କାଠମାଫିଆଙ୍କ ଆକ୍ରମଣରେ ୨ ବନ କର୍ମଚାରୀ ଆହତ
ବାରିପଦା ଅଫିସ, ୨୯ା୨- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ଅଧୀନ ମହୁଲିଆଠାରେ କାଠମାଫିଆଙ୍କ ଆକ୍ରମଣରେ ଜଣେ ଫରେଷ୍ଟ ଗାର୍ଡ ଓ ବନ ବିଭାଗର ଅନ୍ୟ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ଆହତ ଫରେଷ୍ଟଗାର୍ଡ ହେଲେ ଛତିଶ ଚନ୍ଦ୍ର ମହାନ୍ତ ଓ...
ସୁନ୍ଦରଗଡ଼ର କୁମ୍ଝରିଆ ୟୁଜି ହାଇସ୍କୁଲକୁ ମିଳିଲା ଉତ୍କର୍ଷ ଶିକ୍ଷାକେନ୍ଦ୍ରର ମାନ୍ୟତା
କୁଆଁରମୁଣ୍ଡା,୨୯।୨(ଡି.ଏନ.ଏ)-ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟରେ ଥିବା ବିଭିନ୍ନ ସରକାରୀ ହାଇସ୍କୁଲ ଓ ୟୁଜି ହାଇସ୍କୁଲଗୁଡିକ ମଧ୍ୟରୁ ୧୦୧ ସ୍କୁଲକୁ ଉତ୍କର୍ଷ ଶିକ୍ଷାକେନ୍ଦ୍ର ଭାବେ ବଛା ଯାଇଛି। ଏଥି ମଧ୍ୟରୁ ସୁନ୍ଦରଗଡ଼ ଜିଲାରେ ଥିବା ସମସ୍ତ ୟୁଜି ହାଇସ୍କୁଲଗୁଡିକ...
ଆନ୍ଦୋଳନର ପଞ୍ଚମ ଦିନରେ ଚାଷୀଙ୍କ ନିଆରା ପ୍ରତିବାଦ
ତରଭା, ୨୯ା୨(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ ଆଞ୍ଚଳିକ କୃଷକ ସଂଗଠନ ଆନୁକୂଲ୍ୟରେ ଚାଲିଥିବା ଚାଷୀ ଆନ୍ଦୋଳନ ପଞ୍ଚମ ଦିନରେ ପହଞ୍ଚିଛି ା ଶୁକ୍ରବାର ପ୍ରଶାସନର ଦୃଷ୍ଟି ଆକର୍ଷଣ ପାଇଁ ତରଭା ବ୍ଲକର ଚାଷୀମାନେ ନିଆରା ଢଙ୍ଗରେ ପ୍ରତିବାଦ କରିଥିଲେ।...
ବିଳମ୍ବ ହେଉଛି ରିଂ ରୋଡ ପୋର୍ଟାଲ ଫ୍ରେମ୍ ବ୍ରିଜ୍ ନିର୍ମାଣ
ସୋନପୁର,୨୯।୨(ନି.ପ୍ର.) – ସୁବର୍ଣ୍ଣପୁର ସହରର ବହୁ ପ୍ରତୀକ୍ଷିତ ରିଂ ରୋଡ ନିର୍ମାଣ କାର୍ଯ୍ୟ ବିଳମ୍ବିତ ହେଉଛି। ସରକାରଙ୍କ ଅନୁଦାନ ସତ୍ତ୍ୱେ କାର୍ଯ୍ୟ ଧିମେଇ ଚାଲିଛି। ଅବଧି ସରିଥିଲେ ମଧ୍ୟ ରିଂରୋଡର ଉଭୟ ପାର୍ଶ୍ୱ ପିଚୁ କାମ ସରିନି। ପ୍ରକଳ୍ପର ସବୁଠୁ...
ଦିଲ୍ଲୀ ହିଂସା, ସୁବର୍ଣ୍ଣପୁରରେ କଂଗ୍ରେସର ବିକ୍ଷୋଭ
ସୋନପୁର,୨୯।୨(ନି.ପ୍ର.) ସିଏଏକୁ ନେଇ ଦେଶର ରାଜଧାନୀ ଅଶାନ୍ତ ହୋଇପଡିଛି। ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ସଂଘର୍ଷ ଲାଗିରହିଛି । ତେବେ ହିଂସା ରୋକିବା କ୍ଷେତ୍ରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବିଫଳ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି। ଶୁକ୍ରବାର କଂଗ୍ରେସ...
ଜନସାଧାରଣଙ୍କ ଆସ୍ଥାଭାଜନ ହୋଇ କାର୍ଯ୍ୟ କର: ଆରଡିସି
ବଲାଙ୍ଗୀର ଅଫିସ,୨୯ା୨ ଉତ୍ତରାଞ୍ଚଳ ରାଜସ୍ବ କମିଶନର(ଆରଡିସି) ନିରଞ୍ଜନ ସାହୁ ଶୁକ୍ରବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ବଲାଙ୍ଗୀର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦାନ କରିଥିଲେ ା ସମୀକ୍ଷା ବୈଠକ ପ୍ରାରମ୍ଭରେ ଜିଲାପାଳ...
ବନ ବିଭାଗର କରତକଳ ଉପରେ ଚଢାଉ: ଯନ୍ତ୍ରାଂଶ, କାଠକୁ ଛଡାଇ ନେଲେ ଲୋକେ
ସିମୁଳିଆ, ୨୮ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ମାର୍କୋଣା ଷ୍ଟେଶନ ବଜାର ନିକଟରେ ଥିବା ଏକ କରତକଳ ଉପରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇଛି। ମାଜିଷ୍ଟ୍ରେଟ ରୂପେ ସଦର ବ୍ଲକ ଅତିରିକ୍ତ ତହସିଲଦାର ଶତ୍ରୁଘ୍ନ ସେଠୀଙ୍କ, ବନ ବିଭାଗୀୟ ଅଧିକାରୀ ସମୀର...
ଭଦ୍ରକରେ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ସଚିବ
ଭଦ୍ରକ ଅଫିସ, ୨୮।୨- କେନ୍ଦ୍ର ସରକାରଙ୍କ ସଂଖ୍ୟାଲଘୁ ବ୍ୟାପାର ସଚିବ ପ୍ରମୋଦ କୁମାର ଦାସ ଶୁକ୍ରବାର ଭଦ୍ରକ ଗସ୍ତରେ ଆସି ଜିଲା ମଙ୍ଗଳ ବିଭାଗ ଦ୍ୱାରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରି ଫେରିଛନ୍ତି। ଭଦ୍ରକ ପୌରପାଳିକା ଅଧୀନରେ ସଂଖ୍ୟାଲଘୁ...
ଉପଜିଲାପାଳଙ୍କ ପାଖରେ ଫେରାଦ ହେଲେ ଚାଷୀ: ଧାନ କିଣୁନାହାନ୍ତି ମିଲର, ନଷ୍ଟ ହେଉଛି ଟୋକନ
ପୁରୁଷୋତ୍ତମପୁର,୨୮।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ଗ୍ରାମରେ ଚାଷୀଙ୍କ ଧାନକୁ ମିଲର ଓ ସମବାୟ ସମିତି କିଣୁ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ଚାଷୀଙ୍କୁ ବିକ୍ରି ଲାଗି ମିଳୁଥିବା ଟୋକନର ଅବଧି ସରିବାରେ ଲାଗିଛି ।...
କଳାହାଣ୍ଡି ଜିଲା କୋର୍ଟ ପରିସରରେ ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍ଘାଟିତ
ଭବାନୀପାଟଣା,୨୮।୨ (ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋର୍ଟ ପରିସରରେ ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍ଘାଟନ ହୋଇଯାଇଛି। ସୁପ୍ରିମ କୋର୍ଟ ଓ ଓଡ଼ଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟର ସବୁ ଜିଲାରେ ଅତିରିକ୍ତ ଜିଲା ଓ...
କଳାହାଣ୍ଡି ଜିଲା ଯୋଜନା କମିଟି ବୈଠକ: କୃଷି, ଉଦ୍ୟାନ ବିଭାଗ ଉପରେ ଗୁରୁତ୍ୱ
ଭବାନୀପାଟଣା,୨୮।୨ (ଡି.ଏନ୍.ଏ.): କଳାହାଣ୍ଡି ଜିଲା ପ୍ଲାନିଂ ୱିଙ୍ଗ୍ କନ୍ଫେରେନି୍ଂସ ହଲ୍ଠାରେ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟିର ଅଧ୍ୟକ୍ଷ ତଥା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବକିଶୋର ଦାସ, ଗୃହ, ଶକ୍ତି,...
ଦିଲ୍ଲୀ ହିଂସା ପାଇଁ ଶାହାଙ୍କୁ ଦାୟୀ କଲା ପିସିସି: କୁଶପୁତ୍ତଳିକା ଦାହ, ଇସ୍ତଫା ଦାବି
ଭୁବନେଶ୍ୱର, ୨୮।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କର ଏହି ଗସ୍ତକୁ ବିରୋଧକରି ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ଆହ୍ବାନକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ଶାହାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।...
Archives


