ଆମ ଜିଲା ଖବର

ଅଙ୍ଗଦାନ ନେଇ ପ୍ରିୟଙ୍କାରାଣୀଙ୍କ ପରିବାରକୁ ମିଳିଲା ୫ ଲକ୍ଷ

ଛତ୍ରପୁର,୧୪ା୮(ଡି.ଏନ୍‌.ଏ.)- ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିର ପି. ପ୍ରିୟଙ୍କାରାଣୀ ପାତ୍ରଙ୍କୁ ମରଣୋତ୍ତର ସୁରଜ ସମ୍ମାନ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଏଥିସହ ତାଙ୍କ ପରିବାରକୁ ପାଞ୍ଚଲକ୍ଷ ଟଙ୍କା…

କଷ୍ଟ ଦୂର କରିବ ନଷ୍ଟ ହେଉଥିବା ପାଣି

ପାଲଲହଡା,୧୪ା୮(ଡି.ଏନ.ଏ.) ନଷ୍ଟ ହେଉଥିବା ଝରଣା ପାଣିରେ ଚାଷୀଙ୍କ ଜଳ କଷ୍ଟ ଦୂର କରାଯିବ। ପାହାଡ଼ ଉପରେ ଚେକ୍‌ଡ୍ୟାମ ନିର୍ମାଣ କରାଯାଇ ୬୦୦ ଏକର ଜମିକୁ ଜଳସେଚନର ବ୍ୟବସ୍ଥା ହେବ। ଦୁଇଟି ପଞ୍ଚାୟତର ୭୦୦ ଚାଷୀଙ୍କ ଭାଗ୍ୟରେ ପରିବର୍ତ୍ତନ ଆଣିବାକୁ ଏପରି ଏକ…

ବନ୍ୟାକୁ ବର୍ଷେ ପୂରିଲା: ମରାମତି ହେଲାନି ଚେକ୍‌ଡ୍ୟାମ

ଦେଓଗାଁ, ୧୪ା୮(ଡି.ଏନ.ଏ.)- ବଲାଙ୍ଗୀର ସଦର ବ୍ଲକ କୁଡାସିଂହା ଆଖପାଖ ଚାଷୀଙ୍କ ଏକମାତ୍ର ଭରସା ଶିରିଶ କେନାଲ। ଖରିଫ ଋତୁରେ ବର୍ଷା ନିଅଣ୍ଟ ହେଲେ ଏହି କେନାଲ ପାଖରେ ଥିବା ଚେକ୍‌ଡ୍ୟାମର ଗଚ୍ଛିତ ଜଳକୁ ଭରସା କରିଥାନ୍ତି କୁଡାସିଂହା, ଶିରିଶ, ଅର୍ଡା, ସିଙ୍ଗପାଲି…

କେନ୍ଦୁପତ୍ର କର୍ମଚାରୀ ସଂଘର ଦାବିପତ୍ର

ରେଢାଖୋଲ, ୧୪।୮(ଡି.ଏନ.ଏ.) କେନ୍ଦୁପତ୍ର ବିଭାଗରେ କାର୍ଯ୍ୟରତ ଚପରାସୀମାନଙ୍କ ଦରମା ପ୍ରଦାନ, ଚେକରମାନଙ୍କ ଛଟେଇକୁ ନେଇ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଅସନ୍ତୋଷ ପ୍ରକାଶ କରିଛି। ମହାମାରୀ କରୋନା ପାଇଁ ସିଜନାଲ କର୍ମଚାରୀ, ତୋଳାଳି, ବନ୍ଧେଇ ଶ୍ରମିକ ଦୁର୍ଦ୍ଦିନରେ ରହିଛନ୍ତି। ଏ ଦିଗରେ…

କରୋନାରେ ଘରକୁ ବନ୍ଧୁ ଆଣିବାରୁ ହତ୍ୟା

ଜଗନ୍ନାଥପ୍ରସାଦ,୧୩ା୮(ଡି.ଏନ୍‌.ଏ.)-କରୋନାରେ ଘରକୁ ବନ୍ଧୁ ଆଣିବାରୁ ଘଟିଛି ବିଭତ୍ସ ହତ୍ୟାକାଣ୍ଡ। ଏପରି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା କରଡାପଲ୍ଲୀ ଗ୍ରାମରେ ବୁଧବାର ମଧ୍ୟରାତ୍ରରେ ଦେଖିବାକୁ ମିଳିଛି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ପ୍ରମୋଦ ବେହେରା (୪୮)। ପୋଲିସ କହିଛି, ପ୍ରମୋଦଙ୍କ…

ଅମାନିଆଙ୍କୁ ୮୫,୦୦୦ ଜରିମାନା

ବ୍ରହ୍ମପୁର ଅଫିସ,୧୩ା୮: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ସହ ଦିନକୁ ଏହାର ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏହାର ମୁକାବିଲା ପାଇଁ ଲକ୍‌ଡାଉନ୍‌ କଟକଣା ଜାରି କରାଯାଇଛି। ଏପରିକି ଅପରାହ୍ନ ୪ ଟାଠାରୁ ତା’ପରଦିନ ସକାଳ ୬ ଟା…

ନିର୍ଗୁଣ୍ଡି ପଞ୍ଚାୟତର ଏହି ଗାଁ ଶଟ୍‌ଡାଉନ୍‌

ଭଣ୍ଡାରିପୋଖରୀ,୧୩ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ପିରିଜିପୁର ଗାଁରେ ଜନୈକ ଯୁବକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ନମିତା ପାତ୍ର ଗୁରୁବାରଠାରୁ ସୋମବାର ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ବ୍ଲକ ଅଞ୍ଚଳରେ ଦିନକୁ ଦିନ ସଂକ୍ରମଣ…

ତାଗିଦ ସତ୍ତ୍ୱେ କରୁଥିଲେ କୋଭିଡ ନିୟମ ଉଲ୍ଲଂଘନ: ସିଲ୍‌ ହେଲା ମୋବାଇଲ୍‌ ଦୋକାନ

ଗଞ୍ଜାମ,୧୩।୮(ଡି.ଏନ୍‌.ଏ. ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଅସମ୍ଭାଳ ହୋଇ ପଡିଥିବା ବେଳେ ଗଞ୍ଜାମ ସହରର କିଛି ବ୍ୟବସାୟୀ କୋଭିଡ ନିୟମ ମାନୁନାହାନ୍ତି । ଫଳରେ ପ୍ରଶାସନ ବାଧ୍ୟ ହୋଇ କଡା ପଦକ୍ଷେପ ଗ୍ରହଣ କରୁଛି । ବଡ଼ ବଜାରଠାରେ ଥିବା…

ଅଳିଆଗଦାରେ ପଡ଼ିଛି ମହାପ୍ରସାଦ

ପୁରୀ ଅଫିସ,୧୩।୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଯେତିକି ପୁଣ୍ୟ ମିଳେ ମହାପ୍ରସାଦ ସେବନରେ ସେତିକି ପୂଣ୍ୟପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଶ୍ରୀମନ୍ଦିର ନିକଟରେ ହିଁ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରତି ଅସମ୍ମାନ ପରିଲକ୍ଷିତ ହୋଇଛି। ବିକ୍ରି ନ ହୋଇ ନଷ୍ଟ…

ନନ୍ଦନକାନନ ପାଳିଲା ବିଶ୍ୱ ହସ୍ତୀ ଦିବସ

ବାରଙ୍ଗ,୧୩।୮(ଡି.ଏନ୍‌.ଏ.): ନନ୍ଦନକାନନରେ ବୁଧବାର ବିଶ୍ୱ ହସ୍ତୀ ଦିବସ ନିରାଡ଼ମ୍ବରରେ ପାଳିତ ହୋଇଯାଇଛି। ମହାମାରୀ କରୋନା ପାଇଁ ସବୁ କିଛି ଫିକା ପଡ଼ିଯାଇଥିଲା। ଏଥର ହାତୀମାନଙ୍କୁ ସାଜସଜ୍ଜା କରାଯାଇ ନ ଥିଲା। କେବଳ ସେମାନଙ୍କୁ ସୁସ୍ବାଦ ଖାଦ୍ୟ ଖାଇବାକୁ ଦିଆଯାଇଥିଲା। ଏହାକୁ ହାତୀଶାଳରେ…

ମୁଣ୍ଡ ଟେକିଲାଣି ଡି-ବ୍ରଦର୍ସ ଗ୍ୟାଙ୍ଗ୍‌

କଟକ ଅଫିସ,୧୩।୮: ଅନେକ ଦିନର ବ୍ୟବଧାନ ପରେ ଗ୍ୟାଙ୍ଗଷ୍ଟାର ଧଳସାମନ୍ତ ଭ୍ରାତାଙ୍କ ଡି-ଗ୍ୟାଙ୍ଗ ସହରରେ ପୁଣି ମୁଣ୍ଡ ଟେକିଲାଣି। ଗ୍ୟାଙ୍ଗର ପୂର୍ବତନ ସଦସ୍ୟଙ୍କୁ ଫେରାଇଆଣି ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟକୁ ପୁଣିଥରେ ମଜଭୁତ୍‌ କରିବା ପାଇଁ ଉଦ୍ୟମ ଚାଲିଛି। ବିଭିନ୍ନ ଅପରାଧ…

ଦଳେଇପୁଟରେ ବୋମା ମାଡ଼

ଖୋର୍ଦ୍ଧା ଅଫିସ, ୧୩।୮: ଖୋର୍ଦ୍ଧା ସଦର ଥାନା ଅଧୀନ ଦଳେଇପୁଟ ଗ୍ରାମର ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ଖବର ପାଇ ପୋଲିସ ପହଞ୍ଚି ଅଫୁଟା ବୋମା ଓ ହୃଦାନନ୍ଦଙ୍କ ଘରର କ୍ଷତିଗ୍ରସ୍ତ ଝରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?