ଆମ ଜିଲା ଖବର

ତରଭା ବ୍ଲକରେ ଅନ୍‌ଲାଇନ ପାଠପଢାର ଶୁଭାରମ୍ଭ

ତରଭା,୧୩ା୮(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକର ଚାରଭଟା, କମସରା, ଶିବତୁଲା ଓ ରାଣୀସର୍ଡା ଗ୍ରାମରେ ଥିବା ଗ୍ରାମୀଣ ପାଠାଗାର ଓ ସୂଚନା କେନ୍ଦ୍ରଠାରେ ବୁଧବାର ଅନ୍‌ଲାଇନ ପାଠପଢା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ ବିଡିଓ ନିହାର ରଞ୍ଜନ କହଁର ଯୋଗ…

୧୫ରୁ ଖୋଲିବ ଏମ୍‌କେସିଜି ଓପିଡି

ବ୍ରହ୍ମପୁର ଅଫିସ ,୧୨ା୮- ଜନସାଧାରଣଙ୍କ ସୁବିଧା ପାଇଁ ଆସନ୍ତା ୧୫ରୁ ବ୍ରହ୍ମପୁର ବଡ ମେଡିକାଲ ସାଧାରଣ ଓପିଡି ସେବା ଆରମ୍ଭ ହେବ। ଏ ନେଇ ଗଞ୍ଜାମ ଜିଲାପାଳ ଟୁଇଟ୍‌ କରି ବୁଧବାର ସନ୍ଧ୍ୟାରେ ସୂଚନା ଦେଇଛନ୍ତି। ଡାକ୍ତରଖାନାକୁ ଆସିବା ସମୟରେ ରୋଗୀମାନେ…

କଟକରୁ ୮୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୨।୮-କଟକ ସହରରୁ ବୁଧବାର ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ, କ୍ୱାରାଣ୍ଟାଇନରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ କେସ ୨୧ ରହିଛି। ୮୫ ଜଣ କରୋନା…

ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ସମ୍ବଲପୁର,୧୨।୮(ବ୍ୟୁରୋ)-ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଲାଗି ବୁଧବାର ଲଗ୍ନ ଧାର୍ଯ୍ୟ ହୋଇଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ତୁଳା ଲଗ୍ନରେ ଚଳିତ ମାସ ୨୩ ତାରିଖ ଇଷ୍ଟଦେବୀ ସମଲେଶ୍ୱରୀଙ୍କ ପାଖରେ ପୂର୍ବାହ୍ନ ୯ଟା ୩୫ ମିନିଟରୁ ୯ଟା ୫୦ ମିନିଟ…

ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶିତ: କେନ୍ଦୁଝରରେ ପାସ୍‌ ହାର ରହିଛି…

କେନ୍ଦୁଝର,୧୨ା୮(ସ୍ବ.ପ୍ର.) : ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ୍‌ ହାର ୫୩.୨୯ ପ୍ରତିଶତ ରହିଥିବା ଜଣାପଡ଼ିଛିି। ପ୍ରଥମ ଶ୍ରେଣୀରେ ୩୧୧ ଜଣ ପାସ୍‌ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୫୦୯ ଜଣ ଓ…

ମହିଳାଙ୍କ ଆତ୍ମହତ୍ୟା: ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ

ଭଣ୍ଡାରିପୋଖରୀ,୧୨ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଷୋଳମପୁର ପଞ୍ଚାୟତ ଦାଣ୍ଡକୂଳ ଗ୍ରାମରେ ବୁଧବାର ଜଣେ ମହିଳା ତାଙ୍କ ଶୋଇବା ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଶାଶୁଘର ଲୋକେ କହୁଥିବା ବେଳେ ମୃତ ମହିଳାଙ୍କ ବାପଘର ଲୋକେ ହତ୍ୟା କରାଯାଇଥିବା ଅଭିଯୋଗ…

+୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ: ଜାଣନ୍ତୁ ବାଲେଶ୍ୱର ଜିଲାର ପାସହାର

ବାଲେଶ୍ୱର ଅଫିସ,୧୨।୮: +୨ ବିଜ୍ଞାନ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ତେବେ ଏଥିରେ ବାଲେଶ୍ୱର ଜିଲାର ପାସହାର ୮୪.୨୬% ହୋଇଛି। ଚଳିତ ବର୍ଷ ଜିଲାର ୧୦୨ କଲେଜରୁ ମୋଟ ୬,୬୬୦ ପରିକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୫,୬୦୭ ଜଣ ପାସ…

ଗଞ୍ଜାମର ବଜାରରେ ଦୋକାନ ମାଲିକଙ୍କ ହେଲା ଆଣ୍ଟିଜେନ ଟେଷ୍ଟ: କେତେ ଜଣ ପଜିଟିଭ୍‌ ଜାଣନ୍ତୁ

ଗଞ୍ଜାମ,୧୨।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ନିର୍ଦ୍ଦେଶରେ ଗତ ୨ ଦିନ ଧରି ଗଞ୍ଜାମ ସହର ବଡ଼ ବଜାର ଓ ସାନ ବଜାରଠାରେ ଥିବା ସମସ୍ତ ବ୍ୟବସାୟୀଙ୍କ ଆଣ୍ଟିଜେନ ଟେଷ୍ଟ ହେଉଛି। ମୋଟ ୪୯୨ ଜଣଙ୍କ ଆଣ୍ଟିଜେନ ଟେଷ୍ଟ ହୋଇଥିଲା…

ଆଜିଠୁ ଜୁନାଗଡ଼ ସହରରେ ୨ ଦିନିଆ ଶଟ୍‌ଡାଉନ୍‌ ଲାଗୁ: ୧୨ ଓ୍ବାର୍ଡ୍‌ରେ ୪୩ ଟିମ୍‌ କରିବେ ସ୍କ୍ରିନିଂ

ଜୁନାଗଡ଼,୧୨।୯(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲାର ଜୁନାଗଡ଼ ସହରରେ କରୋନା ପଜିଟିଭ୍‌ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସୁରକ୍ଷା ଦୃଷ୍ଟିରୁ କଳାହାଣ୍ଡି ଜିଲାପାଳ ଡ଼ା. ଗାଭାଲି ପରାଗ ହର୍ଷଦ ସହରକୁ ୧୨ ଓ ୧୩ ତାରିଖ ଶଟ୍‌ଡାଉନ ଘୋଷଣା କରିଥିଲେ ।…

ଭିଣେଇ ଘରକୁ ଯାଇ ନିଖୋଜ ଥିଲେ: ପୋଖରୀରେ ମୃତଦେହ ଭାସୁଥିବାକୁ ନେଇ ସନ୍ଦେହ

ବାଲେଶ୍ୱର ଅଫିସ,୧୨।୮- ବାଲେଶ୍ବର ଚାନ୍ଦିପୁର ଥାନା ଝାମ୍ପୁରା ଛକ ପେଟ୍ରୋଲପମ୍ପ ନିକଟରେ ଥିବା ପୋଖରୀରେ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ମୃତକ ହେଲେ ନିଳଗିରିର ଦେବେନ୍ଦ୍ର ସିଂ। ଦେବେନ୍ଦ୍ର ଚାନ୍ଦିପୁର ଝାମ୍ପୁରାରେ ଥିବା ତାଙ୍କ ଭିଣେଇଙ୍କ ଘରକୁ ଆସିଥିଲାବେଳେ ମଙ୍ଗଳବାର…

ପାଇଖାନାରେ ଲୁଚାଇ ରଖିଥିଲେ ବଜ୍ରକାପ୍ତା: ଚଢ଼ାଉ କରି ଉଦ୍ଧାର କଲା ବନ ବିଭାଗ ଟିମ୍‌

ନବରଙ୍ଗପୁର,୧୨।୮(ବି.ପ୍ର.)- ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅନ୍ତର୍ଗତ ପାନାରଚୁଆ ଗ୍ରାମର ଜଣଙ୍କ ଘରୁ ବନ ବିଭାଗ ଟିମ୍‌ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଘଟଣାରେ ଜଣକୁ ଗିରଫ କରଛି l ଗିରଫ ବ୍ୟକ୍ତି ହେଲେ ପାନାରଚୁଆ ଗାଁର ଘାସିଆ ସାନ୍ତା । ସୂଚନା…

ଭଦ୍ରକରେ ଚିନ୍ତା ବଢ଼ାଇଲାଣି ସ୍ଥାନୀୟ ସଂକ୍ରମଣ: ୧୧୧୮ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୨।୮: ଭଦ୍ରକ ଜିଲାରେ ବୁଧବାର ୫୦ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତ ସଂଖ୍ୟା ୧୧୧୮କୁ ବୃଦ୍ଧି ପାଇଛି। ଚି଼ହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧରୁ ମାତ୍ର ୩ଜଣ ଥିବା ବେଳେ ୪୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?