ଟ…

୪ ବ୍ୟବସାୟୀ ଗିରଫ, କାର, କଫ୍‌ସିରପ ଜବତ

ପାଟଣାଗଡ଼୧୭।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ପୋଲିସ ରବିବାର ୪ ଜଣ କଫସିରପ୍‌ ବ୍ୟବସାୟୀଙ୍କୁ ଗିରଫ୍‌ କରିଛି। ସେମାନେ ହେଲେ ପାଟଣାଗଡ କାଦୋପଡାର ସୁମନ୍ତ ମେହେର, ବାସୁଦେବ ସେଠ, ଲାଇନ ପଡାର ଶାନ୍ତ ମାହାର ଏବଂ କୁତମୁଣ୍ଡା ଗ୍ରାମର ସୁଜ୍ଞାନୀ ମେହେର। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?