ଆମ ଜିଲା ଖବର

ଦିଲ୍ଲୀ ହିଂସା ପାଇଁ ଶାହାଙ୍କୁ ଦାୟୀ କଲା ପିସିସି: କୁଶପୁତ୍ତଳିକା ଦାହ, ଇସ୍ତଫା ଦାବି

ଭୁବନେଶ୍ୱର, ୨୮।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କର ଏହି ଗସ୍ତକୁ ବିରୋଧକରି ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ଆହ୍ବାନକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ଶାହାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।...

କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ

କେନ୍ଦୁଝର,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଦେଶରେ ଅରାଜକତା ବୃଦ୍ଧି ପାଇ ଦେଖା ଦେଉଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଓ ଦିଲ୍ଲୀରେ ଘଟିଥିବା ଦଙ୍ଗାଜନିତ ହିଂସାକାଣ୍ଡ ପାଇଁ ଗୃହମନ୍ତ୍ରୀ ଅମିତ ଶାହା ଦାୟୀ।...

ପାଟଣା ବ୍ଲକର ୧୧ କେନ୍ଦ୍ରରେ କପିକରି ଧରାପଡ଼ିଲେ ୧୦ ଛାତ୍ରୀଛାତ୍ର

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୧୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ଶୁକ୍ରବାର ଦୁଇଟି କେନ୍ଦ୍ରରେ ୧୦ ଛାତ୍ରୀଛାତ୍ର କପିକରି ଧରା ପଡ଼ିଛନ୍ତି। ଏ ନେଇ ଡିପିସି ପୂର୍ଣ୍ଣଚନ୍ଦ୍ର ସେଠୀ ସୂଚନା ଦେଇଛନ୍ତି। ସାଧାରଣ ବିଜ୍ଞାନ ପରୀକ୍ଷାରେ...

ଶାହାଙ୍କ ଗସ୍ତକୁ ସୁନ୍ଦରଗଡ଼ରେ ବିରୋଧ: କୁଶପୁତ୍ତଳିକା ଦାହ କଲେ କଂଗ୍ରେସ କର୍ମୀ

ସୁନ୍ଦରଗଡ଼,୨୮।୨(ଡି.ଏନ୍‌.ଏ.): ସ୍ଥାନୀୟ ଡିଆର୍‌ଡିଏ ଛକଠାରେ ଶୁକ୍ରବାର ମଧ୍ୟାହ୍ନରେ ପୂର୍ବତନ ଜିଲାସଭାପତି ବେଣୁ ମାଧବ ତ୍ରିପାଠୀଙ୍କ ନେତୃତ୍ୱରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହାଙ୍କ ସ୍ବେଚ୍ଛାଚାରୀ ଓ ହିଂସା ସୃଷ୍ଟିକାରୀ ଶାସନ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ତାଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା।...

ମାର୍ଚ୍ଚ ପହିଲାରୁ ଗଞ୍ଜାମରେ ଟ୍ରାଫିକ ନିୟମ କଡ଼ାକଡ଼ି: ନ ମାନିଲେ ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା

ବ୍ରହ୍ମପୁର,୨୮।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ୨୦୧୯ ସେପ୍ଟେମ୍ବର ୧ରେ ସାରା ଭାରତରେ ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ହୋଇଥିଲା । ବିଭିନ୍ନ କାରଣରୁ ଲୋକମାନଙ୍କୁ ସେମାନଙ୍କ ଯାନବାହନର କାଗଜପତ୍ର ପ୍ରସ୍ତୁତ ପାଇଁ ରାଜ୍ୟ...

କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଶାହାଙ୍କ କୁଶପୁତ୍ତଳିକା ଦାହ

ରାୟଗଡ଼ା ଅଫିସ,୨୮।୨: ଜିଲା ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ଗୃହମନ୍ତ୍ରୀଙ୍କୁ କଟାକ୍ଷ କରାଯିବା ସହ ଦିଲ୍ଲୀ ହିଂସାକାଣ୍ଡ...

ପାନ ଛେପ ପକାଇବା ପଡ଼ିଲା ମହଙ୍ଗା: ୫୦୦ ଜରିମାନା ଗଣିଲେ ବ୍ୟକ୍ତି

ରାଉରକେଲା ଅଫିସ,୨୮।୨: ରାଉରକେଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଭିତରେ ପାନ, ଗୁଟ୍‌ଖା ଖାଇବାକୁ ଶୁକ୍ରବାରଠାରୁ ବାରଣ କରାଯାଇଛି। କର୍ମଚାରୀଙ୍କ ସହ କାର୍ଯ୍ୟାଳୟକୁ ଆସୁଥିବା ସାଧାରଣ ଲୋକ ମଧ୍ୟ ଏହି ନିୟମ ପାଳନ କରିବାକୁ ରାଉରକେଲା ପରିବହନ ଅଧିକାରୀ (ଆର୍‌ଟିଓ )...

ପୁରୀରେ ପୋକ୍ସୋ କୋର୍ଟ ଉଦ୍‌ଘାଟିତ: ବିଚାର ହେବ ଯୌନ ନିର୍ଯ୍ୟାତନା ମାମଲା

ପୁରୀ ଅଫିସ,୨୮।୨: ନାବାଳିକା ଓ ନାବାଳିକଙ୍କୁ ଯୌନ ଶୋଷଣ ମାମଲାର ବିଚାର ପ୍ରକ୍ରିୟା ତ୍ୱରାନ୍ବିତ ହେବ। ଶୁକ୍ରବାର ପୁରୀ ଜିଲା କୋର୍ଟ ପରିସରରେ ପୋକ୍ସୋ କୋର୍ଟ ଉଦ୍‌ଘାଟିତ ହୋଇଯାଇଛି । ଜିଲା ଜର୍ଜ ବିଦ୍ୟୁତ୍‌ କୁମାର ମିଶ୍ର ଉପସ୍ଥିତ ହୋଇ...

କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ: ବାଲୁକାକଳାରେ ସଚେତନତାର ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ ଅଫିସ,୨୮।୨: ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ। ଉଲ୍ଲଂଘନକାରୀଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯିବ। ଏହା ପୂର୍ବରୁ ବାଲୁକାକଳା ମାଧ୍ୟମରେ ଲୋକମାନଙ୍କୁ ସଚେତନ କରାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ମଦ୍ୟପାନ କରି ଗାଡ଼ି ଚଳାନ୍ତୁ ନାହିଁ।...

ମାଟ୍ରିକ୍‌ ନୋଡାଲ ସେଣ୍ଟରରେ ଅଗ୍ନିକାଣ୍ଡ: ପ୍ରଶ୍ନପତ୍ର ଥିବା ଷ୍ଟ୍ରଙ୍ଗ୍‌ରୁମ ପାର୍ଶ୍ୱ କିରାଣି କକ୍ଷରେ ଲାଗିଲା ନିଆଁ

ସଜନାଗଡ଼,୨୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବଜାରସ୍ଥିତ କୈଳାସ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଗୁରୁବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମାଟ୍ରିକ ପରୀକ୍ଷା ଲାଗି ଉକ୍ତ ବିଦ୍ୟାଳୟକୁ ନୋଡାଲ ସେଣ୍ଟର କରାଯାଇଥିବା ବେଳେ ୧୧ଟି କେନ୍ଦ୍ର ଯଥା ନୀଳଗିରି ବ୍ଲକର ୯...

ଓଡ଼ିଶାରେ ଶାହା: ପୂର୍ବାଞ୍ଚଳ ଜୋନ୍‌ ପରିଷଦ ବୈଠକରେ ଯୋଗ ଦେଲେ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକରେ ଯୋଗ ଦେଇଛଛନ୍ତି। ବିମାନ ବନ୍ଦରରୁ ସିଧା ଲୋକସେବା ଭବନ ଅଭିମୁଖେ ଶାହା ଯାତ୍ରା କରିଛନ୍ତି। ୨୪ତମ ପୂର୍ବାଞ୍ଚଳ...

ଛାତ୍ରୀ ଅପହରଣ ଘଟଣା: ବ୍ୟବହୃତ କାର ଜବତ, ୩ ଅଟକ

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ନିକଟ ଦେଓଗାଁ ପଡିଆରୁ ୧୮ ବର୍ଷିୟା କଲେଜ ଛାତ୍ରୀଙ୍କୁ ୪ ଦୁର୍ବୃତ୍ତ ଏକ ଧଳା ହୁଣ୍ଡାଇ ଏକ୍ସ ଟେଣ୍ଟ କାରରେ ଅପହର କରାଯାଇଥିଲା। ଗୁରୁବାର ବିଳମ୍ବିତ ରାତିରେ ତୁରୁମୁଙ୍ଗା ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri