ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ
ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳରେ କୋକୁଆ ଭୟ ଖେଳିଯାଇଛି। ବିଶେଷ କରି…
ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…
ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ପୌର ପରିଷଦ ଅଧିନ ୱାର୍ଡ଼ ନଂ-୪ ପଠାନପଡାର ଏମଡି ସନୁ(୨୯), ଅଫରାଜ…
ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା
ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ ଦୀର୍ଘଦିନ ଧରି ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମଙ୍ଗଳବାର…
ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….
ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା ୨୧ ଦିନ, ୧୮ ଦିନ, ୧ ୩ ଓ ୧୧ ଦିନ ଧରି…
କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ
ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ପବନ, ଘଡ଼ଘଡ଼ି, ବର୍ଷା ଯୋଗୁଁ ଅନେକ ପରିବାର ସର୍ବସ୍ବାନ୍ତ ହୋଇପଡ଼ିଛି ।…
ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର
ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ନିମନ୍ତ୍ରଣ ପତ୍ର ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି ।…
ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….
ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ ଦୁଇ ଘଣ୍ଟା ବ୍ୟାପୀ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା । ଘନ ଘନ…
ହଠାତ୍ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼
ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ, ଭୟଙ୍କର ଧୂଳିଝଡ଼ ଏବଂ କୁଆପଥର ମାଡ଼ ସାଙ୍ଗକୁ ବର୍ଷା ଯୋଗୁ ସମଗ୍ର ଅଞ୍ଚଳରେ…
ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି ଡ୍ରୋନ । ଦୀର୍ଘ ସମୟ ଧରି ଶ୍ରୀମନ୍ଦିର ଚୂଡ଼ାରେ ଚକ୍କର କାଟିଲା ଦୁଇଟି…
ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର
ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ, ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ନିର୍ଦ୍ଧାରିତ ହୋଇଥିବା ଶୁଭମୂହୁର୍ତ୍ତରେ…
ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍ ସଂଯୋଗ, ଦାବିପତ୍ର ଦେଇ…
ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି ଗ୍ରାମରେ ଦେଶ ସ୍ବାଧୀନତା ହେବାର ୭୭ ବର୍ଷ ବିତି ଯାଇଥିଲେ ମଧ୍ୟ ଆଜି…
ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ
ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ। ଇତିମଧ୍ୟରେ ବୁଗୁଡ଼ା ଓ ତାରସିଂ ରେଞ୍ଜରୁ ପ୍ରଥମ ପର୍ଯ୍ୟାୟ କାଠ ପୁରୀ ପଠାଯାଇଛି।…

