ଆମ ଜିଲା ଖବର

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅର୍ଥମନ୍ତ୍ରୀ, ପରିବହନମନ୍ତ୍ରୀ: ପୁରୀ, ଗଞ୍ଜାମରେ ପତାକା ଉତ୍ତୋଳନ କରିବେ ଜିଲାପାଳ

ସୋନପୁର,୧୫।୮(ନି.ପ୍ର.): ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କ୍ୱାରାଣ୍ଟାଇନ୍‌ରେ ଥିବା ଜଣାପଡ଼ିଛି। ପୁରୀରେ ଅର୍ଥମନ୍ତ୍ରୀ ପୂଜାରୀ ଓ ଗଞ୍ଜାମରେ ପରିବହନମନ୍ତ୍ରୀ ବେହେରା ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ଶନିବାର ମୁଖ୍ୟଅତିଥି ଭାବରେ…

ଛତିଶଗଡ଼ରୁ ଧରାହେଲେ ୭ ଲୁଟେରା

ଅନୁଗୋଳ ଅଫିସ୍‌, ୧୫।୮ – ଅନୁଗୋଳ ସହରର ଦୁଇଟି ଏଟିଏମ୍‌ କାଟି ପାଖାପାଖି ୨୮ ଲକ୍ଷ ଟଙ୍କା ଲୁଟ୍‌ ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଏହି ଘଟଣାରେ ବାହାର ରାଜ୍ୟର ଲୁଟେରାଙ୍କ ହାତ ଥିବା ପୋଲିସ ଅନୁସନ୍ଧାନରୁ ଜାଣିବା ପରେ…

ଆତ୍ମନିଯୁକ୍ତିର ଆହ୍ବାନ ଦେଇଥିଲେ ଗାନ୍ଧୀ

ଅମିତ କୁମାର ସାମଲ ଅନୁଗୋଳ ଅଫିସ୍‌, ୧୫।୮ – ସ୍ବାଧୀନତାର ୭୪ ବର୍ଷ ଅବସରରେ ସେହି ସଂଗ୍ରାମ ଓ ସଂଗ୍ରାମୀଙ୍କୁ ମନେ ପକାଉଛି ଅନୁଗୋଳର ମାଟି। ଏବେ ବି ଅନୁଗୋଳର ପାଣି ପବନରୁ ମିଳୁଛି ମହାତ୍ମାଙ୍କ ଅନୁଭବ। ଆଜି ମଧ୍ୟ ଶୁଣାଯାଉଛି…

ଗଞ୍ଜାମରେ ୧ ଲକ୍ଷ ଟପିଛି କରୋନା ଟେଷ୍ଟ

ବ୍ରହ୍ମପୁର ଅଫିସ,୧୪ା୮-ଗଞ୍ଜାମ ଜିଲାରେ କରୋନା ସ୍ଥିତି ସୁଧୁରୁଛି ା ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। କରୋନା ଟେଷ୍ଟ ବୃଦ୍ଧି ପାଇଛି ା ଜିଲାରେ ଟେଷ୍ଟ ସଂଖ୍ୟା ଏକ ଲକ୍ଷରେ ପହଞ୍ଚିଥିବା ଶୁକ୍ରବାର ବ୍ରହ୍ମପୁର ଟାଉନହଲ ପରିସରରେ ଅନୁଷ୍ଠିତ ଖବରଦାତା…

ଆଜି କଟକରୁ ୬୩ ପଜିଟିଭ ଚିହ୍ନଟ

କଟକ ଅଫିସ, ୧୪।୮- କଟକ ସହରରୁ ଶୁକ୍ରବାର ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୩୦ ଜଣ, କଣ୍ଟେନମେଣ୍ଟ ଜୋନରୁ ୧୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୨୦ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ମାଲଗୋଦାମ ନିକଟ ଜାଲୁଆ…

ଘରକୁ ବନ୍ଧୁ ଆଣିବାରୁ ହତ୍ୟା ଘଟଣା, ୪ ଗିରଫ

ଜଗନ୍ନାଥପ୍ରସାଦ,୧୪ା୮(ଡି.ଏନ.ଏ)- ଜଗନ୍ନାଥପ୍ରସାଦ ଥାନା କରଡ଼ାପଲ୍ଲୀ ଗ୍ରାମରେ ବୁଧବାର ରାତିରେ କରୋନା କଟକଣା ବେଳେ ଘରକୁ ବନ୍ଧୁ ଆଣିଥିବାରୁ ପ୍ରମୋଦ ବେହେରାଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଉକ୍ତ…

ସୁବର୍ଣ୍ଣପୁର ଜିଲାରେ ପ୍ରଥମ କରୋନା ମୃତ୍ୟୁ: ଡାକ୍ତରଖାନାରେ ପଡିରହିଛି ମୃତଦେହ

ସୋନପୁର,୧୪।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ପ୍ରଥମ କରି କରୋନାରେ ଆକ୍ରାନ୍ତ ଜଣେ ବିବାହିତ ମହିଳା(୩୫)ଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ମୃତ ମହିଳାଙ୍କ ଘର ଡୁଙ୍ଗୁରିପାଲି ବ୍ଲକର ଶୁଖା ଅଞ୍ଚଳରେ । ତେବେ ଏହା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳି…

୧୬ ମାଓବାଦୀଙ୍କ ଆତ୍ମସମର୍ପଣ: ୩ ଜଣଙ୍କ ନାମରେ ଘୋଷଣା କରାଯାଇଥିଲା ୧ ଲକ୍ଷ ଲେଖାଏ ପୁରସ୍କାର

କୋରୁକୋଣ୍ଡା,୧୪।୮(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ୧୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ର ଦାନ୍ତଓ୍ବୋଡା ଜିଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସତନ୍ତ୍ର କାର୍ଯ୍ୟକ୍ରମରେ ଏସ୍‌ପି ଅଭିଷେକ ପଲ୍ଲବଙ୍କ ନିକଟରେ ଏହି ମାଓବାଦୀମାନେ ଆତ୍ମସମର୍ପଣ କରଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ୩…

ଡାକ୍ତରଙ୍କୁ ପୋଲିସର ମାଡ଼ ଘଟଣା: ଦୃଢ଼ କାର୍ଯ୍ୟନୁଷ୍ଠାନ ଦାବିକଲା ଓଏମ୍‌ଏସ

କେନ୍ଦ୍ରାପଡ଼ା ଅଫିସ,୧୪ା୮: ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏଶନ (ଓଏମ୍‌ଏସ୍‌) ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ଟାଉନ ଥାନା ପୋଲିସ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଶୁକ୍ରବାର ଦାବି ହୋଇଛି। ସୂଚନାଯୋଗ୍ୟ, ଗତ ୩୧ ତାରିଖ ରାତିରେ ଟାଉନ ଥାନା ପୋଲିସ ସ୍ଥାନୀୟ ଡାକ୍ତରଙ୍କ…

ସଂକ୍ରମିତଙ୍କୁ କଲ୍‌ ସହ ଜୁମ୍‌ ଭିସିରେ ବୁଝାଯାଉଛି ସ୍ବାସ୍ଥ୍ୟବସ୍ଥା: ୧୫ରୁ ଭ୍ରାମ୍ୟମାଣ ସ୍ବାସ୍ଥ୍ୟସେବା

ଛତ୍ରପୁର,୧୪।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଡିଭିଜନରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା କମୁଛି। ୮୧ ପ୍ରତିଶତ ଲୋକ କରୋନାରୁ ସୁସ୍ଥ ହେବା ସହ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ୧.୦୪ ପ୍ରତିଶତଙ୍କ ମୃତ୍ୟୁ ଘଟିଛି । କୋଭିଡ୍‌ ନିୟନ୍ତ୍ରଣ ପାଇଁ ସଚେତନତା କାର୍ଯ୍ୟକ୍ରମ, ଟେଷ୍ଟ…

ଛତ୍ରପୁରବାସୀଙ୍କୁ ଡରାଉଛି କରୋନା: ୱାର୍ଡ ବାସିନ୍ଦା, ଦୋକାନୀଙ୍କ ସ୍ବାବ ସଂଗ୍ରହ

ହଛତ୍ରପୁର,୧୪।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁରବାସୀଙ୍କୁ କରୋନା ଡରାଇବାରେ ଲାଗିଛି । ଏଠାରେ ଦୈନିକ ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଛି । ଗୁରୁବାର ଛତ୍ରପୁର ଏନ୍‌ଏସିର ୩ ନଂ. ୱାର୍ଡ ଅଧିନ ରେଲ୍‌ୱେ କଲୋନୀରେ ୯ ଜଣ, ରିକାପଲ୍ଲୀ ମେନ୍‌ ରୋଡ୍‌, କୋର୍ଟ…

ରାସ୍ତା ସମ୍ପ୍ରସାରଣ ଆଳରେ ମାଛ ମାର୍କେଟ କମ୍ପ୍ଲେକ୍ସ ଭାଙ୍ଗିଲା, ରାସ୍ତାପାର୍ଶ୍ୱରେ ଚାଲିଛି ବ୍ୟବସାୟ

ଗଞ୍ଜାମ,୧୪ା୮(ଡି.ଏନ୍‌.ଏ.): ଗଞ୍ଜାମ ସହର ସୌନ୍ଦର୍ଯ୍ୟକରଣ ପାଇଁ ଜୟଶ୍ରୀ ଛକଠାରୁ ଦାମୋଦରପୁର ପର୍ଯ୍ୟନ୍ତ ଉଭୟ ପାର୍ଶ ରାସ୍ତା ନିର୍ମାଣ କାମ ଚାଲିଛି l ଏଥିପାଇଁ ବଜାରରେ ଥିବା ଦୋକାନ ଓ ଉଠା ଦୋକାନୀମାନଙ୍କୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ବଡ଼ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?