ଢେଙ୍କାନାଳରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ
ଢେଙ୍କାନାଳ ଅଫିସ,୧୫।୮-ଢେଙ୍କାନାଳ ଷ୍ଟାଡିୟମଠାରେ ଶନିବାର ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଛି। ମୁଖ୍ୟଅତିଥି ଭାବେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଜିଲାର କୋଭିଡ ଯୋଦ୍ଧାମାନଙ୍କୁ ଜିଲାପାଳ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସପି…
କରୋନା ଆକ୍ରାନ୍ତଙ୍କ ଘରୁ ଚୋରି
ଚୌଦ୍ୱାର,୧୫।୮(ଡି.ଏନ୍.ଏ.): ଶୁକ୍ରବାର ବିଳମ୍ବିତ ରାତିରେ ବର୍ଷା ଓ ଅନ୍ଧାରର ସୁଯୋଗ ନେଇ ଜଣେ କରୋନା ଆକ୍ରାନ୍ତଙ୍କ ଘରେ କଳାକନା ବୁଲାଇଛନ୍ତି ଚୋର। ଏହା ଚୌଦ୍ୱାର ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି । ସୂଚନା ଅନୁଯାୟୀ, ଚୌଦ୍ୱାର ଓଟିଏମ୍ କଲୋନୀ ସତ୍ୟନାରାୟଣ ମନ୍ଦିର…
ପୋଲ ଉପରୁ ନଦୀକୁ ଖସିଲା ମିନିଟ୍ରକ୍: ପହଁରି ଜୀବନ ବଞ୍ଚାଇଲେ ଡ୍ରାଇଭର, ହେଲପର
ମାଲକାନଗିରି,୧୫ା୮: ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମାଲକାନଗିରି ଜିଲାର ସମସ୍ତ ନଦୀର ପୋଲ ଉପରେ ୪ରୁ ୫ ଫୁଟ ଉଚ୍ଚରେ ପାଣି ପ୍ରବାହ ହେଉଥିବାରୁ ଯାତାୟାତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ଏହି ପରସ୍ଥିତିରେ ପାଙ୍ଗାମ୍,…
ପୁରୀରେ ସ୍ବାଧୀନତା ଦିବସ: ଅଭିବାଦନ ଗ୍ରହଣ କଲେ ଜିଲାପାଳ
ପୁରୀ ଅଫିସ,୧୫।୮: ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିଅମ ପଡିଆରେ ଆଜି ୭୪ତମ ସୱାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ବଲୱନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।…
ଦୁଇ ଦିନରେ ଚିହ୍ନଟ ହେଲେ ୫୨ କରୋନା ଆକ୍ରାନ୍ତ: ଜୁନାଗଡ଼ର ଏହି ୭ ଓ୍ବାର୍ଡ୍କୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କଲା ଜିଲା ପ୍ରଶାସନ
ଜୁନାଗଡ,୧୫।୮(ଡି.ଏନ୍.ଏ)-କଳାହାଣ୍ଡି ଜିଲା ଜୁନାଗଡ ସହରରେ ୨ଦିନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଛି। ଫଳରେ ସଂକ୍ରମଣ ବଢିବା ଆଶଙ୍କା କରି ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ମଧ୍ୟରାତ୍ରିଠାରୁ ସହରର ୭ଟି ୱାର୍ଡକୁ ଆସନ୍ତା ୨୦ତାରିଖ ମଧ୍ୟରାତ୍ରି ଯାଏ କଣ୍ଟେନମେଣ୍ଟ ଜୋନ୍ ଭାବେ…
ବୁଗୁଡ଼ାରେ ସ୍ବାଧୀନତା ଦିବସ: ଜାଣନ୍ତୁ କେଉଁଠି କିଏ କଲେ ପତାକା ଉତ୍ତୋଳନ
ବୁଗୁଡ଼ା,୧୫।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ାର ବିଭିନ୍ନ ସ୍ଥାନରେ ୭୪ତମ ସ୍ବାଧୀନତା ଦିବସ ଶନିବାର ପାଳିତ ହୋଇଯାଇଛି। ବ୍ଲକ କାର୍ଯ୍ୟାଳୟରେ ବିଡିଓ ତନ୍ମୟ ପାତ୍ରଙ୍କ ଉପସ୍ଥିତିରେ ବ୍ଲକ ଉପାଧ୍ୟକ୍ଷ ଟୁକୁନା ସ୍ବାଇଁ ପତାକା ଉତ୍ତୋଳନ କରିଛନ୍ତି। ଏହା ସହ ବ୍ଲକ ପ୍ରଶାସନ ପକ୍ଷରୁ…
ବୈତରଣୀ ଜଳସ୍ତର ବୃଦ୍ଧି
ଭଣ୍ଡାରିପୋଖରୀ,୧୫ା୮: ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିବା ଫଳରେ ବୈତରଣୀର ଜଳସ୍ତର ଆଖୁଆପଦା ଆନିକଟଠାରେ ଶନିବାର ସକାଳ ୯ଟାରୁ ବୃଦ୍ଧି ପାଇବା ଆରମ୍ଭ କରିଛି। ଆନିକଟଠାରେ ବୈତରଣୀ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ବନ୍ୟାଜଳ ଅପରାହ୍ନ ୨ଟାରେ ୧୭.୧୬…
କୃଷି ମନ୍ତ୍ରୀଙ୍କ ପାଟଣା ଗସ୍ତ: ବୁଲି ଦେଖିଲେ ଲେମନ୍ ଗ୍ରାସ ଚାଷ
ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଯମୁନା ପଶି ପଞ୍ଚାୟତ କୋଡ଼ଖମଣ ଗ୍ରାମର ଲେମନ ଗ୍ରାସ ଚାଷ, ବାଁଉଶୁଳି ପଞ୍ଚାୟତ ଗୁଡିପୋଖରୀ ଗ୍ରାମର ଧାଡି ରୁଆ ଧାନ ଚାଷକୁ ଶନିବାର ମନ୍ତ୍ରୀ ଅରୁଣ କୁମାର ସାହୁ ପରିଦର୍ଶନ କରିବା ସହ ଚାଷୀମାନଙ୍କ…
କରୋନା କଟକଣା ଭିତରେ ଜି.ଉଦୟଗିରିରେ ଉଡିଲା ତ୍ରିରଙ୍ଗା
ଜି.ଉଦୟଗିରି,୧୫।୮(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ହବାକ ହାଇସ୍କୁଲ ଖେଳ ପଡିଆରେ ଶନିବାର ନିରାଡ଼ମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ବିଡିଓ ତଥା ଭାରପ୍ରାପ୍ତ ଅତିରିକ୍ତ ଉପଜିଲାପାଳ ଶାନ୍ତନୁ କୁମାର ନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଗୋଷ୍ଠୀ ଜନସାସ୍ଥ୍ୟ…
ନୟାଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସୁଦାମ ମାରାଣ୍ଡି
ନୟାଗଡ଼ ଅଫିସ,୧୫ା୮: ନୟାଗଡସ୍ଥିତ ପୋଲିସ ଟ୍ରେନିଂ ସ୍କୁଲ(ପିଟିଏସ୍)ଠାରେ ୭୪ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଶନିବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରଛନ୍ତି।…
ସ୍ବାଧୀନତା ଦିବସରେ ବୁଡ଼ିଲା ବ୍ଲକକୁ ସଂଯୋଗ କରୁଥିବା ପୋଲ: ଏନ୍ଏସି କାର୍ଯ୍ୟାଳୟରେ ପଶିଲା ବର୍ଷାଜଳ
ଧାମନଗର,୧୫।୮(ଡି.ଏନ୍.ଏ.): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକ କାର୍ଯ୍ୟାଳୟକୁ ସଂଯୋଗ କରୁଥିବା ଯଅ ନଦୀ ପୋଲ ଉପରେ ବର୍ଷା ଜଳ ମାଡିଯାଇଛି। ଫଳରେ ପୋଲଟି ସମ୍ପୂର୍ଣ୍ଣ ବୁଡ଼ି ଯାଇଥିବା ବେଳେ…
କଟକଣା ମଧ୍ୟରେ କେନ୍ଦୁଝରରେ ସ୍ବାଧୀନତା ଦିବସ: କୃଷି ମନ୍ତ୍ରୀ କଲେ ପତାକା ଉତ୍ତୋଳନ
କେନ୍ଦୁଝର,୧୫।୮(ସ୍ବ.ପ୍ର.): କରୋନା କଟକଣା ମଧ୍ୟରେ କେନ୍ଦୁଝରରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଶନିବାର ସ୍ଥାନୀୟ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏ ଥିରେ ମୁଖ୍ୟ ଅତିଥି ଭାବରେ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଉଦ୍ବୋଧନ ଦେଇଛନ୍ତି।…

