ଆମ ଜିଲା ଖବର

ବିଦ୍ୟାଳୟରେ କମୁଛି ବାଳିକା ଉପସ୍ଥାନ

ଭଣ୍ଡାରିପୋଖରୀ,୩।୩(ଡି.ଏନ.ଏ.)-ବାଳିକା ସମୃଦ୍ଧି ଯୋଜନା ଭଳି ଅନେକ ସରକାରୀ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି। ସାଧାରଣତଃ ସର୍ବଶିକ୍ଷା ଅଭିଯାନରେ ୬ରୁ ୧୪ ବର୍ଷ ପିଲାଙ୍କ ପାଇଁ ଶିକ୍ଷା କ୍ଷେତ୍ରରେ ବାଧ୍ୟତାମୂଳକ କରାଯାଇଛି। ରାଜ୍ୟ ସରକାର ବାଳିକା ଡ୍ରପ ଆଉଟ୍‌ ସଂଖ୍ୟା କମାଇବା ଲାଗି...

ମଣ୍ଡିରେ ଧାନ କ୍ରୟରେ ଅନିୟମିତତା

ମାର୍ଶାଘାଇ,୩।୩ (ଡି.ଏନ୍‌.ଏ.): ଚାଷୀଙ୍କୁ ଉପଯୁକ୍ତ ମୂଲ୍ୟ ଦେଇ ସେମାନଙ୍କଠାରୁ ଧାନ କ୍ରୟ କରିବା ପାଇଁ ବିଭିନ୍ନ ସମବାୟ ସମିତିରେ ମଣ୍ଡି ଖୋଲାଯାଇଛି। ଚାଷୀମାନେ କିପରି ସୁବିଧା, ସହଜ ଓ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ ଦେଇପାରିବେ ଓ ଅଭାବୀ ବିକ୍ରିର...

ସହ ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ: କୋଲକାତାରୁ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବାସୁଦେବପୁର,୩।୩(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ତହସିଲ ଅଧୀନ ବେତଡ଼ା ସହ ରାଜସ୍ବ ନିରୀକ୍ଷକ ସୁରେଶ ଚନ୍ଦ୍ର ସିହ୍ନାଙ୍କୁ ଗତ ୧୪ ତାରିଖରେ ଆକ୍ରମଣ କରାଯାଇଥିଲା। ଏହି ଘଟଣାରେ ବାସୁଦେବପୁର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ କୋଲକାତାରୁ ରବିବାର ରାତିରେ ଗିରଫ କରିଛି।...

ଜାଗା ଚିହ୍ନଟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ବାରିପଦା ଅଫିସ, ୩ା୩- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ଗ୍ରାମବାସୀ ଜମି ପଟ୍ଟା ପାଇଥିବା ବେଳେ ସେମାନଙ୍କ ଜମି ଚିହ୍ନଟ ହୋଇପାରୁ ନାହିଁ। ଫଳରେ କେତେକ ଲୋକ ଅନ୍ୟାୟ ଭାବେ ସେମାନଙ୍କ ଜମିକୁ ମାଡ଼ି ବସିଛନ୍ତି। ଏହାର...

ମୁଢ଼ି କରିଛି ସ୍ବାବଲମ୍ବୀ

ବାରିପଦା ଅଫିସ,୩ା୩(ରଞ୍ଜନ କୁମାର ପ୍ରଧାନ)- ବାରିପଦା ମୁଢ଼ି ମାଂସର ସ୍ବତନ୍ତ୍ରତା ରହିଛି। ଏହି ମୁଢ଼ିକୁ ରାଜ୍ୟର କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ ଉଦ୍ୟମ ଚଳାଇଛନ୍ତି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକର ତମ୍ବାଖୁରୀ ଗ୍ରାମର ରଶ୍ମି ମହାନ୍ତି। ନିଜର ଉନ୍ନୟନ ନାମକ...

ଗଣମାଧ୍ୟମ ଗଣତନ୍ତ୍ରର ଜାଗ୍ରତ ପ୍ରହରୀ

କେନ୍ଦ୍ରାପଡା ଅଫିସ, ୩।୩: ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଜାଗ୍ରତ ପ୍ରହରୀ। ଗ୍ରାମାଞ୍ଚଳରେ କାର୍ଯ୍ୟରତ ଖବରଦାତାମାନେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାର ପ୍ରଚାର ପ୍ରସାର କରି ଲୋକଙ୍କ ନିକଟରେ ପହଞ୍ଚାଇଥାନ୍ତି। ଯୋଜନାର ତ୍ରୁଟି ବିଚ୍ୟୁତିକୁ ପ୍ରକାଶ କରି ପ୍ରଶାସନକୁ ସଜାଗ ଓ...

‘ଗାଁ ନାଟକରୁ ମିଳିଥିଲା ପ୍ରେରଣା’

ସିମୁଳିଆ, ୩।୩(ସନ୍ତୋଷ କୁମାର ନାୟକ)-କଲମ ମୁନରେ ସମାଜରେ ସଂସ୍କାର ଆଣିହେବ। ଏନେଇ ଅହରହ ପ୍ରୟାସ ଜାରି ରଖିଛନ୍ତି ନାଟ୍ୟକାର ନବଘନ ରାଉଳ। ଜଣେ ବାସ୍ତବବାଦୀ ଲେଖକ ରୂପେ ସେ ନିଜର ପରିଚୟ ସୃଷ୍ଟି କରିଛନ୍ତି ା ଓଡ଼ିଶା ଯାତ୍ରା ଜଗତର...

ବିଧାନସଭାରେ ନୀରବ ଜନପ୍ରତିନିଧି

ଯାଜପୁର ଅଫିସ,୩ା୩: ଯାଜପୁର ଜିଲାରେ ପ୍ରାୟ ୧୮ହଜାର ହେକ୍ଟର ଜମିରେ ପନିପରିବା ଚାଷ ହେଉଛି। ଏଠାରୁ ପନିପରିବା ଜିଲା ତଥା ରାଜ୍ୟ ବାହାରକୁ ମଧ୍ୟ ରପ୍ତାନୀ ହେଉଛି। କିନ୍ତୁ ଜିଲା କୃଷି ଓ ଉଦ୍ୟାନ ବିଭାଗର ଦୂରଦର୍ଶିତା ଓ ଆନ୍ତରିକତା...

ଯୁବତୀଙ୍କ ଘର ଜାଳିଦେଲେ ଯୁବକ

ଯାଜପୁର ଅଫିସ,୩ା୩: ଏକାଧିକ ଥର ପ୍ରେମ ନିବେଦନ କରି ବିଫଳ ହେବା ପରେ ଯୁବତୀଙ୍କ ଘରେ ନିଆଁ ଲଗାଇ ଦେଇଛନ୍ତି ଜଣେ ଯୁବକ। ଏହି ଘଟଣା ସମଗ୍ର ଯାଜପୁର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପୃକ୍ତ ଯୁବତୀଙ୍କ ପରିବାର ପକ୍ଷରୁ...

୧୦୨ ଠିକା ଶ୍ରମିକଙ୍କୁ ଛଟେଇ

ଯାଜପୁର ଅଫିସ,୩ା୩:କଳିଙ୍ଗନଗରଠାରେ ଥିବା ଏକମାତ୍ର ରାଷ୍ଟ୍ରାୟତ ଉଦ୍ୟୋଗ ନୀଳାଚଳ ଇସ୍ପାତ କାରଖାନାର ଘରୋଇକରଣ ପ୍ରତିବାଦରେ ନିଳାଚଳ ବଞ୍ଚାଅ ମିଳିତ ମଞ୍ଚ ପକ୍ଷରୁ କାରଖାନା ସମ୍ମୁଖରେ ଗଣଧାରଣା ସୋମବାର ୫୧ ଦିନରେ ପହଞ୍ଚିଛି। ଇତିମଧ୍ୟରେ ସରକାର, ଜିଲା ପ୍ରଶାସନ କିମ୍ବା ନିଳାଚଳ...

କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ନାହାନ୍ତି, ଫେରୁଛନ୍ତି ରୋଗୀ

କୁଜଙ୍ଗ,୩ା୩(ଡି.ଏନ.ଏ.): କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେହ ଶତାଧିକ ରୋଗୀ ଆସୁଛନ୍ତି। ସେମାନଙ୍କ ମଧ୍ୟରେ ଅନେକ ଗୁରୁତର ରୋଗୀ ରହୁଛନ୍ତି। ହେଲେ ଏଠାକୁ ଆସୁଥିବା ରୋଗୀ ଚିକିତ୍ସା ସେବା ନ ପାଇ ନିରାଶରେ ଫେରୁଛନ୍ତି। କାରଣ ଏଠାରେ ଆବଶ୍ୟକ ସଂଖ୍ୟକ ଡାକ୍ତର...

କେନ୍ଦୁପତ୍ର କର୍ମଚାରୀ ସଂଘର ଧାରଣା

ଫୁଲବାଣୀ ଅଫିସ/ ଫିରିଙ୍ଗିଆ,୩ା୩ କେନ୍ଦୁପତ୍ର ତୋଳାଳି, ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ ୭ ଦଫା ଦାବି ନେଇ କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ସୋମବାରଠାରୁ ୨ଦିନିଆ ଧାରଣା ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ କେନ୍ଦୁପତ୍ର ରେଞ୍ଜ ସମ୍ମୁଖରେ ଏହି ଧାରଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri