ଏଯାଏ ମିଳିନି ଇନ୍ପୁଟ ସବ୍ସିଡି: ଜିଲାପାଳଙ୍କ ଅଫିସ ଆଗରେ ଗର୍ଜିଲେ ଚାଷୀ
ବରଗଡ଼ ଅଫିସ,୨୦।୧୦: ବରଗଡ଼ ଜିଲାରେ ଗତ ୨୦୧୯ ରବିଋତୁରେ କୁଆପଥର ବୃଷ୍ଟି ଯୋଗୁ ବ୍ୟାପକ ଫସଲକ୍ଷତି ହୋଇଥିଲା। ବିଭାଗୀୟ ଅଧିକାରୀମାନେ ସେତେବେଳେ କ୍ଷୟକ୍ଷତି ଆକଳନ କରିଥିଲେ ଏବଂ ଫସଲକ୍ଷତି ମଧ୍ୟ ସ୍ପଷ୍ଟ ହୋଇଥିଲା। କିନ୍ତୁ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଇନ୍ପୁଟ ସବ୍ସିଡି…
ମାଓବାଦୀଙ୍କ ବଡ଼ଧରଣର ଯୋଜନା ପଣ୍ଡ : ୭ ଟିଫିନ୍ ବୋମା ଜବତ
ଚିତ୍ରକୋଣ୍ଡା,୨୦।୧୦(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳ ପଣସପୁଟ ପଞ୍ଚାୟତ ଗୋରାସେତୁ, ସୁଟିଗନ୍ଧି ନିକଟସ୍ଥ ବ୍ରିଜରେ ମାଓବାଦୀ ୭ଟି ଟିଫିନ୍ ବୋମା ଖଞ୍ଜିଥିବା ବେଳେ ଏହାକୁ ନିଷ୍କ୍ରିୟ କରାଯାଇଛି। ବିଏସ୍ଏଫ୍ ଯବାନମାନଙ୍କ ଗତିବିଧିକୁ ଲକ୍ଷରଖି ମାଓବାଦୀମାନେ ଏକ ବଡ଼ଧରଣର ଯୋଜନା କରି ବ୍ରିଜତଳେ…
ଟ୍ରେନ ଇଞ୍ଜିନ ଲାଇନଚ୍ୟୁତ
ପୁରୀ ଅଫିସ,୨୦।୧୦: ପୁରୀ ଜିଲା ଚନ୍ଦନପୁର ଓ ତୁଳସୀଚୌରା ମଧ୍ୟରେ ଗୋଟିଏ ଟ୍ରେନର ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ସୋମବାର ରାତିରେ ଯାତ୍ରୀ ନ ଥିବା ଖାଲି ବଗି ପୁରୀ ଆସୁଥିବା ବେଳେ ଲାଇନଚ୍ୟୁତ ଘଟିଥିଲା। ଉକ୍ତ ଟ୍ରେନ ଇଞ୍ଜିନ ଆଗର ତିନୋଟି…
ପିପିଲି ମେଡିକାଲରେ ଅବ୍ୟବସ୍ଥା ନେଇ ଧାରଣା
ପିପିଲି,୨୦।୧୦(ସ୍ବ.ପ୍ର.): ପିପିଲି ସରକାରୀ ମେଡିକାଲରେ ବିଭିନ୍ନ ସମସ୍ୟାକୁ ନେଇ ଲାଗିରହିଛି ଅବ୍ୟବସ୍ଥା। ଡାକ୍ତର ନିଯୁକ୍ତିଠାରୁ ଆରମ୍ଭ କରି ନିରାମୟ ସେବା, ସ୍ବାସ୍ଥ୍ୟ କର୍ମଚାରୀ ନିଯୁକ୍ତ, ମେଡିକାଲ ଯନ୍ତ୍ରାଂଶ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଆବଶ୍ୟକ ଥିବାବେଳେ ପ୍ରଶାସନ ପକ୍ଷରୁ ଅଣଦେଖା କରାଯାଉଛି। ଏ…
ଡିସେମ୍ବର ୧୫ ସୁଦ୍ଧା ନିର୍ବାଚନ ସାରି ଫଳ ଘୋଷଣା କର
କଟକ ଅଫିସ,୨୦।୧୦: କରୋନା ଯୋଗୁ ଗତ ୭ ମାସ ହେବ ହାଇକୋର୍ଟ ବାର୍ ଆସୋସିଏଶନ୍ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନ ବନ୍ଦ ରହିଥିଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ତେବେ ନିର୍ବାଚନ ପ୍ରକ୍ରିୟା…
ପ୍ରଦୂଷଣ ଲୁଚାଇବାକୁ ଫନ୍ଦି
ଯାଜପୁର ଅଫିସ,୨୦।୧୦: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ ଓଡ଼ିଶାରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଗୁରୁବାର ଏକ ନୂତନ ପଦକ୍ଷେପ ଗ୍ରହଣ କରାଯାଇଛି। ଏସ୍ପିସିବି ବୈଠକରେ ଏହି ମର୍ମରେ ରାଜ୍ୟର ୭ ସ୍ଥାନରେ କଣ୍ଟିନିୟସ ଏମ୍ବିଏଣ୍ଟ ଏୟାର କ୍ବାଲିଟି…
୯ କମିଟିକୁ ଉଚ୍ଚ ମୂର୍ତ୍ତି ଅନୁମତି
କଟକ ଅଫିସ,୨୦।୧୦: କଟକ ଦଶହରା ମୂର୍ତ୍ତି ନିର୍ମାଣ ବିବାଦକୁ ନେଇ ହାଇକୋର୍ଟରେ ଚାଲିଥିବା ମାମଲାର ସୋମବାର ଶୁଣାଣି ହୋଇଥିଲା। ଯେଉଁ ୯ଟି ପୂଜା କମିଟି ୪ ଫୁଟରୁ ଅଧିକ ଉଚ୍ଚର ମୂର୍ତ୍ତି ନିର୍ମାଣ କରିଛନ୍ତି ସେମାନେ ସେତିକି ଉଚ୍ଚର ମୂର୍ତ୍ତି ରଖି…
ଆବାସ ଯୋଜନାରୁ ବଞ୍ଚିତ ରହିଛନ୍ତି ପାଞ୍ଚ ଗାଁର ଲୋକେ
କୋକସରା, ୨୦ା୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡାଗୁଡା ରାଜସ୍ବ ଗ୍ରାମ ଅଧୀନରେ ଥିବା ୫ ଖଣ୍ଡ ଗ୍ରାମର ଲୋକେ ଗତ ୫ବର୍ଷ ହେବ ଆବାସ ଯୋଜନାରେ ଘର ପାଉନାହାନ୍ତି। ଏ ନେଇ ସୋମବାର ସେମାନେ ବିଡ଼ିଓଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେମାନେ…
କେନ୍ଦୁପତ୍ର କର୍ମଚାରୀଙ୍କୁ ଅଣଦେଖା
ବରଗଡ଼ ଅଫିସ୍, ୨୦।୧୦- କେନ୍ଦୁପତ୍ର କର୍ମଚାରୀଙ୍କ ସମସ୍ୟା ବଢ଼ି ଚାଲିଛି। କେନ୍ଦୁପତ୍ର ସିଜିନାଲ କର୍ମଚାରୀ, ୱାଚର, ତୋଳାଳି, ବନ୍ଧେଇ ଶ୍ରମିକମାନେ ବହୁବିଧ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ବେ କିଛି ପଦକ୍ଷେପ ନିଆଯାଉନାହିଁ। ଅନ୍ୟପକ୍ଷେ କେନ୍ଦୁପତ୍ର…
ପାଇପ ଫାଟି ରାସ୍ତାରେ ଭାସୁଛି ପାଣି
ଲାଠୋର, ୨୦ା୧୦(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ନିକଟରେ ଏକ ଜଳ ଯୋଗାଣ ପ୍ରକଳ୍ପ ରହିଛି। ଗ୍ରାମର ପ୍ରାୟ ୫ ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ପ୍ରକଳ୍ପ ଉପରେ ନିର୍ଭର କରନ୍ତି। ହେଲେ ରକ୍ଷଣାବେକ୍ଷଣ…
ସହାୟତା ଦାବି କଲା କଳାକାର ସଂଘ
କଣ୍ଟାବାଞ୍ଜି, ୨୦ା୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା କଣ୍ଟାବାଞ୍ଜ ଏନଏସି ସହରାଞ୍ଚଳରେ ଥିବା କଳାକାରଙ୍କୁ ଚିହ୍ନଟ କରାଯାଇ ନାହିଁ। ଏଥିଯୋଗୁ ସେମାନେ ବିଭିନ୍ନ ସରକାରୀ ଯୋଜନାରୁ ବଞ୍ଚିତ ରହିଛନ୍ତି। କଳାକାର ଭତ୍ତା ନ ପାଇ ସେମାନେ ହାହୁତାଶ ମଧ୍ୟଦେଇ ଗତି କରୁଛନ୍ତି। ଏ ନେଇ…
ଜମିଲା କୋସଲି କବିତା ଆସର
ଲୋଇସିଂହା,୨୦।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ଲୋଇସିଂହା ଥାନ ଅନ୍ତର୍ଗତ ରୁଗୁଡିଖାଲ ମାନସ ବିହାରଠାରେ ଡୁଙ୍ଗରିପାଲିି ନୂଆଁ ସକାଳ ପବ୍ଲିକେସନ ଆନୁକୂଲ୍ୟରେ ସିର୍ଜିନା ପରବ୍-୨୦୨୦ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ୍ ଗଜେନ୍ଦ୍ର ଦଣ୍ଡସେନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷାବିତ୍ ଲଳିତ ମୋହନ ସାହୁ ମୁଖ୍ୟ ଅତିଥି,…

