ଆମ ଜିଲା ଖବର

ପୁଣି ୧୪ ଅନ୍ତେବାସୀ କରୋନା ଆକ୍ରାନ୍ତ

ବ୍ରହ୍ମପୁର ଅଫିସ, ୧୭ା୮- ଗଞ୍ଜାମ ଜିଲାରେ କରୋନାକୁ ନେଇ ଲୋକେ ଭୟଭୀତ ହୋଇ ରହିଛନ୍ତି। ରବିବାର ପୁଣି ବ୍ରହ୍ମପୁର ବାଳ ସୁଧାର ଗୃହର ୧୪ ଅନ୍ତେବାସୀ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) କମିଶନର ଚକ୍ରବର୍ତ୍ତୀ ସିଂ…

କାଳ ହେଲା ଭୋଜିଖିଆ: ଝାଡ଼ାବାନ୍ତିରେ ୯୧ ଆକ୍ରାନ୍ତ

ସଜନାଗଡ, ୧୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୋଟାପଡା ଗ୍ରାମରେ ଭୋଜି ଖାଇ ୯୧ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ଜଣଙ୍କୁ ୧୦୮ ଆମ୍ବୁଲାନ୍ସ, ଟେମ୍ପୁ, ମୋଟରସାଇକେଲ ଯୋଗେ ନୀଳଗିରି ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ମଧ୍ୟାହ୍ନ…

କଟକରୁ ୧୧୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୬।୮-କଟକ ସହରରୁ ରବିବାର ୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସରକାରୀ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ଗୃହ ସଙ୍ଗରୋଧରୁ ୬୦ ଜଣ ଏବଂ ୩୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ…

ପିକ୍‌ଅପ୍‌ ଭ୍ୟାନରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଆର.ଉଦୟଗିରି,୧୬ା୮(ଡି.ଏନ.ଏ.)- ମୋହନା ପୋଲିସ ଏକ ଗାଡ଼ି ସହ ୧୩ ବସ୍ତା ଗଞ୍ଜେଇ ଜବତ କରିଛି। ଆର୍‌.ଉଦୟଗିରି ଏସଡିପିଓ ଅନିଲ କୁମାର ପ୍ରଧାନଙ୍କ ତତ୍ତ୍ୱାବଧାନରେ ମୋହନା ଆଇଆଇସି ସୁନିଲ କୁମାର ନାୟକ ସଦଳବଳ ରବିବାର ସକାଳ ପ୍ରାୟ ୯.୩୦ରେ ଲୁହାଗୁଡ଼ି-ଚାନ୍ଦିପୁଟ ମଝିରେ କଳାମାରୀ…

ଜାତୀୟ ରାଜପଥରେ ଜଳିଗଲା ବିସ୍କୁଟ୍‌ ବୋଝେଇ କଣ୍ଟେନର୍‌

ଭଦ୍ରକ ଅଫିସ, ୧୬ା୮- ଭଦ୍ରକ ଜାତୀୟ ରାଜପଥ ସାହାପୁର ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ବିସ୍କୁଟ ବୋଝେଇ କଣ୍ଟେନର ଜଳିଯାଇଛି। ସୂଚନା ମୁତାବକ, କଣ୍ଟେନର୍‌ (ନଂ ଓଡି ୦୭ କ୍ୟୁ ୬୨୧୧) ହାଇଦ୍ରାବାଦରୁ କଲିକତା ଅଭିମୁଖେ ଯାଉଥିଲା। ହଠାତ୍‌ ସାହାପୁର…

ଭୁବନେଶ୍ୱରରେ ପଜିଟିଭ, କବିସୂର୍ଯ୍ୟନଗରରେ ନେଗେଟିଭ

କବିସୂର୍ଯ୍ୟନଗର,୧୬ା୮(ଡି.ଏନ୍‌.ଏ.)- କବିସୂର୍ଯ୍ୟନଗରର ଜଣେ ବ୍ୟବସାୟୀଙ୍କ କୋଭିଡ୍‌-୧୯ ରିପୋର୍ଟ ଭୁବନେଶ୍ୱରରେ ପଜିଟିଭ ଆସିଥିବାବେଳେ କବିସୂର୍ଯ୍ୟନଗରରେ ନେଗେଟିଭ ଆସିଛି। ପରିବାରର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଛି। ଯାହାକୁ ନେଇ ସମ୍ପୃକ୍ତ ବ୍ୟବସାୟୀ ଦ୍ୱନ୍ଦ୍ୱରେ ପଡିବା ସହ କୋଭିଡ୍‌ ହସ୍‌ପିଟାଲରେ ଭର୍ତ୍ତି ହୋଇଛନ୍ତି।…

ବାଣ ବିସ୍ଫୋରଣରେ ଭୁଶୁଡ଼ି ପଡିଲା ଘର

ବେଗୁନିଆ,୧୬ା୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା କଣ୍ଟାବାଡ଼ ଗ୍ରାମରେ ଶନିବାର ରାତିରେ ବାଣ ବିସ୍ଫୋରଣ ଘଟି କାଶୀନାଥ ମହାପାତ୍ରଙ୍କ ଘର ସହ ପଡୋଶୀଙ୍କ ୪ ବଖରା କ୍ଷତିଗ୍ରସ୍ତ ହୋଇଛି। ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡ଼ିଛି। ପୋଲିସ ଓ…

କଟକରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହେଉଛନ୍ତି ଯୁବପିଢ଼ି

କଟକ ଅଫିସ,୧୬ା୮- ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ବୟସ୍କ ଓ ଶିଶୁଙ୍କ ଅପେକ୍ଷା ଯୁବପିଢ଼ି ଅଧିକ ସଂଖ୍ୟାରେ…

ବୀରମହାରାଜପୁର-ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି,୧୬ା୮(ଡି.ଏନ୍‌.ଏ.): ଶନିବାରଠାରୁ ହେଉଥିବା ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ନାଳ, ଯୋର ଏବଂ ଜଳାଶୟରେ ପାଣି ଭର୍ତ୍ତି ହୋଇଯାଇଛି। ପ୍ରବଳ ବର୍ଷା ଯୋଗୁ ବ୍ଲକର ହରିହର ଯୋର, ଘୁଙ୍ଗିନାଳ, ବାଇଗଣି ଯୋର ଆଦିରେ ବନ୍ୟାଜଳ ପ୍ରବାହିତ ହେଉଛି।…

୧୦ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଜମିରେ ବର୍ଷାଜଳ, ଫସଲ ନଷ୍ଟ ଆଶଙ୍କା

ଡେରାବିଶ,୧୬ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଞ୍ଚଳରେ ଶୁକ୍ରବାର ରାତିରୁ ହେଉଥିବା ଲଗାଣ ବର୍ଷା ନାହିଁ ନ ଥିବା କ୍ଷତି ପହଞ୍ଚାଇଛି। ଏହି ବ୍ଲକ ଅଞ୍ଚଳରେ ଚଳିତ ସପ୍ତାହରେ ବିଲରେ ରୁଆ ହୋଇଥିବା ଧାନ ଫସଲ ସମ୍ପୂର୍ଣ୍ଣ ପାଣିରେ ବୁଡ଼ି ରହିଛି।…

ଜେସିବି ଲଗାଇ ପ୍ରଧାନମନ୍ତ୍ରୀ ଆବାସ ଘର ଭାଙ୍ଗିବା ଘଟଣା: ଜେଲ ଗଲେ ସରପଞ୍ଚ, ତାଙ୍କ ସ୍ବାମୀ

ଲୋଇସିଂହା,୧୬।୮(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟା ଗ୍ରାମର କେତେକ ଆଦିବାସୀ ଓ ହରିଜନ ସମ୍ପ୍ରଦାୟର ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଆବାସ ଘରକୁ ସ୍ଥାନୀୟ ସରପଞ୍ଚ ଓ କେତେକ ମୁଷ୍ଟିମେୟ ବ୍ୟକ୍ତି ଜେସିବି ମେଶିନ ଲଗାଇ ଭାଙ୍ଗି ଦେଇଥିଲେ ।ଏହି ଘଟଣାର…

ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ : ଆଖିବୁଜିଲେ ଝିଅ, ପରିବାରର ୪ ଗୁରୁତର

ପାଟଣାଗଡ଼,୧୬।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ଦେଉଲଗାଁ ପଞ୍ଚାୟତ ଘୁନଘୁଟିପାଲି ଗ୍ରାମରେ ଶୁକ୍ରବାର ଲଗାଣ ବର୍ଷା ଯୋଗୁ କାନ୍ଥ ଭୁଶୁଡି ପଡ଼ିଛି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?