୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଳିବ କାୟାକଳ୍ପ ପୁରସ୍କାର
ଛତ୍ରପୁର,୨ା୩(ଡି.ଏନ.ଏ.) ସ୍ବାସ୍ଥ୍ୟକେନ୍ଦ୍ରର ସ୍ବଚ୍ଛତା ଓ ସଂକ୍ରମଣ ନିୟନ୍ତ୍ରଣ ପଦକ୍ଷେପକୁ ଦେଖି ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରତିବର୍ଷ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଉଛି। ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ କାୟାକଳ୍ପ...
ପାଳିରେ ଯୋଗାଯାଉଛି ବିଜୁଳି
ତାଳଚେର,୨ା୩(ନି.ପ୍ର.) ତାଳଚେର ବ୍ଲକ ଚାଇଁପାଳ ଡିଭିଜିନ ଅନ୍ତର୍ଗତ ପାଲଲହଡ଼ା ସବ୍ଡିଭିଜନର କଣିହାଁ ବ୍ଲକ ପରାବିଲ ସେକ୍ସନରେ ଥିବା ପାୱାର ଟ୍ରାନ୍ସଫର୍ମର ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା ଉପରେ ନିର୍ଭର କରୁଥିବା କଣିହାଁ ବ୍ଲକର ୧୦ଟି ପଞ୍ଚାୟତ ବାସିନ୍ଦା ହଇରାଣ...
ପଲିଥିନ ତଳେ ବାଉଁଶକଣ ଅଗ୍ନିବିପନ୍ନ
ଭୁବନ, ୨ା୩(ଡି.ଏନ.ଏ.) ଅଗ୍ନିକାଣ୍ଡରେ ଜଳିଯାଇଛି ସବୁକିଛି। ଅଙ୍ଗାର ପାଲଟିଯାଇଛି ୫ପରିବାରର ସ୍ବପ୍ନ। ପିନ୍ଧିଥିବା ଲୁଗା ଛଡ଼ା ଆଉ କିଛି ନାହିଁ। ପ୍ରଶାସନ ପକ୍ଷରୁ ମିଳିଥିବା ଖଣ୍ଡିଏ ଖଣ୍ଡିଏ ପଲିଥିନ ତଳେ ଶୀତ କାକରରେ ପଡ଼ିଛନ୍ତି ଅଗ୍ନିବିପନ୍ନ। ଅନ୍ୟପଟେ ଦୁର୍ଘଟଣାର ୩ଦିନ ପରେ...
ବାଲ୍ୟବିବାହ ଅଭିଯୋଗ ପାଇ ପ୍ରଶାସନର ଚଢାଉ
ଦିଗପହଣ୍ଡି,୨ା୩(ଡି.ଏନ୍.ଏ.) ଦିଗପହଣ୍ଡି ବ୍ଲକର ଏକ ଗାଁରେ ବାଲ୍ୟବିବାହ ପାଇଁ ପ୍ରସ୍ତୁତି ଚାଲିଥିବା ରାଜ୍ୟ ମହିଳା ଓ ଶିଶୁକଲ୍ୟାଣ ବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ରବିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋରମା...
ବନ୍ଦ ହେବ ରାଜ୍ୟର ୧୦ ଦୂରଦର୍ଶନ ରିଲେ ସେଣ୍ଟର
ଭଞ୍ଜନଗର,୨।୩(ଡି.ଏନ୍.ଏ.) ବୈଦ୍ୟୁତିକ ଗଣମାଧ୍ୟମ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଦୂରଦର୍ଶନ ଧିରେଧିରେ ଲୋକଙ୍କଠାରୁ ଦୂରେଇ ଯାଉଛି। ଘରୋଇ ଚ୍ୟାନେଲ ଆଗରେ ପ୍ରସାର ଭାରତୀ ଦୂରଦର୍ଶନ ଗ୍ରାହକଙ୍କ ଚାହିଦାକୁ ପୂରଣ କରିବାରେ ବିଫଳ ହେଉଛି। ତେଣୁ ସହରାଞ୍ଚଳରେ ଲୋକ ପ୍ରାୟ ଦୂରଦର୍ଶନ ଦେଖୁନାହାନ୍ତି।...
ପ୍ରଥମ ଦିନରେ ୨ ଲକ୍ଷ ଟଙ୍କାର ଜରିମାନା ଚାଲାଣ
ବ୍ରହ୍ମପୁର ଅଫିସ ,୨ା୩: ବ୍ରହ୍ମପୁର ସହରରେ ରବିବାରରୁ ଯାନବାହନ ଯାଞ୍ଚ କଡାକଡି କରାଯାଇଛି। ସହରର ବିଭିନ୍ନ ଏଣ୍ଟ୍ରି ପଏଣ୍ଟରେ ଟ୍ରାଫିକ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଥିଲା। ରାତି ୧୦ଟା ସୁଦ୍ଧା ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ୨ ଲକ୍ଷ ଟଙ୍କା ଜରିମାନା...
ସରକାରୀ ଯୋଜନାରୁ ବଁଚିତ୍ ଦିବ୍ୟାଙ୍ଗ ସ୍ନେହଲତା
ବିନିକା, ୨।୩ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସାରଙ୍ଗପାଲି ଗାଁ ଗିରିଟିକ୍ରା ପଡ଼ାର ସ୍ବର୍ଗତ ବିହାରୀ କ୍ଷେତୀ ଆର ରଇବାରୀକଁର ଝି’ ହେଉଛନ୍ ସ୍ନେହଲତା କ୍ଷେତୀ(୨୮)। ଜନ୍ମୁ ତାକର ଆଏଁଖ୍ ଠିକ୍ରେ ନାଇଁ ଦିଶ୍ବାର। ସୁଆସ୍ତିଅ ବିଭାଗ ତାହାକୁ...
ବେଳାଭୂମିରୁ ମୃତ ସାର୍କ ମାଛ ଉଦ୍ଧାର
ଚିକିଟିି,୨ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ସୁନପୁର ବେଳାଭୂମିରୁ ରବିବାର ଏକ ମୃତ ସାର୍କ ମାଛକୁ ବ୍ରହ୍ମପୁର ଡିଏଫ୍ଓ ଅମ୍ଲାନ କୁମାର ନାୟକ ଉଦ୍ଧାର କରିଛନ୍ତି। ମାଛଟି ସମୁଦ୍ର ଲହଡ଼ିରେ କୂଳରେ ଲାଗିଥିଲା। ଏହାକୁ ଦେଖି ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଠେଲି ଦେଇଥିଲେ। କିନ୍ତୁ...
ପାଦ ମିଳିଥିଲା, ମିଳିଲା ଖପୁରି: ହତ୍ୟାକାଣ୍ଡର ଖିଅ ଖୋଜୁଛି ପୋଲିସ
ଯୋଡ଼ା,୨।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ବାଂଶପାଣି ଟୋଲ ଗେଟ୍ ନିକଟବସ୍ତିରୁ ରବିବାର ସନ୍ଧ୍ୟାରେ ଯୋଡା ପୋଲିସ ଏକ ଶିଶୁର ଖପୁରୀ ଜବତ କରିଛି। ଏହାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ା ଏନେଇ ଯୋଡ଼ା ଥାନା...
ଚୋର ଧରିବାକୁ ବୁଲିଲା ଖଟ
ଭଦ୍ରକ ଅଫିସ, ୨।୩- ଡିଜିଟାଲ ଯୁଗରେ ବି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଚୋର ଧରିବାକୁ ଲୋକେ ଗାଁରେ ବୁଲାଇଲେ ଖଟ। ରବିବାର ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଅସୁରା ଗ୍ରାମରେ ଏଭଳି ଦେଖିବାକୁ ମିଳିଥିଲା। ୪ ଜଣ ଏକ ଖଟକୁ...
ଆଦିବାସୀ ହସ୍ତଶିଳ୍ପ କଳାର ବଢୁଛି ଆଦୃତି
ବାଲେଶ୍ୱର ଅଫିସ, ୨।୩ (ମାନସ ବିଶ୍ୱାଳ)-ଜଙ୍ଗଲ ସହିତ ଆଦିବାସୀଙ୍କ ସଂସ୍କୃତି, ଜୀବନଜୀବିକା ଜଡ଼ିତ। ବନଜାତ ସାମଗ୍ରୀକୁ ନେଇ ସେମାନେ ସୁନ୍ଦର ହସ୍ତକଳା ପ୍ରଦର୍ଶନ କରି ଆସୁଛନ୍ତି। ଏହି ପୁରାତନ କଳାର ନବୀକରଣ ପରେ ସବୁଠି ବଢିଛି ଏହାର ଆଦୃତି ଓ...
ଶ୍ରୀମନ୍ଦିରରେ ସହଜ ଦର୍ଶନର ନୂଆ ଉପାୟ
ପୁରୀ ଅଫିସ,୨।୩: ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରତ୍ୟହ ବହୁସଂଖ୍ୟାରେ ଶ୍ରଦ୍ଧାଳୁ ଆସୁଛନ୍ତି। ଏମାନଙ୍କ ମଧ୍ୟରେ ଅନେକ ଭିଆଇପି ଏବଂ ଭିଭିଆଇପି ବି ରହୁଛନ୍ତି। ସେମାନଙ୍କୁ ସହଜରେ ଦର୍ଶନ ସୁବିଧା ଯୋଗାଇଦେବା ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି।...
Archives


