ଆମ ଜିଲା ଖବର

ନୟାଗଡ଼ ଜିଲା: ସଙ୍କଟରେ ଚାଷୀ ଓ ଚାଷ  

ନୟାଗଡ଼ ଅଫିସ,୧୫ା୮: କୃଷିପ୍ରଧାନ ନୟାଗଡ଼ ଜିଲାରେ ଚାଷୀ ଓ ଚାଷ ସଙ୍କଟରେ। ପ୍ରତିକାର ନ ଥିବାରୁ ଚାଷୀ ଚାଷ ପ୍ରତି ବୀତସ୍ପୃହ ହୋଇପଡୁଛି। ଏହାର ସମାଧାନ ପାଇଁ ଜିଲାର କେତେଜଣ ଚାଷୀ ମୁଖ୍ୟମନ୍ତ୍ରୀ ଓ ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି। ଭାଜପା କୃଷକ…

ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଓମ୍‌ସା

କେନ୍ଦ୍ରାପଡ଼ା ଅଫିସ, ୧୫ା୮: ଓଡିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା) ପକ୍ଷରୁ ଶୁକ୍ରବାର ଟାଉନ ଥାନା ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଓମ୍‌ସା କର୍ମକର୍ତ୍ତା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଗତ ୩୧ ତାରିଖ ରାତିରେ ଟାଉନ ଥାନା ପୋଲିସ…

ନୟାଗଡରେ କରୋନା ମୃତ୍ୟୁ ସଂଖ୍ୟା ୯ ଛୁଇଁଲା

ନୟାଗଡ଼ ଅଫିସ,୧୫ା୮-ନୟାଗଡ଼ ଜିଲାରେ ଶନିବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୧ରେ ପହଞ୍ଚିଛି। ଅନ୍ୟପକ୍ଷେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ରଣପୁର ବ୍ଲକ ରାଜସୁନାଖଳା ଗୋପୀନାଥ ସାହି ଅଞ୍ଚଳର ୭୫ ବର୍ଷିୟ ପୁରୁଷ…

୪ ମାସ ପରେ ଖୋଲିଲା ରାହାମା ସାପ୍ତାହିକ ହାଟ

ରାହାମା,୧୫ା୮(ଡି.ଏନ.ଏ.):କଟକ-ପାରାଦୀପ ରାସ୍ତାର ରାହାମାଠାରେ ସପ୍ତାହର ସୋମବାର ଓ ଶୁକ୍ରବାର ଦୁଇଦିନ ଧରି ସାପ୍ତାହିକ ହାଟ ବସୁଥିଲା। ତେବେ କରୋନା ସଂକ୍ରମଣ ଯୋଗୁ ଜିଲାପାଳଙ୍କ ନିର୍ଦ୍ଦେଶରେ ମାର୍ଚ୍ଚ ମାସରୁ ଏହାକୁ ବନ୍ଦ କରି ଦିଆଯାଇଥିଲା। ସ୍ଥାନୀୟ କୃଷିଜୀବୀ, ବ୍ୟବସାୟୀ, ରାହାମା ବଜାର କର୍ମୀ…

କୋଭିଡ୍‌ ନିୟମ ପାଳନ କରାଯାଇ ଉଡ଼ାଗଲା ତ୍ରିରଙ୍ଗା

ଡାବୁଗାଁ,୧୫ା୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟାଳୟ, ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟାଳୟ ଓ ବିଦ୍ୟାଳୟରେ ସରକାରଙ୍କ କୋଭିଡ-୧୯ ନିୟମ ପାଳନ କରାଯାଇ ସାମାଜିକ ଦୂରତା ରକ୍ଷା…

ଚାରା ଲଗାଇ ସ୍ବାଧିନତା ଦିବସ ପାଳିଲେ ଯୁବଗୋଷ୍ଠୀ

କଣ୍ଟାପଡା,୧୫।୮(ଡି.ଏନ୍‌.ଏ.)-ସମଗ୍ର ଦେଶରେ ଶନିବାର ୭୪ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କଣ୍ଟାପଡା ବ୍ଲକ ଛେଦା ଗ୍ରାମର ଯୁବଗୋଷ୍ଠୀ ସାମାଜିକ ଦୂରତ୍ୱରଖି କଣ୍ଟାପଡା ତହସିଲ ପରିସରରେ ୧୦୫୦ଟି ଚାରା ରୋପଣ କରି ସ୍ବାଧୀନତା ଦିବସ ପାଳନ କରିଛନ୍ତି। ଗ୍ରାମର…

ଲଗାଣବର୍ଷାରେ ଭାସିଗଲେ ୪, ଚାଳ ଉପରେ ଆଶ୍ରୟ ନେଲେ ୭ ଶ୍ରମିକ

ଭୁବନ,୧୫ା୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳ ଜଳମୟ ହୋଇଯାଇଛି। ଶୁକ୍ରବାର ରାତିରୁ ପ୍ରବଳ ବର୍ଷା ହୋଇଥିବାରୁ ରାମିଆଳ, ପାଣ୍ଡରା ବ୍ରାହ୍ମଣୀ ନଦୀର ପାଣି ବଢ଼ିଥିଲା। ଫଳରେ ଶନିବାର ଭୁବନକୁ କାମାକ୍ଷାନଗରକୁ ଗମନାଗମନ ବିଚ୍ଛିନ୍ନ ହୋଇଯାଇଥିଲା…

ଚାଙ୍ଗୁ ଗାଁ ୪୮ ଘଣ୍ଟା ଶଟ୍‌ଡାଉନ୍‌

ଚୌଦ୍ୱାର,୧୫ା୮(ଡି.ଏନ୍‌.ଏ.) : କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ବାଣିପଦା ପଞ୍ଚାୟତ ଚାଙ୍ଗୁ ଗାଁକୁ ୪୮ଘଣ୍ଟା ଅର୍ଥାତ୍‌ ଶନିବାର ସନ୍ଧ୍ୟା ୫ଟାରୁ ସୋମବାର ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ ଜ୍ୟୋସ୍ନାରାଣୀ ସୁବୁଦ୍ଧିରାୟ। ଉକ୍ତ ଗ୍ରାମରେ ଆଜି ଜଣେ…

ଭୁଜାଲି ଦେଖାଇ ନେଇଗଲେ ୪୫ ହଜାର ଟଙ୍କା

ନୟାଗଡ଼ ଅଫିସ/ଓଡଗଁା,୧୫ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ଦରପଦା-ଓଡଗଁା ରାସ୍ତାର ଆମ୍ବେରାପୁର ପୋଲ ନିକଟରେ ଶନିବାର ଜଣେ ମହିଳା ଜିଆରଏସ୍‌ଙ୍କୁ ଭୁଜାଲି ଦେଖାଇ ଦୁର୍ବୃତ୍ତମାନେ ୪୫ହଜାର ଟଙ୍କା ଲୁଟିନେଇଛନ୍ତି। ଏ ନେଇ ଓଡଗଁା ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।…

ବାଇକକୁ ଧକ୍କା ଦେଲା ପିକଅପ ଭ୍ୟାନ: ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ବାଲିକୁଦା, ୧୫ା୮(ଡି.ଏନ.ଏ.): ୫୫ନଂ. ଜାତୀୟ ରାଜପଥର ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ବାରିଲୋ ନିକଟରେ ଶନିବାର ସଡ଼କ ଦୁର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପୁଷ୍ପକ କାଣ୍ଡି ଓ ଅନ୍ୟଜଣେ ତାଙ୍କ ବନ୍ଧୁ। ଉଭୟଙ୍କ ଘର ଏରସମା ଥାନା…

ମା’ ସମଲେଶ୍ୱରୀ ପୀଠରେ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ବରଗଡ଼ ଅଫିସ,୧୫ା୮ : ବରଗଡ଼ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପୀଠରେ ଶନିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ଧାର୍ଯ୍ୟ ଲଗ୍ନ ଅନୁଯାୟୀ, ଆସନ୍ତା ୨୨ ତାରିଖ ଶନିବାର ରାତ୍ରିର ନିଶାର୍ଦ୍ଧ ପରେ ଏବଂ ୨୩ ତାରିଖ ରବିବାର ସକାଳ ପୂର୍ବରୁ…

କୋରାପୁଟ ଜିଲାରେ କରୋନା ସ୍ଥିତି ଉଦ୍‌ବେଗଜନକ: ଆକ୍ରାନ୍ତଙ୍କ ସଂଖ୍ୟା ୧୭୦୦ ପାର

କୋରାପୁଟ,୧୫।୮(ସ୍ବପ୍ର)-କୋରାପୁଟ ଜିଲାରେ ଦିନକୁ ଦିନ କରୋନାସ୍ଥିତି ଉଦ୍‌ବେଗଜନକ ହେବାରେ ଲାଗିଛି। ଶନିବାର ଜିଲାରେ ସର୍ବାଧିକ ୧୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୪ ଜଣ କୋରନା ଯୋଦ୍ଧା ରହିଛନ୍ତି। ଏହାକୁ ମିଶାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?