ଆମ ଜିଲା ଖବର

ମଧୁର ଜଳ ମୁକ୍ତା ଚାଷ

ବାରିପଦା ଅଫିସ, ୧୦।୮- କରୋନା ଯୋଗୁ ସମଗ୍ର ବିଶ୍ୱରେ ମାନ୍ଦାବସ୍ଥା। ଏହିଭଳି ପରିସ୍ଥିତିରେ ନିଜେ ଆତ୍ମନିର୍ଭରଶୀଳ ହେବା ସହ ୩୫ ଜଣଙ୍କୁ ରୋଜଗାର ଯୋଗାଇ ଦେବା କମ୍‌ ବଡ଼ କଥା ନୁହେଁ। ଆତ୍ମନିଭରଶୀଳତାର ମାର୍ଗ ଦେଖାଇ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଥିବା…

କ୍ରାନ୍ତି ଦିବସରେ ୩ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧନା

ଧାମନଗର, ୧୦ା୮(ଡି.ଏନ.ଏ.)-କ୍ରାନ୍ତି ଦିବସ ଉପଲକ୍ଷେ ଭଦ୍ରକ ଜିଲା ଧାମନଗର ବ୍ଲକର ୩ଜଣ ବରିଷ୍ଠ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସଂଗ୍ରାମୀ ରାମହରି ଗୋସ୍ବାମୀ, ବ୍ରଜକିଶୋର ରାଉତ ଏବଂ ଗୌରିଶ୍ୟାମ ଗୋସ୍ବାମୀଙ୍କୁ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ମାନପତ୍ର ଓ ଉପଢୌକନ ଜିଲାପାଳଙ୍କ ଦ୍ୱାରା…

ପାରଳାଖେମୁଣ୍ଡି ଉପକାରାଗାରରେ ପଶିଲା କରୋନା

ପାରଳାଖେମୁଣ୍ଡି,୯ା୮(ସ୍ବ.ପ୍ର.): ଗଜପତି ଜିଲାରେ କରୋନା କାୟା ମେଲାଇବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ପାରଳାଖେମୁଣ୍ଡି ଉପକାରାଗାରରେ ମଧ୍ୟ କରୋନା ପଶିଥିବା ଜଣାପଡ଼ିଛ। ଜେଲର୍‌ ସମେତ ଉପକାରାଗାରରେ ୬ଜଣ ସଂକ୍ରମିତ ହୋଇଥିବା ସୂଚନା…

ଗୁଣିଆ ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା

ମାଲକାନଗିରି,୯ା୮(ଡି.ଏନ.ଏ/ସ୍ବ.ପ୍ର.)-ମାଲକାନଗିରି ସଦର ଥାନା ତୁମସାପାଲି ଗ୍ରାମରେ ଗୁଣିଆ ସନ୍ଦେହରେ ଜଣେ ବୃଦ୍ଧାଙ୍କୁ ଶନିବାର ରାତିରେ ହତ୍ୟା କରାଯାଇଛି। ତାଙ୍କ ନାମ ମୁକା ମାଡକାମୀ (୫୫)। ସେ ଘରେ ଶୋଇଥିବା ବେଳେ ଗ୍ରାମର ରାମା ସୋଡି (୬୦) ଏକ ଧାରୁଆ ଅସ୍ତ୍ରରେ ମୁକାଙ୍କୁ…

ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ ଦେଇ ଜଳ ନିଷ୍କାସନ

ସମ୍ବଲପୁର,୯ା୮(ବ୍ୟୁରୋ)-ହୀରାକୁଦ ଡ୍ୟାମ୍‌ର ଜଳସ୍ତର ରବିବାର ସନ୍ଧ୍ୟା ସୁଦ୍ଧା ୬୦୮.୫୮ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୧ ଲକ୍ଷ ୪୯ ହଜାର ୪୬୨ କ୍ୟୁସେକ ଜଳ ପ୍ରବେଶ କରୁଛି । ଡାହାଣ ପାର୍ଶ୍ୱର ୩ଟି ଓ ବାମ ପାର୍ଶ୍ୱର ୫ଟି…

ମୁମ୍ବାଇରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୯ା୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଭୀମପୁର ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃତ୍ୟୁ ଘଟିଛି। ସେ ହେଲେ ଲୋକନାଥ ସାହୁ (୫୫)। ଲୋକନାଥ ମୁମ୍ବାଇରେ ପରିବାର ସହ ରହୁଥିଲେ। ଗତ ୬ ତାରିଖରେ ଅସୁସ୍ଥତା ଯୋଗୁ ତାଙ୍କର ମୃତ୍ୟୁ…

ଗତ ସପ୍ତାହରେ କଣ୍ଟେନମେଣ୍ଟ ଜୋନ୍‌ରୁ ୨୯୮ ଆକ୍ରାନ୍ତ ଚିହ୍ନଟ: ସିଏମ୍‌ସି କମିଶନର

କଟକ ଅଫିସ,୯ା୮-କଟକ ଜିଲାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ ସପ୍ତାହରେ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସହରାଞ୍ଚଳରୁ ଅଧିକ ରହିଛନ୍ତି। ଜିଲାରେ ବର୍ତ୍ତମାନ ସୁଦ୍ଧା ୪୪ ହଜାର ୫୯୬ ଜଣଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଛି। ସେଥିରୁ…

ନାଲ୍‌କୋକୁ ଘରୋଇକରଣ ଚକ୍ରାନ୍ତ ବିରୋଧରେ ଶ୍ରମିକ ସଂଗଠନର ବିକ୍ଷୋଭ

ବଅଁରପାଳ,୯ା୮(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ନବରତ୍ନପ୍ରାପ୍ତ ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍‌କୋକୁ ଘରୋଇକରଣ କରିବା ପାଇଁ ଚକ୍ରାନ୍ତ କରାଯାଉଥିବା ବିଭିନ୍ନ ଶ୍ରମିକ ସଂଘ ପକ୍ଷରୁ ଅଭିଯୋଗ ହେଉଛି। କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ପରିବର୍ତ୍ତନ ଏବଂ ରାଷ୍ଟ୍ରାୟତ ଉଦ୍ୟୋଗ ସେବାମୂଳକ ସଂସ୍ଥାର ଘରୋଇକରଣ ବିରୋଧରେ…

ମନ୍ଦିର ହୁଣ୍ଡି ଭାଙ୍ଗି ୧୨ ହଜାର ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ଗୋବିନ୍ଦପୁର ପଞ୍ଚାୟତ ଧାନ୍ୟରାଶି ଗ୍ରାମ ଶ୍ରୀ ଚନ୍ଦ୍ରକଳ୍ପେଶ୍ୱର ଶୈବପୀଠର ଦାନ ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତମାନେ ୧୨ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଚୋରି କରିଛନ୍ତି। ଲକ୍‌ଡାଉନ୍‌ ଯୋଗୁ ଦୀର୍ଘଦିନ ହେଲା ଭକ୍ତମାନେ ଶୈବପୀଠକୁ ଯାଉ ନ…

ଲଗାଣବର୍ଷାରେ ପୋଲ ଉପରେ ୩ ଫୁଟର ପାଣି

ମାଲକାନଗିରି,୯ା୮(ଡି.ଏନ୍‌.ଏ.): ବାଲିମେଳା ମୁଖ୍ୟ ରାସ୍ତାର ଏମ୍‌ଭି-୩୭ଠାରେ ରବିବାର ପୋଲ ଉପରେ ପ୍ରାୟ ୩ ଫୁଟ ଉପରେ ପାଣି ଚାଲୁଥିବାର ଦେଖିବାକୁ ମିଳିଛି। ତେବେ ଉପର ମୁଣ୍ଡରୁ ପାଣି ଅତ୍ୟଧିକ ମାତ୍ରାରେ ଆସୁଥିବା ହେତୁ ବନ୍ୟାଜଳ ପୋଲ ଉପରେ ଚାଲୁଛି। ଫଳରେ ବାଲିମେଳା…

ନୂଆଁଖାଇରେ କୋଭିଡ୍‌ କଟକଣା କୋହଳ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁରେଶ ପୂଜାରୀ

ବରଗଡ଼ ଅଫିସ,୯ା୮: ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ପଶ୍ଚିମ ଓ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ କୋଭିଡ୍‌ କଟକଣା କୋହଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖିଛନ୍ତି। ସେହି ଚିଠିରେ ଏମ୍‌ପି ଉଲ୍ଲେଖ କରିଛନ୍ତି ଯେ, ନୂଆଁଖାଇ…

‘ଏମ୍‌ପି ସୁରେଶ ପୂଜାରୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ କ୍ୱାରାଣ୍ଟାଇନ୍‌ରେ ରୁହନ୍ତୁ’

ଝାରସୁଗୁଡ଼ା ଅଫିସ,୯ା୮: ବରଗଡ଼ ଏମ୍‌ପି ସୁରେଶ ପୂଜାରୀଙ୍କ କରୋନା ପଜିଟିଭ୍‌ ଆସିଥିବା ଶନିବାର ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଥିଲେ। ଏଥିପାଇଁ ଝାରସୁଗୁଡ଼ା ଜିଲାପାଳ ସରୋଜ କୁମାର ସାମଲ ତାଙ୍କୁ ଧନ୍ୟବାଦ ଦେଇଛନ୍ତି। ତେବେ ଝାରସୁଗୁଡ଼ା ଗସ୍ତରେ ଆସିଥିବା ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?