ଆମ ଜିଲା ଖବର

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ୍ସରେ ବିଶ୍ୱଜିତ

ପୁରୀ ଅଫିସ,୧୧।୮: ବୟସ ମାତ୍ର ୧୯। ହେଲେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁାକୁ ସ୍ଥାନିତ କରିପାରିଛନ୍ତି ପୁରୀ କୁମୁଟିପାଟଣାର ବିଶ୍ୱଜିତ ନାୟକ। ଆଇସ୍‌କ୍ରିମ୍‌ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ବିଶ୍ୱଜିତ ଏହି କୃତିତ୍ୱ ହାସଲ…

ଦଣ୍ଡବତ ଯାତ୍ରାରେ ସନ୍ଥ: ବିଶ୍ୱର ମଙ୍ଗଳ ପାଇଁ ରାଜସ୍ଥାନରୁ ପୁରୀ

ନୟାଗଡ଼ ଅଫିସ,୧୧।୮: ବିଶ୍ୱର ମଙ୍ଗଳ କାମନା ସହ ଭାରତରେ ଶାନ୍ତି ପ୍ରତିଷ୍ଠା ପାଇଁ ରାମସିଂ ଭଗତ ନାମକ ଜଣେ ସନ୍ଥ ରାଜସ୍ଥାନରୁ ଶ୍ରୀକ୍ଷେତ୍ର ଧାମ ପୁରୀକୁ ଦଣ୍ଡବତ ଯାତ୍ରାରେ ବାହାରିଛନ୍ତି। ୧୫ରୁ ୨୦ ଦିନ ଭିତରେ ପୁରୀରେ ପହଞ୍ଚି ଜଗନ୍ନାଥଙ୍କୁ ଦର୍ଶନ…

ଗରିବ ପରିବାରରେ କରୋନା ଦୁର୍ଦ୍ଦଶା: ଭୋକ ଉପାସରେ ୩ ନାବାଳକ

ବାରିପଦା ଅଫିସ,୧୧।୮: ମୟୂରଭଞ୍ଜ ଜିଲାରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଯେଉଁ ଗରିବ ପରିବାରରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି ସେମାନଙ୍କ ଦୁର୍ଦ୍ଦଶା କହିଲେ ନସରେ। ଏଭଳି ଏକ ଘଟଣା ମୟୂରଭଞ୍ଜ ଜିଲା ବାରିପଦା ମ୍ୟୁନସିପାଲିଟି ଅଧୀନ ୧୬ନଂ.…

ରାସ୍ତା, କୋଠାବାଡ଼ି କାମର ସମୀକ୍ଷା

ପୁରୀ ଅଫିସ,୧୧।୮: ପୁରୀ ସର୍କିଟ ହାଉସରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ସୋମବାର ପୂର୍ତ୍ତ ବିଭାଗର ଖୋର୍ଦ୍ଧା ଓ ପୁରୀ ଖଣ୍ଡର ବିଭିନ୍ନ ପ୍ରକଳ୍ପ ଅନ୍ତର୍ଗତ ରାସ୍ତା ଓ କୋଠାବାଡ଼ି ନିର୍ମାଣ ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି। ଏହି ବୈଠକରେ…

ଅନିଶ୍ଚିତତାରେ ବ୍ୟାଖ୍ୟାନ କେନ୍ଦ୍ର ପ୍ରକଳ୍ପ

ପୁରୀ ଅଫିସ,୧୧।୮: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଐତିହ୍ୟ ଓ ପରମ୍ପରାକୁ ଅଧିକ ସୁଦୂରପ୍ରସାରୀ ତଥା ଲୋକାଭିମୁଖୀ କରିବା ପାଇଁ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ଇଣ୍ଟରପ୍ରିଟେଶନ ସେଣ୍ଟର (ବ୍ୟାଖ୍ୟାନ କେନ୍ଦ୍ର)ର ପରିକଳ୍ପନା କରାଯାଇଛି। ଓଡ଼ିଶା ତଥା ଦେଶ ବିଦେଶରୁ ଆସୁଥିବା ଶ୍ରଦ୍ଧାଳୁ ଏବଂ…

ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ମାମଲାରେ ହାଇକୋର୍ଟ ନିର୍ଦ୍ଦେଶ: ଭିଡିଓ କନଫରେନ୍ସରେ ହାଜର ହେବେ ଯୁବତୀ

କଟକ ଅଫିସ,୧୧।୮: ନିଜ ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ପାଇଁ ଜଣେ ଯୁବତୀ ହାଇକୋର୍ଟରେ ରୁଜୁ କରିଥିବା ହେବିୟସ୍‌ କର୍ପସ ମାମଲାର ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ଯାଜପୁର ଏସ୍‌ପି ତଦନ୍ତ ରିପୋର୍ଟ ଦାଖଲ କରିଛନ୍ତି। ବରୀ ଥାନା ଅଧିକାରୀ ଯୁବତୀଙ୍କ…

ଭିଜିଲାନ୍ସ ଜାଲରେ ସହକାରୀ ପ୍ରାଣୀ ଚିକିତ୍ସାଧିକାରୀ

ପିପିଲି, ୧୧।୮(ସ୍ବ.ପ୍ର./ଡି.ଏନ୍‌.ଏ): ସରକାରୀ ସହାୟତା ମଞ୍ଜୁର ପାଇଁ ଜଣେ ଚାଷୀଙ୍କଠାରୁ ୬ହଜାର ଟଙ୍କା ଲାଞ୍ଚ ନେଇ ପିପିଲି ପ୍ରାଣୀ ଚିକିତ୍ସା କେନ୍ଦ୍ରର ସହକାରୀ ପ୍ରାଣୀ ଚିକିତ୍ସାଧିକାରୀ ଡା. ଶୁଭ୍ରାଂଶୁ ସାହୁ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ନାମରେ ୟୁ/ସି ୭ପିସି…

ମହାପ୍ରଭୁଙ୍କୁ ଲାଗି ହେଲା ଯେଉଡ଼ ଭୋଗ

ପୁରୀ ଅଫିସ,୧୧।୮: ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ମଙ୍ଗଳବାର ହେଉଛି ପବିତ୍ର ଜନ୍ମାଷ୍ଟମୀ। ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟା ଆଳତି…

ପୋଲିସଙ୍କୁ ୫ ଘଣ୍ଟା ଅଟକ ରଖିବା ମାମଲା: ୧୯ ମହିଳାଙ୍କ ସମେତ ୨୭ଜଣ ଗଲେ ଜେଲ

ଗୋପ,୧୧।୮(ଡି.ଏନ.ଏ): ପୁରୀ ଜିଲା ଗୋପ ଥାନା ଅନ୍ତର୍ଗତ ରେଢୁଆ ଗଁାରେ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସଙ୍କୁ ଗ୍ରାମବାସୀ ୫ଘଣ୍ଟା ଅଟକ ରଖିବା ଅଭିଯୋଗରେ ୨୭ଜଣଙ୍କୁ ସୋମବାର ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏମାନଙ୍କ ମଧ୍ୟରେ ୧୯ଜଣ ମହିଳା ଥିବା ଜଣାପଡ଼ିଛି। ଗିରଫ…

ବାଲୁଗାଁ ଡିଏଫ୍‌ଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଖୋର୍ଦ୍ଧା ଅଫିସ, ୧୧।୮: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ବାଲୁଗାଁ ଚିଲିକା ବନ୍ୟପ୍ରାଣୀ ଡିଭିଜନର ବାଲୁଗଁା ଡିଏଫ୍‌ଓ ଆଲୋକ ରଞ୍ଜନ ହୋତାଙ୍କ କାର୍ଯ୍ୟାଳୟ ସମେତ ଭୁବନେଶ୍ୱରସ୍ଥ ବାସଭବନ, ଜଗତ୍‌ସିଂହପୁର ଚାଷୀଖଣ୍ଡସ୍ଥିତ ଘର ଏବଂ…

ପରିବା ବିକୁଛନ୍ତି ପାଲାଗାୟକ

ଖୋର୍ଦ୍ଧା ଅଫିସ,୧୧।୮: କରୋନା ମହାମାରୀ ଲୋକଙ୍କ ଜୀବନ ନେବା ସହ ଜୀବିକା ବଦଳାଇ ଦେଇଛି। ପରିବାର ପ୍ରତିପୋଷଣ ପାଇଁ ଶେଷରେ ପରିବା ବିକିବାକୁ ବାଧ୍ୟ ହୋଇଛନ୍ତି ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ ଗଁପୁର ଗ୍ରାମର ପ୍ରସିଦ୍ଧ ପାଲା ଗାୟକ ଗଗନ…

ଘରେ ପୂରାଇଲେନି ପୁଅ, ମା’ବାରଦୁଆର

ଧାମନଗର,୧୧।୮(ଡି.ଏନ.ଏ.)-ପୁଅଟିଏ ଜନ୍ମ ହେଲେ ସବୁଠୁ ବେଶୀ ଖୁସି ହୋଇଥାନ୍ତିି ମା’ବାପା। ବୃଦ୍ଧକାଳେ ସାହାରା ହେବା ଆଶାରେ ସେମାନେ ଦୁନିଆର ସବୁ ଖୁସି ପୁଅ ପାଇଁ ଅଜାଡି ଦେଇଥାନ୍ତି। ହେଲେ କେତେକ କ୍ଷେତ୍ରରେ ସେଥିରେ ବ୍ୟତିକ୍ରମ ଦେଖିବାକୁ ମିଳୁଛି। ବୃଦ୍ଧ ମା’ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?