ଆମ ଜିଲା ଖବର

ଜାତୀୟ ହସ୍ତତନ୍ତ ଦିବସ: ବାନ୍ଧି ରଖିଛି ବାନ୍ଧକଳା

ଅଗଷ୍ଟ ୭, ଜାତୀୟ ହସ୍ତତନ୍ତ ଦିବସ। ଦେଶରେ ବୁଣାକାରଙ୍କ ଉନ୍ନୟନ ଲାଗି ୨୦୧୫ରୁ ଏହି ଦିବସ ପାଳିତ ହୋଇଆସୁଛି। ହସ୍ତତନ୍ତ, ବାନ୍ଧକଳା କେବଳ ପୁରୁଷଙ୍କ ପାଖରେ ସୀମିତ ନୁହେଁ। ଏଥିରେ ଏମିତି କେତେଜଣ ମହିଳା ଅଛନ୍ତି ଯେଉଁମାନେ ଘରର ଚାରିକାନ୍ଥ ଭିତରେ…

ଡାକ୍ତରଙ୍କୁ ଭଣ୍ଡେଇଲେ ସୁନ୍ଦରୀ ଯୁବତୀ, ଆକାଉଣ୍ଟରୁ ନେଇଗଲେ ଏତିକି ଟଙ୍କା, ଆଉ ତା’ ପରେ…

ତାଳଚେର,୭ା୮(ନି.ପ୍ର.): ଜଣେ ଯୁବତୀ ନିଜକୁ ଏକ ବଡ଼ କମ୍ପାନୀର ଏଜେଣ୍ଟ ବୋଲି ପରିଚୟ ଦେଇ ଜଣେ ବରିଷ୍ଠ ତଥା ଅବସରପ୍ରାପ୍ତ ଡାକ୍ତରଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ହଡ଼ପ କରି ଶେଷରେ ତାଳଚେର ଟାଉନ ଥାନା ପୋଲିସ ହାତରେ ଗିରଫ ହେବା…

ନିର୍ମାଣାଧୀନ ନାଳରେ ସ୍କୁଟି ସହ ଖସିପଡ଼ିଲେ ଯୁବକ, ଛାତିରେ ପଶିଗଲା ଲୁହାରଡ୍‌

ବ୍ରହ୍ମପୁର ଅଫିସ,୭ା୮: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ଓଭରବ୍ରିଜ ନିକଟରେ ଏକ ଅଘଟଣ ଘଟିଛି। ଅର୍ଦ୍ଧନିର୍ମିତ ନାଳର ଲୁହାରଡ୍‌ ଯୁବକଙ୍କ ବାମ ଛାତି ଭିତରେ ପଶିଯାଇ ମୃତ୍ୟୁ ଘଟିଛି। ଖବର ପାଇ ବୈଦ୍ୟନାଥପୁର ଥାନା ଅଧିକାରୀ ସାରଦା ପ୍ରସନ୍ନ…

ଆଜିଠୁ ଏସ୍‌ସିବିରେ ମିଳିବ ‘ଆହାର’

କଟକ ଅଫିସ, ୭ା୮: ଆହାର କେନ୍ଦ୍ର ଓ ହସ୍ପିଟାଲ କର୍ମଚାରୀମାନେ ବାରମ୍ବାର କରୋନା ଆକ୍ରାନ୍ତ ହେବାରୁ ପ୍ରାୟ ୪୦ଦିନ ଧରି କଟକ ସହରର ସମସ୍ତ ହସ୍ପିଟାଲରେ ଥିବା ଆହାର କେନ୍ଦ୍ରଗୁଡ଼ିକ ବନ୍ଦ ରହିଥିଲା। ଫଳରେ ହସ୍ପିଟାଲକୁ ଆସୁଥିବା ରୋଗୀ ଓ ସେମାନଙ୍କ…

କୋଭିଡ୍‌ ମେଡିକାଲ, ସିସିସିର ଅଗ୍ନି ନିରାପତ୍ତା ଯାଞ୍ଚ ନିର୍ଦ୍ଦେଶ

କଟକ ଅଫିସ,୭ା୮: ଗୁଜରାଟ୍‌ର ଅହମ୍ମଦାବାଦ୍‌ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୮ଜଣଙ୍କ ଜୀବନ ଯାଇଥିବାବେଳେ ପ୍ରାୟ ୫୦ଜଣ ଆହତ ହୋଇଛନ୍ତି। ଫଳରେ କୋଭିଡ୍‌ ହସ୍ପିଟାଲଗୁଡ଼ିକର ଅଗ୍ନି ନିରାପତ୍ତାକୁ ନେଇ ପ୍ରଶ୍ନ ଉଠିଛି। ଓଡ଼ିଶାରେ ୧୫୦ରୁ ଊର୍ଦ୍ଧ୍ୱ କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌…

ଟ୍ରକ୍‌କୁ ପଛରୁ ଧକ୍କା ଦେଲା କାର୍‌: ୩ ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଧର୍ମଶାଳା,୭ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଛକଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଏକ କାର୍‌ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ ଯାଉଥିବା…

‘ଶ୍ରୀମନ୍ଦିରରେ ଅନ୍‌ଲାଇନ ଦର୍ଶନ ପାଇଁ ବିଚାରବିମର୍ଶ’

ପୁରୀ ଅଫିସ,୭ା୮: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଅନ୍‌ଲାଇନ୍‌ ବ୍ୟବସ୍ଥା ଗ୍ରହଣ କରାଯିବ। ଏନେଇ ବିଚାର ବିମର୍ଶ ଚାଲିଛି। ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବା ପରେ ଭକ୍ତ ଶ୍ରୀମନ୍ଦିରକୁ ପ୍ରବେଶ କରି ଠାକୁରଙ୍କୁ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ…

ପ୍ରତ୍ୟୁଷାଙ୍କୁ ମିସ୍‌ ଭର୍ଚୁଆଲ ଇନ୍‌କ୍ଲ୍ୟୁଶନ ୨୦୨୦ ମୁକୁଟ

ଅନୁଗୋଳ ଅଫିସ୍‌, ୭।୮ – ଅନୁଗୋଳ ଝିଅ ପ୍ରତ୍ୟୁଷା ଅମାନ୍ତ ମିସ୍‌ ଭର୍ଚୁଆଲ ଇନ୍‌କ୍ଲ୍ୟୁଶନ ମଡେଲ-୨୦୨୦ର ମୁକୁଟ ବିଜୟିନୀ ହୋଇଛନ୍ତି। ଅନୁଗୋଳ କଲେଜ ଛକ ସ୍ଥିତ ଅଜିତ କୁମାର ଅମାନ୍ତ ଓ ପ୍ରମୋଦିନୀ ଅମାନ୍ତଙ୍କ ଝିଅ ପ୍ରତ୍ୟୁଷା ଅନୁଗୋଳ ସରକାରୀ ସ୍ବୟଂଶାସିତ…

ଉପଖଣ୍ଡରେ ନାହାନ୍ତି ୨୨ ଡାକ୍ତର

ବଇଣ୍ଡା, ୭ା୮ – ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଖାଲି ପଡ଼ିଛି ୨୨ ଡକ୍ତର ପଦବୀ। ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଶାଇ ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ ଥିବା ମୋଟ୍‌ ୯ଟି ଡାକ୍ତରଖାନାରେ ଏତେ ସଂଖ୍ୟକ ପଦବୀ ଦୀର୍ଘଦିନ ହେବ ଫାଙ୍କା ଥିଲେ…

ବର୍ଷା ହେଲେ ବଢୁଛି ଦୁଃଖ

ଢେଙ୍କାନାଳ ଅଫିସ, ୭।୮ – ଲଘୁଚାପଜନିତ ଲଗାଣବର୍ଷାରେ ପ୍ରଭାବିତ ହୋଇଛି ଢେଙ୍କାନାଳ ସହରର ଜୀବନଯାତ୍ରା। ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ପୌରାଞ୍ଚଳର ଟାଉନପ୍ଲାନିଂ ଅଞ୍ଚଳ ଏବଂ କାରିଗର ସାହିର ବାମପାର୍ଶ୍ୱ ଜଳମଗ୍ନ ହୋଇପଡ଼ିଛି। ବର୍ଷା ପାଣି ଘରେ ପଶିଯାଇଛି। ରାସ୍ତାରେ…

ଭିଡ଼ ବଢ଼ାଇଲା ସଂକ୍ରମଣ ଆଶଙ୍କା

କାମାକ୍ଷାନଗର, ୭।୮(ଡି.ଏନ.ଏ.) – ଶଟ୍‌ଡାଉନ ଉଠିବା ପରେ ଢେଙ୍କାନାଳ ଜିଲା କାମାକ୍ଷାନଗର ସହରରେ ଗୁରୁବାର ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା। ଅମାନିଆଙ୍କ ପ୍ରତି କୋହଳ ମନୋଭାବ ଯୋଗୁ ଏପରି ପରିସ୍ଥିତି ସୃଷ୍ଟି ହୋଇଥିବା ବୁଦ୍ଧିଜୀବୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଆଳତୁମା ହାଇସ୍କୁଲରେ…

ଲକ୍ଷ୍ମୀ: ନାଁକୁ କାମ, ମିଳୁନି ସୁବିଧା

କଟକ ଅଫିସ,୭ା୮:କରୋନା କଟକଣା ଯୋଗୁ ବିଭିନ୍ନ ରାଜ୍ୟରେ ନିଯୁକ୍ତି ହରାଇ ପ୍ରବାସୀମାନେ ନିଜ ଘରକୁ ଫେରିଲେ। ଲୋକଙ୍କ ଜୀବନଜୀବିକାକୁ ଗୁରୁତ୍ୱ ଦେଇ ଜିଲା ପ୍ରଶାସନ ସେମାନଙ୍କୁ ସ୍ଥାନୀୟ ଅଞ୍ଚଳରେ କାମ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଲେ। ଫଳରେ ପ୍ରବାସୀଙ୍କ ମନରେ ନୂଆ କର୍ମସଂସ୍ଥାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?