ହାତୀ ନେଲା ୩ ଜୀବନ
ବାରିପଦା ଅଫିସ/ ଚିତ୍ରଡା/ ଆଠମଲ୍ଲିକ, ୨୧ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଓ ଅନୁଗୋଳ ଜିଲାରେ ମଙ୍ଗଳବାର ହାତୀ ଆକ୍ରମଣରେ ୩ଜଣଙ୍କ ଜୀବନ ଯାଇଛି। ମୟୂରଭଞ୍ଜ ରାସଗୋବିନ୍ଦପୁର ରେଞ୍ଜ ମୋରଡା ବ୍ଲକ ଅଞ୍ଚଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକମାନେ…
‘ଶିକ୍ଷିତ ହେଲେ ସାମାଜିକ ପ୍ରତିଷ୍ଠା ବଢ଼ିବ’
ବଲାଙ୍ଗୀର ଅଫିସ, ୨୧ । ୧୦ – ବଲାଙ୍ଗୀର ଠିକାଦାରପଡାସ୍ଥିତ ଜିଲା ଯାଦବ ଭବନ ପରିସରରେ ଯାଦବ ମହାସଭା ପକ୍ଷରୁ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ର ଓ ଯୁବତୀ ଯୁବକ ସମ୍ବର୍ଦ୍ଧିତ କରାଯାଇଛି। ମୁଖ୍ୟଅତିଥିଭାବେ ବଲାଙ୍ଗୀର ତହସିଲଦାର ମଘାବନ…
ନୟାଗଡ଼ରେ ନକଲି ଟଙ୍କା କାରଖାନା ଠାବ
ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ସହରର ଅମରେନ୍ଦ୍ର ବଜାରରେ ଚାଲିଥିଲା ନକଲି ଟଙ୍କା ଛାପା କାରଖାନା। ବାଇକ୍ କିଣିବାବେଳେ ୧ ଲକ୍ଷ ୨୫ ହଜାର ନକଲି ୫୦୦ ଟଙ୍କିଆ ଜବତ ପରେ ଏହା ଦୃଷ୍ଟିକୁ ଆସିଛି। ଥାନାଠାରୁ ପ୍ରାୟ ୫୦୦ ମିଟର ଦୂରରେ…
କାର୍ତ୍ତିକରେ ମିଳିବ ଅବଢ଼ା
ପୁରୀ ଅଫିସ,୨୧ା୧୦: ଆସନ୍ତା ନଭେମ୍ବର ପହିଲାରୁ ଧର୍ମମାସ କାର୍ତ୍ତିକ ଆରମ୍ଭ ହେଉଛି। ଏହି ପବିତ୍ର ମାସରେ ପୁରୀରେ ହଜାର ହଜାର ସଂଖ୍ୟାରେ ହବିଷିଆଳି ରହି କାର୍ତ୍ତିକ ବ୍ରତ ପାଳିଥାନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ଗତ କିଛିବର୍ଷ ହେବ ପ୍ରାୟ ୩…
ଯତ୍ନ ନେଇପାରୁନି ପ୍ରଶାସନ
ଅନୁଗୋଳ ଅଫିସ, ୨୧।୧୦ – କୋଭିଡ୍-୧୯ର ମୁକାବିଲା ନିମନ୍ତେ ସରକାରଙ୍କ ପକ୍ଷରୁ ଅର୍ଥ ପ୍ରଦାନ କରାଯାଉଛି। ସଂକ୍ରମିତଙ୍କୁ କିପରି ସୁସ୍ଥ କରାଯିବ ସେ ନେଇ ଦୈନିକ ପରାମର୍ଶ ଦିଆଯାଉଛି। କିନ୍ତୁ ଅନୁଗୋଳ ଜିଲାରେ ଚିକିତ୍ସାଧୀନ ଅନେକ କରୋନା ଆକ୍ରାନ୍ତଙ୍କ ଆବଶ୍ୟକ ଯତ୍ନ…
ଆନନ୍ଦ ଦେବ ଇକୋ କଟେଜ୍
ବନ୍ତଳା,୨୧ା୧୦ (ଦିନେଶ ଦେହୁରୀ) – ରାଜ୍ୟର ପ୍ରମୁଖ ପର୍ଯ୍ୟଟନ ସ୍ଥଳ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ହେଉଛି ନୂଆ ବ୍ୟବସ୍ଥା। ପର୍ଯ୍ୟଟକଙ୍କ ପାଇଁ ପ୍ରସ୍ତୁତ କରାଯାଉଛି ଅତ୍ୟାଧୁନିକ ଇକୋ କଟେଜ୍। ଜିଲିଣ୍ଡା ରେଞ୍ଜ ବାଲିପୁଟ ମହାନଦୀପଠାରେ ଦେଢ଼ କୋଟି ଟଙ୍କା ବ୍ୟୟରେ…
ବିଦ୍ୟୁତ୍ ଆଘାତରେ ବଳଦ ମୃତ୍ୟୁ ଘଟଣା: ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ
ଜୁନାଗଡ଼,୨୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ଅଧୀନ ଆଟିଗାଁରେ ବିଦ୍ୟତ୍ ଆଘାତରେ ଗୋଟିଏ ବଳଦର ମୃତ୍ୟୁ ଓ ମାଲିକ ଆହତ ଘଟଣାରେ ଜାତୀୟ ମାନବାଧିକାର କମିଶନ ହସ୍ତକ୍ଷେପ କରିଛନ୍ତି। ବିଦ୍ୟୁତ୍ ବିଭାଗକୁ କମିଶନ ରିପୋର୍ଟ ତଲବ କରିଛି। ଅକ୍ଟୋବର ୫ ତାରିଖ…
କଲରାପତରିଆ ବାଘ ଚମଡ଼ା ଜବତ, ୫ ଗିରଫ
ବାରିପଦା ଅଫିସ/ବିଶୋଇ, ୨୦।୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଟାର୍ଗେଟ କରିଛନ୍ତି ବାଘଛାଲ ବେପାରୀ। ଶିମିଳିପାଳ ପାଦଦେଶରେ ମଙ୍ଗଳବାର କଲରାପତରିଆ ବାଘଚମଡା ବିକ୍ରି ନିମନ୍ତେ ଡିଲ୍ ଚାଲିଥିବା ବେଳେ ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୫ଜଣ ଯୁବକଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ବାଘଚମଡା…
ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ରାଶନକାର୍ଡ ମିଳିଲା
ଜୁନାଗଡ,୨୦।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍ ଆଟିଗଁାର ଜ୍ୟୋତ୍ସ୍ନା ଦୀପ ନାମ୍ନୀ ଜଣେ ମହିଳାଙ୍କୁ ଜୁନାଗଡ ବିଧାୟକ ତଥା ରାଜ୍ୟ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ରାଶନ କାର୍ଡ ବ୍ୟବସ୍ଥା କରାଯାଇଛନ୍ତି। ଗରିବ ଶ୍ରେଣୀର ଏହି ମହିଳା ଜଣକ ରାଶନ କାର୍ଡ…
ରାଜଧାନୀରୁ ଚିହ୍ନଟ ହେଲେ ଆଉ ୨୨୯ ଆକ୍ରାନ୍ତ
ଭୁବନେଶ୍ୱର, ୨୦।୧୦: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୨୨୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୭ ଜଣ ଏବଂ ଲୋକାଲ୍ କଣ୍ଟାକ୍ଟ କେସ୍ ୧୮୨ ଜଣ ରହିଛନ୍ତି ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)…
ଆଇପିଏଲ ସଟ୍ଟା ବେଟିଂ ଅଭିଯୋଗରେ ଜଣେ ଗିରଫ: ଟଙ୍କା, ମୋବାଇଲ ଜବତ
ଜୁନାଗଡ଼,୨୦।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ନକଟିଗୁଡା ଗ୍ରାମରେ ଆଇପିଏଲ ସଟ୍ଟା ବେଟିଂ ଅଭିଯୋଗରେ ମଙ୍ଗଳବାର ଜଣକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ନକଟିଗୁଡା ବନ୍ଦପଡ଼ାର ଅଜୟ କୁମାର ମେହେର(୪୩)। ପୋଲିସ ସୂତ୍ରରୁ ପ୍ରକାଶ ଯେ,…
ଜୁଆ ଆଡ୍ଡା ଉପରେ ଚଢ଼ାଉ: ୬ ଜୁଆଡି ଗିରଫ, ୧୪,୨୦୦ ଟଙ୍କା ଜବତ
ଦିଗପହଣ୍ଡି,୨୦।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଞ୍ଚାୟତ କାଣ୍ତସର ଗାଁରେ ଦୀର୍ଘଦିନ ଧରି ଚାଲିଥିବା ଜୁଆଆଡ୍ଡା ଉପରେ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରିଥିଲା।…

