ପୋଲିସ ଅଧିକାରୀ, କର୍ମଚାରୀଙ୍କ ସେରୋଲୋଜିକାଲ ଟେଷ୍ଟ
ବ୍ରହ୍ମପୁର ଅଫିସ ,୭ା୮- ବ୍ରହ୍ମପୁର ପୋଲିସ ଜିଲାରେ କାର୍ଯ୍ୟରତ ଅଧିକାରୀ ଓ ପୋଲିସ କର୍ମଚାରୀଙ୍କର ଗୁରୁବାର ସେରୋଲୋଜିକଲ ଟେଷ୍ଟ ସ୍ଥାନୀୟ ଆମ୍ବପୁଆ ରିଜର୍ଭ ପଡିଆରେ ଏସ୍ପି ପିନାକ ମିଶ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏସ୍ପି ମିଶ୍ର ଓ ତାଙ୍କ ସ୍ତ୍ରୀ ଡାକ୍ତର…
ଶତାଧିକ ହେକ୍ଟର ଚାଷଜମି ଜଳମଗ୍ନ
ପଦ୍ମପୁର, ୭ା୮(ଡି.ଏନ୍.ଏ.)- ବାସୁଦେବପୁର ବ୍ଲକ ଅଧୀନ କଞ୍ଚୁଡ଼ି, ଧଳା ଓ ମନ୍ତେଇ ନଦୀରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ପ୍ରବେଶ କରିଛି। ଦୀର୍ଘଦିନ ଧରି ବାସୁଦେବପୁର ବ୍ଲକର ଚାଷୀମାନେ ବର୍ଷା ଅଭାବରୁ ମରୁଡ଼ି ସମସ୍ୟାର…
କଣ୍ଟେନମେଣ୍ଟ ଜୋନରେ ରହଣିଆ ପଞ୍ଚାୟତ
ଭଣ୍ଡାରିପୋଖରୀ, ୭ା୮(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ରାଣିଗାଡ଼ିଆ ଗ୍ରାମରୁ ତିନି ଦିନ ପୂର୍ବେ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସ୍ଥାନୀୟ ସରପଞ୍ଚ ଅଲିଭା ନାୟକ ଉକ୍ତ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଥିଲେ। ବୁଧବାର ଅକ୍ରାନ୍ତଙ୍କ…
କେନ୍ଦୁଝରରେ କରୋନା ସ୍ଥିତି ଅସମ୍ଭାଳ: ଚିନ୍ତା ବଢାଉଛି ଆନନ୍ଦପୁର
କେନ୍ଦୁଝର, ୭ା୮(ଡି.ଏନ୍.ଏ.)-କେନ୍ଦୁଝର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁ ଥିବାବେଳେ ଗୁରୁବାର ଗୋଟିଏ ଦିନରେ ୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୫୨ଜଣ ସ୍ଥାନୀୟ ସଂକ୍ରମଣ ୪ଜଣ ବିଭିନ୍ନ ଟିଏମ୍ସିରୁ ଅଛନ୍ତି ବୋଲି ଜିଲାପାଳ ଆଶିଷ ଠାକ୍ରେ…
ରେମୁଣା ମାର୍କେଟ୍ରୁ ଜବରଦଖଲ ଉଚ୍ଛେଦ
ରେମୁଣା, ୭।୮(ଡି.ଏନ.ଏ.)-ଦୀର୍ଘଦିନ ପରେ ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ରେମୁଣା ମାର୍କେଟରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ପ୍ରଶାସନର ଏଭଳି ପଦକ୍ଷେପକୁ ରେମୁଣା ଅଞ୍ଚଳବାସୀ ସ୍ବାଗତ କରିଛନ୍ତି। ରେମୁଣା ହସ୍ପିଟାଲଠାରୁ ମାର୍କେଟ୍ ଶେଷମୁଣ୍ଡ ପର୍ଯ୍ୟନ୍ତ ପାଖାପାଖି ୯୦୦ ମିଟର ରାସ୍ତା ସବୁବେଳେ ଗହଳି…
କନ୍ଧମାଳ: ଦିନକରେ ୭୪ ପଜିଟିଭ ଚିହ୍ନଟ
ଫୁଲବାଣୀ ଅଫିସ, ୬ା୮-କନ୍ଧମାଳ ଜିଲାରେ ଗୁରୁବାର ଗୋଟିଏ ଦିନରେ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ୬୧ ବର୍ଷୀୟ ଏହି ମୃତକ ଜଣକ ଫୁଲବାଣୀ ସହର କେନ୍ଦୁପଦର ଅଞ୍ଚଳର ବୋଲି ଜଣାପଡ଼ିଛି।…
କରୋନାକୁ ହରାଇଲେ ୧୩ ମାସର ଶିଶୁ
କୋରୁକୋଣ୍ଡା,୬ା୮(ଡି.ଏନ.ଏ)-ମାଲକାନଗିରି ଜିଲାରେ କରୋନା ତାର କାୟା ବିସ୍ତାର କରି ଚାଲିଛି। ତେବେ ପ୍ରଥମ କରି ଏକ ୧୩ ମାସର ଛୁଆ କରୋନାରୁ ସୁସ୍ଥ ହୋଇଥିବା ଖବର ପହଞ୍ଚତ୍ଛି। ଏହି ଛୋଟ ଶିଶୁ କାଲିମେଳା ବ୍ଲକ ଅନ୍ତର୍ଗତ ଏମ୍ଭି-୪୫ ଗ୍ରାମର। ଶିଶୁ ଓ…
ଲୋକନାଥ ହତ୍ୟାକାଣ୍ଡ: ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଏସ୍ପି କାର୍ଯ୍ୟାଳୟ ଆଗରେ ଧାରଣା
ବୌଦ୍ଧ,୬ା୮(ସ୍ବ.ପ୍ର.)-ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ଦାବି କରି ଜିଲା ଭାଜପା ପକ୍ଷରୁ ଗୁରୁବାର ଏସପିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା । ଜିଲା ଭାଜପା ସଭାପତି ବିପ୍ର ଚରଣ ପ୍ରଧାନଙ୍କ ନେତୃତ୍ୱରେ ଯୁବମୋର୍ଚ୍ଚାର…
ଆସିକା ସବ୍ଜେଲର ୩ କର୍ମଚାରୀଙ୍କୁ କରୋନା
ଆସିକା,୬ା୮(ଡି.ଏନ୍.ଏ.)- ଆସିକା ବ୍ଲକ୍, ତହସିଲ୍, ଥାନା, ଡାକ୍ତରଖାନାରୁ ପୂର୍ବରୁ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏବେ ସବ୍ଜେଲରେ ପହଞ୍ଚତ୍ଛି ସଂକ୍ରମଣ। ଆସିକା ସବ୍ଜେଲରେ ମଙ୍ଗଳବାର କର୍ମଚାରୀଙ୍କ ସ୍ବାବ୍ ସଂଗ୍ରହ କରାଯାଇଥିଲା। ଗୁରୁବାର ୨ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ଗୁରୁବାର ପୁଣି ୧୬…
ତେଲ୍ ନଦୀରେ ବୁଡ଼ି ୩ ଶିଶୁଙ୍କ ଜୀବନ ଗଲା
ନବରଙ୍ଗପୁର,୬ା୮(ବି.ପ୍ର.) : ଗୁରୁବାର ତେଲ ନଦୀରେ ବୁଡ଼ି ତିନି ଶିଶୁଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁପୁତ୍ର ଏବଂ ଦୁଇ ଶିଶୁକନ୍ୟା ରହିଥିବାବେଳେ ସମସ୍ତେ ଗୋଟିଏ ଗ୍ରାମର ବୋଲି ଜଣାପଡ଼ିଛି । ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ…
୬ ଶ୍ରମିକ କରୋନା ପଜିଟିଭ୍ ଚିହ୍ନଟ: ଶିଳ୍ପ ପ୍ରତିଷ୍ଠାନ ବନ୍ଦ ଦାବି ଜୋର୍ ଧରିଲା
ଝାରସୁଗୁଡ଼ା ଅଫିସ,୬ା୮: ଝାରସୁଗୁଡ଼ା ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବହୁ ପଦକ୍ଷେପ ନିଆଯିବ ସହ ସାପ୍ତାହିକ ଶନିବାର ଏବଂ ରବିବାର ଶଟ୍ଡାଉନ ଘୋଷଣା କରାଯାଇଛି। କିନ୍ତୁ…
‘ପିଜି ଡାକ୍ତରଙ୍କୁ ଜିଲାକୁ ପଠାଇଲେ ଏମ୍କେସିଜିରେ ବାଧାପ୍ରାପ୍ତ ହେବ ରୋଗୀସେବା’
ବ୍ରହ୍ମପୁର ଅଫିସ,୬ା୮: ରାଜ୍ୟର ବିଭିନ୍ନ ମେଡିକାଲ କଲେଜର ପିଜି ଡାକ୍ତରଙ୍କୁ କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲାକୁ ପଠାଇବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏହାକୁ ନେଇ ଆପତ୍ତି ଉଠାଇଛି ବ୍ରହ୍ମପୁରସ୍ଥିତ ଏମ୍କେସିଜି ମେଡିକାଲ କଲେଜ ଜୁନିଅର ଡାକ୍ତର…

