ଆମ ଜିଲା ଖବର

ଦାଉ ସାଧିଲାଣି ସାର ଦର

କେନ୍ଦ୍ରାପଡ଼ା,୧୧ା୮(ଜଗନ୍ନାଥ ଧଳ): ଲଗାଣ ବର୍ଷା ପରେ କେନ୍ଦ୍ରାପଡ଼ା ଜିଲାରେ ମଧ୍ୟମ ଧରଣର ବନ୍ୟା ହୋଇଥିଲା। ଜିଲାର ୭ ନଦୀ ଓ ୨୭ ଶାଖା ନାଳରେ ବନ୍ୟା ଆସି ୧୧୮ ରାଜସ୍ବ ଗ୍ରାମରେ ଚାଷ ନଷ୍ଟ କରିଛି। ଜଳ ନିଷ୍କାସନ ସମସ୍ୟା...

ଶିଳ୍ପାନୁଷ୍ଠାନର ପାଣି ପାଇପ ପାଇଁ ଗଛ କଟା

କଳିଙ୍ଗନଗର,୧୧ା୮(ଶୁଭାଶିଷ ରାଉତ): କିଛି ମାସ ତଳେ ପାନୀୟ ଜଳ ପ୍ରକଳ୍ପ ପାଇଁ ପଙ୍କପାଳସ୍ଥିତ ଇଡ୍‌କୋ ପମ୍ପ ହାଉସ ନିକଟରେ ଅନେକ ଗଛ କଟାଯାଇଥିଲା। ବନ ବିଭାଗ ଅନୁମତି ମିଳିବା ପୂର୍ବରୁ ତରବରିଆ ଭାବେ ଗଛଗୁଡ଼ିକ କାଟି ଦିଆଯାଇଥିଲା। ଏହାପରେ ଯଖପୁରା...

ବେଆଇନ କଳାପଥର ଚାଲାଣ ଜାରି

ଯାଜପୁର/କବାଟବନ୍ଧ, ୧୧ା୮(ହର୍ଷବର୍ଦ୍ଧନ ବେହେରା/ଦିଲୀପ ବିଶ୍ୱାଳ): ସଞ୍ଜ ହେଲେ ବେଆଇନ ପଥର ଉତ୍ତୋଳନ କରିବାକୁ ବ୍ଲାଷ୍ଟିଂ ଚାଲିଛି। ସେହି ଶବ୍ଦ ଅଞ୍ଚଳବାସୀଙ୍କ ଛାତି ଥରାଇ ଦେଉଛି। ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ଡଙ୍କାରୀ ଓ ବାରମାଣ ମୌଜାରେ ଏବେ ଏଭଳି...

୧୦ ପିଲା ଡ୍ରପ୍‌ଆଉଟ ଚିହ୍ନଟ

ଯାଜପୁର,୧୧ା୮(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲା ସମଗ୍ର ଶିକ୍ଷା ୨୦୨୩-୨୪ ବର୍ଷରେ ପ୍ରବନ୍ଧ(ପ୍ରୋଜେକ୍ଟ ଏପ୍ରାଇଜାଲ ବଜେଟିଂ ଆଚିଭ୍‌ମେଣ୍ଟ ଏଣ୍ଡ ଡାଟା ହ୍ୟାଣ୍ଡଲିଂ) ସିଷ୍ଟମ ପୋର୍ଟାଲରେ ୧୦ ଜଣ ଡ୍ରପ୍‌ଆଉଟ(ଅଧାରୁ ସ୍କୁଲ ଛାଡିଥିବା) ପିଲାଙ୍କୁ ଚିହ୍ନଟ କରି ଅପ୍‌ଲୋଡ କରାଯାଇଛି। ଜୁଲାଇ...

ରଶି ଲଗାଇ ଜୀବନ ହାରିଲେ ଯୁବକ

କୋକସରା,୧୦।୮(ଦୁଷ୍ମନ୍ତ ପାଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଛଞ୍ଚାଣବାହାଲି ଗ୍ରାମରେ ଜଣେ ବ୍ୟକ୍ତି ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମସ୍ତକରାମ ହେର୍ଣ୍ଣା (୪୫)। ପରିବାର ଲୋକଙ୍କଠାରୁ ଅଭିଯୋଗ ମିଳିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି...

୧୩ ଚେକ୍‌ଡ୍ୟାମ୍‌ ଅଚଳ

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ କ୍ଷୁଦ୍ର ଜଳସେଚନ ଅନୁ ବିଭାଜନ ତଥା ଓଡ଼ିଶା ସରକାର ଜଳସମ୍ପଦ ବିଭାଗ ଦ୍ୱାରା ୨୦୧୭-୧୮ରେ ମୁଖ୍ୟମନ୍ତ୍ରୀ ଆଡିବନ୍ଧ ତିଆରି ଯୋଜନାରେ ଚେକଡ୍ୟାମ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ବ୍ଲକର ସେକ୍ସନ- ୧ରେ...

ଜଳିଗଲା କୁକୁଡ଼ା ଫାର୍ମ

ବୁଗୁଡ଼ା,୧୦ା୮(କାଳିଚରଣ ଦାଶ ): ଗଞ୍ଜାମ ଜିଳା ବୁଗୁଡ଼ା ଥାନା ତଥା ସଂକୁରୁ ପଞ୍ଚାୟତ ଅଧୀନ ଘୋଳପୁର ଗ୍ରାମରେ ଏକ କୁକୁଡ଼ା ଫାର୍ମରେ ଅଗ୍ନିକାଣ୍ଡ ଘଟିଛି। ହେଲେ ଅଗ୍ନିକାଣ୍ଡରେ କୁକୁଡ଼ା ଚିଆଁ ବର୍ତ୍ତିଯାଇଥିବା ଜଣାପଡିଛି। ଗୁରୁବାର ଘୋଳପୁର ଗ୍ରାମର ମୁରଲୀ ଜେନାଙ୍କ...

ଲକ୍ଷାଧିକ ଟଙ୍କା ଧରି ଚମ୍ପଟ ମାରିଲେ ଫାଇନାନ୍ସ କର୍ମଚାରୀ

ବାଲିଗୁଡ଼ା,୧୦ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗଡ଼ା ଉପଖଣ୍ଡ ଅଧୀନ ଟିକାବାଲି ଥାନା ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଥିବା ଭାରତ ଫାଇନାନ୍ସ ଇନ୍‌କ୍ଲୁଜନ ଲିମିଟେଡ଼ର ୨ ଜଣ କର୍ମଚାରୀ ସ୍ଥାନୀୟ ଅଞ୍ଚଳରୁ କିସ୍ତି ବାବଦକୁ ୨ ଲକ୍ଷ ୯୦ ହଜାର...

ଟ୍ରେନ୍‌ରେ ଗଞ୍ଜେଇ ଚାଲାଣ

ରାୟଗଡ଼ା,୧୦।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଜଣେ ଯୁବକଙ୍କୁ ଆରପିଏଫ୍‌ ପୋଲିସ ଗିରଫ କରିଛି। ସେ ହେଲେ ହରିୟାଣା ରାଜ୍ୟର ପାନିପତ ଜିଲାର ବିନୋଦ । ତାଙ୍କ ନିକଟରୁ ପୋଲିସ ୪...

ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ

କୋକସରା,୧୦।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ କାଶିବାହାଲ କେନାଲ ପାର୍ଶ୍ୱ ଚାଷ ଜମିରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ କୋକସରା ପୋଲିସ ଉଦ୍ଧାର କରିଛି। ମୃତକ ହେଲେ କନ୍ଦାବୁଟୁରା ପଞ୍ଚାୟତ ତୁନଗାଁର ସୋମନାଥ ଶବରଙ୍କ ସ୍ତ୍ରୀ...

‘ପରିଶ୍ରମ କର ସଫଳତା ନିଶ୍ଚିତ ମିଳିବ’

ଗଞ୍ଜାମ,୧୦ା୮(ବିଦ୍ୟାଧର ସାହୁ)- ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଅନିଲ ବିଶୋଇଙ୍କୁ ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠରେ ଗୁରୁବାର ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ସ୍କୁଲ କନ୍‌ଫେରେନ୍ସ ହଲରେ ଏକ ସଭା ଅନୁଷ୍ଠିତ ହୋଇଥିଲା। କ୍ରୀଡା ଶିକ୍ଷକ ପ୍ରତିରଞ୍ଜନ ପ୍ରଧାନ କାର୍ଯ୍ୟକ୍ରମ...

ଟାଟା ପାଓ୍ବାର କାର୍ଯ୍ୟାଳୟ ଘେରିଲେ ୩ ପଞ୍ଚାୟତ ବାସିନ୍ଦା

ବେଗୁନିଆପଡ଼ା,୧୦ା୮(ସୁଶାନ୍ତ କୁମାର ପଟ୍ଟନାୟକ): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ୩ ପଞ୍ଚାୟତବାସୀ ଗୁରୁବାର କୋଦଳା ଟାଟା ପାଓ୍ବାର ବିଭାଗୀୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଦୈନିକ ୮ରୁ ୯ ଘଣ୍ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌କାଟ୍‌ ହେଉଥିବା ନେଇ ବିଭାଗୀୟ ଯନ୍ତ୍ରୀଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri