ଆମ ଜିଲା ଖବର

କଷ୍ଟ ବୁଝୁନାହାନ୍ତି କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ, ୩।୧୧ – ଯନ୍ତ୍ରଣାରେ ଛଟପଟ ହେଉଥିବା ରୋଗୀଟିକୁ ତୁରନ୍ତ ଓ୍ବାର୍ଡରେ ଭର୍ତ୍ତି କରିବାକୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମିଳିଥିଲା ଏକ ବ୍ୟାଟେରିଚାଳିତ ଗାଡ଼ି। କିନ୍ତୁ ଦୀର୍ଘଦିନ ହେବ ଉକ୍ତ ଗାଡ଼ି ଅଚଳ ଅବସ୍ଥାରେ ପଡ଼ିରହିଥିଲେ ହେଁ ତାହାର…

ତ୍ୱରାନ୍ବିତ ହେଉନି ଉନ୍ନୟନ କାର୍ଯ୍ୟ: ଜନ ପ୍ରତିନିଧିଙ୍କ ମୌନ ଧାରଣା

ଦେଓଗାଁ, ୩ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ବର୍ତ୍ତମାନ ଉନ୍ନୟନ କାର୍ଯ୍ୟ ଏକପ୍ରକାର ବ୍ୟାହତ ହୋଇଛି ା ଫଳରେ ମଞ୍ଜୁର ଅର୍ଥ ପୁଣି ସରକାରଙ୍କ ନିକଟକୁ ଫେରିବାକୁ ବସିଛି ା ପ୍ରଶାସନର ଏଭଳି ଅବହେଳା ପ୍ରତିବାଦରେ ସୋମବାର ଜନପ୍ରତିନିଧିମାନେ ବ୍ଲକ…

ସରିଲା କାନ୍ଦୁଲବୁଢ଼ା ଯାତ୍ରା

ଦେଓଗାଁ, ୩ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଧଣ୍ଡାମାଲ ପଞ୍ଚାୟତ ଅନ୍ତର୍ଗତ ଅନ୍ତର୍ଲା ନିକଟସ୍ଥ କାନ୍ଦୁଲବୁଢ଼ା ଦେଶଗୁଡିଖଳା ଡଙ୍ଗରପଡାରେ ତିନିଦିନ ଧରି ଚାଲିଥିବା କାନ୍ଦୁଲବୁଢ଼ା ଯାତ୍ରା ସୋମବାର ଉଦ୍‌ଯାପିତ ହୋଇଯାଇଛି ା ଏହିଦିନ ବରୁଆଙ୍କ ଶରୀରରେ ଦେବତା ଆବିର୍ଭାବ ହେବାପରେ…

ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ଅଭିଯୋଗ

ଦେଓଗାଁ, ୩ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ବ୍ରାହ୍ଣଣୀଯୋର ପଞ୍ଚାୟତରେ ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନରେ ଅନିୟମିତତା ଅଭିଯୋଗ ହୋଇଛି ା ଅର୍ଥ କାରବାର କରି ସ୍ବଚ୍ଛଳ ବର୍ଗର ଲୋକଙ୍କୁ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିବା ଗାଁର ମହିଳା ଗୋଷ୍ଠୀ…

ପ୍ରଶାସନ କଲାନି, ରାସ୍ତା ମରାମତି କଲା ସାମାଜିକ ସଂଗଠନ

ଅମରପାଲି, ୩।୧୧(ଡି.ଏନ.ଏ.) ଶୁଣିଲାନି ପ୍ରଶାସନ। ଶେଷରେ ବାଧ୍ୟ ହୋଇ ନିଜ ଅଞ୍ଚଳର ରାସ୍ତାକୁ ମରାମତି କରି ଉଦାହରଣ ସୃଷ୍ଟି କଲେ ସାମାଜିକ ସଂଗଠନ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଅଞ୍ଚଳରେ। ଖଣ୍ଡହତାସ୍ଥିତ ସାମାଜିକ…

ଚିକିତ୍ସା ଅବହେଳାରୁ ନାବାଳିକା ମୃତ୍ୟୁ ଅଭିଯୋଗ

ବାରିପଦା ଅଫିସ,୩ା୧୧- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌) ମେଡିକାଲରେ ସୋମବାର ଜଣେ ନାବାଳିକାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସାରେ ଅବହେଳା ଯୋଗୁ ଉକ୍ତ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରି ମୃତଦେହ…

ଭୁଶୁଡ଼ିବ ମାଛକାନ୍ଦଣା ପୋଲ

କେନ୍ଦୁଝର,୩ା୧୧(ସ୍ବ.ପ୍ର.)-ଖଣି ଓ ଶିଳ୍ପ ସମୃଦ୍ଧ କେନ୍ଦୁଝର ଜିଲାର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଥିଲେ ହେଁ ମରାମତି ଅଭାବରୁ ବହୁ ରାସ୍ତାଘାଟ ତଥା ପୋଲ ଅସୁରକ୍ଷିତ ହୋଇ ରହିଛି ା ଏହି ସବୁ ରାସ୍ତା ଓ ପୋଲର ମରାମତି ନେଇ…

ଗଢ଼ା ମଜୁରୀ ଉଠୁନି

କେନ୍ଦୁଝର, ୩।୧୧(ସ୍ବ.ପ୍ର.)-କରୋନା ମହାମାରୀ ଯୋଗୁ ଅନେକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି ା ବିଶେଷ କରି ପାର୍ବଣ ଋତୁରେ କାରିଗରମାନେ ମୂର୍ତ୍ତି ଗଢି ଯାହା ରୋଜଗାର କରନ୍ତି ସେଥିରେ ବର୍ଷ ତମାମ ପରିବାର ଚଳାଇଥାନ୍ତି। ତେବେ ଚଳିତବର୍ଷ ରୋଜଗାର ଉପରେ କରୋନା…

୨୦ ବର୍ଷ ପାକିସ୍ତାନ ଜେଲରେ ସଜା କାଟିଲେ ସୁନ୍ଦରଗଡ଼ର ବିରଜୁ

ସୁନ୍ଦରଗଡ,୨।୧୧(ଡି.ଏନ୍‌.ଏ)-୨୫ବର୍ଷ ଧରି ନିଖୋଜ ଥିବା ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ କଟଙ୍ଗ ଜଙ୍ଗାଟୋଲିର ବିରଜୁ କୁଲୁ ପାକିସ୍ତାନ ଜେଲରେ ୨୦ବର୍ଷ ଧରି ସଜା କାଟି ସାରିବା ପରେ ଏବେ ନିଜ ଦେଶ ଭାରତକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପାକିସ୍ତାନ ସରକାର ତାଙ୍କୁ ଅନ୍ୟ…

କଟକ ସହରରୁ ୬୫ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨।୧୧-କଟକ ସହରରୁ ଆଜି ମୋଟ୍‌ ୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୨ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ କରି…

ଗଞ୍ଜାମରେ ଡିସେମ୍ବର ପହିଲା ଯାଏ ଖୋଲିବନି ମନ୍ଦିର

ଛତ୍ରପୁର,୨ା୧୧(ଡି.ଏନ୍‌.ଏ.)-କେତେକ ଦେଶରେ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ଆରମ୍ଭ ହୋଇଯାଇଛି। ଏହି ପର୍ଯ୍ୟାୟରେ ସଂକ୍ରମିତ ହେଲେ ନିଶ୍ଚିତରୂପେ ଜୀବନ ପ୍ରତି ବିପଦ ଦେଖାଦେଉଛି । ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହେଲେ ସମ୍ଭାଳିବା କଷ୍ଟକର ହୋଇପଡିବ।…

ଉପନିର୍ବାଚନ ପୂର୍ବରୁ ହିଂସା: ହୋଟେଲରେ ପଶି ସଂଘବଦ୍ଧ ଆକ୍ରମଣ, ୨ ଗୁରୁତର, ୫ ଗିରଫ

ବାଲେଶ୍ୱର ଅଫିସ,୨।୧୧-ବାଲେଶ୍ୱର ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟଗ୍ରହଣ ହେବ। ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରବିବାର ମଧ୍ୟରାତିରେ ଦୁଇ ପ୍ରମୁଖ ଦଳର କର୍ମୀଙ୍କ ମଧ୍ୟରେ ନିର୍ବାଚନୀ ହିଂସା ଦେଖାଦେଇଛି। ଗୋଟିଏ ଗୋଷ୍ଠୀର ସଂଘବଦ୍ଧ ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?