ଆମ ଜିଲା ଖବର

ଜଳବନ୍ଦୀରେ ୩୨ ପରିବାର

ପିପିଲି,୬।୮(ଦୁର୍ଗାମାଧବ ମିଶ୍ର)ବନ୍ୟାଜଳ ଆସିବା ପରେ ପିପିଲି ବ୍ଲକ ପୋପରଙ୍ଗା ପଞ୍ଚାୟତର ପାଚଲପୁର ଗାଁର ୩୦ ପରିବାର ଜଳବନ୍ଦୀରେ ଅଛନ୍ତି। ଗଙ୍ଗୁଆ ନାଳପାଣି ଗାଁରେ ଜଳବନ୍ଦୀ ଅବସ୍ଥା ସୃଷ୍ଟି କରିଥିବା ବେଳେ ଏକର ଏକର ଚାଷ ଜମି ସମ୍ପୂର୍ଣ୍ଣ ଜଳମଗ୍ନ କରିଛି।...

ହିରିମୂଳ ବିଚ୍ଛିନ୍ନ, ୪ ଗଁା ଜଳବନ୍ଦୀ

ଖୋର୍ଦ୍ଧା (ପ୍ରଭାତ ପାଣିଗ୍ରାହୀ)/ିରାକରପୁର, ୬ା୮(ମାନସ ଚନ୍ଦ୍ର ପଟ୍ଟନାୟକ)ରାଜ୍ୟରେ ଲଗାଣ ବର୍ଷା ଓ ହୀରାକୁଦର ଗେଟ୍‌ ଖୋଲାଯିବା ପରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଏହାର ଶାଖା ନଦୀ ରାଜୁଆ, ମଲାଗୁଣୀ ଓ ଦୟାରେ ଜଳସ୍ତର ମଧ୍ୟ ବଢୁଛି। ଫଳରେ ଖୋର୍ଦ୍ଧା...

୩୦ କେଜି ବାସି ଖାଦ୍ୟ ନଷ୍ଟ, ଜରିମାନା ଆଦାୟ

କଟକ,୬ା୮(ସୁପ୍ରିୟା ପ୍ରିୟଦର୍ଶିନୀ)କଟକ ସହରର ଅନେକ ସ୍ଥାନରେ ବାସି ଓ ଅପମିଶ୍ରିତ ଖାଦ୍ୟ ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଏହାକୁ ଖାଇବା ଦ୍ୱାରା ଲୋକମାନେ ରୋଗର ଶିକାର ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି କଟକ ମହାନଗର ନିଗମ(ସିଏମ୍‌ସି) ଖାଦ୍ୟ ସୁରକ୍ଷା ଓ...

ଆର୍‌ଆଇଙ୍କୁ ମରଣାନ୍ତକ ଆକ୍ରମଣ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ଖୁଣ୍ଟା(ଦେବରଞ୍ଜନ ବେହେରା)/ଗୋପବନ୍ଧୁ ନଗର(ଶାନ୍ତନୁ କୁମାର ମଢୁଆଳ),  ୬ା୮ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶର ଖୁଣ୍ଟା ତହସିଲ ଅଧୀନ ସୁବର୍ଣ୍ଣମଞ୍ଜରୀ ଅଞ୍ଚଳର ବଡ଼ପଥରା ରାଜସ୍ବ ନିରୀକ୍ଷକ (ଆର୍‌ଆଇ)ଙ୍କୁ ପଥର ଚାଲାଣକାରୀ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆକ୍ରମଣକାରୀଙ୍କ ପଥରମାଡ଼ରେ ଆର୍‌ଆଇଙ୍କ ମୁଣ୍ଡ...

ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ୍‌ ମାମଲା: ଆଉ ୮ ଗିରଫ

ବାଲେଶ୍ୱର,୬।୮(ମାନସ ବିଶ୍ୱାଳ)ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ(ଓଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଜେଇଇ ସିଭିଲ୍‌ ମେନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ମାମଲାରେ ସମ୍ପୃକ୍ତ ଆଉ ୮ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲାର ୨ଜଣ ଶିକ୍ଷକ ଅଛନ୍ତି। ଏହି ମାମଲାରେ...

ହୀରାକୁଦର ୨୦ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୫ା୮(ଶୁଭାଶିଷ ପାଢୀ)ହୀରାକୁଦ ଡ୍ୟାମ୍‌ ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାରୁ ଜଳଭଣ୍ଡାରକୁ ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ବାମପାର୍ଶ୍ୱର ୧୩ ଓ ଡାହାଣପାର୍ଶ୍ୱର ୭ ଗେଟ୍‌ ଖୋଲାଯାଇଛି। ଫଳରେ ଏବେ ମୋଟ ୨୦...

ଖବର ପ୍ରକାଶ ପରେ ଚେତିଲେ, ରାସ୍ତାରେ ବିଛାଗଲା ବଜୁରୀ

କଣ୍ଟିପାଳ,୫ା୮(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତର ଚମର୍ଦା ଗାଁର ‘କର୍ଦ୍ଦମାକ୍ତ ରାସ୍ତାରେ ପିଲାମାନେ ସ୍କୁଲ ଯିବା’ ଶୀର୍ଷକ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଏହି କର୍ଦ୍ଦମାକ୍ତ ରାସ୍ତାରେ ବଜୁରୀ...

ବିଦ୍ୟୁତ୍‌ କାମ କରୁଥିବା ବେଳେ ଲାଗିଲା କରେଣ୍ଟ, ଅସ୍ଥାୟୀ କର୍ମଚାରୀଙ୍କ ମୃତ୍ୟୁ

କୋରାପୁଟ,୫ା୮(ଅମିତାଭ ବେହେରା): ବିଦ୍ୟୁତ କାମ କରୁଥିବା ବେଳେ ବିଦ୍ୟୁତତାର ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏମିତି ଏକ ଅଭାବନୀୟ ଘଟଣା ଦେଖିବା ପାଇଁ ମିଳିଛି କୋରାପୁଟ ବ୍ଲକ ମାନବାର ପଞ୍ଚାୟତର କମାରଗୁଡ଼ାରେ। ଏହି ଗାଁର ପର୍ଶୁରାମ ପାଙ୍ଗି ବୟସ(୨୫) କୋରାପୁଟ...

ନବବଧୂ ମୃତ୍ୟୁ ଘଟଣା: ଜେଲ୍‌ ଗଲେ ସ୍ବାମୀ, ଶାଶୁ-ଶ୍ୱଶୁର

ଗଞ୍ଜାମ,୫ା୮(ବିଦ୍ୟାଧର ସାହୁ): ବିବାହର ତିନି ମାସ ନ ପୂରୁଣୁ ଶାଶୁଘର ଲୋକେ ଦେଇଥିଲେ ଯୌତୁକ ନିର୍ଯାତନା। ଏହାକୁ ସହ୍ୟ କରି ନ ପାରି ଶେଷରେ ବିଷ ପିଇ ଜୀବନ ହାରିଥିଲେ ଜଣେ ନବବଧୂ l ଏନେଇ ଝିଅ ବାପଘର ପକ୍ଷରୁ...

ଟମାଟୋ କିଣାକୁ ନେଇ ଛୁରାମାଡ଼, ଦୁଇ ଗିରଫ

ଘସିପୁରା/ଆନନ୍ଦପୁର,୫ା୮(ନିରଞ୍ଜନ ସାହୁ/ସନ୍ତୋଷ ରାଉତ): ଘସିପୁରା ଥାନା ବାଲିପାଳ ହାଟ ପଡ଼ିଆରେ ଛୁରାମାଡ଼ ଘଟଣାକୁ ନେଇ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ନୀତିନ ନାୟକ ଓରଫ ଫୁକୁନ ଓ ହାତୀ ଓରଫ ହରେକୃଷ୍ଣ ନାୟକ।...

ଦାବି ପୂରଣ ନ ହେଲେ ବିଦ୍ୟାଳୟରେ ପଡ଼ିବ ତାଲା, ଚେତାବନୀ ଦେଲେ ଶିକ୍ଷକ

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ପକ୍ଷରୁ ଶନିବାର ବିକ୍ଷୋଭ ଓ ଶୋଭାଯାତ୍ରା କରି ବିଭିନ୍ନ ଦାବି କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦାରିଙ୍ଗବାଡ଼ି ବିଇଓ ରସାନନ୍ଦ କରଙ୍କୁ ପ୍ରଦାନ...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ରାଇରଙ୍ଗପୁର,୫ା୮(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଘୁଙ୍ଗୁ ପାହାଡ଼ି ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଉକ୍ତ ଗ୍ରାମର ଜନୈକ ଯୁବକଙ୍କ ବାସଗୃହ ପଛପଟ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ମୃତ ଯୁବକଙ୍କ ମୃତଦେହକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri