ଆମ ଜିଲା ଖବର

ଗନ୍ଧମାର୍ଦ୍ଦନରେ ୪ ମାଓବାଦୀ କ୍ୟାମ୍ପ ଧ୍ୱଂସ

ବରଗଡ଼ ଅଫିସ୍‌,୧୦।୮: ବରଗଡ଼ ଜିଲାରେ ପୁଣି ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି। ଶନିବାର ଏସ୍‌ଓଜି ଏବଂ ସିଆର୍‌ପିଏଫ୍‌ ଯବାନମାନେ ଜିଲାର ପାଇକମାଳ ନିକଟ ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେଶନ କରୁଥିବା ବେଳେ ମାଓବାଦୀଙ୍କ ସହିତ ଗୁଳି ବିନିମୟ ହୋଇଥିଲା। ମାତ୍ର…

ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଅ: ହାଇକୋର୍ଟ

ଯାଜପୁର ଅଫିସ,୧୦।୮: ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ସାଧାରଣ ଜନତାଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମାମଲାକୁ ଯଥାସମ୍ଭବ…

‘ଓଡ଼ିଶା ମୋ ପରିବାର’ରେ ଫାଟ

ଅନୁଗୋଳ ଅଫିସ, ୧୦ା୮: ଅନୁଗୋଳ ଜିଲାରେ ବିଜୁ ଜନତା ଦଳର ‘ଓଡ଼ିଶା ମୋ ପରିବାର’ ଓ ‘ଜୀବନ ବିନ୍ଦୁ’ର ପୁନର୍ଗଠନ ହେଉ ହେଉ ଏଥିରେ ଫାଟ ଦେଖାଦେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ରବିବାର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଜିଲା କଳାକେନ୍ଦ୍ରଠାରେ…

୧୭୪ ହସ୍ପିଟାଲରେ ଅଗ୍ନି ନିରାପତ୍ତା ଯାଞ୍ଚ: ତ୍ରୁଟି ଥିଲେ ପଦକ୍ଷେପ

କଟକ ଅଫିସ, ୧୦ା୮ : ରାଜ୍ୟର ୧୭୪ଟି କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ କରାଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଯେଉଁଠି ନିରାପତ୍ତା ବ୍ୟବସ୍ଥାରେ ତ୍ରୁଟି ଥିବା ନଜରକୁ ଆସିଛି, ସେଠାରେ…

ଅଭାବ ହେଲାଣି ଆଇସିୟୁ

କଟକ ଅଫିସ,୧୦।୮: କରୋନା ସଂକ୍ରମଣରେ ଗୁରୁତର ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ କଟକ ଜିଲାରେ ଆଉ ଇଣ୍ଟେନ୍ସିଭ୍‌ କେୟାର୍‌ ୟୁନିଟ୍‌ (ଆଇସିୟୁ) ନାହିଁ। ସବୁ ଆଇସିୟୁ ଭର୍ତ୍ତି ହୋଇଯାଇଛି। ଜିଲାରେ ଥିବା ୩୪ଟି ଆଇସିୟୁରୁ ସବୁଥିରେ ରୋଗୀଙ୍କ ଚିକିତ୍ସା ଚାଲିଛି। ସେହିଭଳି ୨୦ଟି…

ଉଚ୍ଛେଦରେ ସୀମିତ ସମ୍ପ୍ରସାରଣ

ବଇଣ୍ଡା, ୧୦ା୮(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥକୁ ୪ ଲେନ୍‌ କରାଯାଉଛି। ହେଲେ କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ ଭାଙ୍ଗମୁଣ୍ଡା ଯାଏ ଦୀର୍ଘ ୪୦ କିଲୋମିଟର ସମ୍ପ୍ରସାରଣରେ ଅହେତୁକ ବିଳମ୍ବ ହେଉଥିବା ଅଭିଯୋଗ ହେଉଛି।…

ବଢୁଛନ୍ତି ଅହିରାଜ, ଅଜଗର

ଢେଙ୍କାନାଳ ଅଫିସ, ୧୦।୮: ଢେଙ୍କାନାଳର ପ୍ରାକୃତିକ ପରିବେଶ ସର୍ପବଂଶ ବୃଦ୍ଧିରେ ସହାୟକ ହୋଇଛି। ଏଠାକାର ସଂରକ୍ଷିତ ଜଙ୍ଗଲ, ପାହାଡ଼ ଖୋଲ ସାପଙ୍କ ସୁରକ୍ଷିତ ଆବାସସ୍ଥଳୀ ପାଲଟିଛି। ବୁଦୁବୁଦିଆ ଜଙ୍ଗଲ, ଜମି, ଜଳାଶୟ ଅବବାହିକାରେ ପର୍ଯ୍ୟାପ୍ତ ପରିମାଣରେ ଖାଦ୍ୟ ମିଳୁଥିବାରୁ ଗତ କିଛିବର୍ଷ…

ନଅଣ ପୋଖରୀରେ ବିସର୍ଜନ ହେଲା କବି ବାଞ୍ଛାନିଧିଙ୍କ ଭଗ୍ନ ପ୍ରତିମୂର୍ତ୍ତି

ବାସୁଦେବପୁର, ୧୦ା୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତା ପ୍ରଶସ୍ତୀକରଣ ବେଳେ ହାଇସ୍କୁଲ ଛକରେ ଥିବା କବି ତଥା ସ୍ବାଧୀନତା ସଂଗ୍ରାମୀ ବାଞ୍ଛାନିଧି ମହାନ୍ତିଙ୍କ ପ୍ରତିମୂର୍ତ୍ତିକୁ ପ୍ରଶାସନ ଭାଙ୍ଗି ଦେଇଥିବା ବେଳେ ଶହୀଦ ତୀର୍ଥ ଯାତ୍ରୀ ସଂଘ ପକ୍ଷରୁ କବିଙ୍କର ଏହି ଭଗ୍ନ ପ୍ରତିମୂର୍ତ୍ତିକୁ…

ବଦଳୁନି ଆଦିବାସୀଙ୍କ ଜୀବନଧାରା

କେନ୍ଦୁଝର, ୧୦ା୮(ସ୍ବ.ପ୍ର.)-ଆଦିବାସୀଙ୍କ ବିକାଶ ଲାଗି ସରକାର ଯୋଜନା ପରେ ଯୋଜନା କରିଚାଲିଛନ୍ତି, ହେଲେ ଉପଯୁକ୍ତ ତଦାରଖ ଅଭାବରୁ ସେସବୁ ଫଳପ୍ରଦ ହେଉନାହିଁ। ଫଳରେ ସେମାନଙ୍କ ଜୀବନଧାରା ବଦଳିପାରୁନି। କେନ୍ଦୁଝର ଜିଲାରେ ବଣପାହାଡ଼ ଘେରା ଅଞ୍ଚଳରେ ବସବାସ କରୁଥିବା ଆଦିବାସୀମାନେ ଏବେବି ଜଙ୍ଗଲ…

ଜୁଲାଇ ତୃତୀୟ ସପ୍ତାହରୁ ଗଞ୍ଜାମ ଜିଲାରେ କମୁଛନ୍ତି ଆକ୍ରାନ୍ତ

ଛତ୍ରପୁର,୧୦ା୮(ଡି.ଏନ.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ନେଇ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ଗ୍ରାଫ୍‌ ଓ ତଥ୍ୟ ମାଧ୍ୟମରେ ରବିବାର ସୂଚନା ଦିଆଯାଇଛି। ଗତ ସପ୍ତାହକ ମଧ୍ୟରେ ଟେଷ୍ଟ ଅଧିକ ହୋଇଥିବା ବେଳେ ସେହି ତୁଳନାରେ ପଜିଟିଭ୍‌…

ମଧୁର ଜଳ ମୁକ୍ତା ଚାଷ

ବାରିପଦା ଅଫିସ, ୧୦।୮- କରୋନା ଯୋଗୁ ସମଗ୍ର ବିଶ୍ୱରେ ମାନ୍ଦାବସ୍ଥା। ଏହିଭଳି ପରିସ୍ଥିତିରେ ନିଜେ ଆତ୍ମନିର୍ଭରଶୀଳ ହେବା ସହ ୩୫ ଜଣଙ୍କୁ ରୋଜଗାର ଯୋଗାଇ ଦେବା କମ୍‌ ବଡ଼ କଥା ନୁହେଁ। ଆତ୍ମନିଭରଶୀଳତାର ମାର୍ଗ ଦେଖାଇ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଥିବା…

କ୍ରାନ୍ତି ଦିବସରେ ୩ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧନା

ଧାମନଗର, ୧୦ା୮(ଡି.ଏନ.ଏ.)-କ୍ରାନ୍ତି ଦିବସ ଉପଲକ୍ଷେ ଭଦ୍ରକ ଜିଲା ଧାମନଗର ବ୍ଲକର ୩ଜଣ ବରିଷ୍ଠ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସଂଗ୍ରାମୀ ରାମହରି ଗୋସ୍ବାମୀ, ବ୍ରଜକିଶୋର ରାଉତ ଏବଂ ଗୌରିଶ୍ୟାମ ଗୋସ୍ବାମୀଙ୍କୁ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ମାନପତ୍ର ଓ ଉପଢୌକନ ଜିଲାପାଳଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?